ଜାତୀୟ

ରାହୁଲ ଗାନ୍ଧୀଙ୍କ ଭାଷଣର ଅନେକ ଭାଗକୁ ରେକର୍ଡରୁ ହଟାଇ ଦିଆଯାଇଛି

ନୂଆଦିଲ୍ଲୀ,୨।୭: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ସୋମବାର ଲୋକ ସଭାକୁ ସମ୍ବୋଧିତ କରି ଦେଇଥିବା ଅନେକ ମନ୍ତବ୍ୟ ରେକର୍ଡରୁ କାଟି ଦିଆଯାଇଛି। ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ତାଙ୍କ ସମ୍ବୋଧନରେ ହିନ୍ଦୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆରଏସଏସ ବିଷୟରେ...

ପ୍ରଭୁ ଜଗନ୍ନାଥଙ୍କୁ ନେଇ ସଂସଦରେ ଏମିତି କଥା କହିଦେଲେ ସମ୍ବିତ ପାତ୍ର: ସମସ୍ତେ କଲେ ବାଃ ବାଃ

ନୂଆଦିଲ୍ଲୀ,୨।୭: ପୁରୀରୁ ପ୍ରଥମଥର ପାଇଁ ଲୋକ ସଭା ଏମ୍‌ପି ହୋଇଥିବା ସମ୍ବିତ ପାତ୍ର ସଂସଦରେ ପ୍ରଭୁ ଜଗନ୍ନାଥଙ୍କ ମହିମା ଗାନ କରିଛନ୍ତି। ସେ ନିଜକୁ ଓଡ଼ିଶାବାସୀ କହି ଗର୍ବିତ ଅନୁଭବ କରୁଥିବା ସେ କହିଛନ୍ତି। ସେ କହିଛନ୍ତି, ମୁଁ ଜଗନ୍ନାଥ...

ଗୋଟିଏ ପରିବାରର ୫ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ଖେଳିଗଲା ଚାଞ୍ଚଲ୍ୟ

ଭୋପାଳ,୨।୭: ମଧ୍ୟପ୍ରଦେଶର ଅଲିରାଜପୁର ଜିଲାରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଏଠାରେ ଗୋଟିଏ ପରିବାରରେ ପାଞ୍ଚ ଜଣଙ୍କ ମୃତଦେହ ବନ୍ଦ ଘରେ ଝୁଲୁଥିବା ଦେଖିବାକୁ ମିଳିଛି। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଫାଶରୁ ବାହାର କରି...

ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଏନ୍‌ବିଡବ୍ଲ୍ୟୁ ଜାରି

ମୁମ୍ବାଇ,୨।୭: ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି। ଏହି ଜାମିନବିହୀନ ୱାରେଣ୍ଟ ବିଜୟ ମାଲ୍ୟାଙ୍କ ବିରୋଧରେ ଭାରତୀୟ ଓଭରସିଜ ବ୍ୟାଙ୍କ ସହ ଜଡିତ ୧୮୦ କୋଟି ଟଙ୍କା...

କେଉଁଠି ନଇଁଲେ, କେଉଁଠି ସିଧା

ନୂଆଦିଲ୍ଲୀ,୨ା୭ (ପି.ଟି.):ଲୋକ ସଭାରେ ସୋମବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନା ବେଳେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ବାଚସ୍ପତି ଓମ୍‌ ବିର୍ଲାଙ୍କୁ ଘେରିବା ଦେଖିବାକୁ ମିଳିଛି। ରାହୁଲ ବାଚସ୍ପତିଙ୍କୁ ପ୍ରଶ୍ନ କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ...

ଏନ୍‌ଇଇଟି ପ୍ରସଙ୍ଗ ଆଲୋଚନା ଦାବିରେ ବିରୋଧୀଙ୍କ କକ୍ଷତ୍ୟାଗ

ନୂଆଦିଲ୍ଲୀ,୨ା୭(ପି.ଟି.): ଲୋକ ସଭାରେ ସୋମବାର ବିରୋଧୀ ସଦସ୍ୟମାନେ ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ପ୍ରସଙ୍ଗରେ ସ୍ବତନ୍ତ୍ର ଭାବେ ଗୋଟିଏ ଦିନ ଆଲୋଚନା ଦାବି କରିଥିଲେ। ଏଥିପାଇଁ ସରକାରଙ୍କଠାରୁ ସ୍ପଷ୍ଟ ପ୍ରତିଶ୍ରୁତି ନ ମିଳିବାରୁ ସେମାନେ କକ୍ଷତ୍ୟାଗ କରିଛନ୍ତି। ନିମ୍ନ ସଦନରେ ଗୃହକାର୍ଯ୍ୟ...

ମାନହାନି ମାମଲା: ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଟିଏମ୍‌ସି ନେତାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨ା୭(ପି.ଟି.): ଏକ ମାନହାନି ମାମଲାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ନେତା ସାକେତ୍‌ ଗୋଖଲେଙ୍କୁ ଏଥିପାଇଁ ପୂର୍ବତନ କୂଟନୀତିଜ୍ଞ ଲକ୍ଷ୍ମୀ ମୁର୍ଦେଶ୍ୱର ପୁରୀଙ୍କୁ କ୍ଷମା ମାଗିବା ସହ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ଦିଲ୍ଲୀ ହାଇକୋର୍ଟ ସୋମବାର ନିର୍ଦ୍ଦେଶ ଦେଇଛନ୍ତି।...

ଭିଡ଼ହିଂସା ଧାରାରେ ତ୍ରୁଟି ରହିଛି: ଝାଡ଼ଖଣ୍ଡ ହାଇକୋର୍ଟ

ରାଞ୍ଚତ୍,୨ା୭: ସାରା ଦେଶରେ ୩ ନୂଆ ଆପରାଧିକ ଆଇନ ସୋମବାର ଲାଗୁ ହୋଇଛି। ଇଣ୍ଡିଆନ୍‌ ପେନାଲ୍‌ କୋଡ୍‌ (ଆଇପିସି) ସ୍ଥାନରେ ଭାରତୀୟ ନ୍ୟାୟ ସଂହିତା(ବିଏନ୍‌ଏସ୍‌) କାର୍ଯ୍ୟକାରୀ ହୋଇଛି। ୟୁନିଭର୍ସାଲ ଲେକ୍ସିସ୍‌ନେକ୍ସିସ୍‌ ଦ୍ୱାରା ପ୍ରକାଶିତ ଏହାର ସଂସ୍କରଣରେ ତ୍ରୁଟି ରହିଥିବା ଜାଣିବା ପରେ...

ଆଇନକୁ ଜବରଦସ୍ତ ଗୃହୀତ କରାଯାଇଥିଲା: ଖାର୍ଗେ

ନୂଆ ଆପରାଧିକ ଆଇନ ସୋମବାରଠାରୁ କାର୍ଯ୍ୟକାରୀ ହୋଇଥିବାରୁ ଦଣ୍ଡ ସ୍ଥାନରେ ନ୍ୟାୟ ମିଳିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ସ୍ବାଧୀନତାର ୭୭ ବର୍ଷ ପରେ ଭାରତକୁ ସମ୍ପୂର୍ଣ୍ଣ ସ୍ବଦେଶୀ ନ୍ୟାୟିକ ବ୍ୟବସ୍ଥା ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ଅଧ୍ୟକ୍ଷ...

ପ୍ରିଭେସିକୁ କ୍ଷୁଣ୍ଣ କରିବ ନୂଆ ଆଇନ

ନୂଆଦିଲ୍ଲୀ,୨ା୭: ୨୦୨୩ରେ ପାର୍ଲାମେଣ୍ଟରେ ଗୃହୀତ ୩ ନୂଆ ଫୌଜଦାରୀ ଆଇନ ଜୁଲାଇ ପହିଲାରୁ ସାରା ଦେଶରେ କାର୍ଯ୍ୟକାରୀ ହୋଇଛି। ତେବେ ଉକ୍ତ ଆଇନଗୁଡ଼ିକରେ ରହିଥିବା ନିୟମ ନାଗରିକମାନଙ୍କ ପ୍ରିଭେସି ଏବଂ ବାକ୍‌ ସ୍ବାଧୀନତା ଭଳି ସମ୍ବିଧାନ ପ୍ରଦତ୍ତ ମୌଳିକ ଅଧିକାର ପ୍ରତି...

ନୂଆ ଆଇନରେ ପ୍ରଥମ ଏତଲା ଗ୍ବାଲିୟରରେ

ନୂଆଦିଲ୍ଲୀ,୨ା୭: ନୂଆ ଆପରାଧିକ ଆଇନ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବା ପରେ ଶୁକ୍ରବାର ୧୨ଟା ୧୦ ମିନିଟରେ ମଧ୍ୟପ୍ରଦେଶର ଗ୍ବାଲିୟରରେ ପ୍ରଥମ ଏତଲା ଏକ ମୋଟରସାଇକେଲ ଚୋରି ମାମଲାରେ ଦାଏର ହୋଇଛି। ନୂଆଦିଲ୍ଲୀ ରେଳଷ୍ଟେଶନ ନିକଟ କମଳା ମାର୍କେଟରେ ରାସ୍ତା...

ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ ବାହାରିବେ ଛାତ୍ର

ନୂଆଦିଲ୍ଲୀ,୧ା୭: ଏନ୍‌ଇଇଟି-ୟୁଜି ସମେତ ପିଜି ଏବଂ ୟୁଜିସି ନେଟ୍‌ ପରୀକ୍ଷାରେ ହୋଇଥିବା ଅନିୟମିତତା ପ୍ରତିବାଦରେ ଦିଲ୍ଲୀର ଯନ୍ତରମନ୍ତରଠାରେ ଧାରଣାରେ ବସିଥିବା ଛାତ୍ରୀଛାତ୍ର ସେମାନଙ୍କ ଦାବିକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାଇବା ପାଇଁ ମଙ୍ଗଳବାର ପାର୍ଲାମେଣ୍ଟ ଅଭିମୁଖେ ଶୋଭାଯାତ୍ରାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri