ଜାତୀୟ

୭୧ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗତ ୨୪ ଘଣ୍ଟାରେ ୬୬ହଜାରରୁ ଊର୍ଦ୍ଧ୍ୱ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୧୨।୧୦: ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ଦେଶରେ ଗତ ୨୪ଘଣ୍ଟାରେ ୬୬,୭୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧ଲକ୍ଷ ପାର...

ବିହାରରେ ରାଜନେତାଙ୍କ ‘ବୟସ-ଦୁର୍ନୀତି’: ସତ୍ୟପାଠରେ ଭୁଲ ତଥ୍ୟ

ପାଟନା, ୧୨।୧୦: ବିହାର ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ଏପରିସ୍ଥଳେ ରାଜନେତାଙ୍କ ‘ବୟସ-ଦୁର୍ନୀତି’ର ପର୍ଦ୍ଦାଫାଶ୍‌ ହୋଇଛି। ସତ୍ୟପାଠରେ ରାଜନେତାମାନେ ଭୁଲ ତଥ୍ୟ ପ୍ରଦାନ କରିଥିବା ଅଭିଯୋଗ ହୋଇଛି। ଶାସକ ଦଳ ମନ୍ତ୍ରୀ ଜୟ କୁମାର ସିଂଙ୍କ ବୟସ ୫ ବର୍ଷରେ...

କରୋନାକୁ ହରାଇଲେ ୧୦୪ ବର୍ଷୀୟା ମହିଳା

ନୂଆଦିଲ୍ଲୀ,୧୨।୧୦: ନୋଏଡାର ୧୦୪ ବର୍ଷୀୟା ଜଣେ ମହିଳା କରୋନାକୁ ହରାଇ ଘରକୁ ଫେରିଛନ୍ତି। ସେକ୍ଟର-୧୩୭ ଜେପି ହସ୍ପିଟାଲରୁ ତାଙ୍କୁ ଡିସଚାର୍ଜ କରାଯାଇଥିଲା। ମୂଳତଃ ଆଗ୍ରା ନିବାସୀ ଶ୍ୟାମବତୀଙ୍କ ଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ୧୦ ଦିନ ପୂର୍ବରୁ...

ଆଇଟିବିପି ଯବାନଙ୍କୁ ସାଲ୍ୟୁଟ କରୁଥିବା ଶିଶୁର ଭିଡ଼ିଓ ଭାଇରାଲ

ଚୁଶୁଲ୍‌, ୧୨।୧୦: ସୋସିଆଲ୍‌ ମିଡ଼ିଆରେ ଜଣେ ଶିଶୁର ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ଶିଶୁ ଜଣକ ଲଦାଖର ଚୁଶୁଲ୍‌ଠାରେ ଆଇଟିବିପି ଯବାନଙ୍କୁ ସାଲ୍ୟୁଟ୍‌ କରୁଥିବାର ଦେଖିବାକୁ ମିଳୁଛି। ନାମଗୟାଲ ନାମକ ଏହି ଶିଶୁ ରାସ୍ତାକଡ଼ରେ ଠିଆ ହୋଇଥିବାର ଦୃଶ୍ୟ...

୧୦୦ କିଲୋ ଓଜନର କଇଁଛକୁ ଗଭୀର ସମୁଦ୍ରରେ ଛଡ଼ାଗଲା

ରାମନାଥପୁରମ୍‌, ୧୨।୧୦: ତାମିଲନାଡୁ ରାମନାଥପୁରମ୍‌ ଜିଲାର ସମୁଦ୍ର କୂଳରୁ ୧୦୦ କିଲୋ ଓଜନର ଏକ ବୃହତ କଇଁଛକୁ ଉଦ୍ଧାର କରାଯାଇଛି। କଇଁଛଟି ମାଣ୍ଡାପମ୍‌ର ସମୁଦ୍ରକୂଳରେ ଲାଗିଥିଲା। ଖବର ପାଇ ବନ୍ୟ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି କଇଁଛକୁ ଉଦ୍ଧାର କରିଥିଲେ।...

ପାର୍ଲେ-ଜି ଏସବୁ ଚ୍ୟାନେଲକୁ ଦେବନି ବିଜ୍ଞାପନ

ମୁମ୍ବାଇ,୧୨।୧୦: ବଜାଜ କମ୍ପାନୀ ପରେ ଏବେ ବିସ୍କୁଟ ତିଆରି କରୁଥିବା କମ୍ପାନୀ ପାର୍ଲେ-ଜି ନିଜ ବିଜ୍ଞାପନକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛି। ସମାଜରେ ବିଷ ଘୋଳୁଥିବା ଏବଂ ଭ୍ରମାତ୍ମକ ଖବର ପ୍ରସାରଣ କରୁଥିବା ନ୍ୟୁଜ ଚ୍ୟାନେଲଗୁଡ଼ିକୁ ବିଜ୍ଞାପନ ନ...

ନୂଆ ୧୦୦ ଟଙ୍କିଆ କଏନ୍‌ର ଲୋକାର୍ପଣ କଲେ ମୋଦି

ନୂଆଦିଲ୍ଲୀ, ୧୨।୧୦: ରାଜମାତା ବିଜୟା ରାଜେ ସିନ୍ଧିଆଙ୍କ ସ୍ମୃତିରେ ଏକ ନୂଆ ୧୦୦ ଟଙ୍କିଆ କଏନ୍‌ର ଲୋକାର୍ପଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏହାର ଲୋକାର୍ପଣ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କରିଛନ୍ତି। ରାଜମାତାଙ୍କ ଶହେତମ ଜନ୍ମ ବାର୍ଷିକୀ ଅବସରରେ...

ଗୋଟିଏ ଦିନ ପାଇଁ ଜିଲାପାଳ ଆସନରେ ବସିଲେ ଆନ୍ଧ୍ରପ୍ରଦେଶର ଦ୍ୱାଦଶ ଶ୍ରେଣୀ ଛାତ୍ରୀ

ଅମରାବତୀ,୧୨ ।୧୦: ଅନ୍ତରାଷ୍ଟ୍ରୀୟ ବାଳିକା ଦିବସ ଅବସରରେ ଦ୍ୱାଦଶ ଶ୍ରେଣୀର ଜଣେ ଛାତ୍ରୀଙ୍କୁ ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ଜିଲାପାଳ ଭାବେ ନିଯୁକ୍ତି ମିଳିଛି । ରାଜ୍ୟପାଳ ଗନ୍ଧମ ଚନ୍ଦ୍ରଦୁ ରାଜ୍ୟରେ ଏହା ପ୍ରଥମ କରି ଆରମ୍ଭ କରିଛନ୍ତି । ସରକାରୀ...

ଚାଇନା ସୀମାରେ ଭାରତର ୨୨ ପୋଲ: ଏଲ୍‌ଏସିରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୧୨।୧୦: ଏଲ୍‌ଏସି ଏବଂ ଏଲ୍‌ଓସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ ପଥର ବିକାଶ କାର୍ଯ୍ୟ ଅନ୍ତର୍ଗତ ୪୩ଟି ପୋଲ ନିର୍ମିତ ହୋଇଛି। ଏହି ପୋଲଗୁଡ଼ିକୁ...

ରାଜଧାନୀରେ ହେବ ଦୁର୍ଗାପୂଜା, ରାମଲିଳା

ନୂଆଦିଲ୍ଲୀ,୧୨ ।୧୦: ବେଶ୍ କିଛି ସମୟର ସଂଶୟ ପରେ ଶେଷରେ ଏହାର ସମାଧାନ ବାହାରିଛି । ରାଜଧାନୀ ଦିଲ୍ଲୀର ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଡିଡିଏମ୍‌ଏ) ସେଠାରେ ଦଶହରା ପାଳନ ଓ ରାମଲିଳା କରିବାକୁ ଅନୁମତି ପ୍ରଦାନ କରିଛନ୍ତି । ଏଥିପାଇଁ ଏକ...

ରାମବାଗରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୧୨।୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରର ରାମବାଗ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ବିଦେଶୀ ଥିବାବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି କଶ୍ମୀର...

କଂଗ୍ରେସରୁ ଇସ୍ତଫା ଦେଲେ ଖୁଶବୁ: ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା

ଚେନ୍ନାଇ, ୧୨।୧୦: ତାମିଲନାଡୁରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଫିଲ୍ମ ଅଭିନେତ୍ରୀ ଖୁଶବୁ ସୁନ୍ଦର କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଭାଜପାରେ ଯୋଗଦେବା ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ହେଉଛି। ରାଜ୍ୟ ପ୍ରବକ୍ତା ପଦରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri