ଜାତୀୟ

ରାମଲଲାଙ୍କ ମୁଖ୍ୟ ପୂଜାରୀ ଆଇସୋଲେଶନରେ

ଅଯୋଧ୍ୟା, ୩।୮: ଅଗଷ୍ଟ ୫ରେ ରାମମନ୍ଦିରର ଭୂମି ପୂଜନ ଉତ୍ସବ ଅନୁଷ୍ଠିତ ହେବ। ଏହାପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହାୟକ ପୂଜାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବା...

ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୩।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତାଙ୍କୁ ବେଙ୍ଗାଲୁରୁର ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆରଯାଇଛି। ୟେଦୁରପ୍ପାଙ୍କ ସହ ତାଙ୍କ ଝିଅ ମଧ୍ୟ...

ସୁସ୍ଥ ହାର ୬୫.୪୪%

ନୂଆଦିଲ୍ଲୀ, ୩ା୮(ପି.ଟି.): ଭାରତରେ କୋଭିଡ୍‌-୧୯ ସୁସ୍ଥ ହାର ୬୫.୪୪ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୧ ହଜାର ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୧ ଲକ୍ଷ ୪୫ ହଜାର ୬୨୯ କରୋନା ଆକ୍ରାନ୍ତ...

ଅଯୋଧ୍ୟାକୁ ଜଗିଛି ଡ୍ରୋନ୍‌

ଅଯୋଧ୍ୟା,୩ା୮: ବୁଧବାର ହେବାକୁ ଥିବା ରାମମନ୍ଦିର ଭୂମି ପୂଜନ ଉତ୍ସବକୁ ଦୃଷ୍ଟିରେ ରଖି ଅଯୋଧ୍ୟା ନଗରୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା ଥିବାରୁ ଭିଆଇପି ରୁଟ୍‌ଗୁଡ଼ିକୁ ଡ୍ରୋନ୍‌ ଜରିଆରେ ନଜର ରଖାଯାଇଛି। ଅଯୋଧ୍ୟାରେ ରହୁଥିବା...

‘ମୋଦିଙ୍କ କିଛି ଅବଦାନ ନାହିଁ’

ନୂଆଦିଲ୍ଲୀ,୩ା୮: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କିଛି ଅବଦାନ ନାହିଁ। ଏପରି କି ରାମମନ୍ଦିର ପ୍ରତିଷ୍ଠା ସପକ୍ଷରେ ସୁପ୍ରିମକୋର୍ଟ ରାୟ ଦେବାବେଳେ ମଧ୍ୟ ସର୍ବୋଚ୍ଚ ଅଦାଲତଙ୍କ ଅନୁଗ୍ରହ ପାଇବା ପାଇଁ ମୋଦି ସରକାର କୌଣସି ପ୍ରକାର...

ଓଓ୍ବାଇସିଙ୍କୁ ନିମନ୍ତ୍ରଣ, ଆଡଭାନୀଙ୍କୁ ଉପେକ୍ଷା

ଅଯୋଧ୍ୟା/ନୂଆଦିଲ୍ଲୀ,୩ା୮: ଯଦି ଅଯୋଧ୍ୟାର ଆରାଧ୍ୟ ଦେବତା ରାମ ତେବେ ଏହାର ରାଜନୈତିକ ଭଗବାନ ଲାଲ କୃଷ୍ଣ ଆଡଭାନୀ ବୋଲି କୁହାଯାଏ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପାର ଅନେକ ନେତା ଅଗଷ୍ଟ ୫ରେ ହେବାକୁ ଥିବା ଭୂମି ପୂଜନ ଉତ୍ସବରେ...

ପବଜୀ ପାଇଁ ପରିବାର ଲୋକଙ୍କ ସହ କଳି କରି ଏମିତି ପଦକ୍ଷେପ ନେଲେ ଛାତ୍ର

ଜଲନ୍ଧରଭାରତୀୟ ବଜାରରେ ସବୁଠାରୁ ଲୋକପ୍ରିୟ ସ୍ମାର୍ଟଫୋନ ଖେଳ ଭାବେ ପବଜୀ ବେଶ୍‌ ଲୋକପ୍ରିୟ ହୋଇଛି। ଆଜିର ଯୁବଗୋଷ୍ଠୀ ଏହି ଖେଳ ପାଇଁ ପୂରା ପାଗଳ। ଏହାର ଏକ ଜ୍ୱଳନ୍ତ ଉଦାହରଣ  ପଞ୍ଜାବର ଜଲନ୍ଧରରେ ଦେଖିବାକୁ ମିଳିଛି। ଏଠାରେ ଜଣେ କଲେଜ...

ଛେଳି ହତ୍ୟା ଅଭିଯୋଗରେ ମିଳିଲା ଏମିତି ଦଣ୍ଡ

ରାଞ୍ଚି,୨।୮: ଝାଡଖଣ୍ଡର ଗିରିଡିହ ଜିଲାର ମୁଫାସିଲ ପୋଲିସ ଷ୍ଟେସନ ଅଞ୍ଚଳର ଘାଗାଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଛେଳି ହତ୍ୟା ଅଭିଯୋଗରେ ଦୁଇଜଣ ଦଳିତ ଯୁବକଙ୍କୁ ଗଛରେ ବାନ୍ଧି ନିର୍ଯାତନା ଦିଆଯିବା ସହ ଜରିମାନା ଲଗାଯାଇଛି। ଏନେଇ ମୁଫାସିଲ...

ଉତ୍ତରପ୍ରଦେଶ ଭାଜପା ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂହଙ୍କୁ କରୋନା

ଲକ୍ଷ୍ନୌ,୨।୮-ଉତ୍ତରପ୍ରଦେଶ ଭାଜପା ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂହଙ୍କ ରବିବାର କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ପ୍ରାଥମିକ କରୋନା ଲକ୍ଷଣ ପରିଲକ୍ଷିତ ହେବା ପରେ ସ୍ବତନ୍ତ୍ର ଶନିବାର କରୋନା ଟେଷ୍ଟ କରିଥିଲେ।...

ରାଜ୍ୟପାଳଙ୍କୁ କରୋନା

ଚେନ୍ନାଇ,୨।୮: ଏବେ ସାରା ଦେଶରେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି। ଏବେ କରୋନାରେ ବଡ ବଡ ନେତା ଆକ୍ରାନ୍ତ ହେଉଥିବା ଦେଖାଯାଇଛି। ଏହିକ୍ରମରେ ତାମିଲନାଡୁ ରାଜ୍ୟପାଳ ବନୱାରିଲାଲ ପୂରୋହିତ ସାମିଲ ହୋଇଛନ୍ତି। ସେ କରୋନା ପଜିଟିଭ୍‌ ଚିହ୍ନଟ ହୋଇ ଏବେ...

ପୋଲିସ ଗାଡିରେ ବସି ଫଟୋ ଉଠାଇବା ମହଙ୍ଗା ପଡ଼ିଲା: ବନ୍ଧା ହେଲେ ୩ ଯୁବକ

ମୁଜାଫାନଗର,୨।୮-ପୋଲିସ ଗାଡିରେ ବସି ଫଟୋ ଉଠାଇ ଭାଇରାଲ କରିବା ୩ ଯୁବକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ ଉତ୍ତରପ୍ରଦେଶ ପୋଲିସ ରବିବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ଗିରଫମାନେ ହେଲେ ଶାହାଜାଦ, ସଲିମ, ଏବଂ ମାଉ। ପୋଲିସ କହିଛି, ହଜିପୁରା...

ଏଣିକି ହେଲମେଟ୍‌ ଉପରେ ନଜର ରଖିବେ ସରକାର, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୮:ସାଧାରଣତଃ ଚାଲାଣରୁ ବର୍ତ୍ତିବା ପାଇଁ କିଛି ଲୋକ ଯେକୌଣସି ପ୍ରକାରର ହେଲମେଟ ପିନ୍ଧନ୍ତି। ଯାହା ସୁରକ୍ଷା ଦୃଷ୍ଟିକୋଣରୁ ବେଳେବେଳେ ବିପଜ୍ଜନକ ପ୍ରମାଣିତ ହୁଏ। କାରଣ ସଡ଼କ ଦୁର୍ଘଟଣା ସମୟରେ ସ୍ଥାନୀୟ ହେଲମେଟ ସୁରକ୍ଷିତ ନୁହେଁ। ତଥାପି କିଛି ବାଇକ ଆରୋହୀ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri