ଜାତୀୟ

ପରଜୀବୀ, ବାଳକ ବୁଦ୍ଧି…୧୩୩ ମିନିଟ୍‌ରେ ରାହୁଲଙ୍କୁ ତୁହାକୁ ତୁହା ଆକ୍ରମଣ କଲେ ମୋଦି, ହେଲେ ଉଠାଇଲେନି ଏହି ପ୍ରସଙ୍ଗ

ନୂଆଦିଲ୍ଲୀ,୩।୭: ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଭାଷଣ ରଖିଥିଳେ। ଯେଉଁଥିରେ କଂଗ୍ରେସକୁ ସେ ତୀବ୍ର ସମାଲୋଚନା କରିବା ସହ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଥିଲେ। ନିଜ ୨ଘଣ୍ଟା ୧୭ମିନିଟ୍‌ ଭାଷରେ...

ତୀର୍ଥ ଯାତ୍ରା ସାରି ବସ୍‌ରେ ଫେରୁଥିଲେ, ହଠାତ୍‌ ହୋଇଗଲା ବ୍ରେକ୍‌ ଫେଲ୍‌, ତାପରେ…

ନୂଆଦିଲ୍ଲୀ, ୦୩।୦୭: ଅମରନାଥ ଯାତ୍ରାରୁ ଫେରୁଥିବା ଏକ ବସ୍‌ର ବ୍ରେକ୍‌ ଫେଲ୍‌ ହୋଇଯିବାରୁ ସେଥିରେ ଯାତ୍ରା କରୁଥିବା ୪୪ ଯାତ୍ରୀଙ୍କ ଜୀବନ ବିପଦରେ ପଡ଼ିଥିଲା । ଏହି ସମୟରେ ଦେବଦୂତ ସାଜିଥିଲେ ସେନା ଯବାନ । ଭାରତୀୟ ସେନା ଏବଂ...

ରାହୁଲଙ୍କ ହିନ୍ଦୁତ୍ୱ ଟିପ୍ପଣୀ: ସଂସଦ ରେକର୍ଡରୁ ହଟାଗଲା ରାହୁଲଙ୍କ ଭାଷଣର ୧୪ଟି ଭାଗ

ନୂଆଦିଲ୍ଲୀ,୩।୭: ଲୋକସଭାରେ ସୋମବାର ଦେଇଥିବା ଭାଷଣକୁ ନେଇ ଖୁବ୍‌ ଚର୍ଚ୍ଚାରେ ଅଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। କିନ୍ତୁ ତା’ ପରଠାରୁ ଅନ୍ୟ ଏକ ଘଟଣାକୁ ନେଇ ସେ ଗଣମାଧ୍ୟମରେ ଚର୍ଚ୍ଚାରେ ଅଛନ୍ତି। ତାହା ହେଲା ଲୋକ ସଭା...

ଜୀବନ ନେଇପାରେ ଗୁପ୍‌ଚୁପ୍‌, ହୋଇପାରେ କ୍ୟାନ୍ସର

ନୂଆଦିଲ୍ଲୀ, ୦୩।୦୭: ଭାରତୀୟଙ୍କ ପସନ୍ଦର ସ୍ନାକ୍ସ ଭିତରେ ଗୁପ୍‌ଚୁପ୍‌ ମଧ୍ୟ ରହିଛି । କିନ୍ତୁ ଏହି ଗୁପ୍‌ଚୁପ୍‌କୁ ନେଇ ଏକ ଚମକାଇ ଦେଲାଭଳି ଖବର ସାମ୍ନାକୁ ଆସିଛି । ନିକଟରେ କର୍ଣ୍ଣାଟକର ସ଼୍ବାସ୍ଥ୍ୟ ବିଭାଗ ଏକ ସର୍ଭେ କରିଥିଲା ।...

ସୁପ୍ରିମକୋର୍ଟରେ ପହଞ୍ଚିଲା ହାଥରସ ଦଳାଚକଟା ଘଟଣା, ଏପଟେ ଭୋଲେ ବାବା ନିଖୋଜ

ହାଥରସ,୩।୭: ଉତ୍ତରପ୍ରଦେଶର ହାଥରସ ଜିଲାରେ ଏକ ସତସଙ୍ଗ ସମୟରେ ଭୟଙ୍କର ଦଳାଚକଟା ଘଟିଛି। ଯେଉଁଥିରେ ବର୍ତ୍ତମାନ ସୁଦ୍ଧା ୧୨୧ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେପଟେ ଦୁର୍ଘଟଣା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି।...

ଧର୍ମାନ୍ତରୀକରଣ ହେଉଥିବା ଧର୍ମସଭା ବନ୍ଦ କର: ହାଇକୋର୍ଟ

ପ୍ରୟାଗରାଜ,୩ା୭(ପି.ଟି.): ଧର୍ମାନ୍ତରୀକରଣ ହେଉଥିବା ଧର୍ମସଭାଗୁଡ଼ିକୁ ତୁରନ୍ତ ବନ୍ଦ କରାଯିବା ଆବଶ୍ୟକ ବୋଲି ଆଲ୍ଲାହାବାଦ ହାଇକୋର୍ଟ କହିଛନ୍ତି। ଏହା ବନ୍ଦ ନ ହେଲେ ଦିନେ ଦେଶର ସଂଖ୍ୟାବହୁଳ ସଂଖ୍ୟାଲଘୁରେ ପରିଣତ ହୋଇଯିବ ବୋଲି ଜଷ୍ଟିସ୍‌ ରୋହିତ ରଞ୍ଜନ ଅଗ୍ରଓ୍ବାଲଙ୍କ ଖଣ୍ଡପୀଠ ଟିପ୍ପଣୀ...

ଲୋକେ ସରକାରଙ୍କୁ ପୁନଃ ନିର୍ବାଚିତ କରିଛନ୍ତି: ମୋଦି

ନୂଆଦିଲ୍ଲୀ,୩ା୭(ପି.ଟି.) : ଦେଶବାସୀ ସରକାରଙ୍କ ପ୍ରତ୍ୟେକ ମାନଦଣ୍ଡକୁ ଭଲ ଭାବେ ପରୀକ୍ଷା କରିବା ପରେ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ସୁଯୋଗ ଦେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଲୋକ ସଭାରେ କହିଛନ୍ତି। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ...

କିଏ ହେବେ ଲୋକ ସଭାର ଉପବାଚସ୍ପତି, ଚର୍ଚ୍ଚାରେ…

ନୂଆଦିଲ୍ଲୀ,୩।୭: ଓମ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ଏବେ ଉପବାଚସ୍ପତି କିଏ ହେବେ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି । ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନରେ ବାଚସ୍ପତି ପରେ ଉପବାଚସ୍ପତି ପଦକୁ ନେଇ ସରକାର...

ମୁଖ୍ୟମନ୍ତ୍ରୀଙ୍କ ଗିରଫଦାରି: ସିବିଆଇକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ, ୦୩।୦୭: ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଖୁବ୍‌ଶୀଘ୍ର ନିୟମିତ ଜାମିନ ପାଇଁ ଆବେଦନ କରିବେ। ଏନେଇ କେଜ୍‌ରିଓ୍ବାଲଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀ ଉଚ୍ଚ ନ୍ୟାୟାଳୟଙ୍କୁ ଜଣାଇଛନ୍ତି। ଗିରଫଦାରିକୁ ଚ୍ୟାଲେଞ୍ଜ କରି କେଜ୍‌ରିଓ୍ବାଲଙ୍କ ଆବେଦନ ଉପରେ...

ରାଜ୍ୟ ସଭାରେ ଧନ୍‌କର-ଖାର୍ଗେ ମୁହାଁମୁହିଁ

ନୂଆଦିଲ୍ଲୀ, ୦୩।୦୭: ରାଜ୍ୟ ସଭାରେ ଅଧ୍ୟକ୍ଷତା କରୁଥିବା ଉପରାଷ୍ଟ୍ରପତି ଜଗଦୀପ ଧନ୍‌କର ଏବଂ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେଙ୍କ ମଧ୍ୟରେ ମଙ୍ଗଳବାର ଜୋର୍‌ଦାର ବାକ୍‌ଯୁଦ୍ଧ ଦେଖିବାକୁ ମିଳିଥିଲା। ଏପରିକି ଧନ୍‌କର କ୍ଷୁବ୍ଧ ହୋଇ ଖାର୍ଗେଙ୍କ ସ୍ଥାନରେ କଂଗ୍ରେସ ନେତା...

ସତ୍‌ସଙ୍ଗରେ ଦଳାଚକଟା: ୧୧୬ ମୃତ

ହାଥରସ୍‌(ୟୁପି),୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ମଙ୍ଗଳବାର ଅପରାହ୍ନରେ ସତ୍‌ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ମହିଳା ଓ ଛୋଟ ପିଲା। ଆହତମାନଙ୍କୁ ହାଥରସ୍‌ ଏବଂ ଇଟାହ ହସ୍ପିଟାଲରେ...

ଲୋକ ସଭାରେ ହେଉ ଏନ୍‌ଇଇଟି ଆଲୋଚନା: ରାହୁଲ

ନୂଆଦିଲ୍ଲୀ,୩ା୭: ଲୋକ ସଭାରେ ବୁଧବାର ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ସୁଯୋଗ ଦେବା ନିମନ୍ତେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପତ୍ର ଲେଖି ନିବେଦନ କରିଛନ୍ତି। ଜୁନ୍‌ ୨୮...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri