ଜାତୀୟ

ହ୍ୟୁଣ୍ଡାଇ,ମାରୁତି କର୍ମଚାରୀ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ,୨୫।୫: କରୋନା ମହାମାରୀରୁ ଦେଶବାସୀଙ୍କୁ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ସାରା ଦେଶରେ ଲକ୍‌ଡାଉନ-୪ ଲାଗୁ କରାଯାଇଛି। ଏହି ଲକ୍‌ଡାଉନ ଅବଧି ମଧ୍ୟରେ ସରକାର ବହୁ କୋହଳ ନୀତି ଅବଲମ୍ବନ କରିଛନ୍ତି। ଫଳରେ ଦେଶର ଆର୍ଥିକ ବ୍ୟବସ୍ଥାରେ ସୁଧାର ଆସିବ...

୪ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଖୁବ୍‌ ଶୀଘ୍ର ହେବ ଆରମ୍ଭ: ହର୍ଷ ବର୍ଦ୍ଧନ

ନୂଆଦିଲ୍ଲୀ,୨୪।୫: କରୋନା ସଂକ୍ରମଣ ନେଇ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ତେବେ ଇତିମଧ୍ୟରେ ଦେଶରେ ୪ କରୋନା ପ୍ରତିଷେଧକ ଟୀକାର କ୍ଲିନିକାଲ ପରୀକ୍ଷା ଖୁବ୍‌ ଶୀଘ୍ର ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷ...

ଘରୋଇ-ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ଜାରି ହେଲା ନୂଆ କ୍ୱାରାଣ୍ଟାଇନ୍‌ ମାର୍ଗଦର୍ଶିକା

ନୂଆଦିଲ୍ଲୀ,୨୪।୫: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଘରୋଇ ତଥା ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ନୂଆ କ୍ୱାରାଣ୍ଟାଇନ୍‌ ମାର୍ଗଦର୍ଶିକା ଜାରି କରାଯାଇଛି। ନୂଆ ମାର୍ଗଦର୍ଶିକା ଅନୁସାରେ ଯାତ୍ରା ସମୟରେ କ’ଣ କରାଯିବ ଏବଂ ନ କରାଯିବ ତାହାର...

କରୋନା ମୁକାବିଲା: ସଫଳତାର ଶ୍ରେୟ ମୋଦିଙ୍କୁ ଦେଲେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୪।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଭାରତ ପାଇଁ ଏହାର ମୁକାବିଲା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶିତା ଏବଂ ଲକ୍‌ଡାଉନ୍‌ ନିଷ୍ପତ୍ତିି ଯୋଗୁ ଦେଶରେ କରୋନା ସଂକ୍ରମଣ ହାର ପୃଥିବୀର...

ବରଫରେ ଆଚ୍ଛାଦିତ ହେଲା ଗୁରୁଦ୍ୱାରା ହେମକୁଣ୍ଡ ସାହିବ

ଡେରାଡୁନ୍‌,୨୪।୫: ଉତ୍ତରାଖଣ୍ଡ ଚାମୋଲି ଜିଲାରେ ଥିବା ଗୁରୁଦ୍ୱାରା ହେମକୁଣ୍ଡ ସାହିବ ସମ୍ପୂର୍ଣ୍ଣଭାବେ ବରଫରେ ଆଚ୍ଛାଦିତ ହୋଇଯାଇଛି। ଲକ୍‌ଡାଉନ୍‌ ଯୋଗୁ ହେମକୁଣ୍ଡ ସାହିବ ଶ୍ରଦ୍ଧାଳୁ ପାଇଁ ଏବେ ବନ୍ଦ ରହିଛି। ପ୍ରବଳ ବରଫାପାତ ଯୋଗୁ ଗୁରୁଦ୍ୱାରା ଉପରେ ୧୦ ଫୁଟ ଉଚ୍ଚାର...

ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା ପାଇଁ ଭାଜପାଠାରୁ କଂଗ୍ରେସ ଅଧିକ ଦାୟୀ: ମାୟାବତୀ

ଲକ୍ଷ୍ନୌ,୨୪।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ସ୍ଥାନରେ ଅଟକି ରହିଥିବା ପ୍ରବାସୀ ଶ୍ରମିକମାନେ ଭିଟାମାଟିକୁ ଫେରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରବାସୀଙ୍କ ଅବସ୍ଥା ନେଇ ବିଏସ୍‌ପି ରାଷ୍ଟ୍ରୀୟ ଅଧ୍ୟକ୍ଷା ମାୟାବତୀ...

ସିଭିଲ୍‌ ହସ୍ପିଟାଲର ଅବସ୍ଥା କାଳକୋଠରୀଠାରୁ ଅଧିକ ଖରାପ: ଗୁଜରାଟ ହାଇକୋର୍ଟ

ଅହମଦାବାଦ,୨୪।୫: ଗୁଜରାଟରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣ ପ୍ରଭାବିତ ରାଜ୍ୟ ତାଲିକାରେ ଗୁଜରାଟ ତୃତୀୟ ସ୍ଥାନରେ ରହିଛି। ଏଠାରେ ଇତିମଧ୍ୟରେ ୧୩ ହଜାରରୁ ଅଧିକ କରୋନା ସଂକ୍ରମିତଙ୍କୁ...

ରାଜ୍ୟରେ ଆହୁରି ବଢିବ କରୋନାର ପ୍ରକୋପ, ଭୟ କରିବାର ନାହିଁ: ଉଦ୍ଧବ ଠାକରେ

ମୁମ୍ବାଇ,୨୪।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର କହିଛନ୍ତି ରାଜ୍ୟରେ ପୂର୍ବରୁ କରୋନା ସଂକ୍ରମଣ ଉଦ୍‌ବେଗଜନକ ସ୍ଥିତିରେ ରହିଛି। ଆଗାମୀ ଦିନରେ ରାଜ୍ୟରେ କରୋନାର ପ୍ରକୋପ ଆହୁରି ବୃଦ୍ଧି ପାଇବ। ହେଲ ଏହାକୁ ନେଇ ଭୟଭିତ ହେବାର ନାହିଁ। ସମସ୍ତେ...

କରୋନା ସଂକ୍ରମିତ ବ୍ୟବହାର ପରିପାରିବେ ନାହିଁ ମୋବାଇଲ୍‌ ଫୋନ

ଲକ୍ଷ୍ନୌ,୨୪।୫: ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କୁ ମୋବାଇଲ ବ୍ୟବହାର କରିବାକୁ ମନା କରାଯିବା ପରେ ଏବେ ଏହାକୁ ନେଇ ଆରମ୍ଭ ହୋଇଛି ରାଜନୀତି। ସମାଜବାଦୀ ପାର୍ଟି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହାକୁ ନେଇ ଉତ୍ତରପ୍ରଦେଶ ସରକାରଙ୍କୁ ଟାର୍ଗେଟ...

୪୪ ଡିଗ୍ରୀ ତାପମାତ୍ରାରେ ସିଝୁଛି ରାଜଧାନୀ

ନୂଆଦିଲ୍ଲୀ,୨୪।୫: ରାଜଧାନୀ ଦିଲ୍ଲୀର ତାପମାତ୍ରା ଏବେ ୪୪ ଡିଗ୍ରୀ ଉପରେ ରହୁଥିବା ବେଳେ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡିଛି। ଗୋଟିଏ ପଟେ କରୋନା ସଂକ୍ରମଣ ଅନ୍ୟପଟେ ସୂର୍ଯ୍ୟଙ୍କ କୋପରେ ବ୍ୟତିବ୍ୟସ୍ତ ହୋଇଗଲାଣି ରାଜଧାନୀର ଅବସ୍ଥା। ପାଣିପାଗ ବିଶେଷଜ୍ଞଙ୍କ କହିବା...

ଗତ ୨୪ ଘଣ୍ଟାରେ ୮୭ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୨୪।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସ୍ଥିତି ବେଳକୁ ବେଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ ପୋଲିସ କରୋନାରେ ସଂକ୍ରମିତ ହେବା ଜଣାପଡିବା ପରେ ଚିନ୍ତା ଆହୁରି ବଢିଯାଇଛି। ଏହାକୁ...

ପିଏମ୍‌ କେୟାର୍ସ ଫଣ୍ଡକୁ ପ୍ରତି ମାସରେ ୫୦ ହଜାର ଟଙ୍କା ଦାନ କରିବେ ସିଡିଏସ୍‌ ଜେନରାଲ ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୪।୫: କୋଭିଡ-୧୯ ମହାମାରୀ ସହ ଲଢିବାକୁ ଗଠନ କରାଯାଇଛି ପିଏମ୍‌ କେୟାର୍ସ ଫଣ୍ଡ। ଏହି ଫଣ୍ଡକୁ ବିଭିନ୍ନ ଆଡୁ ସହାୟତା ମିଳୁଥିବା ବେଳେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାଓ୍ବତ ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ପ୍ରତିମାସରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri