ଜାତୀୟ

ଜୟା ବଚ୍ଚନଙ୍କୁ ପ୍ରଶଂସାରେ ପୋତି ପକାଇଲା ଶିବସେନା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଡ୍ରଗ୍ସ କନେକ୍ସନ ଆସିବା ପରେ ବଲିଉଡକୁ ଅନେକ ସମାଲୋଚନା କରାଯାଉଛି। ଡଗ୍ସ ମାମଲାରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ଗିରଫ ହେବା ପରେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ବଲତଉଡ୍‌ ଅଭିନେତ୍ରୀ...

୩୦ ସେପ୍ଟେମ୍ବରରେ ବାବରୀ ମସଜିଦ୍‌ ଭଙ୍ଗା ରାୟ: ଆଡ଼ଓ୍ବାଣୀ-ଯୋଶୀଙ୍କୁ ଉପସ୍ଥିତ ରହିବାକୁ ନୋଟିସ୍‌

ନୂଆଦିଲ୍ଲୀ, ୧୬।୯: ବାବରୀ ମସଜିଦ୍‌ ଭଙ୍ଗା ମାମଲାର ରାୟ ସେପ୍ଟେମ୍ବର ୩୦ରେ ଆସିବ। ଏନେଇ ଲକ୍ଷ୍ନୌସ୍ଥିତ ସ୍ପେଶାଲ ସିବିଆଇ କୋର୍ଟ ପକ୍ଷରୁ ଲାଲ୍‌କୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀ, କଲ୍ୟାଣ ସିଂ, ବିନୟ କଟିଆର, ମହନ୍ତ ନୃତ୍ୟ ଗୋପାଳ ଦାସ,...

ସରକାରୀ ହସ୍ପିଟାଲର ଷ୍ଟ୍ରେଚରରେ ପଡ଼ିପଡ଼ି କଙ୍କାଳ ହେଲା ମୃତଦେହ

ଇନ୍ଦୋର, ୧୬।୯: ମଧ୍ୟପ୍ରଦେଶରେ ସାଧାରଣ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଥିବା ଅଭିଯୋଗ ହେଉଛି। ସ୍ଥାନୀୟ ଇନ୍ଦୋରର ବଡ଼ ସରକାରୀ ହସ୍ପିଟାଲ ଏମ୍‌ଓ୍ବାଇରେ ଶବଘରେ ଏକ ମୃତଦେହ ଷ୍ଟ୍ରେଚରରେ ପଡ଼ିପଡ଼ି ଶେଷରେ ପଚିସଢ଼ି କଙ୍କାଳ ହୋଇଯାଇଥିବା ଘଟଣା ଜଣାପଡ଼ିଛି। ଦୁର୍ଗନ୍ଧ ହେବାରୁ...

ଅସୁସ୍ଥତା ଯୋଗୁ ଏଥର ସଂସଦ ଅଧିବେଶନରେ ଯୋଗଦେବେ ନାହିଁ ମନମୋହନ ସିଂ, ପି. ଚିଦାମ୍ବରମ

ନୂଆଦିଲ୍ଲୀ,୧୬।୯: କରୋନା ସମୟରେ ସଂସଦର ମୌସୁମୀ ଅଧିବେଶନ ଗତ ସୋମବାରଠାରୁ ଆରମ୍ଭ ହୋଇଛି। ଖରାପ ସ୍ବାସ୍ଥ୍ୟବସ୍ଥା ଯୋଗୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଏବଂ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ ଏଥର ରାଜ୍ୟ ସଭାରେ ଯୋଗଦେବେ ନାହିଁ ବୋଲି ଜଣାପଡିଛି।...

୬ ମାସ ମଧ୍ୟରେ ଏଲ୍‌ଏସିରେ ହୋଇନି ଅନୁପ୍ରବେଶ: ଏଲ୍‌ଓସିରେ ୪୭ ଥର ଅନୁପ୍ରବେଶ ଉଦ୍ୟମ ପଣ୍ଡ

ନୂଆଦିଲ୍ଲୀ, ୧୬।୯: ଗତ ୬ ମାସ ମଧ୍ୟରେ ଏଲ୍‌ଏସି କୌଣସି ଅନୁପ୍ରବେଶ ଘଟଣା ଘଟିନାହିଁ। ଏସମ୍ପର୍କରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ବୁଧବାରରେ ଏକ ପ୍ରଶ୍ନର ଉତ୍ତରରେ ରାଜ୍ୟ ସଭାରେ ଏଭଳି ସୂଚନା ଦେଇଛନ୍ତି। ଭାରତ ଚାଇନା ସୀମାରେ ଉତ୍ତେଜନା...

୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଲା ସରକାରୀ ସ୍କୁଲ

ପାଟନା, ୧୬।୯: ଲଗାତାର ବର୍ଷା ଯୋଗୁ ବିହାରର ଏକ ସରକାରୀ ସ୍କୁଲ ମାତ୍ର ୧୨୩ ସେକେଣ୍ଡ ମଧ୍ୟରେ ମାଟିରେ ମିଶିଯାଇଛି। ଏହାର ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପୁର୍ନିଆ ଜିଲାର ଜ୍ଞାନଡୋଭା ପଞ୍ଚାୟତର ସିମଲବାଡ଼ି ଅଞ୍ଚଳରେ...

ସିଏମ୍‌ଓଙ୍କ ଘରେ ଚଢ଼ାଉ: ମିଳିଲା ବିଡ଼ାବିଡ଼ା ଟଙ୍କା, ଅଳଙ୍କାର

ଭୋପାଳ, ୧୬।୯: ମଧ୍ୟପ୍ରଦେଶରେ ଜଣେ ମୁଖ୍ୟ ନଗରପାଳିକା ଅଧିକାରୀ(ସିଏମ୍‌ଓ) ଘରେ ଚଢ଼ାଉ ସମୟରେ ବିଡ଼ାବିଡ଼ା ଟଙ୍କା ଏବଂ ଅଳଙ୍କାର ଜବତ ହୋଇଛି। ପ୍ରାୟ ୩ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଜବତ ହୋଇଥିବା କୁହାଯାଉଛି। ଆୟ ବହିର୍ଭୁତ ସମ୍ପତ୍ତି...

ଏଲ୍‌ଏସିରେ ୧୧ ଦିନରେ ୪ ଥର ଗୁଳି ବିନିମୟ

ନୂଆଦିଲ୍ଲୀ, ୧୬।୯: ଏଲ୍‌ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିଚାଲିଛି। ଗତ ୧୧ ଦିନ ମଧ୍ୟରେ ଏଲ୍‌ଏସିରେ ୪ ଥର ଗୁଳି ବିନିମୟ ହୋଇଥିବା ଜଣାପଡ଼ିଛି। ଅଗଷ୍ଟ ୨୯ରେ ପୋଙ୍ଗଙ୍ଗ୍‌ର ଦକ୍ଷିଣ ଅଞ୍ଚଳର ଚୁଶୁଲରେ ଚାଇନା ସୈନ୍ୟ ସୀମାର ଉଲ୍ଲଂଘନ...

ସଂସଦରୁ ରାଜରାସ୍ତା: ୩ ଅଧ୍ୟାଦେଶ ବିରୋଧରେ ଅନ୍ନଦାତାଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ, ୧୬।୯: ସଂସଦରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଅନ୍ନଦାତାମାନେ ପ୍ରଦର୍ଶନ ଜାରି ରଖିଛନ୍ତି। ୩ ଅଧ୍ୟାଦେଶକୁ ବିରୋଧ କରି ହରିୟାଣା, ପଞ୍ଜାବ, ଉତ୍ତରପ୍ରଦେଶ ଏବଂ ରାଜସ୍ଥାନ ଆଦି ୪ ରାଜ୍ୟର ଚାଷୀମାନେ ପ୍ରଦର୍ଶନ କରୁଛନ୍ତି। ଭାରତୀୟ କିଷାନ ୟୁନିୟନ(ଭିକେୟୁ)...

୩ ସାଙ୍ଗ ଚାକିରି ଛାଡି କଲେ ଏମିତି କାମ, ସମସ୍ତଙ୍କ ପାଇଁ ସାଜିଲେ ଉଦାହରଣ

କରୋନା ସମୟରେ ଯୁବକମାନେ ସେମାନଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ଅଛନ୍ତି। କିଏ ଚାକିରି ପାଇବାକୁ ନେଇ ତ ଆଉ କିଏ ଚାକିରି ଚାଲିଯିବା ଭୟରେ ଅଛନ୍ତି। ଏସବୁ ଭିତରେ ୩ ସାଙ୍ଗ ସମସ୍ତଙ୍କ ପାଇଁ ଉଦାହରଣ ସାଜିଛନ୍ତି। ଉତ୍ତରପ୍ରଦେଶର ବାରାଣସୀ...

ଚମ୍ବଲ ନଦୀରେ ଓଲଟିଲା ଡଙ୍ଗା: ଚାହୁଁ ଚାହୁଁ ବୁଡ଼ିଗଲେ ଯାତ୍ରୀ

ଜୟପୁର, ୧୬।୯: ରାଜସ୍ଥାନରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ବୁନ୍ଦି ଅଞ୍ଚଳର ଚନ୍ଦା ଖୁର୍ଦଠାରେ ଥିବା ଚମ୍ବଲ ନଦୀରେ ଏକ ଡଙ୍ଗାରେ ଯାତ୍ରୀମାନେ ଏକୂଳରୁ ସେ କୂଳକୁ ଯାଉଥିବା ସମୟରେ ଅଧାବାଟରେ ଏହା ଓଲଟି ପଡ଼ିଥିଲା।...

୧୧ ଦିନରେ ୧୦ ଲକ୍ଷ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଦୁଇ ସପ୍ତାହ ଧରି ଦେଶରେ ପ୍ରତିଦିନ ଏକ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଗତ ୧୧ ଦିନରେ ଦେଶରେ ୧୦ ଲକ୍ଷରୁ ଅଧିକ ନୂଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri