ଜାତୀୟ

ସୁନା ଅଳଙ୍କାର ପିନ୍ଧୁଥିବା ଗୋଲଡେନ୍‌ ବାବାଙ୍କ ପରଲୋକ

ନୂଆଦିଲ୍ଲୀ, ୧।୭: ସବୁବେଳେ ସୁନା ଅଳଙ୍କାର ପିନ୍ଧୁଥିବା ଗୋଲଡେନ୍‌ ବାବା ସୁଧୀର କୁମାର ମକ୍କଡ଼ଙ୍କର ପରଲୋକ ହୋଇଯାଇଛି। ମଙ୍ଗଳବାର ବିଳମ୍ବିତ ରାତ୍ରରେ ବାବାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ଧରି ଦିଲ୍ଲୀ ଏମ୍ସ୍‌ରେ ଚିକିତ୍ସିତ ହେଉଥିଲେ। ହରିଦ୍ୱାରର ବହୁ ଆଖଡ଼ା...

ଆତଙ୍କବାଦୀ ଆକ୍ରମଣର ଭୟାନକ ଚିତ୍ର, ଜେଜେଙ୍କ ମୃତଦେହ ପାଖରେ ବସିଛନ୍ତି ନାତି

ଶ୍ରୀନଗର,୧।୭: ଜମ୍ମୁକଶ୍ମୀରର ସୋପୋରରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆରଏଫ)ର ଏକ ଭ୍ୟାନ୍‌ ଉପରକୁ ଆକ୍ରମଣ କରିଛନ୍ତି ଆତଙ୍କବାଦୀ। ଏଥିରେ ସିଆରଏଫ ୧୭୯ ବାଟାଲିୟନର ଜଣେ ହେଡ୍‌ କନଷ୍ଟେବଳ ଶହୀଦ ହେବା ସହ ଜଣେ ସାଧାରଣ ବୃଦ୍ଧ ନାଗରିକ ମଧ୍ୟ ନିହତ...

କୋରୋନିଲ୍‌ ଉପରେ ସ୍ପଷ୍ଟୀକରଣ ରଖିଲେ ଯୋଗ ଗୁରୁ

ହରିଦ୍ୱାର,୧।୭: ଯୋଗ ଗୁରୁ ରାମଦେବ ବାବା କୋରୋନିଲ୍‌ ବିବାଦ ଉପରେ ନିଜର ସ୍ପଷ୍ଟୀକରଣ ରଖିଛନ୍ତି। ବୁଧବାର ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ରାମଦେବ କହିଛନ୍ତି, କୋରୋନିଲ୍‌ କାର୍ଯ୍ୟରେ ଆମର ଉଦ୍ୟମକୁ ଆୟୁଷ ମନ୍ତ୍ରଣାଳୟ ପ୍ରଶଂସା କରିଛି। କରୋନା ଉପରେ ଉଭୟ...

ପାଓ୍ବାର ପ୍ଲାଣ୍ଟ୍‌‌ରେ ବିସ୍ଫୋରଣ: ୪ ମୃତ, ୧୩ ଆହତ

ଚେନ୍ନାଇ, ୧।୭: ତାମିଲନାଡୁର କୁଡ଼ାଲୋର୍‌ ଜିଲାରେ ଥିବା ଥର୍ମାଲ ପାଓ୍ବାର ପ୍ଲାଣ୍ଟ୍‌ର ବଏଲରରେ ବିସ୍ଫୋରଣ ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସାଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସ୍ଥାନୀୟ...

କରୋନା ଆକ୍ରାନ୍ତଙ୍କ ମୃତଦେହକୁ ଗୋଟିଏ ସ୍ଥାନରେ ଏଭଳି ପୋତାଯାଉଛି: ଭିଡିଓ ଭାଇରାଲ

ବେଲାରୀ,୧।୭: କର୍ନାଟକର ବେଲାରୀରେ କରୋନା ଯୁଦ୍ଧରେ ହାରିଯାଇଥିବା ଲୋକଙ୍କ ମୃତଦେହ ସହିତ ଦୁର୍ବ୍ୟବହାର ହେଉଥିବା ଏକ ଭିଡିଓ ସାମ୍ନାକୁ ଆସିଛି। ମୃତଦେହକୁ ପୋତିବା ପାଇଁ କିଛି ବ୍ୟକ୍ତି ଗାତରେ ଫୋପାଡିଦେଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ...

କ୍ୱାରାଣ୍ଟାଇନ୍‌ରେ ରହିଲେ ୪୭ ଛେଳି

ବେଙ୍ଗାଲୁରୁ,୧।୭:କର୍ନାଟକରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ବେଙ୍ଗାଲୁରୁଠାରୁ ୧୨୭ କିମି ଦୂର ତୁମକୁରୁ ଜିଲାର ଗୋଡକେରେ ଗାଁରେ କରୋନା ଭାଇରସ୍‌ ସଂକ୍ରମଣ ଫଳରେ ଜଣେ ମେଷପାଳକଙ୍କ ୪୭ଟି ଛେଳିକୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଜିଲାର ପଶୁପାଳନ ବିଭାଗ ପକ୍ଷରୁ କୁହାଯାଇଛି...

ଚଳିତ ଥର ଲାଲବାଗରେ ଶୁଭିବନି ଗଣପତି ବାପା ମୋରୈୟା

ମୁମ୍ବାଇ,୧।୭: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ଏହି ମହାମାରୀର ପ୍ରଭାବ ସାଧାରଣ ଜୀବନଯାପନଠାରୁ ଆରମ୍ଭ କରି ବ୍ୟବସାୟ, ଅର୍ଥନୀତି ଓ ପର୍ବପର୍ବାଣିରେ ମଧ୍ୟ ପଡ଼ିଛି। ଦେଶର ରାଜ୍ୟ ମାନଙ୍କ ମଧ୍ୟରୁ ସର୍ବାଧିକ କରୋନା...

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ

ଶ୍ରୀନଗର, ୧।୭: ଜମ୍ମୁ-କଶ୍ମୀରରେ ୧୭୯ ବାଟାଲିୟନ୍‌ ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ସୋପୋରର ମଡେଲ ଟାଉନ ଅଞ୍ଚଳରେ ଏଭଳି ଘଟିଛି। ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀମାନେ ଅଚାନକ ଆକ୍ରମଣ କରିଥିଲେ। ଏଥିରେ ଜଣେ ଯବାନ ଶହୀଦ...

ଭୁଟାନ ସହ ଚାଇନାର ନୂଆ ସୀମା ବିବାଦ

ନୂଆଦିଲ୍ଲୀ,୧।୭(ଆଇଏଏନ୍‌ଏସ୍‌): ପୂର୍ବ ଲଦାଖରେ ଭାରତ ସହ ସୀମା ବିବାଦ ଲାଗି ରହିଥିବାବେଳେ ଏବେ ସହଯୋଗୀ ଭୁଟାନ ସହ ଚାଇନା ନୂଆ ସୀମା ବିବାଦ ଆରମ୍ଭ କରିଛି। ଜୁନ୍‌ ପ୍ରଥମ ସପ୍ତାହରେ ବିଶ୍ୱ ପରିବେଶ ସୁବିଧା (ଜିଇଏଫ୍‌) ପରିଷଦର ଭର୍ଚୁଆଲ ବୈଠକରେ...

ରାତିସାରା ବାପ-ପୁଅଙ୍କୁ ଲାଠିମାଡ଼ ହୋଇଥିଲା

ମଦୁରାଇ,୧।୭: ମଦୁରାଇର ସଥକୁଲମ୍‌ ହାଜତରେ ବାପ-ପୁଅଙ୍କ ମୃତ୍ୟୁକୁ ନେଇ ବିବାଦ ଦେଖାଦେଇଥିବା ବେଳେ ମହିଳା ହେଡ୍‌ କନ୍‌ଷ୍ଟେବଳ କୋଭିଲପଟ୍ଟି ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ଙ୍କ ଆଗରେ ସବୁ ସତ ମାନିଯାଇଛନ୍ତି। ସେ କହିଛନ୍ତି ଯେ, ଜୁନ୍‌ ୧୯ରେ ଗିରଫ ହୋଇଥିବା ପି....

ସିନ୍ଦୂର ପିନ୍ଧିବାକୁ ମନାକରିବାରୁ ଛାଡ଼ପତ୍ର

ଗୁଆହାଟୀ,୧।୭: ଜଣେ ବିବାହିତା ହିନ୍ଦୁ ମହିଳା ଶଙ୍ଖା ଓ ସିନ୍ଦୂର ପିନ୍ଧିବାକୁ ମନା କରିବାରୁ ଶେଷରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଛାଡ଼ପତ୍ର ଦିଆଯାଇଛି। ମୁଖ୍ୟ ବିଚାରପତି ଅଜୟ ଲାମ୍ବାଙ୍କ ଅଧ୍ୟକ୍ଷତାରେ ଗଠିତ ଗୁଆହାଟୀ ହାଇକୋର୍ଟ ଫାମିଲି କୋର୍ଟ ରାୟକୁ ଖାରଜ...

ଭାଇଜାଗ୍‌ ଫାର୍ମରେ ଗ୍ୟାସ୍‌ ଲିକ୍‌: ୨ ମୃତ

ବିଶାଖାପାଟଣା,୧।୭(ଆଇଏଏନ୍‌ଏସ୍‌): ବିଶାଖାପାଟଣାସ୍ଥିତ ଏକ ଫାର୍ମାସ୍ୟୁଟିକାଲ ୟୁନିଟ୍‌ରେ ଗ୍ୟାସ୍‌ ଲିକ୍‌ହୋଇ ୨ ଜଣ ପ୍ରାଣ ହରାଇଥିବା ବେଳେ ୪ ଗୁରୁତର ହୋଇପଡ଼ିଛନ୍ତି। ପର୍‌ଓ୍ବାଡ଼ାର ଜବାହରଲାଲ୍‌ ନେହେରୁ ଫାର୍ମା କମ୍ପାନୀର ସାଇନର ଲାଇଫ୍‌ ସାଇନ୍‌ସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ରେ ସୋମବାର ରାତ ୧୧.୩୦ରେ ଘଟିଥିଲା।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri