ଜାତୀୟ

କରୋନା ଭୂତାଣୁ ସହିତ ବଞ୍ଚିବା ଶିଖିବାକୁ ପଡ଼ିବ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ, ୨।୬: ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀର ସୀମାକୁ ଏକ ସପ୍ତାହ ପାଇଁ ସିଲ୍‌ କରାଯାଇଛି। ସଂକ୍ରମଣ ରୋକିବା ଲାଗି ମୁଖ୍ୟମନ୍ତ୍ରୀ କେଜରିଓ୍ବାଲଙ୍କ ସରକାର ଉଦ୍ୟମ ଜାରି ରଖିଛନ୍ତି। ତେବେ କରୋନା ଭୂତାଣୁ...

ସେଲୁନରେ ବାଳ କାଟିବାକୁ ହେଲେ ଦେଖାଇବାକୁ ପଡିବ ଆଧାର କାର୍ଡ !

ଚେନ୍ନାଇ,୨।୬: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଗତ ମାର୍ଚ୍ଚ ମାସରୁ ଦେଶରେ ଲାଗୁ ହୋଇଥିଲା ଲକ୍‌ଡାଉନ। ହେଲେ ଜୁନ୍‌ ପହିଲାରୁ ଅନ୍‌ଲକ୍‌ ୧.୦ ଲାଗୁ ହେବା ପରେ ଲକ୍‌ଡାଉନର ସମସ୍ତ ନିୟମରେ ପ୍ରାୟତଃ କୋହଳ କରାଯାଇଛି। ଏମିତିକି କିଛି ରାଜ୍ୟରେ...

ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟରେ ୧୩ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୨।୬: ରାଜଧାନୀ ଦିଲ୍ଲୀର ଉପରାଜ୍ୟପାଳ ଅନିଲ ବୈଜଲଙ୍କ କାର୍ଯ୍ୟାଳୟରେ କରୋନା ତା’ର ଉପସ୍ଥିତି ଜାହିର କରିଛି। ଏଠାରେ ଏକାଥରକେ ୧୩ ଜଣ କରୋନାରେ ପୀଡ଼ିତ ଥିବା ମଙ୍ଗଳବାର ସକାଳେ ଜଣାପଡିବା ପରେ ସରକାରଙ୍କ ଚିନ୍ତା ବଢି ଯାଇଛି। ଦେଶରେ ଅନ୍‌ଲକ...

୩ ଶ୍ରମିକଙ୍କୁ ବିମାନରେ ଘରକୁ ପଠାଇଲେ ୧୨ ବର୍ଷର ଝିଅ

ନୋଏଡା,୨।୬: କରୋନା ମହାମାରୀ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଅନ୍ୟ ରାଜ୍ୟକୁ ଦାଦନ ଖଟିବା ଲାଗି ଯାଇଥିବା ପ୍ରବାସୀ ଶ୍ରମିକମାନେ ଏଥିପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କିଏ ହଜାର ହଜାର କିଲୋମିଟର ଚାଲି ଚାଲି ଘରକୁ...

ଭାରତରେ କରୋନା ଲଢ଼େଇ: ପ୍ରତି ୧୦ ଲକ୍ଷରେ ଘଟୁଛି ୪ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଅଚଳାବସ୍ଥା ଜାରି ରହିଛି। ପ୍ରତି ୧୦ ଲକ୍ଷ ଲୋକଙ୍କ ମଧ୍ୟରେ ୪ ଜଣଙ୍କ ମୃତ୍ୟୁ କରୋନା ସଂକ୍ରମଣ ଯୋଗୁ ଘଟୁଛି। ସେହିପରି ପ୍ରତି ୧୦ ଲକ୍ଷରେ ୨,୭୮୩ ଜଣଙ୍କ ନମୁନା...

ବାତ୍ୟା ନିସର୍ଗକୁ ନେଇ ମୁମ୍ବାଇରେ ରେଡ ଆଲର୍ଟ: ଘଣ୍ଟାପ୍ରତି ଶହେ କିଲୋମିଟର ବେଗରେ ବହିପାରେ ପବନ

ମୁମ୍ବାଇ,୨।୬: ବାତ୍ୟା‘ ନିସର୍ଗ’ ବୁଧବାର ଅର୍ଥାତ୍‌ ଜୁନ୍‌ ୩ରେ ମହାରାଷ୍ଟ୍ର ଉପକୂଳ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ମୁମ୍ବାଇ ଓ ଏହାର ଆଖପାଖ ଅଞ୍ଚଳକୁ ହାଇ ଆଲର୍ଟରେ ରଖାଯାଇଛି। ଏହାସହ ପାଲଘରର ଉପକୂଳ...

ଆତ୍ମନିର୍ଭର ଭାରତ ପାଇଁ ୫-ଆଇ ଯୋଜନା, ଲୋକେ ପାଦେ ଆଗେଇଲେ ସରକାର ଆଗେଇବେ ୪ ପାଦ: ମୋଦି

ନୂଆଦିଲ୍ଲୀ, ୨।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଅର୍ଥବ୍ୟବସ୍ଥା ଦୋହଲି ଯାଇଛି। ତେବେ ଖୁବ୍‌ ଶୀଘ୍ର ଏଥିରେ ସୁଧାର ଆସିବ। ଦେଶପୁଣି ବିକାଶ ପଥରେ ଅଗ୍ରସର ହେବ। ଆତ୍ମନିର୍ଭର ଭାରତ ପାଇଁ ସରକାରଙ୍କ ପକ୍ଷରୁ ୫-ଆଇ ଯୋଜନା ପ୍ରସ୍ତୁତ...

୨ ହଜାର କିମି ଚାଲି ଚାଲି ଘରେ ପହଞ୍ଚିଲେ ଶ୍ରମିକ, ଘର ପାଖରେ ସାପ କାମୁଡିବାରୁ ଜୀବନଗଲା

ଗୋଣ୍ଡା,୨।୬: ଉତ୍ତରପ୍ରଦେଶର ଗୋଣ୍ଡା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବେଙ୍ଗାଲୁରୁରୁ ଗୋଣ୍ଡା ପ୍ରାୟ ୨ ହଜାର କିମି ଚାଲି ଚାଲି ଆସିଥିବା ଜଣେ ଶ୍ରମିକଙ୍କ ସାପ କାମୁଡାରେ ମୃତ୍ୟୁ ଘଟିଛି। ଗୋଣ୍ଡାର ଥାନେପୁର ଗାଁରେ ରହୁଥିବା ସଲମାନ ନାମକ...

‘ନିଖୋଜ ଏମ୍‌ପିଙ୍କୁ ପ୍ରଶ୍ନ’ ପୋଷ୍ଟର ଭାଇରାଲ: ପ୍ରତିକ୍ରିୟା ରଖିଲେ ସ୍ମୃତି

ଆମେଠି,୨।୬: ଉତ୍ତରପ୍ରଦେଶର ଆମେଠିରେ ଲକ୍‌ଡାଉନ ୫.୦ ଆରମ୍ଭ ହେବା ପରେ ସାଧାରଣ ଜୀବନଯାତ୍ରା ଧିରେ ଧିରେ ସ୍ବାଭାବିକ ହେବାରେ ଲାଗିଛି। ଏହାରି ଭିତରେ ବି ରାଜନୀତି ଜୋର ଧରିଥିବା ଦେଖାଯାଇଛି। ଆମେଠିର ଜନତାଙ୍କ ପକ୍ଷରୁ ହିନ୍ଦୀରେ ‘ଲାପତା ସାଂସଦ ସେ...

୨ ଲକ୍ଷ ଛୁଇଁବାକୁ ଯାଉଛି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨।୬: ଦେଶରେ ଦ୍ରୁତ ଗତିରେ ବଢିବାରେ ଲାଗିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୧୭୧ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୨୦୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ବୈଷ୍ଣୋଦେବୀ ଯାତ୍ରା: କଟ୍ରାରେ ୫୦ ଘୋଡ଼ା ସହିତ ଚାଳକଙ୍କ କରୋନା ପରୀକ୍ଷା

କଟ୍ରା, ୨।୬: ଜୁନ୍‌ ୮ରୁ ମାତା ବୈଷ୍ଣୋଦେବୀ ଯାତ୍ରା ଆରମ୍ଭ ହେବ ବୋଲି ଘୋଷଣା କରାଯାଇଛି। ଏହାକୁ ନେଇ ମନ୍ଦିର କର୍ତ୍ତୃପକ୍ଷ ବେଶ୍‌ ସକ୍ରିୟ ହେବାରେ ଲାଗିଛନ୍ତି। ଇତିମଧ୍ୟରେ ସୋମବାର କଟ୍ରାଠାରେ ୫୦ ଘୋଡ଼ା ସହିତ ସେମାନଙ୍କ ଚାଳକଙ୍କର ନମୁନା...

କରୋନା ସଂକ୍ରମଣ: ସପ୍ତମ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୨।୬: ଭାରତ ବିଶ୍ୱର ସର୍ବାଧିକ କରୋନା ରୋଗୀଥିବା ଦେଶ ତାଲିକାର ସପ୍ତମ ସ୍ଥାନରେ ପହଞ୍ଚିଛି। ଫ୍ରାନ୍ସ, ଜର୍ମାନୀ ଭଳି ଦେଶକୁ ପଛକୁ ଠେଲି ଭାରତ ଉପରକୁ ଉଠିଛି। ଏବେ ଭାରତରେ ୧ ଲକ୍ଷ ୯୩ ହଜାର ୪୭୩ ସଂକ୍ରମିତ ବ୍ୟକ୍ତି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri