ଜାତୀୟ

ଖୁସି ଖବର: ପୁଣି ଭାରତକୁ ଫେରିପାରେ ଟିକ୍‌ଟକ୍‌

ନୂଆଦିଲ୍ଲୀ,୪।୯: ଭାରତରେ ଟିକ୍‌ଟକ୍‌ ପୁଣି ଫେରିବାର ସମ୍ଭାବନା ସୃଷ୍ଟି ହୋଇଛି। ଟିକ୍‌ଟକ୍‌ର ଭାରତୀୟ ଆସେଟ୍‌କୁ ଜାପାନ କମ୍ପାନୀ ସଫ୍ଟବ୍ୟାଙ୍କ କିଣିବାକୁ ପ୍ରସ୍ତୁତ ହେଉଛି। ସୂଚନା ଅନୁଯାୟୀ, ସଫ୍ଟବ୍ୟାଙ୍କ ଏଥିପାଇଁ ଭାରତୀୟ ଅଂଶୀଦାରକୁ ଖୋଜୁଛି। ଗତ ମାସେ ମଧ୍ୟରେ ସଫ୍ଟବ୍ୟାକ ରିଲାଏନ୍ସର...

ସୀମାରେ ସ୍ଥିତି ଗମ୍ଭୀର: ସେନାମୁଖ୍ୟ

ଲଦାଖ,୪।୯: ପୂର୍ବ ଲଦାଖର ଲାଇନ୍‌ ଅଫ୍‌ ଆକଚ୍ୟୁଆଲ କଣ୍ଟ୍ରୋଲ(ଏଲ୍‌ଏସି)ରେ ସ୍ଥିତି ଗମ୍ଭୀର ରହିଛି ବୋଲି ସ୍ଥଳସେନା ମୁଖ୍ୟ ଏମ.ଏମ ନରଓ୍ବଣେ କହିଛନ୍ତି। ଦୁଇ ଦିନିଆ ଲଦାଖ ଗସ୍ତରେ ଯାଇ ସୀମା ସ୍ଥିତି ଅନୁଧ୍ୟାନ ପରେ ସେ ଏହି ସୂଚନା ଦେଇଛନ୍ତି।...

ଚଢ଼ାଉ ସମୟରେ ଖଣିଜ ଅଧିକାରୀଙ୍କ ଘରୁ ମିଳିଲା ଏସବୁ ବିଳାସପୂର୍ଣ୍ଣ ସାମଗ୍ରୀ, ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୪ା୯: ମଧ୍ୟପ୍ରଦେଶର ଇନ୍ଦୋର ଜିଲା ଖଣିଜ ଅଧିକାରୀ ପ୍ରଦୀପ ଖାନ୍ନାଙ୍କ ଘରେ ଲୋକାୟୁକ୍ତ ବିଭାଗ ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ଘର ଭିତରେ ଅଧିକାରୀମାନେ ବିଳାସପୂର୍ଣ୍ଣ ଜିନିଷ ସବୁ ଦେଖି ଆଶର୍ଯ୍ୟ ହୋଇଯାଇଥିଲେ। ଇନ୍ଦୋର ମାଉଣ୍ଟ ବର୍ଗ କଲୋନୀରେ...

ପୁଣି ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୮୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ, ୧୦୯୬ ମୃତ

ନୂଆଦିଲ୍ଲୀ,୪।୯: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ୮୩ ହଜାର ୩୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଲକ୍ଷ ୩୬ ହଜାର ୭୪୮ରେ...

ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ୧.୪୦ ଲକ୍ଷ ଟଙ୍କାର କ୍ୟାମେରା, ପ୍ୟାକେଟ୍‌ ଭିତରୁ ବାହାରିଲା ଏମିତି

ମହାମାରୀ କରୋନା ଯୋଗୁ ଦେଶର ଅନେକ ସ୍ଥାନରେ ତାଲା ପଡିଛି। ଆଜିକାଲି ବାହାରକୁ ଯାଇ ନ ପାରି ଲୋକମାନେ ଅନଲାଇନ ସପିଂକୁ ଗୁରୁତ୍ୱ ଦେଉଛନ୍ତି। ଏଥିରେ ମଧ୍ୟରେ ଲୋକେ ଠକାମିର ଶିକାର ହେଉଥିବା ଦେଖାଯାଇଛି। ସୁମିତ ଚୌହାନ ନାମକ ଜଣେ...

‘ଚାଇନାର ମୁକାବିଲା ପାଇଁ ଭାରତୀୟ ସେନା ସମର୍ଥ’

ନୂଆଦିଲ୍ଲୀ,୪ା୯(ପି.ଟି.): ଚାଇନାର ଆକ୍ରମଣାତ୍ମକ କାର୍ଯ୍ୟାନୁଷ୍ଠାନର ଉପଯୁକ୍ତ ମୁକାବିଲା ଲାଗି ଭାରତୀୟ ସେନା ସମର୍ଥ ବୋଲି ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଜେନେରାଲ ବିପିନ ରାଓ୍ବତ ଗୁରୁବାର କହିଛନ୍ତି। ପୂର୍ବ ଲଦାଖର କେତେକ ଅଞ୍ଚଳରେ ସ୍ଥିତାବସ୍ଥା ବଦଳାଇବା ପାଇଁ ବେଜିଂ...

ପିଏମ୍‌ କେୟାର୍ସ ପାଣ୍ଠିକୁ ୨.୨୫ ଲକ୍ଷ ଦାନ କରିଛନ୍ତି ମୋଦି

ନୂଆଦିଲ୍ଲୀ,୪ା୯:କରୋନା ମହାମାରୀ ସଙ୍କଟର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୭ରେ ପିଏମ୍‌ କେୟାର୍ସ ପାଣ୍ଠି ଘୋଷଣା କରିଥିଲେ। ଏହାର ପ୍ରଥମ ଅଡିଟ୍‌ ରିପୋର୍ଟ ବୁଧବାର ସର୍ବସାଧାରଣରେ ପ୍ରକାଶ ପାଇଥିଲା। ପାଣ୍ଠି ଗଠନ ହେବାର ପ୍ରଥମ ୫ ଦିନ...

ପକ୍ଷପାତ କରେନାହିଁ, ଘୃଣାକୁ ନିନ୍ଦାକରେ

ନୂଆଦିଲ୍ଲୀ,୩ା୯(ପି.ଟି.):ଫେସ୍‌ବୁକ୍‌ ରାଜନୈତିକ ଦୃଷ୍ଟିରୁ ପକ୍ଷପାତ କରୁଥିବା ଏବଂ ଭାରତର ଗଣତାନ୍ତ୍ରିକ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ନେଇ ବିବାଦ ଦେଖାଦେଇଥିବାବେଳେ କଂଗ୍ରେସ କରିଥିବା ଅଭିଯୋଗ ଉପରେ ସୋସିଆଲ ମିଡିଆ ପ୍ଲାଟଫର୍ମ ପକ୍ଷରୁ ଜବାବ ରଖାଯାଇଛି। ଏହା ପକ୍ଷପାତ କରେନାହିଁ ଏବଂ ଯେକୌଣସି...

ସୀମା ସ୍ଥିତି ଅନୁଧ୍ୟାନ କଲେ ସେନାମୁଖ୍ୟ

ନୂଆଦିଲ୍ଲୀ,୪ା୯(ପି.ଟି.) :ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍‌.ଏମ୍‌. ନରଓ୍ବଣେ ଗୁରୁବାର ଲଦାଖକୁ ଦୁଇଦିନିଆ ଗସ୍ତରେ ଯାଇ ଉକ୍ତ ଅଞ୍ଚଳର ସୁରକ୍ଷା ସ୍ଥିତି ଅନୁଧ୍ୟାନ କରିଛନ୍ତି। ନିକଟରେ ଚାଇନା ସେନା ପୋଙ୍ଗୟାଙ୍ଗ ହ୍ରଦର ଦକ୍ଷିଣ ପାର୍ଶ୍ୱରେ ସ୍ଥିତାବସ୍ଥା ବଦଳାଇବା ପାଇଁ ଉଦ୍ୟମ କରିଥିଲା,...

ଯୋଗ୍ୟ ଆକାଉଣ୍ଟକୁ ଋଣ ପୁନର୍ଗଠନ ସୁବିଧା

ନୂଆଦିଲ୍ଲୀ,୪ା୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ବ୍ୟାଙ୍କ ସିଇଓଙ୍କ ସହ ଆଲୋଚନା କରିଛନ୍ତି। କୋଭିଡ୍‌-୧୯ ପ୍ରଭାବିତ ଦେଶର ଅର୍ଥ ବ୍ୟବସ୍ଥା ଲାଗି ଘୋଷଣା ହୋଇଥିବା ଋଣ ଯୋଜନା ଏବଂ ମୋରାଟୋରିୟମ ପରବର୍ତ୍ତୀ ସମୟରେ ଋଣ ପୁନର୍ଗଠନ ବ୍ୟବସ୍ଥା ସମ୍ପର୍କରେ ବୈଠକରେ ସମୀକ୍ଷା...

ଜୀବନ ବଞ୍ଚାଇବ ଷ୍ଟେରଏଡ୍‌

ନୂଆଦିଲ୍ଲୀ,୪ା୯:ସାରା ବିଶ୍ୱରେ କରୋନା ମହାମାରୀ ବଢ଼ିଚାଲିଥିଲାବେଳେ ଷ୍ଟେରଏଡ୍‌ ଚିକିତ୍ସା ଆଶାର ସଞ୍ଚାର କରିଛି। ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କ ଜୀବନ ବଞ୍ଚାଇବାରେ ଷ୍ଟେରଏଡ୍‌ ସହାୟକ ହୋଇପାରିବ। ଅନ୍ତର୍ଜାତୀୟ କ୍ଲିନିକାଲ ପରୀକ୍ଷାରୁ ଏହା ସ୍ପଷ୍ଟ ହୋଇଛି। ଷ୍ଟେରଏଡ ଶସ୍ତା ହୋଇଥିବାବେଳେ ଏହା...

ରେଳ ଲାଇନ କଡ଼ରୁ ହଟିବ ୪୮ ହଜାର ଝୁମ୍ପୁଡ଼ି: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୩।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟିବ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ପର୍ଯ୍ୟାୟକ୍ରମେ ଝୁମ୍ପୁଡ଼ିଗୁଡ଼ିକୁ ହଟାଯିବ। ରେଲଓ୍ବେ ସୁରକ୍ଷା ଜୋନ୍‌ରେ ବେଆଇନ ଦଖଲ କରିଥିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri