ଜାତୀୟ

ହରିୟାଣା ଉପମୁଖ୍ୟମନ୍ତ୍ରୀଙ୍କୁ କରୋନା

ଚଣ୍ଡିଗଡ଼, ୬।୧୦: ହରିୟାଣା ଉପମୁଖ୍ୟମନ୍ତ୍ରୀ ଦୁଶ୍ୟନ୍ତ ଚୌତଲା କରୋନା ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ହୋଇଥିବା ନେଇ ଦୁଶ୍ୟନ୍ତ ନିଜେ ସୂଚନା ଦେବା ସହ ଭଲ ଅନୁଭବ କରୁଥିବା କହିଛନ୍ତି। ‘ଜ୍ୱର ଭଳି ଲକ୍ଷଣ ନାହିଁ। କିନ୍ତୁ ରିପୋର୍ଟ ପଜିଟିଭ...

ବିହାର ନିର୍ବାଚନ ପାଇଁ ଆସନ ଭାଗବଣ୍ଟା: ଜାଣନ୍ତୁ ଜେଡିୟୁ, ଭାଜପା କେତେ ଆସନରେ ଲଢ଼ିବେ

ପାଟନା, ୬।୧୦: ବିହାର ବିଧାନସଭା ନିର୍ବାଚନ ଲାଗି ମହାମେଣ୍ଟ ଗଠନ ହେବାପରେ ଏବେ ଏନ୍‌ଡିଏ ପକ୍ଷରୁ ମଙ୍ଗଳବାର ଆସନ ଭାଗବଣ୍ଟା ହୋଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆସନ ଭାଗବଣ୍ଟା ଘୋଷଣା କରିବା ଅବସରରେ କହିଛନ୍ତି, ମୋଟ୍‌ ୨୪୩ ଆସନରୁ...

ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଭାଇ ଅନିଲଙ୍କ ପରଲୋକ

ମୁମ୍ବାଇ, ୬।୧୦: ବଲିଉଡ୍‌ ସୁପର୍‌ଷ୍ଟାର୍‌ ଅଜୟ ଦେବଗନଙ୍କ ଭାଇ ଅନିଲ ଦେବଗନଙ୍କ ଦେହାନ୍ତ ହୋଇଛି। ନିଜେ ଅଜୟ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ତେବେ କେଉଁ କାରଣରୁ ଅନିଲଙ୍କ ପରଲୋକ ଘଟିଲା ସେ ସମ୍ବନ୍ଧରେ କିଛି ସୂଚନା ଏ...

ପଞ୍ଜାବ ସ୍ୱାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ: ଗୋଟିଏ ଦିନ ପୂର୍ବରୁ ରାହୁଲଙ୍କ ସହ କରିଥିଲେ ରାଲି

ଚଣ୍ଡିଗଡ଼,୬ ।୧୦: ପଞ୍ଜାବର ସ୍ୱାସ୍ଥ୍ୟମନ୍ତ୍ରୀ ବଲବୀର ସିଂ ସିଦ୍ଧୁ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି । ଏହାକୁ ନେଇ ସାରା ପଞ୍ଜାବ ସମେତ କଂଗ୍ରେସ ଦଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । କାରଣ ବଲବୀର ସିଂ ସୋମବାର ରାହୁଲ...

କରୋନାରେ ମୃତ ୪ଶହ ଲୋକଙ୍କ ଅନ୍ତିମ ସଂସ୍କାର କରିଛନ୍ତି ଏହି ବ୍ୟକ୍ତି

କରୋନା ସମୟରେ ଅନେକ ଘଟଣା ଶୁଣିବାକୁ ମିଳିଛି। ଅନେକ ଲୋକଙ୍କର କାମଧନ୍ଦା ବନ୍ଦ ହୋଇଯାଇଛି ତ ଆଉ କେହି ଶହରରୁ ଜୀବିବା ହରାଇ ଗାଁକୁ ଚାଲିଆସିଛନ୍ତି। ଅଧିକାଂଶ ଲୋକେ ନିଜ ଆତ୍ମୀୟଙ୍କୁ ମଧ୍ୟ ହରାଇବାର ଦୁଃଖ ସହିଛନ୍ତି। ଏହି ଖରାପ...

କରୋନା ଲଢ଼େଇରେ ହିରୋ ସାଜିଛନ୍ତି ୧୮୦ ମୌଲବୀ

ମୁମ୍ବାଇ, ୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ୧୮୦ ଜଣ ମୌଲବୀ କରୋନା ଲଢ଼େଇରେ ହିରୋ ସାଜିଛନ୍ତି। ସେମାନେ ଘରଘର ବୁଲି ସଚେତନତା ବାର୍ତ୍ତା ଦେଉଛନ୍ତି। କିଭଳି କରୋନା ସଂକ୍ରମଣରୁ ଦୂରେଇ ରହିହେବ ସେ ନେଇ...

ହାଥରସ ବଳାତ୍କାର ପୀଡ଼ିତାଙ୍କ ପରିବାରର ଦୁଃଖ ଦେଖୁଛି ଦେଶ: ରାହୁଲ

ଚଣ୍ଡିଗଡ଼,୬ ।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍କଳବାର ହାଥରସ ବଳାତ୍କାର ଘଟଣାକୁ ନେଇ ପୁଣିଥରେ କେନ୍ଦ୍ରର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି । ଏକ ଖବରଦାତା ସମ୍ମିଳନୀରେ ହାଥରସ ଘଟଣାରେ ମୋଦିଙ୍କ ନିରବତାକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି...

କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି: ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୬।୧୦: କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତିରେ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୧୯୯୯ରେ କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗରେ ଦିଲ୍ଲୀର ସ୍ପେଶାଲ କୋର୍ଟ ବିଚାରପତି ଭାରତ ପରାଶର...

ପୀଡ଼ିତାଙ୍କ ଭାଇ, ଅଭିଯୁକ୍ତ ସନ୍ଦୀପ୍‌ଙ୍କ ମଧ୍ୟରେ ହୋଇଥିଲା ୫ ଘଣ୍ଟା କଥାବାର୍ତ୍ତା

ଲକ୍ଷ୍ନୌ, ୬।୧୦: ଉତ୍ତରପ୍ରଦେଶ ହାଥରସ୍‌ରେ ହୋଇଥିବା ବଳାତ୍କାର ଘଟଣାରେ ନୂଆ ନୂଆ ଖବର ମିଳିବାରେ ଲାଗିଛି। ଏବେ କୁହାଯାଉଛି ଯେ, ପୀଡ଼ିତାଙ୍କ ଭାଇ ଏବଂ ଅଭିଯୁକ୍ତ ସନ୍ଦୀପ୍‌ଙ୍କ ମଧ୍ୟରେ ୫ ଘଣ୍ଟା କଥାବାର୍ତ୍ତା ହୋଇଥିଲା। ଅଭିଯୁକ୍ତ ସନ୍ଦୀପ୍‌ ଏବଂ ପୀଡ଼ିତାଙ୍କ...

ସିନେମା ହଲରେ ଉପସ୍ଥିତ ରହିବେ ୫୦ ପ୍ରତିଶତ ଦର୍ଶକ

ନୂଆଦିଲ୍ଲୀ,୬ ।୧୦: କେନ୍ଦ୍ର ସରକାରଙ୍କ ଅନ୍‌ଲକ୍‌-୫ ନିୟମ ଅନୁଯାୟୀ ଅକ୍ଟୋବର ୧୫ରେ ଖୋଲିବାକୁ ଯାଉଛି ସିନେମା ହଲ୍ ଓ ଥିଏଟର । ଏବେ ଏହାକୁ ନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡ୍ୟୁଅର(ଏସ୍‌ଓପି) ଜାରି କରିଛନ୍ତି...

ଅକ୍ଟୋବର ୨୦ ପର୍ଯ୍ୟନ୍ତ ନ୍ୟାୟିକ ହାଜତରେ ରହିବେ ଭଉଣୀ ଭାଇ ରିଆ-ଶୌଓ୍ବିକ୍‌

ମୁମ୍ବାଇ, ୬।୧୦: ବବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ରିଆ ଚକ୍ରବର୍ତ୍ତୀ ଏବଂ ଶୌଓ୍ବିକ୍‌ ଚକ୍ରବର୍ତ୍ତୀଙ୍କୁ ପଚରା ଉଚରା ଜାରି ରହିଛି। ସେମାନଙ୍କର ନ୍ୟାୟିକ ହାଜତର ସମୟ ସୀମାକୁ ମଙ୍ଗଳବାର ଅକ୍ଟୋବର ୨୦ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି।...

ମୁମ୍ବାଇ ପୋଲିସକୁ ବଦନାମ୍‌ କରିବା ଲାଗି ତିଆରି ହୋଇଥିଲା ୮୦ ହଜାରରୁ ଅଧିକ ଫେକ୍‌ ଆକାଉଣ୍ଟ

ମୁମ୍ବାଇ, ୬।୧୦: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ପ୍ରତିଦିନ ନୂଆ ଖବର ଯୋଡ଼ି ହେବାରେ ଲାଗିଛି। ଏବେ ମୁମ୍ବାଇ ପୋଲିସ ପକ୍ଷରୁ ନୂଆ ତଥ୍ୟ ପଦାକୁ ଆସିଛି। ମୁମ୍ବାଇ ପୋଲିସକୁ ବଦନାମ୍‌ କରିବା ଲାଗି ତିଆରି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri