ଜାତୀୟ

ସତ ଓଗାଳିଲା ଡବ୍ଲ୍ୟୁଏଚ୍‌ଓ: ‘ଭୂତାଣୁ ସମ୍ପର୍କରେ ପ୍ରଥମେ ଚାଇନା ସତର୍କ କରି ନ ଥିଲା’

ଜେନିଭା,୪।୭: ମହାମାରୀ କରୋନା ପ୍ରକୋପ ବିଶ୍ୱବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଶେଷରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ସତ ମାନିଛି। ଭୂତାଣୁ ନେଇ ଚାଇନା ଆମକୁ କୌଣସି ସତର୍କ କରି ନ ଥିଲା ବରଂ ଚାଇନାରେ ଥିବା ନିଜ କାର୍ଯ୍ୟାଳୟ...

ମଞ୍ଚ ଉପରେ କନ୍ୟାଙ୍କୁ ଲ୍ୟାପ୍‌ଟପ୍‌ରେ କାମ କରୁଥିବା ଦେଖି ଏଭଳି କହିଲେ ଅତିଥି…

ମୁମ୍ବାଇ,୪।୭: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଏବେ ସରକାରୀ ହେଉ କି ବେସରକାରୀ ସମସ୍ତ କାର୍ଯ୍ୟାଳୟରେ କମ୍‌ କର୍ମଚାରୀଙ୍କୁ ନେଇ କାମ କରାଯାଉଛି। ବାକି ଅନ୍ୟମାନେ ଘରେ ରହି କାର୍ଯ୍ୟ କରୁଛନ୍ତି। କରୋନା ଲକ୍‌ଡାଉନ ସମୟରେ ଓ୍ବାର୍କ ଫ୍ରମ୍‌ ହୋମ୍‌...

ଏମ୍‌ପି ଦଶମ ବୋର୍ଡରେ ରେକର୍ଡ: ୧୦୦ ପ୍ରତିଶତ ନମ୍ବର ରଖିଲେ ୧୫ ଟପ୍ପର

ଭୋପାଳ, ୪।୭: ମଧ୍ୟପ୍ରଦେଶ ଦଶମ ବୋର୍ଡ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ପ୍ରଥମ ଥର ପାଇଁ ଏକ ରେକର୍ଡ ସୃଷ୍ଟି ହୋଇଛି। ୧୫ ଜଣ ଛାତ୍ରୀଛାତ୍ର ୧୦୦ ପ୍ରତିଶତ ନମ୍ବର ରଖି ଟପ୍ପର ହୋଇଛନ୍ତି। ଦଶମ ବୋର୍ଡର...

ଇମରଜେନ୍ସି ଲାଇଟ୍‌ ଭିତରେ ସୁନାଇଟା ଚୋରା ଚାଲାଣ

ଜୟପୁର, ୪।୭: ରାଜସ୍ଥାନର ଜୟପୁରରେ ଏକ ବଡ଼ ଧରଣର ସୁନାଇଟା କାରବାର ଧରା ପଡ଼ିଛି। ୩୧.୯୯ କିଲୋଗ୍ରାମ୍‌ର ସୁନାଇଟା ଚୋରା ଚାଲାଣ ହେଉଥିବାବେଳେ କଷ୍ଟମ ଅଫିସର ଏହାକୁ ଜବତ କରିଛନ୍ତି। କାରବାରରେ ଲିପ୍ତଥିବା ୧୪ଜଣଙ୍କୁ ଗତରଫ କରାଯାଇଛି। ସୁନାଇଟାଗୁଡ଼ିକ ୨ଟି...

ଚାଇନାକୁ ପୁଣି ଝଟ୍‌କା: ହାତରୁ ଗଲା କାନପୁର-ଆଗ୍ରା ମେଟ୍ରୋ ପ୍ରୋଜେକ୍ଟ

ଲକ୍ଷ୍ନୌ, ୪।୭: ଗଲଓ୍ବାନ ଘାଟିରେ ୨୦ ଜଣ ଭାରତୀୟ ଯବାନ ଶହୀଦ୍‌ ହେବା ପରେ ଦେଶରେ ଚାଇନା ବିରୋଧୀ ଅଭିଯାନ ଜାରି ରହିଛି। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଚାଇନାକୁ ପୁଣି ଏକ ଝଟ୍‌କା ଦିଆଯାଇଛି। କାନପୁର-ଆଗ୍ରା...

ସୀମା ପାରରୁ ଡ୍ରୋନ୍‌ ଜରିଆରେ ସ୍ନାଇପର ଗନ୍‌ ପଠାଉଛି ଏହି ଦେଶ: ଏନ୍‌ଆଇଏ କରିବ ଯାଞ୍ଚ

ନୂଆଦିଲ୍ଲୀ,୪।୭: ନିଜ ମନ୍ଦ ବୁଦ୍ଧି ଯୋଗୁ ପାକିସ୍ତାନ କ୍ରମାଗତ ଭାବେ ଭାରତ ବିରୋଧରେ ନୂଆ ନୂଆ ଷଡ଼ଯନ୍ତ୍ର ରଚୁଛି। ପ୍ରାୟ ସମୟରେ ଏହାର ପ୍ରମାଣ ମଧ୍ୟ ଦେଖିବାକୁ ମଳୁଛି। ନିକଟରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ଓ ଜମ୍ମୁ-କଶ୍ମୀର ପୋଲିସ(ଜେକେପି) ସ୍ବରାଷ୍ଟ୍ର...

ସିନ୍ଧୁ ଦର୍ଶନ ପୂଜା କରି ଚାଇନାକୁ କ’ଣ ବାର୍ତ୍ତା ଦେବାକୁ ଚାହୁଁଛନ୍ତି ମୋଦି

ଲେହ,୪।୭: ଚାଇନା ସୀମାରେ ମୁତୟନ ହୋଇଥିବା ଯବାନଙ୍କୁ ଉତ୍ସାହିତ କରିବା ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଚାନକ ଲଦାଖର ରାଜଧାନୀ ଲେହରୁ ପ୍ରାୟ ୨୫ କିଲୋମିଟରରେ ଥିବା ନିମୁକୁ ଗସ୍ତ କରିଥିଲେ। ଲଦାଖର ଫରଓ୍ବାର୍ଡ ବ୍ରିଗେଡର ନିମୁରେ ପହଞ୍ଚିବା...

କରୋନାରୁ ବର୍ତ୍ତିବା ପାଇଁ ଏଭଳି ମାସ୍କ ପିନ୍ଧିଲେ ବ୍ୟକ୍ତି

ପୁଣେ,୪।୭: ଦେଶରେ କରୋନା ଭାଇରସ୍‌ ସଙ୍କଟ ଉତ୍କଟ ହେବାରେ ଲାଗିଛି। ଏହାକୁ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରୁଛନ୍ତି। ଏହା ସତ୍ତ୍ୱେ ମଧ୍ୟ କରୋନା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ...

୨୪ ଘଣ୍ଟାରେ ୨୨ ହଜାରରୁ ଅଧିକ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ୪।୭: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ଏହି ସମୟ ମଧ୍ୟରେ ୨୨ ହଜାର ୭୭୧ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା...

ଓବିସି ଛାତ୍ରଙ୍କ ଲାଗି ନିଟ୍‌ କୋଟା ବଢ଼ାଅ

ନୂଆଦିଲ୍ଲୀ,୪।୭: ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ର ଛାତ୍ରୀଛାତ୍ରଙ୍କ ଲାଗି ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) କୋଟା ବୃଦ୍ଧି ଲାଗି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ...

୨୯ ଶିଖ୍‌ ତୀର୍ଥଯାତ୍ରୀ ମୃତ

ଲାହୋର,୪।୭: ପାକିସ୍ତାନର ଶେଖୁପୁରା ଜିଲାରେ ଏକ ଯାତ୍ରୀବାହୀ ବସ୍‌କୁ ଏକ ଟ୍ରେନ ଧକ୍କା ଦେବାରୁ ୨୯ ଜଣ ଶିଖ୍‌ ତୀର୍ଥଯାତ୍ରୀ ପ୍ରାଣ ହରାଇବା ସହ କେତେଜଣ ଆହତ ହୋଇଛନ୍ତି। ନଙ୍କନ ସାହିବ୍‌ରୁ ୨୫ ଶିଖ୍‌ ତୀର୍ଥଯାତ୍ରୀଙ୍କୁ ନେଇ ବସ୍‌ଟି ଲାହୋର...

କେନ୍ଦ୍ର ନିଷ୍ପତ୍ତିକୁ ସୁପ୍ରିମକୋର୍ଟରେ ଚାଲେଞ୍ଜ

ନୂଆଦିଲ୍ଲୀ,୪।୭: ଝାଡ଼ଖଣ୍ଡରେ ଥିବା କୋଲ୍‌ବ୍ଲକ ନିଲାମ ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବା ବେଳେ ଏହା ବିରୋଧରେ ଝାଡ଼ଖଣ୍ଡ ସରକାର ସୁପ୍ରିମକୋର୍ଟ ଯାଇଛନ୍ତି। ରାଜ୍ୟ ସରକାରଙ୍କ ସହ କୌଣସି ଆଲୋଚନା ନ କରି ଏକପାଖିଆ ଭାବେ କେନ୍ଦ୍ର ସରକାର ନେଇଥିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri