ଜାତୀୟ

‘୨୦୨୨ ପୂର୍ବରୁ ଭାକ୍‌ସିନ ପାଇବେନି ସୁସ୍ଥ’

ନୂଆଦିଲ୍ଲୀ,୧୬।୧୦(ଆଇଏଏନ୍‌ଏସ୍‌):ସ୍ବଳ୍ପ ବୟସ୍କ ଓ ସୁସ୍ଥ ବ୍ୟକ୍ତିଙ୍କୁ କରୋନା ଭାକ୍‌ସିନ ପାଇବାକୁ ହେଲେ ୨୦୨୨ ମସିହା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିବ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,...

କଶ୍ମୀରରେ ‘୩୭୦’ ପାଇଁ ମେଣ୍ଟ

ଶ୍ରୀନଗର/ନୂଆଦିଲ୍ଲୀ,୧୬।୧୦:ପିପୁଲ୍ସ ଡେମୋକ୍ରଟିକ୍‌ ପାର୍ଟି (ପିଡିପି) ଅଧ୍ୟକ୍ଷା ମେହବୁବା ମୁଫ୍‌ତିଙ୍କ ମୁକ୍ତି ପରେ ଜମ୍ମୁ-କଶ୍ମୀରରେ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ଜମ୍ମୁ ଓ କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପୁନଃ ଅବସ୍ଥାପିତ କରିବା ପାଇଁ ପୁଣିଥରେ...

ଜନ୍ମ ହେବାପରେ ଡାକ୍ତରଙ୍କ ମୁହଁରୁ ମାସ୍କ କାଢ଼ିଲା ନବଜାତ

ନୂଆଦିଲ୍ଲୀ, ୧୫।୧୦: କରୋନା ମହାମାରୀ ହେତୁ ସମସ୍ତ ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ ସରକାରଙ୍କ ପକ୍ଷରୁ କୁହାଯାଇଛି। ମାସ୍କ ପରିଧାନ କରିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। କରୋନା ମହାମାରୀରୁ ବର୍ତ୍ତିବା ପାଇଁ...

ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଯଶୋମତୀଙ୍କୁ ୩ ମାସ ଜେଲ ଦଣ୍ଡ

ମୁମ୍ବାଇ, ୧୫।୧୦: ମହାରାଷ୍ଟ୍ର ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଯଶୋମତୀ ଠାକୁରଙ୍କୁ ଅମରାବତୀ କୋର୍ଟ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ଉପରକୁ ଆକ୍ରମଣ କରିବା ମାମଲାରେ ଯଶୋମତୀଙ୍କୁ ୩ ମାସ ଜେଲ୍‌ ଓ ୧୫...

ମଧ୍ୟପ୍ରଦେଶ : ବିଷାକ୍ତ ମଦ ପିଇ ଚାଲିଗଲା ୧୧ ଜଣଙ୍କ ଜୀବନ

ଭୋପାଳ, ୧୫।୧୦-ବିଷାକ୍ତ ମଦ ପିଇ ୧୧ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏପରି ଘଟଣା ମଧ୍ୟପ୍ରଦେଶର ଉଜ୍ଜୟୀନ ସହରରେ ଦେଖିବାକୁ ମିଳିଛି। ବୁଧବାର ରାତିରେ ୭ ଜଣ ପ୍ରାଣ ହରାଇଥିବାବେଳେ ଗୁରୁବାର ସକାଳେ ୪ ଜଣଙ୍କ ମୃତଦେହ ମିଳିଥିବା ଉଜ୍ଜୟୀନ...

ଚଳନ୍ତା କାର୍‌ ବନେଟ୍‌ରେ ଟ୍ରାଫିକ୍‌ ପୋଲିସ କର୍ମଚାରୀଙ୍କୁ ଟାଣିନେଲେ ୪୦୦ ମିଟର

ନୂଆଦିଲ୍ଲୀ, ୧୫।୧୦: ଦକ୍ଷିଣ-ପଶ୍ଚିମ ଦିଲ୍ଲୀର କ୍ୟାଣ୍ଟନମେଣ୍ଟ ଅଞ୍ଚଳରେ ଚକିତ କଲା ଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି। ଡ୍ୟୁଟିରେ ଠିଆ ହୋଇଥିବା ଜଣେ ଟ୍ରାଫିକ ପୋଲିସ କର୍ମଚାରୀଙ୍କୁ ଗୋଟିଏ କାର୍‌ ବନେଟ୍‌ ଉପରେ ୪୦୦ ମିଟର ପର୍ଯ୍ୟନ୍ତ ନେଇଯାଇଥିଲା। ଏହି...

ଅକ୍ଟୋବର ୧୬ରୁ ଖୋଲିବ ସାବରିମାଲା ମନ୍ଦିର: ପ୍ରତିଦିନ ୨୫୦ ଶ୍ରଦ୍ଧାଳୁଙ୍କୁ ପ୍ରବେଶ ପାଇଁ ମିଳିବ ଅନୁମତି

ନୂଆଦିଲ୍ଲୀ,୧୫।୧୦-କେରଳର ସାବରିମାଲା ମନ୍ଦିର ଆସନ୍ତା ଅକ୍ଟୋବର ୧୬ରୁ ପାଞ୍ଚ ଦିନ ଭକ୍ତଙ୍କ ପାଇଁ ଖୋଲିବାକୁ ଯାଉଛି। ଏଥିପାଇଁ ଟ୍ରାଭାନକୋର ଦେବସୋମ ବୋର୍ଡ (ଟିବିଡି) ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ଗାଇଡଲାଇନ ଅନୁଯାୟୀ, କେବଳ ୨୫୦ ଲୋକଙ୍କୁ ପ୍ରତିଦିନ ମନ୍ଦିର ଭିତରକୁ...

ଭାରତର ପ୍ରଥମ ଓସ୍କାର ବିଜେତାଙ୍କ ପରଲୋକ

ମୁମ୍ବାଇ, ୧୫।୧୦: କଷ୍ଟ୍ୟୁମ ଡିଜାଇନର୍‌ ତଥା ଭାରତର ପ୍ରଥମ ଓସ୍କାର ବିଜୟିନୀ ଭାନୁ ଅଥେୟାଙ୍କ ଗୁରୁବାର ପରଲୋକ ଘଟିଛି। ୯୧ ବର୍ଷୀୟ ଭାନୁ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ମୁମ୍ବାଇର କୋଲାବାସ୍ଥିତ ବାସଭବନରେ ସେ ଗୁରୁବାର ଶେଷ ନିଶ୍ୱାସ...

ବିବେକ ଓବରୟଙ୍କ ଘର ଉପରେ ଚଢାଉ

ମୁମ୍ବାଇ,୧୫ ।୧୦: ବଲିଉଡ୍ ଅଭିନେତା ବିବେକ ଓବରୟଙ୍କ ଘରେ ବେଙ୍ଗାଲୁରୁ ପୋଲିସ ଦ୍ୱାରା ଚଢାଉ କରାଯାଇଛି । ବେଙ୍ଗାଲୁରୁ ପୋଲିସର ୨ ଜଣ ଇନସ୍‌ପେକ୍ଟର ଗୁରୁବାର ଦିନ ପ୍ରାୟ ୧ଟା ବେଳେ ବିବେକଙ୍କ ଘର ଉପରେ ଚଢାଉ କରିଛନ୍ତି ।...

ବିହାରବାସୀଙ୍କ ସେବା କରିପାରିବେ କେବଳ ୫୬ ଇଞ୍ଚ ଛାତି ଥିବା ଲୋକ: ନଡ୍ଡା

ପାଟନା,୧୫ ।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି । ଅକ୍ଟୋବର ୨୮ରେ ଏଠାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯିବ । ସେଥିପାଇଁ ପ୍ରଚାର ଜୋରସୋରରେ ଚାଲିଛି । ଏଥିପାଇଁ ସମସ୍ତ ରାଜନୈତିକ ଦଳ ନିଜ ଆଡକୁ ଭୋଟରଙ୍କୁ...

ମାତା ବୈଷ୍ଣୋଦେବୀ ଶ୍ରାଇନ୍‌ ବୋର୍ଡ ପକ୍ଷରୁ ନୂଆ ଆପ୍‌ର ଶୁଭାରମ୍ଭ: ଘରେ ବସି ଆରତି ଦେଖିବେ ଶ୍ରଦ୍ଧାଳୁ

ଜମ୍ମୁ, ୧୫।୧୦: ନବରାତ୍ରୀ ଅବସରରେ ମାତା ବୈଷ୍ଣୋଦେବୀ ଶ୍ରାଇନ୍‌ ବୋର୍ଡ ପକ୍ଷରୁ ଶ୍ରଦ୍ଧାଳୁ ଉପହାର ଦିଆଯାଇଛି। ଶ୍ରାଇନ୍‌ ପକ୍ଷରୁ ନୂଆ ମୋବାଇଲ୍‌ ଆପ୍‌ର ଶୁଭାରମ୍ଭ କରାଯାଇଛି। ଏହି ଆପ୍‌ ଡାଉନ୍‌ଲୋଡ୍‌ କରି ଶ୍ରଦ୍ଧାଳୁ ଘରେ ବସି ମାତାଙ୍କ ଲାଇଭ୍‌ ଆରତି...

ଭାଜପାକୁ ଶିବସେନାର କଟାକ୍ଷ

ମୁମ୍ବାଇ, ୧୫।୧୦: ମହାରାଷ୍ଟ୍ରରେ ମନ୍ଦିର ଖୋଲିବା ପ୍ରସଙ୍ଗ ନେଇ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏବଂ ରାଜ୍ୟପାଳ ଭଗତ ସିଂ କୋଶୟାରୀଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ପୂର୍ବରୁ ବାକ୍‌ଯୁଦ୍ଧ ଜାରି ରହିଥିବାବେଳେ ଏବେ ଚିଠି ଯୁଦ୍ଧ ଆରମ୍ଭ ହୋଇଛି। ଏହାକୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri