ଜାତୀୟ

୨୦୨୦ରେ ଏହି ରାଜ୍ୟରେ ବାଘ ନେଲାଣି ୩୧ ଜୀବନ

ମୁମ୍ବାଇ, ୩।୧୦: ଚଳିତ ବର୍ଷ ମହାରାଷ୍ଟ୍ରରେ ବାଘ ୩୧ ଜଣ ଲୋକଙ୍କ ଜୀବନ ନେଇସାରିଛି। ଯାହା ଗତ ଦଶନ୍ଧି ମଧ୍ୟରେ ଗୋଟିଏ ବର୍ଷରେ ସର୍ବାଧିକ। ୨୦୧୦ ପରଠାରୁ ମହାରାଷ୍ଟ୍ରରେ ୧୫୩ ଜଣ ଲୋକ ବାଘ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ସେହିଭଳି...

ହାଥରସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଭେଟିଲେ ରାହୁଲ, ପ୍ରିୟଙ୍କା

ଲକ୍ଷ୍ନୌ,୩।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଶନିବାର  କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭେଟିଛନ୍ତି। ଦୀର୍ଘ ୧୬୫ କି.ମି ସଡକ ପଥରେ ଯାତ୍ରା କରିବା ପରେ ରାହୁଲ ସେଠାରେ ପହଞ୍ଚିଥିଲେ। ଏହାପରେ ପୀଡିତାଙ୍କ ପରିବାର ଲୋକଙ୍କ ସହ ରାହୁଲ କିଛି...

କରୋନା ସହ ଲଢିବା ପାଇଁ ରେସ୍ତୋରାଁରେ ମିଳୁଛି ଆୟର୍ବେଦୀୟ ଥାଳି ସହ ଆଲକୋହଲିକ କାଢା

ନୂଆଦିଲ୍ଲୀ,୩ ।୧୦: କରୋନା ମହାମାରୀ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଲୋକେ ବାହାରେ ଖାଦ୍ୟ ଗ୍ରହଣ କରିବାକୁ ମଧ୍ୟ ସାମାନ୍ୟ ଭୟ କରୁଛନ୍ତି । ଏବେ କିନ୍ତୁ ବିଭିନ୍ନ ରେସ୍ତୋଁରାରୁ ପ୍ୟାକିଂ ଫୁଡ ଘରକୁ ଆଣି...

ରାହୁଲ-ପ୍ରିୟଙ୍କାଙ୍କ ସମେତ ୫ ଜଣଙ୍କୁ ହାଥରସ ଯିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୩ ।୧୦: ଉତ୍ତରପ୍ରଦେଶ ହାଥରସରେ ଦଳିତ ଯୁବତୀଙ୍କ ସହ ହୋଇଥିବା ଗଣବଳାତ୍କାର ମାମଲାକୁ ନେଇ ଦେଶରେ ଉତ୍ତେଜନା ପରିସ୍ଥିତି ଲାଗି ରହିଛି । ଏହି ମାମଲାକୁ ନେଇ ବିରୋଧି ଉତ୍ତର ପ୍ରଦେଶ ସରକାରଙ୍କୁ ଘେରିଛନ୍ତି । ଏହାରି ଭିତରେ କଂଗ୍ରେସ...

ଆମେରିକା ସେନା ବିମାନ ପ୍ରଥମଥର ଭାରତୀୟ ଏୟାର ବେସ୍‌ରେ ଭରିଲା ଇନ୍ଧନ

ନୂଆଦିଲ୍ଲୀ,୩ ।୧୦: ଗୋଟିଏ ପଟେ ପୂର୍ବ ଲଦ୍ଦାଖରେ ଭାରତ-ଚାଇନା ସୀମା ବିବାଦ ଲାଗି ରହିଥିବା ବେଳେ ଅନ୍ୟପଟେ ଆମେରିକାର ସେନା ବିମାନ ପ୍ରଥମଥର ଲାଗି ଆଣ୍ଡାମାନ ନିକୋବର ଦ୍ୱୀପରେ ଇନ୍ଧନ ଭରିଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଶୁକ୍ରବାର ଆମେରିକାର...

ମୋଦିଙ୍କ ନିକଟକୁ ପତ୍ର ଲେଖିଲେ କରନ

ମୁମ୍ବାଇ,୩ ।୧୦: ବଲିଉଡ୍‌ରେ ଚାଲିଥିବା ନେପୋଟିଜମ ଓ ଡ୍ରଗ୍ସ ମାମଲା ମଧ୍ୟରେ ନିର୍ଦ୍ଦେଶକ କରନ ଜୋହର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର ଏକ ପତ୍ର ଲେଖିଛନ୍ତି । ଦେଶ ସ୍ୱାଧିନତାର ୭୫ ବର୍ଷ ପୁର୍ତ୍ତି ଉପଲକ୍ଷେ କରନ ଜୋହର ଏକ...

ଶୌର୍ଯ୍ୟ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଲକ୍ଷ୍ୟଭେଦ କ୍ଷମତା ୮୦୦ କିମି

ନୂଆଦିଲ୍ଲୀ, ୩।୧୦: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଏବେ ଲଗାତାର କ୍ଷେପଣାସ୍ତ୍ର ପରୀକ୍ଷଣରେ ସଫଳତା ହାସଲ କରିଚାଲିଛି। ଶନିବାର ଓଡ଼ିଶାର ବାଲେଶ୍ୱରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ ସଫଳତାର ସହିତ ୮୦୦ କିଲୋମିଟର ଲକ୍ଷ୍ୟଭେଦ କ୍ଷମତା ବିିଶିଷ୍ଟ କ୍ଷେପଣାସ୍ତ୍ର ଶୌର୍ଯ୍ୟର ପରୀକ୍ଷା ସମ୍ପନ୍ନ ହୋଇଛି।...

ନ୍ୟାୟ ପାଇଁ ନୁହେଁ ରାଜନୀତି କରିବାକୁ ହାଥରସ ଯାଉଛନ୍ତି ରାହୁଲ: ଇରାନି

ନୂଆଦିଲ୍ଲୀ,୩ ।୧୦: ଉତ୍ତର ପ୍ରଦେଶ ହାଥରସ ବଳାତ୍କାର ମାମଲାକୁ ନେଇ ଏବେ ଆରମ୍ଭ ହୋଇଯାଇଛି ରାଜନୀତି । ଗୋଟିଏ ପଟେ ପୀଡ଼ିତାଙ୍କ ପରିବାର ଭିନ୍ନ ଭିନ୍ନ ବୟାନ ଦେଉଥିବା ବେଳେ ଅନ୍ୟପଟେ ଏହାକୁ ନେଇ ଶାସକ ବିରୋଧି ମଧ୍ୟରେ ଟଣା...

ଗଲଓ୍ବାନ ଶହୀଦ୍‌ଙ୍କ ପାଇଁ ସ୍ମୃତି ସ୍ମାରକୀ

ଗଲଓ୍ବାନ, ୩।୧୦: ଗଲଓ୍ବାନ ଘଟିରେ ଜୁନ୍‌ ୧୫ରେ ଚାଇନା ସୈନ୍ୟ ଏବଂ ଭାରତୀୟ ଯବାନଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏଥିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍‌ ହୋଇଥିଲେ। ଏଥିରେ ସମସ୍ତ ଶହୀଦ୍‌ ଯବାନଙ୍କ ନାମ ଏବଂ ସେମାନଙ୍କର ରେଜିମେଣ୍ଟ...

ସୁଶାନ୍ତଙ୍କ ମୃତ୍ୟୁ ହତ୍ୟା ନୁହେଁ ଆତ୍ମହତ୍ୟା!

ମୁମ୍ବାଇ:୩ ।୧୦: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ଦୀର୍ଘ ୩ ମାସ ବିତି ଯାଇଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ । ଏହାର କାରଣ ଖୋଜିବାକୁ ଦେଶର ୩...

ବଳାତ୍କାର ନେଇ ରାଜନୀତି ଆରମ୍ଭ: ନ୍ୟାୟ ମିଳିବା ତ ଦୂର, ଭାଜପା-କଂଗ୍ରେସ ମଧ୍ୟରେ କାଦୁଆ ଫିଙ୍ଗା ଜାରି

ନୂଆଦିଲ୍ଲୀ, ୩।୧୦: ଉତ୍ତରପ୍ରଦେଶ ହାଥରସ୍‌ରେ ଘଟିଥିବା ବଳାତ୍କାର ଘଟଣା ନେଇ ଏବେ ଦେଶରେ ରାଜନୈତିକ ସ୍ଥିତି ସରଗରମ ହେବାରେ ଲାଗିଛି। ଭାଜପା ଏବଂ କଂଗ୍ରେସ ଏନେଇ ପରସ୍ପର ଉପରକୁ କାଦୁଅ ଫିଙ୍ଗା ଜାରି ରଖିଛନ୍ତି। ପୀଡ଼ିତା ପରିବାରଙ୍କୁ ନ୍ୟାୟ ମିଳିବା...

ହାଥରସ ମାମଲା: ଗଣମାଧ୍ୟମକୁ ମିଳିଲା ପୀଡ଼ିତାଙ୍କ ପରିବାର ସହ ଭେଟିବାକୁ ଅନୁମତି

ହାଥରସ,୩ ।୧୦: ଉତ୍ତର ପ୍ରଦେଶ ହାଥରସରେ ହୋଇଥିବା ବଳାତ୍କାର ମାମଲାକୁ ନେଇ ଏବେ ସାରା ଦେଶରେ ଚାପା ଗୁଞ୍ଜରଣ ସୃଷ୍ଟି ହୋଇଛି । ଏହାକୁ ନେଇ ରାଜନୀତି ବି ଆରମ୍ଭ ହୋଇ ଗଲାଣି । ମିଳିଥିବା ସୂଚନାରୁ ଜଣାପଡିଛି କି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri