ଜାତୀୟ

ଭାରତରେ ୬ କୋଟି ଟପିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୬।୭: ଆସନ୍ତା ୨୦୨୧ ମାର୍ଚ୍ଚ ବେଳକୁ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୧୮ ଲକ୍ଷ ଟପିବ ବୋଲି ଭାରତୀୟ ବିଜ୍ଞାନ ସଂସ୍ଥାନ(ଆଇଆଇଏସ୍‌ସି) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଗଲେ...

ସକାଳୁ ସକାଳୁ ଥରିଲା ୩ ରାଜ୍ୟ

ନୂଆଦିଲ୍ଲୀ, ୧୬।୭: ଗୁରୁବାର ଭୋର୍‌ ୪ଟା ୪୭ ମିନିଟ୍‌ ରୁ ସକାଳ ୭ଟା ୫୭ ମଧ୍ୟରେ ହିମାଚଳପ୍ରଦେଶ, ଗୁଜରାଟ ଏବଂ ଆସାମରେ ଭୂକମ୍ପ ଅନୁଭୁତ ହୋଇଛି। ହିମାଚଳପ୍ରଦେଶରେ ଭୋର୍‌ ୪ଟା ୪୭ରେ ଭୂକମ୍ପ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ...

ପାଇଲଟଙ୍କୁ କଂଗ୍ରେସ ଡରାଇଲା, ଡାକିଲା

ଜୟପୁର/ନୂଆଦିଲ୍ଲୀ,୧୬ା୭: ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଓ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ପଦ ହରାଇଥିବା ସଚିନ ପାଇଲଟ ଭାଜପାରେ ମିଶିବେ ବୋଲି ଯାହା କଳ୍ପନାଜଳ୍ପନା ପ୍ରକାଶ ପାଉଥିଲା ସେଥିରେ ସେ ନିଜେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସେ ଭାଜପାରେ ଯୋଗଦେବେ ନାହିଁ...

କରୋନା ପରବର୍ତ୍ତୀ ସ୍ଥିତି ବିଶ୍ୱ ଅର୍ଥନୀତି ଲାଗି ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାରତ- ୟୁରୋପ ସଂଘ(ଇୟୁ) ସମିଟ୍‌କୁ ଭିଡିଓ କନ୍‌ଫରେନ୍ସରେ ଉଦ୍‌ବୋଧନ ଦେଇ ଅର୍ଥନୀତି ସୁଧାର ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାମାରୀ କରୋନା ପରେ ବିଶ୍ୱ ଅର୍ଥନୀତି ବହୁ ଜଟିଳତାର ସମ୍ମୁଖୀନ ହେବ। ଏଥିଲାଗି ସମସ୍ତ...

୩୦୦ କୋଟିର ଯୁଦ୍ଧାସ୍ତ୍ର କିଣିବ ସେନା

ନୂଆଦିଲ୍ଲୀ,୧୬।୭: ଚାଇନା ସହ ସୀମା ବିବାଦ ଲାଗି ରହିଥିବାବେଳେ ଭାରତ ସେନାକୁ ସଶକ୍ତ କରିବା ଓ ଅତ୍ୟାଧୁନିକ ଶସ୍ତ୍ର ଯୋଗାଇ ଦେବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ପ୍ରୟାସ ଚଳାଇଛି। ବୁଧବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ବସିଥିବା ଡିଏସି...

ଦେଖିବାକୁ ଯେମିତି, ମାର୍କ ବି ସେମିତି

ନଏଡା,୧୬।୭: ନିକଟରେ ସିବିଏସ୍‌ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ହେଲେ ନଏଡାର ଦୁଇ ଯାଆଁଳା ଭଉଣୀ (ଛାତ୍ରୀ) ଦେଖିବାକୁ ଯେମିତି ଏକାଭଳି ମାର୍କ ବି ସେମିତି ସମାନ ରଖି ଚର୍ଚ୍ଚାକୁ ଆସିଛନ୍ତି। ଏହି ଦୁଇଜଣ ହେଉଛନ୍ତି ମାନସୀ...

ବିନା ବେତନରେ ୬୦ମାସ ଯାଏଁ ଛୁଟିରେ ଯିବେ ଏୟାରଇଣ୍ଡିଆ କର୍ମଚାରୀ

ନୂଆଦିଲ୍ଲୀ,୧୫।୭: ସାରା ଦେଶରେ କରୋନା ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। କରୋନା ସଙ୍କଟ ଯୋଗୁ ସବୁ କ୍ଷେତ୍ର ପ୍ରଭାବିତ ହେବାରେ ଲାଗିଛି। ଫଳରେ ଦେଶର ଅର୍ଥନୀତି ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି। ଇତିମଧ୍ୟରେ ଏୟାର ଇଣ୍ଡିଆ ନିଜ କର୍ମଚାରୀଙ୍କୁ...

ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ କରୋନା ରିପୋର୍ଟ ଆସିଲା ନେଗେଟିଭ

ଚଣ୍ଡିଗଡ଼,୧୫।୭: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂହଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ବୁଧବାର ଏନେଇ ଖୋଦ ଅମରିନ୍ଦର ସିଂହ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ସୁରକ୍ଷା ଦୃଷ୍ଟିରୁ ମନ୍ତ୍ରୀମଣ୍ଡଳର ନିଜ ସହଯୋଗୀଙ୍କୁ ଅମରିନ୍ଦର କୋଭିଡ-୧୯ ଯାଞ୍ଚ କରାଇବାକୁ...

ପାଇଲଟ୍‌ଙ୍କ ପାଇଁ କଂଗ୍ରେସର ଦ୍ୱାର ସର୍ବଦା ଖୋଲାରହିଛି: ରାହୁଲ

ନୂଆଦିଲ୍ଲୀ,୧୫।୭: ରାଜସ୍ଥାନରେ ରାଜନୈତିକ ଡ୍ରାମା ଲାଗି ରହିଛି। ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା ମନମାଳିନ୍ୟ ଏବେ ଚରମ ସୀମାରେ ପହଞ୍ଚିଛି। ମଙ୍ଗଳବାର ସଚିନଙ୍କୁ ଦଳର ରାଜସ୍ଥାନ ମୁଖ୍ୟ ଓ ଉପମୁଖ୍ୟମନ୍ତ୍ରୀ ପଦରୁ...

ମୋଦିଙ୍କ ପରେ ଲଦାଖ ଗସ୍ତ କରିବେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୧୫।୭: ଲଦାଖର ଗଲଓ୍ବାନ ଘାଟିରେ ସୀମା ବିବାଦକୁ ନେଇ ନିକଟରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହାପରେ ସେଠାକାର ସ୍ଥିତି ସମୀକ୍ଷା କରିବା ପାଇଁ ଜୁଲାଇ ୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହ ଗସ୍ତ କରିଥିଲେ।...

ଆଇଆଇଟି ଦିଲ୍ଲୀର ନୂଆ ଆବିଷ୍କାର: ମାତ୍ର ୬୫୦ ଟଙ୍କାରେ ହେବ କରୋନା ଯାଞ୍ଚ

ନୂଆଦିଲ୍ଲୀ,୧୫।୭: ଆଇଆଇଟି ଦିଲ୍ଲୀ ପକ୍ଷରୁ କରୋନା ଯାଞ୍ଚ ପାଇଁ ଏକ ନୂଆ କିଟ୍‌ର ଆବିଷ୍କାର କରାଯାଇଛି। ଏହି କିଟ୍‌ ଉନ୍ନତ ଧରଣର ହୋଇଥିବା ବେଳେ କରୋନା ଯାଞ୍ଚର ସଠିକ୍‌ ଫଳାଫଳ ମାତ୍ର ୩ଘଣ୍ଟାରେ ଉପଲବ୍ଧ ହୋଇପାରିବ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା...

କେବଳ ସଚିନ ନୁହଁନ୍ତି, ବାପା ରାଜେଶ ମଧ୍ୟ କରିଥିଲେ ଗାନ୍ଧୀ ପରିବାର ବିରୋଧରେ ବିଦ୍ରୋହ: ଗେହଲଟଙ୍କ ସହ ଭଲ ନୁହେଁ ସମ୍ପର୍କ

ନୂଆଦିଲ୍ଲୀ,୧୫।୭: ରାଜସ୍ଥାନରେ ଗେହଲଟ ସରକାରଙ୍କ ବିରୋଧରେ ବିଦ୍ରୋହ କରି ବିଦା ହୋଇଛନ୍ତି ସଚିନ ପାଇଲଟ। ଏହି ନେତାଙ୍କୁ ଉଭୟ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ପଦରୁ ମଧ୍ୟ ହଟାଇ ଦିଆଯାଇଛି। କେବଳ ସଚିନ ନୁହନ୍ତି ତାଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri