ଜାତୀୟ

ଅନ୍‌ଲାଇନ ପାଠପଢ଼ା ପାଇଁ ଛାତ୍ରୀ ଛାହୁଁଥିଲେ ସ୍ମାର୍ଟଫୋନ: ଏହି ଅଭିନେତ୍ରୀ ପଠାଇଲେ iPhone

ବେଙ୍ଗାଲୁରୁ,୩୧।୭: ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁଙ୍କୁ କିଏ ବା ନ ଜାଣେ। ତାଙ୍କର ସୌନ୍ଦର୍ଯ୍ୟ ଓ ଚତ୍ମକାରି ଅଭିନୟ ସବୁ ପ୍ରଶଂସକଙ୍କୁ ଏକ ସୂତ୍ରରେ ବାନ୍ଧି ରଖିଛି। ସୋସିଆଲ ମିଡ଼ିଆରେ ସବୁବେଳେ ଆକ୍ଟିଭ ରହୁଥିବା ତାପସୀ ବିଭିନ୍ନ କାରଣ ପାଇଁ...

ଭୂମିପୂଜାରେ ଅଯୋଧ୍ୟରେ ଭିଡ଼ ଏକତ୍ରିତ ନ କରିବାକୁ ଯୋଗୀଙ୍କ ଅପିଲ୍‌

ଆଯୋଧ୍ୟା,୩୧।୭: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ମହାମାରୀକୁ ଦୃଷ୍ଟିରେ ରଖି ଆଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ଲାଗି ଅଗଷ୍ଟ ୫ରେ ହେବାକୁ ଥିବା ଭୂମିପୂଜା କାର୍ଯ୍ୟକ୍ରମରେ ଭିଡ଼ ନ ଜମାଇବା ପାଇଁ ଲୋକଙ୍କୁ ନିବେଦନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଲକ୍ଷାଧିକ ଲୋକ...

ହସ୍ପିଟାଲରୁ ୪୨ କରୋନା ରୋଗୀ ନିଖୋଜ, ଚିନ୍ତାରେ ପ୍ରଶାସନ…

ଗାଜିପୁର, ୩୧।୭: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ଏପରି ସମୟରେ ମଧ୍ୟ କରୋନା ସହ ଜଡିତ ଅନେକ ଅବହେଳା ସାମ୍ନାକୁ ଆସୁଛି। ପୂର୍ବ ୟୁପିର ଗାଜିପୁର ଜିଲାରୁ ଏଭଳି ଏକ ମାମଲା ସାମ୍ନାକୁ ଆସିଛି। ଗାଜିପୁରରେ...

ମିିଳିଲାନି ମଦ: ସାନିଟାଇଜର ପିଇ ୯ ମୃତ

ନୂଆଦିଲ୍ଲୀ, ୩୧।୭: ମଦ ନ ମିଳିବାରୁ ସାନିଟାଇଜର ପିଇ ୯ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଅଘଟଣ ଘଟିଛି ଆନ୍ଧ୍ରପ୍ରଦେଶର ପ୍ରକାସନ ଜିଲାରେ। ପ୍ରକାସ ଯେ, ଲକ୍‌ଡାଉନ୍‌ ଯୋଗୁ ଏହି ସହର ଏବଂ ଏହାର ଆଖପାଖ ଅଞ୍ଚଳର ସମସ୍ତ ମଦ...

ଛାତିରେ ଗୁଳି ଖାଇ ଥାନାରେ ପହଞ୍ଚିଲେ ଯୁବକ, ପୋଲିସ ଦେଖିବା ପରେ..

ମୁଜାଫ୍ଫରନଗର,୩୧।୭: ଉତ୍ତରପ୍ରଦେଶର ମୁଜାଫ୍ଫରନଗରର ତିନାବୀ ଥାନାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଛାତିରେ ଗୁଳି ବାଜିଥିବା ଜଣେ ଯୁବକ ଥାନାରେ ପହଞ୍ଚିଯିବାରୁ ପୋଲିସ କର୍ମଚାରୀ ଚକିତ ହୋଇଯାଇଥିଲେ। ପରେ ଯୁବକଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୋଲିସ ଏଭଳି...

କରୋନା ଚିକିତ୍ସାରେ ଖର୍ଚ୍ଚ ହେଲା ୪୦ ଲକ୍ଷ ଟଙ୍କା: ଶେଷରେ ଘଟିଲା ଏମିତି କିଛି…

ହାଇଦ୍ରାବାଦ, ୩୧।୭: କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଏଥିରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ତେବେ କରୋନା ଚିକିତ୍ସା ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ମୂଲ୍ୟ...

ଝାଟିମାଟି ଘରେ ରହୁଥିବା ମହିଳାଙ୍କ ବିଲ୍‌ ଆସିଲା ୬୨ ହଜାର ଟଙ୍କା, ଆଉ ତା ପରେ..

ମହାରାଷ୍ଟ୍ରର ଚନ୍ଦ୍ରପୁର ଅଞ୍ଚଳରେ ରହୁଥିବା ଜଣେ ଗରିବ ମହିଳାଙ୍କ ବିଜୁଳି ବିଲ୍‌ ଆସିଛି ୬୨ହଜାର ଟଙ୍କା। ଏହାଦେଖି ମହିଳା ଚକିତ ହୋଇଯାଇଥିଲେ। କାରଣ କଷ୍ଟରେ ଗୁଜରାଣ ମେଣ୍ଟାଉଛନ୍ତି ସେ । ଏଭଳି ସ୍ଥିତିରେ ଏତେ ଟଙ୍କା କିଭଳି ପୈଠ କରିବେ...

ସାଇକେଲ ଚାଳକ ହେବାର ସ୍ବପ୍ନ ଦେଖିଥିଲେ, ଏମିତି ଉପହାର ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୧।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜଣେ ସ୍କୁଲ ଛାତ୍ରଙ୍କୁ ରେସିଂ ସାଇକେଲ ଦେଇଛନ୍ତି। ରିୟାଜ୍‌ ନାମକ ଜଣେ ସ୍କୁଲ ଛାତ୍ର ସାଇକେଲିଷ୍ଟ ହେବାକୁ ସ୍ବପ୍ନ ଦେଖିଥିଲେ। ରାଷ୍ଟପତି ମହାନତା ପ୍ରଦର୍ଶନ କରି ରିୟାଜଙ୍କୁ ଏକ ରେସିଂ ସାଇକେଲ ପ୍ରଦାନ କରିଛନ୍ତି।...

ରାହୁଲଙ୍କୁ କ୍ଷମା ମାଗିଲେ ଅଭିନେତ୍ରୀ ଖୁସବୁ

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର ସରକାର ବୁଧବାର ନୂଆ ଶିକ୍ଷାନୀତିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହାକୁ କିଛି ରାଜନୈତିକ ଦଳ ସମର୍ଥନ କରୁଥିବା ବେଳେ କେତେକ ଏହାକୁ ବିରୋଧ ମଧ୍ୟ କରୁଛନ୍ତି। ଇତିମଧ୍ୟରେ ଫିଲ୍ମ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ ଖୁସବୁ ସୁନ୍ଦର...

ରାଫାଲର ଲ୍ୟାଣ୍ଡିଂ-ଟେକ୍‌ଅଫ୍‌‌କୁ ନେଇ ବଢୁଛି ଚିନ୍ତା

ନୂଆଦିଲ୍ଲୀ,୩୧।୭: ଶତ୍ରୁ ପକ୍ଷର କଡା ମୁକାବିଲା କରିବାକୁ ଭାରତରେ ପହଞ୍ଚି ସାରିଛି ଯୁଦ୍ଧ ବିମାନ ରାଫାଲ। ଏହା ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି କରିଛି ସତ। ହେଲେ ଏବେ ଏହାର ଲ୍ୟାଣ୍ଡିଂ ଓ ଟେକ୍‌ଅଫ୍‌କୁ ନେଇ ଚିନ୍ତା ବଢିଯାଇଛି। ଏହି...

୩୩ ବର୍ଷ ହେବ ଇଂଲିଶ ଯୋଗୁ ଦଶମ ବୋର୍ଡ ପରୀକ୍ଷାରେ ହେଉଥିଲେ ଫେଲ, ଏବେ କଲେ ପାସ୍‌, ଜାଣନ୍ତୁ କେମିତି..

ନୂଆଦିଲ୍ଲୀ, ୩୧।୭: ୩୩ ବର୍ଷ ହେବ ଯାହା ହୋଇପାରୁ ନ ଥିଲା ତାହା କରି ଦେଖାଇଛି କରୋନା। କଥାଟା ହେଲା, ହାଇଦ୍ରାବାଦର ମହମ୍ମଦ ନୁରୁଦ୍ଦିନ(୫୧) ଗତ ୩୩ ବର୍ଷ ପରେ ଦଶମ ବୋର୍ଡ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇପାରିଛନ୍ତି। ତାହା ପୁଣି...

ସିଲ୍‌ ହୋଇପାରେ ଅଯୋଧ୍ୟା: ଜଳପଥରେ ବି କଡ଼ା ସୁରକ୍ଷା

ଅଯୋଧ୍ୟା,୩୧।୭: ଅଗଷ୍ଟ ପ୍ରଥମ ସପ୍ତାହରେ ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ରାମ ମନ୍ଦିରର ଭୂମିପୂଜା କାର୍ଯ୍ୟ କରାଯିବାକୁ ସ୍ଥିର କରାଯାଇଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିରେ ରଖି ଅଯୋଧ୍ୟା ସମେତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri