ଜାତୀୟ

ଏହି ମନ୍ଦିରର ୧୪୦ କର୍ମଚାରୀଙ୍କୁ କରୋନା

ହାଇଦ୍ରାବାଦ,୧୭ା୭: ଆନ୍ଧ୍ରପ୍ରଦେଶର ତିରୁପତି ବାଲାଜୀ ମନ୍ଦିରରେ ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ବ୍ୟବସ୍ଥା କରାଯିବା ପରେ ମଧ୍ୟ କରୋନା ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଟ୍ରଷ୍ଟର ୧୪୦ରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ଏଥିରେ ୧୪ ଜଣ ପୂଜାରୀ...

କୁଲଗାମ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ, ୩ ଯବାନ ଆହତ

ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀରର କୁଲଗାମ ଅଞ୍ଚଳରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ଟଳିପଡ଼ିଥିବା ବେଳେ ୩ଜଣ ଯବାନ ଆହତ ହୋଇଥିବା ସୂଚନା ରହିଛି। ସୂଚନାଯୋଗ୍ୟ, କୁଲଗାମ ଜିଲା ନାଗନାଦ ଚିମ୍ମେର ଅଞ୍ଚଳରେ...

ଭୂକମ୍ପରେ ଥରିଲା ଆଣ୍ଡାମାନ, କଟରା

ପୋର୍ଟବ୍ଲେୟାର/ଶ୍ରୀନଗର,୧୭।୭: ଦେଶର ଉତ୍ତର ଓ ଦକ୍ଷିଣ ଭାଗରେ ଶୁକ୍ରବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ସକାଳ ୧୦ଟା ୩୦ରେ ଆଣ୍ଡାମାନ ନିକୋବରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଏହାର ତ୍ରୀବତା ରିକ୍ଟର ସ୍କେଲରେ ୪.୮ ରହିଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ...

ନେପାଳ ପ୍ରଧାନମନ୍ତ୍ରୀ ଓଲିଙ୍କ ବୁଦ୍ଧିଶୁଦ୍ଧି ବଢିବା ପାଇଁ ଯଜ୍ଞ

ବାରାଣସୀ,୧୭।୭: ଉତ୍ତର ପ୍ରଦେଶର ବାରାଣସୀରେ ଏକ ନିଆରା ଘଟଣା ଦେଖିବାକୁ ମିଳିଛି। ବାରାଣସୀର ବିରଦୋପୁରରେ ଏକ ମଠରେ ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ବୁଦ୍ଧିଶୁଦ୍ଧି ବଢିବା ପାଇଁ ଯଜ୍ଞ କରାଯାଇଛି। ଓଲି ପ୍ରଭୁ ଶ୍ରୀରାମ ନେପାଳରେ ଜନ୍ମ ହୋଇଛନ୍ତି।...

ରାଜସ୍ଥାନ ରାଜନୀତିରେ ଅଡିଓ କଳି, କେନ୍ଦ୍ରମନ୍ତ୍ରୀଙ୍କୁ ଗିରଫ ଦାବିି

ନୂଆଦିଲ୍ଲୀ,୧୭।୭: ରାଜସ୍ଥାନରେ ରାଜନୈତିକ ସଂଙ୍କଟ ଜାରି ରହିଛି। ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା କଳି ଏବେ ଚରମ ସୀମାରେ ପହଞ୍ଚି ଯାଇଛି। ସଚିନ ପାଇଲଟଙ୍କୁ ଦଳର ରାଜସ୍ଥାନ ମୁଖ୍ୟ ଓ ଉପ ମୁଖ୍ୟମନ୍ତ୍ରୀ...

ସ୍ତ୍ରୀ ଫୋନ୍‌ କରିବାରୁ ଭାରତ-ଚାଇନା ବର୍ଡର ଛାଡି ସିଧା ଘରେ ପହଞ୍ଚିଲେ ଯବାନ

ଗ୍ବାଲିୟର,୧୭।୭: ଭାରତ-ଚାଇନା ସୀମାରେ କାର୍ଯ୍ୟରତ ଜଣେ ଯବାନ ହଠାତ୍‌ ନିଖୋଜ ହୋଇଯାଇଥିଲେ। ଯବାନ ନିଖୋଜ ହେବା ପରେ ସୀମାରେ ଥିବା ବାୟୁସେନା ଅଫିସରେ ଆତଙ୍କ ଖେଳିଯାଇଥିଲା। ଏହାପରେ ତାଙ୍କୁ ଖୋଜାଖୋଜି ଆରମ୍ଭ ହୋଇଯାଇଥିଲା। ଏପଟେ ତାଙ୍କ ଗ୍ବାଲିୟର ବାସଭବନ ପହଞ୍ଚିଥିଲା...

କଂଗ୍ରେସକୁ ପୁଣି ଫେରିବେ କି ସଚିନ

ନୂଆଦିଲ୍ଲୀ,୧୭।୭: ରାଜସ୍ଥାନରେ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ଚାଲିଥିବା କଳି ଏବେ ଚରମ ସୀମାରେ ପହଞ୍ଚି ଯାଇଛି। ସଚିନ ପାଇଲଟଙ୍କୁ ଦଳର ରାଜସ୍ଥାନ ମୁଖ୍ୟ ଓ ଉପ ମୁଖ୍ୟମନ୍ତ୍ରୀ ପଦରୁ ବିଦା କରିବା ପରେ ସ୍ଥିତି ଆହୁରି...

ବନ୍ଧୁକ ଧରିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଶ୍ରୀନଗର,୧୭।୭: ଶୁକ୍ରବାର ଲଦାଖରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଲଦାଖ ସ୍ଥିତ ପାଙ୍ଗୋଙ୍ଗ ହ୍ରଦ ନିକଟରେ ଥିବା ଲୁକଙ୍ଗ ପୋଷ୍ଟରେ ପହଞ୍ଚିବା ପରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ଆଗରେ ପାରା କମାଣ୍ଡରମାନେ ଯୁଦ୍ଧ ଅଭ୍ୟାସ କରିଥିଲେ। ଏହାସହ ରାଜନାଥଙ୍କୁ ମଧ୍ୟ...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ସର୍ବାଧିକ ୩୪ ହଜାର ୯୫୬ ନୂଆ ଆକ୍ରାନ୍ତ, ୬୮୭ ମୃତ

ନୂଆଦିଲ୍ଲୀ,୧୭।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୩୪ ହଜାର ୯୫୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ନେପାଳ ଯୁବକଙ୍କୁ ଲଣ୍ଡା କରାଇ ମୁଣ୍ଡରେ ଲେଖିଲେ ‘ଜୟ ଶ୍ରୀରାମ’

କାଠମାଣ୍ଡୁ,୧୭।୭:ନିଜ ଗାଦିକୁ ନେଇ ଲାଗି ରହିଥିବା ଅସ୍ଥିରତାକୁ ଘୋଡ଼ାଇବା ପାଇଁ ଭାରତ ବିରୋଧରେ ଅଯଥା ବିଷ ଓଗାଳୁଛନ୍ତି ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି। ସେ କହିଛନ୍ତି, ପ୍ରଭୁ ଶ୍ରୀରାମ ନେପାଳରେ ଜନ୍ମ ହୋଇଛନ୍ତି। ଭାରତରେ ନକଲି ଅଯୋଧ୍ୟା ନିର୍ମାଣ...

ଲଦାଖରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ

ଶ୍ରୀନଗର,୧୭।୭:ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶୁକ୍ରବାର ଲଦାଖରେ ପହଞ୍ଚିଛନ୍ତି। ତାଙ୍କ ସହ ଡିଫେନ୍ସ ଷ୍ଟାଫ ଜେନେରାଲ ମୁଖ୍ୟ ଜେନେରାଲ ବିପିନ ରାୱତ ଏବଂ ସେନା ମୁଖ୍ୟ ଜେନେରାଲ ଏମ ନରୱାନେ ଯାଇଛନ୍ତି। ଦୁଇ ଦିନଆ ଗସ୍ତ କାଳରେ ରାଜନାଥ ଶୁକ୍ରବାର...

ଆସାମ ବନ୍ୟା ମୃତ୍ୟୁସଂଖ୍ୟା ୭୧କୁ ବୃଦ୍ଧି

ଗୁଆହାଟୀ,୧୭ା୭(ଆଇଏଏନ୍‌ଏସ୍‌):ଆସାମରେ ବନ୍ୟା ସ୍ଥିତି ସଙ୍ଗିନ୍‌ ରହିଛି। ଗୁରୁବାର ଆଉ ୫ ଜଣଙ୍କ ମୃତ୍ୟୁ ଘଟିବା ଫଳରେ ରାଜ୍ୟରେ ବନ୍ୟାଜନିତ ମୃତ୍ୟୁସଂଖ୍ୟା ୭୧ରେ ପହଞ୍ଚତ୍ଛି। ୨୭ ଜିଲାରୁ ପ୍ରାୟ ୪୦ ଲକ୍ଷ ଲୋକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଏହାବ୍ୟତୀତ ବନ୍ୟାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri