ଜାତୀୟ

୨ କୋଟି ୟୁଜର୍ସଙ୍କ ଗୁପ୍ତ ତଥ୍ୟ ୩୦ ଲକ୍ଷରେ ଡାର୍କ ଓ୍ବେବ୍‌ରେ ବିକ୍ରି

ନୂଆଦିଲ୍ଲୀ,୯।୧୧: ଅନ୍‌ଲାଇନ୍‌ରେ ୨ କୋଟି ୟୁଜର୍ସଙ୍କ ଗୁପ୍ତତଥ୍ୟ ଚୋରି ହୋଇଥିବା ନେଇ ରିପୋର୍ଟ ସାଇବର ଇଣ୍ଟେଲଜେନ୍ସ୍‌ କମ୍ପାନୀ ସାଇବେଲ ପକ୍ଷରୁ ପ୍ରକାଶ ପାଇଛି। ହ୍ୟାକର ଗ୍ରୋସରୀ କମ୍ପାନୀ ବିଗ୍‌ ବାସ୍କେଟର ଡାଟାବେସ୍‌ରୁ ୧୫ ଜିବି ଫାଇଲ୍‌ ଚୋରି କରି ଏହାକୁ...

ଚିରଞ୍ଜିବ କରୋନା ପଜିଟିଭ

ଚେନ୍ନାଇ,୯ ।୧୧: ସାଉଥ୍ ସୁପରଷ୍ଟାର ଚିରଞ୍ଜିବ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ସେ ନିଜେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଗତ ୫ ଦିନ ହେବ ଯେଉଁମାନେ ତାଙ୍କ ସହ ମିଳାମିଶା କରିଛନ୍ତି ସେମାନଙ୍କୁ...

କିଏ ଛୁଇଁବ କୁହୁକ ସଂଖ୍ୟା ୧୨୨

ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ମଙ୍ଗଳବାର ଆରମ୍ଭ ହେବ। ରାଜ୍ୟର ମୋଟ ୨୪୩ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ଲାଗି କୁହୁକ ସଂଖ୍ୟା ୧୨୨ ରହିଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏହି କୁହୁକ ସଂଖ୍ୟା...

କଂଗ୍ରେସକୁ ଘାରିଛି ବାଡ଼ ଡିଆଁ ଭୟ: ୩୮ ଜିଲାରେ ପର୍ଯ୍ୟବେକ୍ଷକ

ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ପୂର୍ବରୁ କଂଗ୍ରେସକୁ ବାଡ଼ ଡିଆଁ ଭୟ ଘାରିଛି। ଦଳର କିଛି ନେତା ଘୋଡ଼ାବେପାରରେ ସାମିଲ ହୋଇ ଅନ୍ୟ ଦଳରେ ମିଶିବାର ଆଶଙ୍କା ରହିଥିବା କଂଗ୍ରେସ କେନ୍ଦ୍ରୀୟ ଟିମ୍‌ ଅନୁମାନ କରୁଛନ୍ତି। ସେଥିପାଇଁ ରାଜ୍ୟର...

କମଲା ହାରିସ୍‌ଙ୍କ ବିଜୟକୁ ନେଇ ଖୁସି ପ୍ରକାଶ କଲେ ତାଙ୍କ ମାଉସୀ

ଚେନ୍ନାଇ,୯ ।୧୧: ଆମେରିକା ଉପରାଷ୍ଟ୍ରପତି ଭାବେ ଭାରତୀୟ ମୂଳ ବାସିନ୍ଦା କମଲା ହାରିସ୍ ବିଜୟଲାଭ କରିବା ପରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି । ଇତିହାସ ରଚିଥିବା କମଲାଙ୍କ ପାଇଁ ତାଙ୍କ ମାଉସୀ ଡାକ୍ତର ସରଳା ଗୋପଳନ କହିଛନ୍ତି,...

ବାରାଣସୀକୁ ୬୧୪ କୋଟିର ଦୀପାବଳି ଉପହାର ଦେଲେ ମୋଦି

ବାରାଣସୀ,୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ସଂସଦୀୟ ଆସନ ବାରାଣସୀକୁ ସୋମବାର ୬୧୪ କୋଟି ଟଙ୍କାର ଦୀପାବଳି ଉପହାର ଦେଇଛନ୍ତି। ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ସେ ଏଠାରେ ୩୩ ପରିଯୋଜନାର ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି। ବାରାଣସୀକୁ ସ୍ମାର୍ଟ ସହର...

ତେଜସ୍ୱୀ ହେଲେ ବିହାର ମୁଖ୍ୟମନ୍ତ୍ରୀ!

ପାଟନା,୯ ।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଆଉ ଗୋଟିଏ ଦିନ ବାକି ରହିଛି । ହେଲେ ଗୋଟିଏ ଦିନ ପୂର୍ବରୁ ମହାମେଣ୍ଟର ନେତା ତେଜସ୍ୱୀ ଯାଦବ ସୋସିଆଲ ମିଡିଆରେ ଟ୍ରେଣ୍ଡ କରିବା ସହ ଗୋଟିଏ ଦିନ ପୂର୍ବରୁ...

ସ୍ତ୍ରୀଙ୍କ ସହ କଥା ହେଉଥିଲେ ବନ୍ଧୁ, ସ୍ବାମୀ ନେଲେ ଏମିତି ନିଷ୍ପତ୍ତି

ମୁଜଫରନଗର,୯।୧୧: ଉତ୍ତର ପ୍ରଦେଶର ମୁଜାଫରନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତିଙ୍କୁ ନିଜ ବନ୍ଧୁଙ୍କ ସ୍ତ୍ରୀ ସହ କଥା ହେବା ମହଙ୍ଗା ପଡିଛି। କାମ ଥିବା କହି ଘରକୁ ଡାକି ସମ୍ପୃକ୍ତ ବ୍ୟକ୍ତି ଗଳାକାଟି ହତ୍ୟା କରିଛନ୍ତି...

ନିଜ ଓଜନର ରୁପା ଦାନ କଲେ ଭାଜପା ନେତା: ବଣ୍ଟାଗଲା ୧୦୧ କିଲୋଗ୍ରାମ୍‌ ରୁପା

ସୁରଟ,୯।୧୧: ଗୁଜରାଟର ରାଜ୍ୟ ଭାଜପା ଅଧ୍ୟକ୍ଷ ସି.ଆର୍‌. ପାଟିଲ ନିଜ ଓଜନର ରୁପା ଦାନ କରିଛନ୍ତି। ସୁରଟରେ ଜୈନ ସୋସାଇଟି ପକ୍ଷରୁ ଆୟୋଜିତ ହୋଇଥିବା ରଜତ ତୁଳା କାର୍ଯ୍ୟକ୍ରମରେ ପାଟିଲ ଯୋଗଦେଇଥିଲେ। ତାଙ୍କ ଓଜନ ୯୬ କିଲୋଗ୍ରାମ୍‌ ଥିଲା। ତେବେ...

ଭାଗ୍ୟଫଳ ନେଇ ଉତ୍କଣ୍ଠା: ୩୮ ଜିଲାରେ ୫୫ ଗଣତି କେନ୍ଦ୍ର

ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇବ। ଏଥିପାଇଁ ରାଜ୍ୟର ୩୮ ଜିଲାର ୫୫ ଭୋଟ ଗଣତି କେନ୍ଦ୍ରରେ ଭୋଟ ଗଣାଯିବା ଲାଗି ବ୍ୟବସ୍ଥା କରାଯାଇଛି। ଭୋଟ ଗଣତି କେନ୍ଦ୍ର ଚାରିପଟେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯିବା...

ଅର୍ଣ୍ଣବଙ୍କ ଗିରଫଦାରି ସହ ସାମ୍ବାଦିକତାର ସମ୍ପର୍କ ନାହିଁ

ନୂଆଦିଲ୍ଲୀ, ୯।୧୧: ରିପବ୍ଲିକ୍‌ ଟିଭି ଏଡିଟର-ଇନ୍‌-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିବା ପରେ ଏହାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କଠାରୁ ଆରମ୍ଭ କରି ବୟନଶିଳ୍ପ ମନ୍ତ୍ରୀ ସ୍ମୃତି ଇରାନୀଙ୍କ ପର୍ଯ୍ୟନ୍ତ କେନ୍ଦ୍ରମନ୍ତ୍ରୀ ଅପ୍ରତ୍ୟାଶିତ ପ୍ରତିକ୍ରିୟା ପ୍ରକାଶ କରିଥିଲେ।...

ଜାହାଜ ଚଳାଚଳ ମନ୍ତ୍ରଣାଳୟ ନାଁ ବଦଳିଲା

ନୂଆଦିଲ୍ଲୀ, ୯।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଜାହାଜ ଚଳାଚଳ ମନ୍ତ୍ରଣାଳୟର ନାଁ ବଦଳାଇଛନ୍ତି। ଏହାର ନାଁ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ରଖାଯାଇଛି। ଭିଡିଓ କନ୍‌ଫରେନ୍ସ ଜରିଆରେ ଗୁଜରାଟର ଭାବନଗରରେ ଥିବା ଘୋଘାରୁ ସୁରଟ ନିକଟସ୍ଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri