ଜାତୀୟ

ଆମେରିକା-ବ୍ରାଜିଲକୁ ପୁଣି ପଛରେ ପକାଇଲା ଭାରତ

ନୂଆଦିଲ୍ଲୀ,୬।୮: କରୋନା ମହାମାରୀ ଏବେ ଦେଶରେ ଯେଉଁ ପରିମାଣରେ ବୃଦ୍ଧି ପାଇବାରେ ଲାଗିଛି ତାହା ସମସ୍ତଙ୍କୁ ଚକିତ କରି ଦେଇଛି। ଏବେସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯ ଲକ୍ଷ ଅତିକ୍ରମ କରିଥିବା ବେଳେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର...

ୟୁପିଏସ୍‌ସି ସାକ୍ଷାତକାରରେ ପଚରାଯାଏ ଏପରି ପ୍ରଶ୍ନ, ଆଇଏଏସ୍‌ ଟପ୍ପର ପ୍ରଦୀପଙ୍କ ଉତ୍ତର

ନୂଆଦିଲ୍ଲୀ,୬।୮: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସ୍‌ସି) ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ହରିୟାଣାର ସୋନେପତ୍‌ ଜିଲା ନିବାସୀ ପ୍ରଦୀପ ସିଂ ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଯତୀନ କିଶୋର ଏବଂ ତୃତୀୟ ସ୍ଥାନରେ ପ୍ରତିଭା...

ଏସବୁ ୫ ରାଜ୍ୟରେ ଜାରି ରହିଛି କରୋନା ମହାମାରୀ ତାଣ୍ଡବ

ନୂଆଦିଲ୍ଲୀ, ୬।୮: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦେଶର ୫ଟି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ସେସବୁ ରାଜ୍ୟ ମଧ୍ୟରେ ମହାରାଷ୍ଟ ପ୍ରଥମ ସ୍ଥାନରେ ରହିଛି। ଏହା...

ଭାଜପା ନେତାଙ୍କୁ ହତ୍ୟା

କୁଲଗାମ,୬।୮: ଜମ୍ମୁ-କଶ୍ମୀରର କୁଲଗାମରେ ଆତଙ୍କବାଦୀମାନେ ପୁଣିଥରେ ତାଣ୍ଡବ ରଚିଛନ୍ତି। ଗୁରୁବାର ସକାଳେ ଆତଙ୍କବାଦୀମାନେ ଗୁଳିକରି ସେଠାକାର ଭାରତୀୟ ଜନତା ପାର୍ଟି(ଭାଜପା) ସରପଞ୍ଚଙ୍କୁ ହତ୍ୟା କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ସରପଞ୍ଚ ସଜାଦ ଅହମ୍ମଦ ତାଙ୍କ ଘର ବାହାରେ ଠିଆ ହୋଇଥିବା ବେଳେ...

ହିରୋଶିମା: ଯୁଦ୍ଧ, ଯନ୍ତ୍ରଣାର ଦସ୍ତାବିଜ

ନୂଆଦିଲ୍ଲୀ: ବିଶ୍ୱ ଇତିହାସରେ ପରମାଣୁ ଯୁଦ୍ଧର ଏକମାତ୍ର ମୂଖସାକ୍ଷୀ ହେଉଛି ଜାପାନ। ୧୯୪୫ରେ ଆମେରିକା କେବଳ ଯୁଦ୍ଧକୁ ଅବଦମିତ କରିବାକୁ ଜାପାନ ଉପରେ ପରମାଣୁ ଆକ୍ରମଣ କରି ନ ଥିଲା, ବରଂ ନିଜକୁ ଶକ୍ତିଶାଳୀ ବୋଲି ପ୍ରମାଣିତ କରିବାକୁ ମାନବ...

କରୋନା ମୃତ୍ୟୁ ସଂଖ୍ୟା ଟପିଲା ୪୦ ହଜାର

ନୂଆଦିଲ୍ଲୀ, ୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଲଗାତାର ୮ ଦିନ ଧରି ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ ଅଧିକ ରହିଛି। ଏହି ଧାରା...

ମୋଦିଙ୍କୁ ପ୍ରଶଂସା କରିବା ବିଧାୟକଙ୍କୁ ପଡିଲା ମହଙ୍ଗା

ଚେନ୍ନାଇ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବା ଜଣେ ବିଧାୟକଙ୍କ ପାଇଁ ମହଙ୍ଗା ପଡିଛି। ଫଳରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ସେ ହେଉଛନ୍ତି ତାମିଲନାଡୁର ଡିଏମକେ ବିଧାୟକ କୁକା ସେଲଭମ। ମୋଦି ଏବଂ ଭାଜପା ସଭାପତି ଜେପି ନଡ୍ଡାଙ୍କୁ...

ମନୋଜ ସିହ୍ନା ଜମ୍ମୁ-କଶ୍ମୀରର ନୂଆ ଉପରାଜ୍ୟପାଳ

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁ ବୁଧବାର ନିଜ ପଦରୁ ଇସ୍ତଫା ଦେଇଥିଲେ। ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଥିଲେ। ରାଷ୍ଟ୍ରପତି ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି । ତାଙ୍କ...

ଜମ୍ମୁ-କଶ୍ମୀର ଏଲ୍‌ଜି ଗିରୀଶ ମୁର୍ମୁଙ୍କ ଇସ୍ତଫା

ନୂଆଦିଲ୍ଲୀ,୬ା୮ : ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ (ଏଲ୍‌ଜି) ଗିରୀଶ ଚନ୍ଦ୍ର ମୁର୍ମୁ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଇସ୍ତଫାପତ୍ର ପଠାଇ ଦେଇଥିବା ସୂତ୍ରରୁ ଜଣାପଡ଼ିଛି। ତେବେ ରାଷ୍ଟ୍ରପତି ତାଙ୍କ ଇସ୍ତଫା ଗ୍ରହଣ...

ଅଯୋଧ୍ୟା ଅଧ୍ୟାୟରେ ସ୍ବର୍ଣ୍ଣିମ ଫର୍ଦ୍ଦ

ଅଯୋଧ୍ୟା,୬ା୮:ଦୀର୍ଘ ୫୦୦ ବର୍ଷର ସ୍ବପ୍ନ ପୂରଣ ହୋଇଛି। ରାମମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜନ ସହ ଅଯୋଧ୍ୟା ଅଧ୍ୟାୟରେ ସ୍ବର୍ଣ୍ଣିମ ଫର୍ଦ୍ଦ ଯୋଡ଼ିହୋଇଛି। ଏବେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏହାକୁ ନେଇ ବୁଧବାର ଅଯୋଧ୍ୟା ନଗରୀର ସମସ୍ତ...

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ: ୮ କରୋନା ଆକ୍ରାନ୍ତ ମୃତ

ଅହମଦାବାଦ, ୬।୮: ଗୁଜରାଟର ଅହମଦାବାଦ ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ଚିକିତ୍ସିତ ହେଉଥିବା ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ରହିଛନ୍ତି। ସ୍ଥାନୀୟ ନବରଙ୍ଗପୁରା ଶ୍ରେୟ ହସ୍ପିଟାଲରେ ଅଭଳି ଅଭାବନୀୟ...

ରାମମନ୍ଦିର ପାଇଁ ଆଧାରଶିଳା

ଅଯୋଧ୍ୟା,୬ା୮: ଅଯୋଧ୍ୟା ଅଧ୍ୟାୟରେ ଭାରତ ଏକ ସ୍ବର୍ଣ୍ଣିମ ଫର୍ଦ୍ଦ ଯୋଡ଼ିଛି। ଲୋକଙ୍କ ଶତାବ୍ଦୀ ପୁରୁଣା ପ୍ରତୀକ୍ଷାର ଅନ୍ତ ଘଟିଛି। ବର୍ଷ ବର୍ଷ ଧରି ଅସ୍ଥାୟୀ ତମ୍ବୁ ତଳେ ରହିଥିବା ରାମଲାଲାଙ୍କ ପାଇଁ ଭବ୍ୟ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ମନ୍ଦିର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri