ଜାତୀୟ

ତେଲ ଭରିବା ସମୟରେ କାର୍‌ରେ ଲାଗିଲା ନିଆଁ, ହିରୋ ସାଜି ଲୋକଙ୍କ ଜୀବନ ବଞ୍ଚାଇଲେ ଏହି ଯୁବକ; ଛୁଟୁଛି ପ୍ରଶଂସାର ସୁଅ

ଭୋପାଳ,୨୧ା୧୦: ମଧ୍ୟପ୍ରଦେଶର ବାଲାଘାଟରେ ଜଣେ ଯୁବକଙ୍କ ଦୁଃସାହସିକ ସାହସ ଯୋଗୁ ଏକ ବଡ଼ ଧରଣର ବିପଦ ଟଳି ଯାଇଛି। ବାଲାଘାଟ ଅଞ୍ଚଳରେ ଥିବା ପେଟ୍ରୋଲ ପମ୍ପରେ ତେଲ ଭରୁଥିବା ସମୟରେ ଏକ କାର୍‌ରେ ନିଆଁ ଲାଗି ଯାଇଥିଲା। ନିଆଁ ଲାଗିବା...

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମିଳିବ ଦୀପାବଳି ବୋନସ୍‌

ନୂଆଦିଲ୍ଲୀ,୨୧।୧୦: କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ ଉପହାର। ଦେଶର ୩୦ ଲକ୍ଷ କର୍ମଚାରୀଙ୍କୁ ଦୀପାବଳି ବୋନସ୍‌ ଦିଆଯିବ ବୋଲି ଘୋଷଣା କରାଯାଇଛି। ଏଥିପାଇଁ ୩୭୧୪ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ...

ଦଶହରାରେ ଚାଇନା ସୀମାରେ ଅସ୍ତ୍ରଶସ୍ତ୍ର ପୂଜା କରିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୧।୧୦: ଚାଇନା ସୀମାରେ ନିୟୋଜିତ ଯବାନଙ୍କ ମନୋବଳ ବଢାଇବା ପାଇଁ ଏଥର ଦଶହରାରେ ବାସ୍ତବିକ ନିୟନ୍ତ୍ରଣ ରେଖ(ଏଲ୍‌ଏସି) ଗସ୍ତ କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ରାଜନାଥ ୨୩-୨୪ ଅକ୍ଟୋବରରେ ସିକ୍କିମ୍‌ ସେକ୍ଟରରେ ଏଲ୍‌ଏସି ଗସ୍ତ କରିବେ ଏବଂ ସେଠାରେ...

ପିତାଙ୍କ ମୃତ୍ୟୁ ଖବର ସହିପାରିଲେନି ଝିଅ, ନେଲେ ଏମିତି ପଦକ୍ଷେପ

ଭୋପାଳ,୨୧ା୧୦: ପିତା ଏବଂ କନ୍ୟାଙ୍କ ସମ୍ପର୍କ ଦୁନିଆରେ ସବୁଠାରୁ ଅନନ୍ୟ ବୋଲି ବିବେଚନା କରାଯାଏ। ଗୋଟିଏ ଝିଅ ଜୀବନଠାରୁ ଅଧିକ ଭଲ ପାଏ ତା’ ପିତାଙ୍କୁ। ବୋଧହୁଏ ଏହି କାରଣରୁ ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଜଣେ ଝିଅ ପିତାଙ୍କ ଦେହାନ୍ତ...

ବାୟୁ ପ୍ରଦୂଷଣ: ଭାରତରେ ୧୬ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି

ନୂଆଦିଲ୍ଲୀ, ୨୧।୧୦: ବାୟୁ ପ୍ରଦୂଷଣ ଯୋଗୁ ପୃଥିବୀରେ ସଙ୍କଟ ଧୀରେଧୀରେ ଘନେଇ ଆସୁଛି। ପୃଥିବୀରେ ୨୦୧୯ରେ ୬୭ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଭାରତରେ ୧୬ ଲକ୍ଷ ୭୦ ହଜାରରୁ ଅଧିକ ଲୋକଙ୍କର ଜୀବନ...

ଅଧାରୁ ଅଧିକ ଚାଷୀଙ୍କୁ ଜଣା ନାହିଁ କୃଷି ଆଇନ: ତେବେ ବି ଚାଲିଛିି ବିରୋଧ-ସମର୍ଥନ

ନୂଆଦିଲ୍ଲୀ, ୨୧।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପି ଚାଷୀ ଆନ୍ଦୋଳନ ଜାରି ରହିଛି। ତେବେ ଏକ ସର୍ଭେ ରିପୋର୍ଟ ଅନୁସାରେ ଦେଶର ଅଧାରୁ ଅଧିକ ଚାଷୀଙ୍କୁ କୃଷି ଆଇନ୍‌ ସମ୍ପର୍କରେ କିଛି ବି ଜଣା ନାହିଁ। ମାତ୍ର...

କୋଲକାତାରେ ହେବ ରାବଣ ପୋଡ଼ି

କୋଲକାତା,୨୧ା୧୦: ଚଳିତବର୍ଷ କରୋନା ମହାମାରୀ ଯୋଗୁ ଦଶହରା ମହୋତ୍ସବ ଫିକା ପଡ଼ିବ। ମାତ୍ର ସମସ୍ତ ରୀତି ନୀତି ଅନୁଯାୟୀ ପୂଜା ପାଇବେ ମା’। ଏହି ପରିପ୍ରେକ୍ଷୀରେ ରାବଣ ପୋଡ଼ି କୋଲକାତାରେ ସିଧା ପ୍ରସାରଣ ହେବ ବୋଲି ଆୟୋଜକ କମିଟିର ସଦସ୍ୟ...

ମହାରାଷ୍ଟ୍ରରେ ଭାଜପାକୁ ଝଟ୍‌କା: ଅସନ୍ତୁଷ୍ଟ ଏକନାଥ ଖଡ଼ସେ ଦେଲେ ଇସ୍ତଫା

ମୁମ୍ବାଇ, ୨୧।୧୦: ମହାରାଷ୍ଟ୍ରରେ ଭାଜପାକୁ ବଡ଼ ଝଟ୍‌କା ଲାଗିଛି। ରାଜ୍ୟର ଦଳୀୟ ନେତୃତ୍ୱଉପରେ ଦୀର୍ଘଦିନ ଧରି ଅସନ୍ତୁଷ୍ଟ ଥିବା ବରିଷ୍ଠ ନେତା ଏକନାଥ ଖଡ଼ସେ ବୁଧବାର ଇସ୍ତଫା ଦେଇଛନ୍ତି। ଏ ସମ୍ପର୍କରେ ସେ ସନ୍ଧ୍ୟାରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେବେ।...

ଚାଇନାର ଗୁପ୍ତଚରୀ ମାମଲା: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଉପରେ ଥିଲା କଡ଼ା ନଜର

ନୂଆଦିଲ୍ଲୀ, ୨୧।୧୦: ଚାଇନାର ଗୁପ୍ତଚରୀ ମାମଲାର ଖିଅ ଧିରେ ଧିରେ ଖୋଲିବା ଆରମ୍ଭ କରିଛି। ଚାଇନା ଗୁପ୍ତଚର କ୍ୱିଙ୍ଗ ଶିଙ୍କୁ ପଚରା ଉଚରା ସମୟରେ ଜଣାପଡ଼ିଛି ଯେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟ ଉପରେ କଡ଼ା ନଜର ରଖାଯାଇଥିଲା।...

ବିହାର ବିଧାନସଭା ନିର୍ବାଚନ: ଘୋଷଣା ପତ୍ର ଜାରି କଲା କଂଗ୍ରେସ, ଚାଷୀଙ୍କୁ ଋଣଛାଡ ପ୍ରତିଶ୍ରୁତି

ପାଟନା, ୨୧।୧୦: ବିହାର ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଛି। ଚାଷୀଙ୍କ ଋଣ ଛାଡ, ବିଦ୍ୟୁତ୍‌ ବିଲ୍‌କୁ ଅଧା କରିବା ସହିତ ବାଳିକାଙ୍କୁ ନ୍ୟାୟ ଦେବାର ପ୍ରତିଶ୍ରୁତି ଘୋଷଣା ପତ୍ରରେ ରହିଛି। ସେହିପରି...

ପାର୍ବଣରେ ପାକିସ୍ତାନର ବଡ଼ ଷଡ଼ଯନ୍ତ୍ର: ସାମ୍ପ୍ରଦାୟିକ ଦଙ୍ଗା-ବାଟ୍‌ ଆକ୍ରମଣ ପାଇଁ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ

ନୂଆଦିଲ୍ଲୀ/ଇସଲାମାବାଦ୍‌, ୨୧।୧୦: ପାର୍ବଣ ଅବସରରେ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଷଡ଼ଯନ୍ତ୍ର ରଚିଛି। ଦେଶରେ ସାମ୍ପ୍ରଦାୟିକ ଦଙ୍ଗା ଏବଂ ଏଲ୍‌ଓସିରେ ବାଟ୍‌ ଆକ୍ରମଣ ଲାଗି ପାକିସ୍ତାନ ବ୍ଲୁ ପ୍ରିଣ୍ଟ୍‌ ପ୍ରସ୍ତୁତ କରିଛି। ଏଥିରେ ପାକିସ୍ତାନ ଗୋଇନ୍ଦା...

ଦିଲ୍ଲୀ ରାମଲୀଳା: ସୀତା ପ୍ରତିରକ୍ଷା ସେବା ପାଇଁ କରୁଛନ୍ତି ପ୍ରସ୍ତୁତି, ରାମ ବ୍ୟାଙ୍କରେ କରନ୍ତି ଚାକିରି

ନୂଆଦିଲ୍ଲୀ, ୨୧।୧୦: ଦଶହରା ଅବସରରେ ଦିଲ୍ଲୀରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରାୟ ୫୦୦ରୁ ଅଧିକ ସ୍ଥାନରେ ରାମଲୀଳା ଆୟୋଜନ ହେଉଛି। ସଂସ୍କୃତି କଳା ସଙ୍ଗମ ଗ୍ରୁପ୍‌ର ରାମଲୀଳାରେ ସୀତାଙ୍କ ଚରିତ୍ରରେ ଅଭିନୟ କରୁଥିବା ଶୁଭାଶିଂ ଭରଦ୍ୱାଜ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri