ଜାତୀୟ

ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ! ନିୟମରେ ବଡ଼ ପରିବର୍ତ୍ତନ କଲେ ଓମ ବିର୍ଲା

ନୂଆଦିଲ୍ଲୀ,୪।୭: ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ। ଏନେଇ ନିୟମରେ ହୋଇଛି ବଡ଼ ପରିବର୍ତ୍ତନ। ଲୋକ ସଭା ବାଚସ୍ପତି ଓମ ବିର୍ଲା ଏଥିପାଇଁ ନିୟମରେ ବଡ଼ ସଂଶୋଧଡ଼ କରିଛନ୍ତି। ନବ ନିର୍ବାଚିତ ଏମପିମାନେ ଶପଥ ଗ୍ରହଣ କରିବା ଦେଇଥିବା ସ୍ଲୋଗାନକୁ...

ଆସାମରେ ବନ୍ୟା ବିତ୍ପାତ, ୧୬ଲକ୍ଷ ଲୋକ ପ୍ରଭାବିତ

ନୂଆଦିଲ୍ଲୀ,୪।୭: ଆସାମର ବନ୍ୟା ସ୍ଥିତି ଭୟଙ୍କର ହେଲାଣି। ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ଜନଜୀବନ ସହ ପଶୁପକ୍ଷୀ ପ୍ରଭାବିତ ହୋଇଛନ୍ତି। ବନ୍ୟା ବିତ୍ପାତ ଯୋଗୁ ୧୯ଟି ଜିଲାରେ ୧୬ ଲକ୍ଷ ଲୋକେ ପ୍ରଭାବିତ ହୋଇଛନ୍ତି। ସେପଟେ ବନ୍ୟା ଯୋଗୁ ବର୍ତ୍ତମାନ...

ଟେଲି ଷ୍ଟାର୍‌ କ୍ରିଷ୍ଟଲ, କରନଙ୍କୁ ଇଡି ଜେରା

ମୁମ୍ବାଇ, ୪।୭: ଟଙ୍କା ବଦଳରେ ଅନ୍‌ଲାଇନ ଫରେକ୍ସ ଟ୍ରେଡିଂ ଆପ୍‌ ‘ଅକ୍ଟାଏଫ୍‌ଏକ୍ସ’ ପାଇଁ ପ୍ରଚାର ଅଭିଯୋଗରେ ଟେଲି ଷ୍ଟାର୍‌ କ୍ରିଷ୍ଟଲ ଡିସୁଜା ଓ କରନ ଓ୍ବାହିଙ୍କୁ ଇଡି ବୁଧବାର ପଚରାଉଚରା କରିଛି। ଜେରାରେ ବେଆଇନ ଅନ୍‌ଲାଇଲ ବିଦେଶୀ ଟ୍ରେଡିଂ ମାମଲାରେ...

ହାଥରସ୍‌ ଦଳାଚକଟା ପଛରେ ଷଡ଼ଯନ୍ତ୍ର: ଭୋଲେ ବାବାଙ୍କ ଓକିଲ

ହାଥରସ୍‌,୪।୭: ହାଥରସ୍‌ ଦଳାଚକଟା ପଛରେ ଅସାମାଜିକ ତତ୍ତ୍ୱଙ୍କ ହାତ ରହିଛି ବୋଲି ଭୋଲେ ବାବାଙ୍କ ଓକିଲ ଏ.ପି. ସିଂ ଅଭିଯୋଗ ଆଣିଛନ୍ତି। ସତ୍‌ସଙ୍ଗ ବେଳେ ଭୋଲେ ବାବାଙ୍କ ପାଦ ଛୁଇଁବାକୁ ନେଇ ଅନୁଗାମୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିବାରୁ ଏଭଳି ସ୍ଥିତି...

ପୁଣି ହସ୍ପିଟାଲରେ ଭର୍ତ୍ତି ହେଲେ ଆଡ଼ଭାନୀ

ନୂଆଦିଲ୍ଲୀ, ୪।୭ : ଭେଟେରାନ ଭାଜପା ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ଭାନୀ(୯୬) ବୁଧବାର ରାତିରେ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ଏବଂ ତାଙ୍କୁ ନ୍ୟୁରୋଲୋଜି ବିଭାଗରେ ଭର୍ତ୍ତି କରାଯାଇଥିବା...

କଙ୍ଗନାଙ୍କୁ ଚାପୁଡ଼ା ମାରି କର୍ନାଟକକୁ ବଦଳି ହେଲେ କୁଲଓ୍ବିନ୍ଦର

ନୂଆଦିଲ୍ଲୀ, ୪।୭: ହିମାଚଳ ପ୍ରଦେଶର ମଣ୍ଡିରୁ ନବ ନିର୍ବାଚିତ ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତଙ୍କୁ ଜୁନ୍‌ ୬ରେ ଚଣ୍ଡିଗଡ଼ ଏୟାରପୋର୍ଟରେ ସିଆଏସ୍‌ଏଫ୍‌ କନ୍‌ଷ୍ଟେବଳ କୁଲଓ୍ବିନ୍ଦର କୌର ଚାପୁଡ଼ା ମାରିଥିଲେ। ଏହାପରେ ସିଆଏସ୍‌ଏଫ୍‌ ତାଙ୍କୁ ନିଲମ୍ବନ କରିଥିଲା। ବୁଧବାର କୁଲଓ୍ବିନ୍ଦରଙ୍କୁ ବେଙ୍ଗାଲୁରୁର...

ବିଶ୍ୱକପ ଟ୍ରଫି ସହ ଭାରତ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୪।୭: ଭାରତରେ ପହଞ୍ଚିଲା ବିଶ୍ୱ ବିଜେତା ଟିମ୍‌ ଇଣ୍ଡିଆ। ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ୍‌ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍‌ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ...

ରାହୁଲ ଗାନ୍ଧୀଙ୍କୁ ସେନାର ଜବାବ; ଅଗ୍ନିବୀରଙ୍କ ପରିବାରକୁ ଦିଆଯାଇଛି ୯୮.୩୯ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ ପରିବାରକୁ କ୍ଷତିପୂରଣ ପ୍ରସଙ୍ଗରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ମିଥ୍ୟା କହିଛନ୍ତି।...

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩ା୭:କେନ୍ଦ୍ରର ମୋଦି ସରକାର ବୁଧବାର ସୁରକ୍ଷା, ଅର୍ଥନୀତି ଓ ରାଜନୈତିକ ବ୍ୟାପାର ସମ୍ପର୍କିତ କମିଟି ଗଠନ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁସାରେ ଦେଶର ସର୍ବୋଚ୍ଚ ନିଷ୍ପତ୍ତି ଗ୍ରହଣକାରୀ ୮ କମିଟି ଗଠନ କରାଯାଇଛି। ସୁରକ୍ଷା ସମ୍ପର୍କିତ କ୍ୟାବିନେଟ୍‌ କମିଟିରେ...

ମିଛ କହିଛନ୍ତି ରାଜନାଥ, ରାହୁଲ ଗାନ୍ଧୀ ଦେଲେ ପ୍ରମାଣ

ନୂଆଦିଲ୍ଲୀ,୩।୭: ବିରୋଧୀ ଦଳ ଲଗାତାର ଅଗ୍ନିବୀର ଯୋଜନାକୁ ନେଇ କେନ୍ଦ୍ରରେ ମୋଦି ସରକାରଙ୍କୁ ଘେରୁଛନ୍ତି। ସୋମବାର ମଧ୍ୟ ଲୋକସଭାରେ ଏ ସମ୍ପର୍କରେ ବିତର୍କ ହୋଇଥିଲା। ଅଗ୍ନିବୀର ମାମଲାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭଗବାନ ଶିବଙ୍କ ଫଟୋ ଦେଖାଇ...

ପରାଜୟ ପରେ ବିରୋଧୀ କ୍ୟାମ୍ପରେ ବିଜେଡି; ମୋଦିଙ୍କ ଭାଷଣ ସମୟରେ ଇଣ୍ଡିଆ ମେଣ୍ଟ ସହିତ କଲା କକ୍ଷତ୍ୟାଗ

ଭୁବନେଶ୍ୱର,୩।୭: ପୂର୍ବରୁ ସଂସଦରେ ଅନେକ ଥର ଭାଜପାକୁ ସମର୍ଥନ କରୁଥିବା ବିଜୁ ଜନତା ଦଳ ବୁଧବାର ଇଣ୍ଡିଆ ମେଣ୍ଟ ପଦ ରାସ୍ତାରେ ଯୋଗ ଦେଇଛି। ରାଷ୍ଟ୍ରପତିଙ୍କ ସମ୍ବୋଧନରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭାଷଣ ସମୟରେ ଦଳ...

‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’

ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍‌ଏମ୍‌) ନେତା ହେମନ୍ତ ସୋରେନ୍‌ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍‌ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri