ନୂଆଦିଲ୍ଲୀ, ୧ା୯: ପାଞ୍ଚ ଦଶନ୍ଧି ଧରି ପ୍ରଣବ ମୁଖାର୍ଜୀ ରାଜନୀତିରେ ସକ୍ରିୟ ରହିବା ସହ ଜଣେ ନିର୍ବାଚନ ପରିଚାଳକଠାରୁ ଆରମ୍ଭ କରି ଦେଶର ୧୩ତମ ରାଷ୍ଟ୍ରପତି ହେବାରେ ସଫଳ ହୋଇଥିଲେ। ପଶ୍ଚିମବଙ୍ଗର ମିରାଟିରେ ୧୯୩୫ରେ ଜନ୍ମଗ୍ରହଣ କରିଥିବା ମୁଖାର୍ଜୀ କାଲ୍କାଟା...
ଭାରତରତ୍ନ ପ୍ରଣବ ମୁଖାର୍ଜୀ ଥିଲେ ରାଷ୍ଟ୍ରନୀତିଜ୍ଞ। ଭାରତୀୟ ଜାତୀୟ କଂଗ୍ରେସର ତୁଙ୍ଗ ନେତା ଭାବେ ସେ ଥିଲେ ଜଣାଶୁଣା। ବିଭିନ୍ନ ସରକାରରେ ଭିନ୍ନ ଭିନ୍ନ ମନ୍ତ୍ରୀ ହେବା ସହ ଭାରତର ରାଷ୍ଟ୍ରପତି ହେବାର ସୌଭାଗ୍ୟ ସେ ଅର୍ଜନ କରିଥିଲେ। ଜଣେ...
ନୂଆଦିଲ୍ଲୀ,୩୧।୮-ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସୋମବାର ପରଲୋକ ଘଟିଛି। ମୃତ୍ୟୁବେଳକକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। କିଛିଦିନ ହେବ ସେ ଅସୁସ୍ଥ ଥିଲେ। ପରେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଭାରତୀୟ ରାଜନୀତିରେ...
Page 3,697 of 4,846« First«...102030...3,6953,6963,6973,6983,699...3,7103,7203,730...»Last »
Archives
Model This Week
ପିଲାଙ୍କ ଧରିତ୍ରୀ