ଜାତୀୟ

ମୁଁ ଦୁନିଆରେ କାହାକୁ ଭୟ କରିବି ନାହିଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨।୧୦: ଉତ୍ତରପ୍ରଦେଶ ହାଥ୍‌ରାସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ଏବଂ ତାଙ୍କ ଭଉଣୀ ପ୍ରିୟଙ୍କା ଭଦ୍ରାଙ୍କୁ ଗୁରୁବାର ଅଟକାଇ ଦିଆଯାଇଲା। ଗ୍ରେଟର ନଏଡା ନିକଟରେ ଉଭୟଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ଉପରେ...

ଟିକେଟ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ, ୨।୧୦:ଦେଶରେ କରୋନା ମହାମାରୀ ସଂକ୍ରମଣ ଲାଗି ଲକ୍‌ଡାଉନ୍‌ ଜାରି କରାଯାଇଥିଲା। ଏହି ସମୟରେ ବିମାନ ଯାତ୍ରାକୁ ବାତିଲ କରାଯାଇଥିଲା। ତେବେ ଯାତ୍ରୀଙ୍କ ଟିକେଟ ବୁକିଂ ଟଙ୍କା ଶୀଘ୍ର ଫେରାଇବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏସମ୍ପର୍କରେ ଏୟାରଲାଇନ୍ସ୍‌ କମ୍ପାନୀଗୁଡ଼ିକୁ ସୂଚିତ...

ପୋଲିସ ଠେଲାପେଲାରେ ତଳେ ପଡ଼ିଲେ ରାହୁଲ

ନୂଆଦିଲ୍ଲୀ, ୨।୧୦:ଉତ୍ତରପ୍ରଦେଶ ହାଥ୍‌ରାସରେ ହୋଇଥିବା ଗଣବଳାତ୍କାର ଘଟଣାର ପୀଡ଼ିତାଙ୍କ ପରିବାରକୁ ଭେଟିବାକୁ ଯାଉଥିବା କଂଗ୍ରେସ ନେତା ରାହୁଲ୍‌ ଗାନ୍ଧୀ ଏବଂ ଭଉଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଅଧାବାଟରେ ଫେରିବାକୁ ପଡ଼ିଛି। ରାହୁଲ୍‌ ଏବଂ ପ୍ରିୟଙ୍କା ନିଜର ଦଳୀୟ କର୍ମୀଙ୍କ ସହ...

ଡାକ୍ତରଙ୍କ ଭୁଲ ଯୋଗୁ ମୃତ୍ୟୁ ସହ ସଂଘର୍ଷ କରୁଛି ୪ ମାସର ଶିଶୁକନ୍ୟା

ଭୋପାଳ, ୨।୧୦: ଡାକ୍ତରଙ୍କ ଭୁଲ ଯୋଗୁ ଜଣେ ନିରୀହ ନିସ୍ପାପ ୪ ମାସର ଶିଶୁକନ୍ୟା ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଛି। ଏମିତି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶ ଭିଦିଶା ଜିଲାର ଗୋଲୋନା ଗ୍ରାମରେ। ଜଣେ ଶିଶୁକନ୍ୟାକୁ ଜ୍ୱର ହେବାରୁ...

୧୦୦ ଦିନପରେ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିବା କଂଗ୍ରେସ ନେତାଙ୍କୁ ଫୋନ କଲେ ମୋଦି

ନୂଆଦିଲ୍ଲୀ, ୧।୧୦: ଜୁନ୍‌ ମାସରୁ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭରତ ସିଂ ସୋଲାଙ୍କି ୧୦୧ ଦିନ ପରେ ଗୁରୁବାର ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଛନ୍ତି। ଡିସ୍‌ଚାର୍ଜ ହେବା ପରେ ୬୬ ବର୍ଷୀୟ ସୋଲାଙ୍କିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଜାତୀୟ ରାଜଧାନୀରେ ୫,୪୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ, ୧।୧୦: ଜାତୀୟ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ମାମଲା ଦ୍ରୁତବେଗରେ ବଢ଼ିବାରେ ଲାଗିଛି। ଯାହାକି ସ୍ଥାନୀୟ ସରକାରଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଗୁରୁବାର ଦିଲ୍ଲୀରେ ୩ ହଜାରରୁ ଊର୍ଦ୍ଧ୍ୱ ନୂତନ ଆକ୍ରାନ୍ତ ଚିହ୍ନଟ...

ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଲାଗି ଆମେରିକାରୁ ଆସିଲା ସ୍ବତନ୍ତ୍ର ବିମାନ; ଜାଣନ୍ତୁ କ’ଣ ରହିଛି ସ୍ବତନ୍ତ୍ରତା

ନୂଆଦିଲ୍ଲୀ, ୧।୧୦: ଭାରତର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସ୍ବତନ୍ତ୍ର ଭାବେ ନିର୍ମିତ ବି୭୭୭ ବିମାନ ଗୁରୁବାର ଆମେରିକାରୁ ଆସି ଦିଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଛି। ଏହି ବିମାନ ପାଇଁ ଭାରତ ୨୦୧୮ରେ ବିମାନ ନିର୍ମାତା...

ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କୁ କରୋନା

ନୂଆଦିଲ୍ଲୀ,୧।୧୦-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲ। ଅହମ୍ମଦ ଦିଲ୍ଲୀସ୍ଥିତ ନିଜ ବାସଭବନରେ ସେଲଫ ଆଇସୋଲେଶନରେ ରହିଛନ୍ତି। ଏ ନେଇ ସେ ନିଜେ ଗୁରୁବାର ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି,...

ଅକ୍ଟୋବର ୧୫ରୁ ଖୋଲିବ ସ୍କୁଲ

ନୂଆଦିଲ୍ଲୀ,୧ ।୧୦: କରୋନା ମହାମାରୀ ଯୋଗୁ ପ୍ରାୟ ୬ ମାସ ହେବ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ହେଲେ ଜରୁରୀ ପରୀକ୍ଷା ପାଇଁ କିଛି ଶିକ୍ଷାନୁଷ୍ଠାନକୁ ଖୋଲି ଦିଆଯାଇଛି । ଏବେ ଦେଶରେ କରୋନା ମହାମାରୀ ପିକ୍‌ରେ ଥିବା...

ହାଥରସ ଗଣବଳାତ୍କାରକୁ ନେଇ ପୋଲିସର ବଡ ବୟାନ

ଲକ୍ଷ୍ନୌ,୧ ।୧୦: ଉତ୍ତର ପ୍ରଦେଶ ହାଥରସ ଗଣବଳାତ୍କାର ମାମଲା ବେଳକୁ ବେଳ ନୂଆ ମୋଡ ନେଇଛି । ପୀଡ଼ିତାଙ୍କ ମୃତ୍ୟୁ ପରେ ଏହାକୁ ନେଇ ରାଜନୀତି ହୋଇଛି ସରଗରମ । ଗୁରୁବାର ପିଡ଼ିତାଙ୍କ ପରିବାରକୁ ଭେଟିବାକୁ ଯାଇ ଗିରଫ ହୋଇଛନ୍ତି...

ନୌଗାମ୍‌ ସେକ୍ଟରରେ ପାକିସ୍ତାନର ମୋର୍ଟାର ଶେଲିଂ ମାଡ଼: ୨ ଯବାନ ଶହୀଦ୍‌, ୪ ଆହତ

ଶ୍ରୀନଗର, ୧।୧୦: ଜମ୍ମୁ-କଶ୍ମୀରରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଉତ୍ତର କଶ୍ମୀରର କୁପଓ୍ବାର ଜିଲାର ନୌଗାମ୍‌ ସେକ୍ଟରରେ ଭାରତୀୟ ପୋଷ୍ଟ ଏବଂ ସୀମାବର୍ତ୍ତୀ ଗାଁଗୁଡ଼ିକ ଉପରେ ପାକିସ୍ତାନ ମୋର୍ଟାର ଶେଲିଂ ମାଡ଼ କରିଛି। ଏଥିରେ ୨ ଜଣ ଭାରତୀୟ...

ଅକ୍ଟୋବର ୩ରେ ଅଟଳ ଟନେଲର ଲୋକାର୍ପଣ

ରୋହତଙ୍ଗ, ୧।୧୦: ଅକ୍ଟୋବର ୩ ପୂର୍ବାହ୍ନ ୧୦ଟାରେ ହିମାଚଳପ୍ରଦେଶର ରୋହତଙ୍ଗଠାରେ ଥିବା ଅଟଳ ଟନେଲର ଲୋକାର୍ପଣ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଲୋକାର୍ପିତ କରିବେ। ଏହି ଟନେଲ୍‌ ଦ୍ୱାରା ମନାଲିଠାରୁ ଲେହ ମଧ୍ୟରେ ୪୬ କିଲୋମିଟର ଦୂରତା କମିଯିବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri