ଜାତୀୟ

ଜରୁରୀକାଳୀନ ପରିସ୍ଥିତିକୁ ୪୫ ବର୍ଷ ବିତିଲେ ବି ବଦଳିନି କଂଗ୍ରେସର ମାନସିକତା: ଶାହା

ନୂଆଦିଲ୍ଲୀ, ୨୫।୬: ଦେଶରେ ଜରୁରୀକାଳୀନ ପରିସ୍ଥିତିକୁ ଇତିମଧ୍ୟରେ ୪୫ ବର୍ଷ ବିତିଛି। ୧୯୭୫ ଜୁନ୍‌ ୨୫ରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ସମ୍ପର୍କରେ ଘୋଷଣା କରାଯାଇଥିଲା। ତତ୍‌କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ କ୍ଷମତା ହାସଲ ପାଇଁ ଏପରି କରିଥିଲେ। ତେବେ...

ଅଧାରାତିରେ ଥରିଲା ମିଜୋରାମ

ଆଇଜଲ, ୨୫।୬: ମିଜୋରାମରେ ବୁଧବାର ବିଳମ୍ବିତ ରାତ୍ରରେ ଭୂକମ୍ପ ଅନୁଭୁତ ହୋଇଛି। ରାତ୍ର ୧ଟା ୧୪ ସମୟରେ ଭୂକମ୍ପ ହୋଇଥିବାବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ଥିବା ଭାରତୀୟ ଭୂବିଜ୍ଞାନ ଗବେଷଣା ବିଭାଗ ପକ୍ଷରୁ କୁହାଯାଇଛି। ଭୂକମ୍ପର କେନ୍ଦ୍ର...

ହାଜତରେ ବାପ-ପୁଅଙ୍କ ମୃତ୍ୟୁ

ତୁତିକୋରିନ୍‌ (ତାମିଲନାଡ଼ୁ), ୨୫ା୬: ତାମିଲନାଡ଼ୁର ସଥନକୁଲମ୍‌ ପୋଲିସଷ୍ଟେଶନରେ ବାପା-ପୁଅଙ୍କ ହାତଜ ମୃତ୍ୟୁକୁ ନେଇ ପରିସ୍ଥିତି ସରଗରମ୍‌ ହୋଇପଡ଼ିଛି। ଏହାକୁ ବିରୋଧ କରି ବୁଧବାର ଜିଲାର ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ମାଡ୍ରାସ ହାଇକୋର୍ଟର ମଦୁରାଇ ଖଣ୍ଡପୀଠ ପକ୍ଷରୁ...

ଭର୍ତ୍ତୃହରିଙ୍କୁ ମିଳିବ ସଂସଦରତ୍ନ ପୁରସ୍କାର

ଚେନ୍ନାଇ, ୨୫ା୬: ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବଙ୍କ ସମେତ ପାର୍ଲାମେଣ୍ଟର ୧୦ ସଦସ୍ୟଙ୍କୁ ୨୦୨୦ର ସଂସଦରତ୍ନ ପୁରସ୍କାର ଦିଆଯିବ। ସପ୍ତଦଶ ଲୋକ ସଭାର ପ୍ରଥମ ବର୍ଷରେ ସେମାନଙ୍କ ବିଭିନ୍ନ କାର୍ଯ୍ୟଦକ୍ଷତାକୁ ଭିତ୍ତିକରି ଏଭଳି ସମ୍ମାନ ପ୍ରଦାନ କରାଯାଉଥିବା ପ୍ରାଇମ୍‌ ପଏଣ୍ଟ...

ମହାକାଶ କାର୍ଯ୍ୟକ୍ରମରେ ଘରୋଇ କ୍ଷେତ୍ରକୁ ସୁଯୋଗ

ନୂଆଦିଲ୍ଲୀ,୨୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ମହାକାଶ କ୍ଷେତ୍ରରେ ବଡ଼ ସଂସ୍କାର ଆଣିବା ଲାଗି ଐତିହାସିକ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟର ଏହି ଅନୁମୋଦନ ଫଳରେ ମହାକାଶ ସମ୍ପତ୍ତି ସମସ୍ତଙ୍କ ପାଇଁ ମୁକ୍ତ ରହିବ...

ଅଭାବନୀୟ ଘଟଣା: ଶୌଚ ଯାଇଥିବାବେଳେ ପ୍ରସବ କଲେ ମହିଳା, ଜଙ୍ଗଲୀ ଜନ୍ତୁଙ୍କ ଶିକାର ହେଲା ନବଜାତ

ଆଗ୍ରା, ୨୪।୬- ଉତ୍ତର ପ୍ରଦେଶର ଆଗ୍ରା ସହରରୁ ସମସ୍ତଙ୍କୁ ଚକିତ କଲା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ପିନାହଟ ଥାନା ଅନ୍ତର୍ଗତ ଯୋଧପୁର ଗ୍ରାମରେ ଶିଳ୍ପି ଚୌହାନ ନାମକ ଜଣେ ଗର୍ଭବତୀ ମହିଳା ପଦାକୁ ଶୌଚ ହେବାକୁ ଯାଇଥିବାବେଳେ...

ମହାରାଷ୍ଟ୍ର ପରେ ଏବେ ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୩୭୮୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ, ୨୪।୬: ମହାରାଷ୍ଟ୍ର ପରେ ଏବେ ଦିଲ୍ଲୀରେ କରୋନା ଭାଇରସ୍‌ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ବୁଧବାର ଆସିଥିବା ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ...

ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ବଢ଼ିଲା ଲକ୍‌ଡାଉନ। ଜୁଲାଇ ୩୧ ଯାଏଁ ଲକ୍‌ଡାଉନ ବୃଦ୍ଧି କରିବାକୁ ରାଜ୍ୟସରକାର ନିଷ୍ପତ୍ତି ନେଇଛନ୍ତି। ସୁବେରେ ଲଗାତର ବୃଦ୍ଧି ପାଉଥିବା କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ବୁଧବାର ରାଜ୍ୟର ମୁଖ୍ୟମନ୍ତ୍ରୀ...

ସାମ୍ନାକୁ ଆସିଲା ସୁଶାନ୍ତଙ୍କ ଶେଷ ପୋଷ୍ଟମାର୍ଟମ ରିପୋର୍ଟ

ମୁମ୍ବାଇ,୨୪।୫: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଶେଷ ପୋଷ୍ଟମାର୍ଟମ ରିପୋର୍ଟ ବୁଧବାରକୁ ଆସିଛି। ଏହି ରିପୋର୍ଟରେ ସୁଶାନ୍ତଙ୍କ ମୃତ୍ୟୁ ଶ୍ୱାସରୁଦ୍ଧ ହେବାରୁ ହୋଇଥିବା ନେଇ ଦର୍ଶାଯାଇଛି। ଅର୍ଥାତ୍‌ ସେ ଆତ୍ମହତ୍ୟା କରିଛନ୍ତି ବୋଲି ଏହି ରିପୋର୍ଟରୁ ସ୍ପଷ୍ଟ ହୋଇଯାଇଛି।...

କରୋନା ରୋଗୀଙ୍କ ସହୟତା ପାଇଁ ନିଜ ଏସ୍‌ୟୁଭି କାର୍‌ ବିକ୍ରି କଲେ ଯୁବକ

ମୁମ୍ବାଇ,୨୪।୬: ଦେଶରେ କରୋନା ମହାମାରୀ ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଲାଣି। ଭାରତରେ କରୋନାରୁ ଅଧିକ ପ୍ରଭାବିତ ହେଉଥିବା ରାଜ୍ୟ ହେଉଛି ମହାରାଷ୍ଟ୍ର। ଏଠାରେ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ କରୋନା...

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ସିବିଆଇ ତଦନ୍ତ ଦାବି କଲେ ରୁପା ଗାଙ୍ଗୁଲି

ମୁମ୍ବାଇ,୨୪।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡ୍‌ରେ ନେପୋଟିଜମ୍‌କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏଥିସହ ତାଙ୍କୁ ନ୍ୟାୟ ଦେବା ପାଇଁ ଏହି ମାମଲାର ଯାଞ୍ଚ କରାଯାଉ ବୋଲି ବିଭିନ୍ନ ମହଲରୁ ସ୍ବର ଉଠିଛି। ଇତିମଧ୍ୟରେ...

କରୋନା, ପେଟ୍ରୋଲ୍‌-ଡିଜେଲ ଦାମ୍‌କୁ ଅନ୍‌ଲକ୍‌ କରିଦେଇଛନ୍ତି ମୋଦି ସରକାର: ରାହୁଲ

ନୂଆଦିଲ୍ଲୀ,୨୪।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ପେଟ୍ରୋଲ୍‌, ଡିଜେଲ ଦର ବୃଦ୍ଧିକୁ ନେଇ ବୁଧବାର ରାହୁଲ ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି। ରାହୁଲ କହିଛନ୍ତି ମୋଦି ସରକାର କରୋନା ମହାମାରୀ ଓ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri