ଜାତୀୟ

ଦିଲ୍ଲୀରେ ବର୍ଷା ବିତ୍ପାତ

ନୂଆଦିଲ୍ଲୀ,୧୯।୮: ରାଜଧାନୀ ଦିଲ୍ଲୀରେ ବୁଧବାର ସକାଳୁ ପ୍ରବଳ ବର୍ଷା ଜାରି ରହିଛି। ଏହି ବର୍ଷା ଆହୁରି ୪-୫ ଦିନ ଲାଗି ରହିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଦିଲ୍ଲୀରେ ସକାଳୁ ବଜ୍ରପାତ ସହିତ ମୂଷଳାଧାରରେ...

କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ରାହୁଲ ପରେ ଏବେ ପ୍ରିୟଙ୍କା ରଖିଲେ ଏଭଳି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯।୮: କଂଗ୍ରେସରେ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ପାଇଁ ଦାବି ଜୋର ଧରିଛି। ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଦ ଛାଡିବା ପରେ ଆଗାମୀ ଦିନରେ କଂଗ୍ରେସର ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସର ମଙ୍ଗ ଧରିବେ ବୋଲି କଳ୍ପନା ଜଳ୍ପନା ଲାଗି...

ନିର୍ବାଚନ ପୂର୍ବରୁ ଆରଜେଡିକୁ ଝଟ୍‌କା: ଜେଡିୟୁରେ ସାମିଲ ହେବେ ଲାଲଙ୍କୁ ସମୁଦି

ପାଟନା,୧୯।୮: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ସରଗରମ ହେବାରେ ଲାଗିଛି। ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ଅଦଳ ବଦଳ ନୀତି ଜୋରସୋରରେ ଚାଲିଛି। ନିକଟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆରଜେଡ଼ି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ...

ଶିବଲିଙ୍ଗ ପାଇବା ପାଇଁ ଦୁଇ ଭାଇ ମିଶି କରୁଥିଲେ ତନ୍ତ୍ର ସାଧନା, ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୧୯ା୮: ବିଜ୍ଞାନ ଯେତେ ଆଗେଇଲେ ମଧ୍ୟ କିଛି ଲୋକ ଅନ୍ଧବିଶ୍ୱାସକୁ ଜାବୁଡ଼ି ଧରିଛନ୍ତି। ଏପରିକି ଏହି ଅନ୍ଧବିଶ୍ୱାସ ଯୋଗୁ ପ୍ରତିଦିନ ନାନା ଅଘଟଣ ଘଟୁଛି। ଏହିପରି ଏକ ଘଟଣା ଦେଖିବାକୁ ମିଳିଛି ଉତ୍ତରପ୍ରଦେଶରେ। ଅନ୍ଧବିଶ୍ୱାସ ହେତୁ ଦୁଇ ଭାଇ ଶିବଲିଙ୍ଗଙ୍କୁ...

ଜଣେ ପୁଅ ନେତା, ଆଉ ଜଣେ ବଡ଼ ଅଧିକାରୀ; ରାସ୍ତାକଡ଼ରୁ ଏମିତି ଉଦ୍ଧାର ହେଲେ ବୃଦ୍ଧା ମା’

ଚଣ୍ଡୀଗଡ଼,୧୯ା୮:  ପଞ୍ଜାବର ଶ୍ରୀମୁକ୍ତସର ସାହିରେ ଜଣେ ୮୦ ବର୍ଷୀୟା ବୃଦ୍ଧାଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, କାଦୁଅରେ ନିର୍ମିତ ଦୁଇ ଫୁଟର କାନ୍ଥରେ ଦୁଇ ଖଣ୍ଡ ପ୍ଲାଇରୁ ବୃଦ୍ଧାଜଣଙ୍କୁ ଉଦ୍ଧାର କରାଯାଇ ଗୁଜରାଟ ସ୍ଥାନାନ୍ତର କରାଯାଇଥିଲା।...

ସୁଶାନ୍ତ ସିଂ ଆତ୍ମହତ୍ୟାର ଯାଞ୍ଚ୍‌ କରିବେ ଏସବୁ ୪ ଅଧିକାରୀ…

ନୂଆଦିଲ୍ଲୀ, ୧୯।୮: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ଯାଞ୍ଚ ଏବେ ସିବିଆଇ କରିବ। ଏନେଇ ସୁପ୍ରିମ୍‌କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ମାମଲାର ଯାଞ୍ଚ୍‌ର ନେତୃତ୍ୱ ସିବିଆଇ ଯୁଗ୍ମ ନିର୍ଦ୍ଦେଶକ ମନୋଜ ଶଶିଧର ନେବେ।...

ଭିକାରୀଙ୍କ ବଦାନ୍ୟତା, କରୋନା ରିଲିଫ୍‌ ପାଣ୍ଠିକୁ ଦେଲେ…

ଚେନ୍ନାଇ,୧୯ା୮: କରୋନା ମହାମାରୀ ସମଗ୍ର ବିଶ୍ୱବାସୀଙ୍କ ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଛି। ଏହି ସଙ୍କଟ ସମୟରେ ଲୋକେ ଜଣେ ଜଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସୁଛନ୍ତି। ତାମିଲନାଡୁର ମଦୁରାଇରୁ ଏପରି ଏକ ଖବର ସାମ୍ନାକୁ ଆସିଛି । ଯାହା...

ସ୍ବାସ୍ଥ୍ୟ ସେବାରେ ରେକର୍ଡ: ଗୋଟିଏ ଦିନରେ ସୁସ୍ଥ ହେଲେ ୬୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୯।୮: ଦେଶର କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ଆକ୍ରାନ୍ତଙ୍କ ସୁସ୍ଥ ହେବାରେ ବୁଧବାର ଏକ ନୂଆ ରେକର୍ଡ ହୋଇଛି। ଗୋଟିଏ ଦିନରେ ୬୦ ହଜାର...

ଭକ୍ତଙ୍କୁ ଦର୍ଶନ ଦେବା ସହିତ ହାତ ସାନିଟାଇଜ୍‌ କରିବେ ପ୍ରଭୁ ଗଣେଶ

ମୁମ୍ବାଇ, ୧୯।୮: ଆଗକୁ ଗଣେଶ ପୂଜା ଆସୁଛି। ଏନେଇ ମୁମ୍ବାଇରେ ଏକ ନିଆରା ଗଣେଶ ମୂର୍ତ୍ତି ନିମାର୍ଣ କରାଯାଇଛି। ପ୍ରଭୁ ଭକ୍ତଙ୍କୁ ଦର୍ଶନ ଦେବା ସହିତ ଭକ୍ତଙ୍କ ହାତ ମଧ୍ୟ ସାନିଟାଇଜ୍‌ କରିବେ। ମୂର୍ତ୍ତିଙ୍କ ପାଦରୁ ସାନିଟାଇଜର ଝରୁଛି। ଭକ୍ତ...

ଉଦ୍ଧବ-ରିଆଙ୍କୁ ଝଟ୍‌କା: ଦାଖଲ କରାଯିବ ରିଭ୍ୟୁ ପିଟିଶନ୍‌

ନୂଆଦିଲ୍ଲୀ, ୧୯।୮: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ଯାଞ୍ଚ ଏବେ ସିବିଆଇ କରିବ। ଏନେଇ ସୁପ୍ରିମ୍‌କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହାଦ୍ୱାରା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାର ଏବଂ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀଙ୍କ...

ପ୍ରବଳ ବର୍ଷା: ଦିନରେ ବି ରାତି ଭଳି ଅନ୍ଧାର

ନୂଆଦିଲ୍ଲୀ, ୧୯।୮: ଦେଶର ବହୁ ରାଜ୍ୟରେ ଲଗାତାର ବର୍ଷା ଲାଗି ରହିଛି। ଦିଲ୍ଲୀରେ ପ୍ରବଳ ବର୍ଷାଯୋଗୁ ଦିନରେ ମଧ୍ୟ ରାତି ଭଳି ଅନ୍ଧାର ଘୋଡ଼େଇ ହୋଇ ରହିଛି। ତୁହାକୁ ତୁହା ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ମାରୁଛି। ତଳି ଅଞ୍ଚଳରେ...

ସୁପ୍ରିମ କୋର୍ଟଙ୍କ ବଡ଼ ନିଷ୍ପତ୍ତି: ସିବିଆଇ କରିବ ସୁଶାନ୍ତ ସିଂ ରାଜପୁତ ମାମଲାର ତଦନ୍ତ

ନୂଆଦିଲ୍ଲୀ, ୧୯।୮: ବହୁ ଚର୍ଚ୍ଚିତ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ହେବ। ବୁଧବାର ଏହି ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଏହି ତଦନ୍ତ ପ୍ରକ୍ରିୟାରେ ମୁମ୍ବାଇ ପୋଲିସକୁ ସହଯୋଗ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଦୀର୍ଘ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri