ଜାତୀୟ

କିଏ ହେବେ ବିରୋଧୀଙ୍କ ଉପବାଚସ୍ପତି ପ୍ରାର୍ଥୀ, ଚର୍ଚ୍ଚାରେ ଏହି ନେତା

ନୂଆଦିଲ୍ଲୀ,୧।୭: ଲୋକ ସଭାର ଉପବାଚସ୍ପତି ପଦ ପାଇଁ ବିରୋଧୀ ପ୍ରାର୍ଥୀଙ୍କ ନାମ ଏ ପର୍ଯ୍ୟନ୍ତ ସ୍ଥିର କରାଯାଇ ନଥିଲେ ମଧ୍ୟ ୟୁପିର ଅଯୋଧ୍ୟା ଆସନରୁ ସମାଜବାଦୀ ପାର୍ଟି ଏମ୍‌ପି ଅବଧେଶ ପ୍ରସାଦଙ୍କ ନାମ ଏହି ପଦ ରେସ୍‌ରେ ଆଗରେ ଅଛି।...

ମେଧା ପାଟକରଙ୍କୁ ୫ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଲଗାଇଲେ ୧୦ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୧।୭: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି...

ବିଧାନପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧।୭: ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ସୋମବାର ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଘୋଷିତ ହୋଇଥିବା ନାମଗୁଡିକ ମଧ୍ୟରେ ପଙ୍କଜା ମୁଣ୍ଡେ, ଯୋଗେଶ ତିଲକର, ପାରିନାଇ ଫୁକେ, ଅମିତ...

ଇଣ୍ଡିଆ ମେଣ୍ଟ ଗୁଜରାଟରେ ଭାଜପାକୁ ହରାଇବ: ରାହୁଲ

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ଗୁଜୁରାଟରେ ଇଣ୍ଡିଆ ମେଣ୍ଟ ଭାଜପାକୁ ପରାସ୍ତ କରିବ। ସେ କହିଛନ୍ତି ଯେ ଲୋକଙ୍କୁ ଭୟଭୀତ ଓ ଧମକ...

ଅଗ୍ନିବୀର ଯୋଜନାକୁ ନେଇ ଏମିତି କହିଲେ ରାହୁଲ ଗାନ୍ଧୀ, ରାଜନାଥ କହିଲେ…

ନୂଆଦିଲ୍ଲୀ,୧।୭:ବିଭିନ୍ନ ପ୍ରସଙ୍ଗକୁ ନେଇ ଲୋକ ସଭାରେ ସୋମବାର ହଟ୍ଟଗୋଳ ଜାରି ରହିଛି। ଅଗ୍ନିବୀର ଯୋଜନା ବିଷୟରେ ଆଲୋଚନା କରି ରାହୁଲ ଗାନ୍ଧୀ କହିଛନ୍ତି, ମୁଁ ଜଣେ ଶହୀଦଙ୍କ ଘରକୁ ଯାଇଥିଲି। ମୁଁ ତାଙ୍କୁ ଶହୀଦ ବୋଲି କହୁଛି, କିନ୍ତୁ ଏହି...

‘ରାହୁଲ ଗାନ୍ଧୀ ପୂରା ଦେଶକୁ କ୍ଷମା ମାଗନ୍ତୁ’, ଏମିତି କାହିିଁକି କହିଲେ ଶାହା

ନୂଆଦିଲ୍ଲୀ,୨୧।୭: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତିରେ କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ନିଜର ପ୍ରତିକ୍ରିୟା ଦେଇଛନ୍ତି। ଅମିତ ଶାହା କହିଛନ୍ତି ଯେ ବିରୋଧୀଦଳର ନେତା ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯେଉଁ ଲୋକ ନିଜକୁ ହିନ୍ଦୁ...

ରାହୁଲଙ୍କୁ ପାଠ ପଢାଇଲେ ମୋଦି, କହିଲେ ବିରୋଧୀ ଦଳ ନେତାଙ୍କୁ…

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନ ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। କଂଗ୍ରେସ ଏମପି ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କର ଗୋଟିଏ ପ୍ରଶ୍ନର ଉତ୍ତରରେ ରାହୁଲ ଗାନ୍ଧୀ ତାଙ୍କୁ...

ପ୍ରବଳ ବର୍ଷା ପରେ ରାସ୍ତାରେ ବୁଲୁଛି କୁମ୍ଭୀର, ଲୋକେ ଭୟଭୀତ

ମୁମ୍ବାଇ,୧।୭: ମୌସୁମୀ ଆସିବା ପରେ ମହାରାଷ୍ଟ୍ରର ଉପକୂଳ ଅଞ୍ଚଳ ରତ୍ନଗୀରିରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ପରେ ରାସ୍ତାରେ କୁମ୍ଭୀର ଚାଲୁଥିବାର ଦୃଶ୍ୟ ସମସ୍ତଙ୍କୁ ଭୟଭିତ କରି ପକାଇଛି। ସେହି ବାଟ ଦେଇ କାରରେ ଯାଉଥିବା...

ସଂସଦରେ ରାହୁଲଙ୍କ ବୟାନକୁ ନେଇ ଏମିତି ହେଲା ହଙ୍ଗାମା…, ହଠାତ୍‌ ଉଠି ଠିଆ ହୋଇଗଲେ ମୋଦି

ନୂଆଦିଲ୍ଲୀ,୧।୭: ସଂସଦ ଅଧିବେଶନରେ ରାହୁଲ ଗାନ୍ଧୀ ସୋମବାର ଏମିତି ଏକ ବୟାନ ଦେଇଛନ୍ତି ଯାହା ସମଗ୍ର ଲୋକ ସଭାରେ ଆଲୋଡ଼ନ ସୃଷ୍ଟି କରିଛି। ରାହୁଲ ଗାନ୍ଧୀ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ଯେଉଁମାନେ ନିଜକୁ ହିନ୍ଦୁ ବୋଲି କହୁଛନ୍ତି ସେମାନେ...

ରାଜ୍ୟ ସଭାରେ ରାଗିଗଲେ ଜଗଦୀପ ଧନଖର: କଂଗ୍ରେସ ଏମ୍‌ପିଙ୍କୁ ଦେଲେ ଗାଳି

ନୂଆଦିଲ୍ଲୀ,୧।୭: ରାଜ୍ୟ ସଭାରେ ସୋମବାର ମଧ୍ୟ ହଟ୍ଟଗୋଳ ଜାରି ରହିଛି। କଂଗ୍ରେସ ଏମ୍‌ପି ପ୍ରମୋଦ ତିୱାରୀ କହିଛନ୍ତି, ଯେତେବେଳେ ବିରୋଧୀ ଏମ୍‌ପିମାନେ କୁହନ୍ତି, ମାଇକ ବନ୍ଦ ହୋଇଯାଏ। ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖର ଏହା ଉପରେ ଅସନ୍ତୋଷ ବ୍ୟକ୍ତ...

ପୁଣେ ଦୁର୍ଘଟଣାର ଭିଡିଓ ଦେଖି କେବଳ ଡରିବେ ନା କିଛି ଶିଖିବେ ଲୋକେ?

ପୁଣେ,୧।୭: କିଏ ଜାଣେ ମଜା କେବେ ସଜା ପାଲଟିଯିବ। ପୁଣେରେ ଏହା ହିଁ ଘଟିଛି । ପ୍ରବାହିତ ଜଳ ମଧ୍ୟରେ ମଜା କରୁଥିବା କେତେଜଣ ବ୍ୟକ୍ତି ଏକାସାଙ୍ଗରେ ଅନେକ ଜୀବନକୁ ନଷ୍ଟ କରିଦେଇଛି। ହଁ, ଲୋନାଭାଲାର ଜଳପ୍ରପାତ ମଧ୍ୟରେ ମଜା...

ହାଇକୋର୍ଟ ଗଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧।୭: ଦିଲ୍ଲୀର ମଦ ନୀତି ଦୁର୍ନୀତି ମାମଲାରେ ତିହାର ଜେଲରେ ରହିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦିଲ୍ଲୀ ହାଇକୋର୍ଟରେ ହାଜର ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଦିଲ୍ଲୀ ହାଇକୋର୍ଟରେ ସିବିଆଇ ଗିରଫକୁ ଚ୍ୟାଲେଞ୍ଜ କରିଛନ୍ତି। ଦିଲ୍ଲୀର ମଦ ସ୍କାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri