ଜାତୀୟ

କରୋନା ଯୋଗୁ ଅତି ଗରିବ ହେବେ ୧୦ କୋଟିରୁ ଊର୍ଦ୍ଧ୍ୱ ଲୋକ !

ନୂଆଦିଲ୍ଲୀ,୨୨।୮: କରୋନା ମହାମାରୀ ଯୋଗୁ ସାରା ବିଶ୍ୱର ଅର୍ଥବ୍ୟବସ୍ଥା ବିଗିଡି ଯାଇଛି। ବିଶେଷ କରି ଗରିବ ଦେଶ ଗୁଡିକର ଅବସ୍ଥା ଅତ୍ୟଧିକ ଖରାପ ହୋଇ ଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ଡାଭିସ ମାଲପାସ କହିଛନ୍ତି କରୋନା...

ପୁଅର ଆତ୍ମା ନେବାକୁ ହାତରେ ଖଣ୍ଡାଧରି ହସ୍ପିଟାଲରେ ପହଞ୍ଚିଲେ ବାପା

ଯୋଧପୁର, ୨୨।୮: ଆଧୁନିକ ଯୁଗରେ ବେଳେବେଳେ ତନ୍ତ୍ରମନ୍ତ୍ର ଜାଲରେ କେତେକ ନିରୀହ ଲୋକ ପଡୁଥିବାର ଘଟଣା ନଜରକୁ ଆସିଥାଏ। ରାଜସ୍ଥାନର ଯୋଧପୁରରେ ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ ମଥୁରାଦାସ ମାଥୁର ହସ୍ପିଟାଲରେ ଦୁଇଜଣ ବ୍ୟକ୍ତି ସନ୍ଦିଗ୍ଧ ଅବସ୍ଥାରେ ହାତରେ...

ସୁଶାନ୍ତ ମାମଲା: ପୋଷ୍ଟମାର୍ଟମ ରିପୋର୍ଟକୁ ନେଇ ସନ୍ଦେହ ପ୍ରକାଶ କଲା ସିବିଆଇ

ମୁମ୍ବାଇ,୨୨।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଘଟଣାରେ ସିବିଆଇ ଜୋରସୋରରେ ତଦନ୍ତ ଚଳାଇଛି। ଶୁକ୍ରବାର ସୁଶାନ୍ତଙ୍କ ରୋଷେୟାଙ୍କୁ ସିବିଆଇ ୫ଘଣ୍ଟା ଧରି ଜେରା କରିଥିଲା। ତେବେ ଶନିବାର ସୁଶାନ୍ତଙ୍କ ପୋଷ୍ଟମାର୍ଟମ କରିଥିବା ଡାକ୍ତର ଓ ଏକ୍ସପର୍ଟ ଟିମ୍‌ଙ୍କୁ ସିବିଆଇ...

ଧରା ପଡ଼ିବା ଭୟ: ଜଳାଇଲେ ୫୦ କୋଟି ଟଙ୍କାର ନକଲି ଏନ୍‌ସିଇଆର୍‌ଟି ପୁସ୍ତକ

ମିରଟ, ୨୨।୮: ଉତ୍ତରପ୍ରଦେଶରେ ଅପରାଧୀ ଆଇନ ଶୃଙ୍ଖଳାକୁ ଆଉ ଭୟ କରୁ ନାହାଁନ୍ତି। ଅପରାଧ ଘଟାଇ ପ୍ରମାଣ ଲୁଚାଇବା ଏକ ନିତିଦିନିଆ ଘଟଣାରେ ପରିଣତ ହେବାରେ ଲାଗିଛି। ସ୍ଥାନୀୟ ପରତାପୁର ଅଞ୍ଚଳର ଏକ ଗୋଦାମରେ ୫୦ କୋଟି ଟଙ୍କାର ନକଲି...

ପାକିସ୍ତାନକୁ ବିଏସ୍‌ଏଫ୍‌ର କଡ଼ା ଜବାବ: ୫ ଅନୁପ୍ରବେଶକାରୀଙ୍କ ମୁଣ୍ଡ ଗଡ଼ିଲା

ଚଣ୍ଡିଗଡ଼, ୨୨।୮: ପଞ୍ଜାବର ଭାରତ ପାକିସ୍ତାନ ସୀମାରେ ବିଏସ୍‌ଏଫ୍‌କୁ ଏକ ବଡ଼ ସଫଳତା ମିଳିଛି। ବିଏସ୍‌ଏଫ୍‌ ପାକିସ୍ତାନକୁ କଡ଼ା ଜବାବ ଦେଇଛି। ସୀମାବର୍ତ୍ତୀ ତାରନ ତରାନ ଜିଲାରେ ଭାରତ ମଧ୍ୟକୁ ଭୋର୍‌ ୪ଟା ୪୫ରେ ଅନୁପ୍ରବେଶ କରୁଥିବା ୫ ଅଜଣା...

ଚାଇନାକୁ ପୁଣି ବଡ଼ ଝଟ୍‌କା ଦେଲା ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ, ୨୨।୮: ଚାଇନାକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗିବାରେ ଲାଗିଛି। ଏବେ ଭାରତୀୟ ରେଲଓ୍ବେ ପୁଣି ଏକ ବଡ଼ ଝଟ୍‌କା ଚାଇନାକୁ ଦେଇଛି। ଭାରତୀୟ ରେଲଓ୍ବେ ପକ୍ଷରୁ ୪୪ଟି ସେମି ହାଇସ୍ପିଡ୍‌ ବନ୍ଦେ ଭାରତ ଟ୍ରେନ୍‌ ନିର୍ମାଣ ଠିକାକୁ...

୧୩୯ ଜଣଙ୍କ ନାଁରେ ବଳାତ୍କାର ଅଭିଯୋଗ ଆଣିଲେ ଜଣେ ମହିଳା

ହାଇଦ୍ରାବାଦ,୨୨।୮: ଗତ କିଛି ବର୍ଷ ହେବ ଜଣେ ମହିଳାଙ୍କୁ ୧୩୯ ଜଣ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ପୋଲିସ ଏହି ଅଭିଯୋଗ ପାଇ ଏକ ମାମଲା ରୁଜୁ କରିଥିବା ସୂଚନା ମିଳିଛି। ମହିଳାଙ୍କ ସୂଚନା ଅନୁଯାୟୀ, ତାଙ୍କ ବିବାହର...

ଏସବୁ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପୂର୍ବାନୁମାନ: ରେଡ୍‌ ଆଲର୍ଟ ଜାରି

ନୂଆଦିଲ୍ଲୀ, ୨୨।୮: ଦେଶର ଅଧାରୁ ଅଧିକ ରାଜ୍ୟରେ ବର୍ଷା ବିତ୍ପାତ ଜାରି ରହିଛି। ପୂର୍ବରୁ ଆରମ୍ଭ କରି ପଶ୍ଚିମ ଏବଂ ଉତ୍ତରଭାରତରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା, ଛତିଶଗଡ଼, ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ...

ଦେଶରେ ୩୦ ଲକ୍ଷ ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୨।୮: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୬୯,୮୭୮ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୨୯,୫୭,୭୦୨ରେ। ଏବେ ୬,୯୭,୩୩୦ ଜଣଙ୍କର ଚିକିତ୍ସା ଚାଲିଥିବା...

କରୋନାର କୋରଡ଼ା ମାଡ଼: ବିଦେଶ ପାଠପଢ଼ା ପ୍ରତି କମୁଛି ଆଗ୍ରହ

ନୂଆଦିଲ୍ଲୀ, ୨୨।୮: ବିଦେଶରେ ପାଠପଢ଼ା ପ୍ରତି ପୂର୍ବରୁ ଭାରତୀୟ ଯୁବବର୍ଗଙ୍କ ମଧ୍ୟରେ ଆଗ୍ରହ ଥିବାବେଳେ ଏବେ ଏହା କମିବାରେ ଲାଗିଛି। କରୋନା ମହାମାରୀ ସଂକ୍ରମଣ ଯୋଗୁ ରହିବା ଏବଂ ଖାଇବା ପିଇବା ସମ୍ପର୍କରେ ଭାରତୀୟ ଯୁବବର୍ଗ ନିଶ୍ଚିତ ହୋଇପାରୁ ନାହାଁନ୍ତି।...

ବସ୍‌ରେ ଦିଲ୍ଲୀରୁ ଲଣ୍ଡନ ଯାତ୍ରା ଏବେ ହେବ ସହଜ

ନୂଆଦିଲ୍ଲୀ/ଲଣ୍ଡନ, ୨୨।୮: ବସ୍‌ରେ ଦିଲ୍ଲୀରୁ ଲଣ୍ଡନ ଯାତ୍ରା ଏବେ ସମ୍ଭବ ହୋଇପାରିବ। ଏନେଇ ଗୁଡ଼ଗାଓ୍ବଁର ଏକ ଘରୋଇ ଟ୍ରାଭେଲ୍‌ କମ୍ପାନୀ ଅଗଷ୍ଟ ୧୫ଠାରୁ ଏକ ବସ୍‌ର ଶୁଭାରମ୍ଭ କରିଛି। ଏହାକୁ ‘ବସ୍‌ ଟୁ ଲଣ୍ଡନ’ ଭାବେ ନାମିତ କରାଯାଇଛି। ଦିଲ୍ଲୀରୁ...

ରାଜଧାନୀରେ ଆଇଏସ୍‌ ଆତଙ୍କବାଦୀ: ରଚିଥିଲେ ବଡ଼ ଧରଣର ଆକ୍ରମଣ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ, ୨୨।୮: ରାଜଧାନୀ ଦିଲ୍ଲୀରେ ଆଇଏସ୍‌ ଆତଙ୍କବାଦୀ ଏବଂ ପୋଲିସ ମୁହାଁମୁହିଁ ହୋଇଛନ୍ତି। ସ୍ଥାନୀୟ ଧୋଲାକୂଆଁର ରିଙ୍ଗ୍‌ ରୋଡ୍‌ ନିକଟରେ ଆଇଏସ୍‌ ଆତଙ୍କବାଦୀ ଲୁଚିଥିବା ଖବର ପାଇ ଦିଲ୍ଲୀ ପୋଲିସର ସ୍ପେଶାଲ ଟିମ୍‌ ଏଠାରେ ଘେରାବନ୍ଦୀ ଆରମ୍ଭ କରିଥିଲେ। ପୋଲିସ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri