ଜାତୀୟ

କରୋନା ଆଗରେ ହାର ମାନିଛି ମାନବିକତା: ୭ଘଣ୍ଟା ଧରି ଘର ବାହାରେ ପଡ଼ିରହିଲା ମୃତଦେହ

କୋଲକାତା,୧୫।୭: ଦେଶରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ତେବେ କରୋନାକୁ ନେଇ କେଉଁଠି ଲୋକ ସଚେତନ ନ...

ସୁଶାନ୍ତ ଆତ୍ମହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ସଂପୃକ୍ତ ମନ୍ତ୍ରଣାଳୟକୁ ଚିଠି ପଠାଇଲେ ଶାହା

ନୂଆଦିଲ୍ଲୀ,୧୫।୭: ବଲିଉଡ୍‌ ଭର୍ସାଟାଇଲ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତ ଆତ୍ମହତ୍ୟାର ଏକ ମାସ ବିତିସାରିଲାଣି। ହେଲେ ତାଙ୍କୁ ହରାଇବାର କଷ୍ଟ ଏବେ ବି ପରିବାର ସମ୍ପର୍କୀୟ ଓ ପ୍ରଶଂସକ ମନରୁ ଲିଭିପାରିନାହିଁ। ସୁଶାନ୍ତଙ୍କ ଭଳି ଜଣେ ସଫଳ ଅଭିନେତା ଏଭଳି...

ଭଲ ଇଂରାଜୀ କହିଲେ ଚଳିବନି, ପ୍ରତିଶ୍ରୁତିବଦ୍ଧତା ମଧ୍ୟ ଗୁରୁତ୍ୱପୂର୍ଣ୍ଣ: ଅଶୋକ ଗେହଲଟ୍‌

ଜୟପୁର,୧୫।୭: ରାଜସ୍ଥାନ ରାଜନୈତିକ ପାଣିପାଗ ଧୀରେ ଧୀରେ ଜଟିଳ ହେବାରେ ଲାଗିଛି। ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ଙ୍କୁ ପଦରୁ ହଟାଇବାରେ ସକ୍ଷମ ହୋଇଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ପୁଣି ସଚିନଙ୍କ ଉପରେ ବର୍ଷିଛନ୍ତି। ସଚିନ ବିଧାୟକଙ୍କୁ କିଣିନେବାକୁ ଚେଷ୍ଟା କରୁଛନ୍ତି...

ହନୁମାନଙ୍କ ଗଦାମାଡ଼ରେ ମାନଚିତ୍ରରୁ ଲିଭି ଯିବ ନେପାଳ

ନୂଆଦିଲ୍ଲୀ, ୧୫।୭: ନେପାଳ ପ୍ରଧାନମନ୍ତ୍ରୀ କେ.ପି.ଶର୍ମା ଓଲିଙ୍କ ମନ୍ତବ୍ୟ ନେଇ ବାବରୀ ମସଜିଦ୍‌ କମିଟି ସଦସ୍ୟ ଇକବାଲ୍‌ ଅନସାରୀ କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ହନୁମାନଙ୍କ ଗଦାମାଡ଼ରେ ମାନଚିତ୍ରରୁ ନେପାଳ ଲିଭି ଯିବ। ଓଲି ବୁଝି ବିଚାରି...

ପ୍ରେମିକାଙ୍କୁ ଦୁର୍ବବ୍ୟହାର କରିବାକୁ ନେଇ ଏଭଳି ଚରମ ପଦକ୍ଷେପ ନେଲେ ବଡ଼ଭାଇ: ମାଟି ଉପରକୁ ହାତ ବାହାରିବା ପରେ ଫିଟିଲା ଗୁମର

ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକାକୁ ଦୁର୍ବ୍ୟବହାର କରିବାକୁ ନେଇ ବଡ଼ଭାଇ ସାନଭାଇଙ୍କୁ ହତ୍ୟା କରିବାକୁ ପଛାଇ ନାହାନ୍ତି। ଟେଲିଭିଜନରୁ କ୍ରାଇମ୍‌ ଶୋ’ ଦେଖି ସେ ହତ୍ୟାକାଣ୍ଡର ଯୋଜନା କରିଥିଲେ। ପରେ ସେ ଭାଇଙ୍କୁ ହତ୍ୟାକରି...

ମୋଦି-ଶାହା ଯୋଡ଼ିଙ୍କ ଚୌକା ଛକା: ୭ ବର୍ଷରେ ୭ ରାଜ୍ୟରେ ଅସମ୍ଭବ ହୋଇଛି ସମ୍ଭବ

ନୂଆଦିଲ୍ଲୀ, ୧୫।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଯୋଡ଼ି ବେଶ୍‌ ସଫଳ ରହିଛି। ୨୦୧୪ ଠାରୁ ଗତ ୭ ବର୍ଷ ମଧ୍ୟରେ ୭ ରାଜ୍ୟରେ ମୋଦି-ଶାହାଙ୍କ ଯୋଜନାବଦ୍ଧ ରଣନୀତି ଯୋଗୁ ଅସମ୍ଭବ ସମ୍ଭବ ହୋଇଛି।...

ଛିଣ୍ଡୁନି ଭାରତ-ଚାଇନା ସୀମା ବିବାଦ: ଚତୁର୍ଥ କମାଣ୍ଡରସ୍ତରୀୟ ବୈଠକ ଶେଷ

ନୂଆଦିଲ୍ଲୀ, ୧୫।୭: ଗଲଓ୍ବାନ ଘାଟିର ହିଂସ୍ରକ ସଂଘର୍ଷ ପରେ ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମସ୍ୟାର ସମାଧାନ ଲାଗି ଉଦ୍ୟମ ଜାରି ରହିଛି। ଏହା ଅନ୍ତର୍ଗତ ଚତୁର୍ଥ କମାଣ୍ଡର ସ୍ତରୀୟ ବୈଠକ ପୂର୍ବ ଲଦାଖର ତୁସୁଲଠାରେ ଅନୁଷ୍ଠିତ...

ପ୍ରକାଶ ପାଇଲା ସିବିଏସ୍‌ଇ ପରୀକ୍ଷା ଫଳ: ଜାଣନ୍ତୁ କେତେ ରହିଛି ପାସ୍‌ହାର

ନୂଆଦିଲ୍ଲୀ,୧୫।୭: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ୍‌(ସିବିଏସ୍‌ଇ) ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥର ପାସ୍‌ ହାର ୯୧.୪୬ ପ୍ରତିଶତ ହୋଇଛି। ସେଥିମଧ୍ୟରୁ ୯୩.୩୧ ଛାତ୍ରୀ ଥିବାବେଳେ ୯୦.୧୪ ପ୍ରତିଶତ ଛାତ୍ର ପାସ୍‌ କରିଛନ୍ତି। ଛାତ୍ରୀଛାତ୍ର ପରୀକ୍ଷା ଫଳ...

ଅଗଷ୍ଟ ୧୫ ନିଆରା ଢ଼ଙ୍ଗରେ ହେବ ପାଳନ: ଲାଲ୍‌ କିଲ୍ଲାରେ ଯୋଗଦେବେ ୧୫୦୦ କରୋନା ବିଜେତା

ନୂଆଦିଲ୍ଲୀ, ୧୫।୭: ଚଳିତ ବର୍ଷ ଅଗଷ୍ଟ ୧୫ରେ ଲାଲ୍‌ କିଲ୍ଲାରେ ହେବାକୁ ଥିବା ସ୍ବାଧୀନତା ଦିବସ ଉତ୍ସବରେ ଛୋଟ ପିଲା ଯୋଗଦେବେ ନାହିଁ। ସେମାନଙ୍କ ବଦଳରେ ୧୫୦୦ କରୋନ ବିଜେତା ଉତ୍ସବରେ ଉପସ୍ଥିତ ରହିବେ। କରୋନାକୁ ପରାଜିତ କରି ସୁସ୍ଥ...

ଦେଶରେ କରୋନା ଅଣାୟତ୍ତ: ୨ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୧୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ହଜାର ୪୨୯ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୫୮୨ ଜଣଙ୍କ ମୃତ୍ୟୁ ଘଟିଛି। ଦେଶରେ...

ଗେହଲଟଙ୍କ ଗେମ୍‌ ପ୍ଲାନ୍‌: ମନ୍ତ୍ରିମଣ୍ଡଳରେ ୨ ଉପମୁଖ୍ୟମନ୍ତ୍ରୀ

ଜୟପୁର, ୧୫।୭: ରାଜସ୍ଥାନରେ ଶାସକ କଂଗ୍ରେସ ସରକାର କ୍ଷମତା ଚ୍ୟୁତ ହେବା ପୂର୍ବରୁ ଷଡ଼ଯନ୍ତ୍ର ଫସର ଫାଟିଯାଇଛି। ଏବେ ଦଳର ସମସ୍ତ ସଦସ୍ୟତାରୁ ବିଦ୍ରୋହୀ ସଚିନ ପାଇଲଟଙ୍କୁ ହଟାଇ ଦିଆଯାଇଛି। ତେବେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ...

ଭାଜପାରେ ଯୋଗ ଦେବା ନେଇ କ’ଣ କହିଲେ ସଚିନ

ଜୟପୁର/ନୂଆଦିଲ୍ଲୀ,୧୫।୭: ରାଜସ୍ଥାନ କଂଗ୍ରେସ ଅଧ୍ୟକ୍ଷ ଏବଂ ଉପମୁଖ୍ୟମନ୍ତ୍ରୀ ପଦରୁ ସଚିନ ପାଇଲଟଙ୍କୁ ହଟାଇ ଦିଆଯାଇଛି। ଏବେ ସେ ଭାଜପାରେ ଯୋଗ ଦେବା ନେଇ ଚର୍ଚ୍ଚା ଚାଲିଛି। ଏନେଇ ସେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୁଁ ୧୦୦ଥର କହିସାରିଲେଣି ଭାଜପାରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri