ଜାତୀୟ

ବିଚ୍‌ ରାସ୍ତାରେ ମୃତଦେହ ଅଦଳବଦଳ, ପୂରା ଘଟଣାବଳୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୨୭ା୯: ସବୁବେଳେ ଚର୍ଚ୍ଚାରେ ରହୁଥିବା ଇନ୍ଦୋରର ଗ୍ରେଟର କୈଳାସ ହସ୍ପିଟାଲ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଥର ଚର୍ଚ୍ଚା ସବୁ ଚର୍ଚ୍ଚାକୁ ଟପିଯାଇଛି। ଏଠାରେ ଏଥର ମୃତଦେହ ଅଦଳବଦଳ ହୋଇଛି। ଯାହାକୁ ନେଇ ମୃତକଙ୍କ ପରିବାର ଲୋକେ ହସ୍ପିଟାଲ ପରିସରରେ...

ଦେଶର ଉତ୍ତର-ପୂର୍ବ ଅଞ୍ଚଳରେ ଶାନ୍ତି ଫେରିଛି: ଅମିତ ଶାହା

ନୂଆଦିଲ୍ଲୀ, ୨୭।୯: ଦେଶର ଉତ୍ତର-ପୂର୍ବ ଅଞ୍ଚଳରେ ଶାନ୍ତି ଫେରିି ଆସିଛି। ଗତ ୫ ବର୍ଷ ଧରି ଏହି ଅଞ୍ଚଳରେ ଆର୍ଥିକ ବିକାଶ, ପର୍ଯ୍ୟଟନ ଶିଳ୍ପର ବିକାଶ ତଥା ନିଯୁକ୍ତି ସୁଯୋଗ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଦିନେ ହିଂସା, ଅନୁପ୍ରବେଶ...

ଏମିତି ଲାଇବ୍ରେରୀ, ଯାହା ଆଗରୁ କେବେ ଦେଖି ନ ଥିବେ କି ଶୁଣି ନ ଥିବେ

ଇଟାନଗର,୨୭ା୯: ବିଶ୍ୱରେ ଅନେକ ଲାଇବ୍ରେରୀ ରହିଛି। ମାତ୍ର ଆଜି ଏମିତି ଏକ ଲାଇବ୍ରେରୀ ବିଷୟରେ କହିବୁ ଯାହା କେବେ ଆଗରୁ ଦେଖି ନ ଥିବେ କି ଶୁଣି ନ ଥିବେ। ଏହି ଲାଇବ୍ରେରୀର ନାମ ହେଉଛି ‘ଷ୍ଟ୍ରିଟ୍‌ ଲାଇବ୍ରେରୀ’। ଅରୁଣାଚଳ...

କ୍ଷମତାକୁ ଆସିଲେ କ୍ୟାବିନେଟର ପ୍ରଥମ ଦିନରେ ୧୦ ଲକ୍ଷ ଯୁବକଙ୍କୁ ଚାକିରି ଦେବେ ତେଜସ୍ୱୀ

ପାଟନା,୨୭ ।୯: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବଳେ ସମସ୍ତ ରାଜନୈତିକ ଦଳ ଜନତାଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ନୂଆ ନୂଆ ଯୋଜନା ଘୋଷଣା କରି ଚାଲିଛନ୍ତି । ଏହି କ୍ରମରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ନେତା ତେଜସ୍ୱୀ...

ସୋମବାର ମୋଦି-ଫ୍ରେର୍ଡିକ୍‌ସେନ୍‌ ଭର୍ଚୁଆଲ୍‌ ବୈଠକ

ନୂଆଦିଲ୍ଲୀ, ୨୭।୯: ଭାରତ ଡେନମାର୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ବୃଦ୍ଧି ପାଇଁ ସୋମବାର ଏକ ଭର୍ଚୁଆଲ୍‌ ବୈଠକ ଅନୁଷ୍ଟିତ ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡେନମାର୍କ ପ୍ରତିପକ୍ଷ ମେଟେ ଫ୍ରେର୍ଡିକ୍‌ସେନ୍‌ଙ୍କ ସହିତ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗ...

ଏଲ୍‌ଓସିରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ: ଭୟରେ ଦୌଡ଼ିଲେ ୫ ଆତଙ୍କବାଦୀ

ଶ୍ରୀନଗର, ୨୭।୯: ଏଲ୍‌ଓସିରେ ଏକ ଅନୁପ୍ରବେଶ ଉଦ୍ୟମ ପଣ୍ଡ ହୋଇଛି। ଜମ୍ମୁ-କଶ୍ମୀରର ସାମ୍ବା ଜିଲାର ଚଘଓ୍ବାଲ ସେକ୍ଟରର ମଙ୍ଗୁଚାକ୍‌ ବର୍ଡର ପୋଷ୍ଟ ନିକଟରେ ସୀମା ପାର ହୋଇ ଅନୁପ୍ରବେଶ ପ୍ରୟାସ ବିଏସ୍‌ଏଫ୍‌ ଯୋଗୁ ବିଫଳ ହୋଇଥିବା ଭାରତୀୟ ପ୍ରତିରକ୍ଷା ବିଭାଗ...

କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨ ପ୍ରତିଶତ ଟପିଲା

ନୂଆଦିଲ୍ଲୀ, ୨୭।୯: ଭାରତରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୨.୪୬ ପ୍ରତିଶତ ଛୁଇଁଛି ବୋଲି ସ୍ବାସ୍ଥ୍ୟ ଓ...

ଆତଙ୍କବାଦୀଙ୍କ ଆଡ୍ଡାସ୍ଥଳ ପାଲଟିଛି ବେଙ୍ଗାଲୁରୁ: ଭାଜପା ନେତା

ନୂଆଦିଲ୍ଲୀ,୨୭ ।୯: ଦେଶରେ ଅଲକାଏଦା ଓ ଅନ୍ୟ ଆତଙ୍କବାଦୀ ସଙ୍ଗଠନ ସହ ଜଡିତ ସନ୍ଦିଗ୍ଧଙ୍କୁ ଲଗାତାର ଭାବେ ଗିରଫ କରାଯାଉଛି । ଦକ୍ଷିଣ ଭାରତରେ ବି ଆଇଏସ୍ ଓ ଅଲକାଏଦା ସହ ଜଡିତ ଥିବା କେତେଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇ...

ଏଲ୍‌ଏସିରେ ଉତ୍ତେଜନା: ଟି-୯୦, ଟି-୭୨ ଟ୍ୟାଙ୍କ ମୁତୟନ

ଲେହ, ୨୭।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତ ପକ୍ଷରୁ ଚାଇନାକୁ କଡ଼ା ଜବାବ ଦେବାକୁ ଏଠାରେ ଟି-୯୦ ଏବଂ ଟି-୭୨ ଟ୍ୟାଙ୍କ ସହିତ ବିଏମ୍‌ପି-୨ ଇନଫାଣ୍ଟ୍ରି କମ୍ବାଟ୍‌ ଭେହିକିଲ୍‌ ମଧ୍ୟ ମୁତୟ ନ କରାଯାଇଛି।...

ଫଡନବିଶଙ୍କୁ ଭେଟିଲେ ସଞ୍ଜୟ, କହିଲେ ଆମେ ଶତ୍ରୁ ନୁହେଁ

ମୁମ୍ବାଇ,୨୭ ।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ନେତୃତ୍ୱାଧିନ ଦଳ ମହାବିକାଶ ଅଘାଡି ସରକାରର ସ୍ଥିରତାକୁ ନେଇ ପୁଣି ଥରେ ଚର୍ଚ୍ଚା ଆରମ୍ଭ ହୋଇଛି । ଇତିମଧ୍ୟରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର...

ବିହାର ବିଧାନସଭା ନିର୍ବାଚନ: ମହିଳା ଭୋଟରଙ୍କ ଉପରେ କଂଗ୍ରେସ ନଜର, ପ୍ରିୟଙ୍କା କରିବେ ମହିଳା କ୍ରାନ୍ତି ମହାସମ୍ମିଳନୀ

ପାଟନା, ୨୭।୯: ବିହାର ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ଚଳିତ ନିର୍ବାଚନରେ କଂଗ୍ରେସ ପକ୍ଷରୁ ରାଜ୍ୟର ମହିଳା ଭୋଟରଙ୍କୁ ଆକର୍ଷିତ କରିବାର ଯୋଜନା ପ୍ରସ୍ତୁତ କରାଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏନେଇ ମହିଳା କ୍ରାନ୍ତି...

କୃଷକଙ୍କ ସଶକ୍ତିକରଣ ହିଁ ଆତ୍ମନିର୍ଭର ଭାରତର ମୂଳଦୁଆ: ମୋଦି

ନୂଆଦିଲ୍ଲୀ, ୨୭।୯: କୃଷକଙ୍କ ବିକାଶ ଦ୍ୱାରା ଦେଶର ବିକାଶ ସମ୍ଭବ। ତେଣୁ କୃଷକଙ୍କ ସଶକ୍ତି କରଣ ହିଁ ଆତ୍ମନିର୍ଭର ଭାରତର ମୂଳଦୁଆ ପଡ଼ିପାରିବ। ସେହିପରି ଗାଁର ସମୃଦ୍ଧି ମଧ୍ୟରେ ଦେଶର ବିକାଶ ଲୁଚି ରହିଛି। ଏବେ ଗାଁରେ ବାସ କରୁଥିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri