ଜାତୀୟ

‘କରୋନା ପ୍ୟାକେଜ୍‌ ନିଷ୍ଠୁର ପରିହାସ’

ନୂଆଦିଲ୍ଲୀ,୨୩ା୫(ପି.ଟି.): ଦେଶରେ କୋଭିଡ୍‌-୧୯ ସ୍ଥିତିକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର କେନ୍ଦ୍ର ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ୨୦ ଲକ୍ଷ କୋଟିର ପ୍ୟାକେଜ ଘୋଷଣା ଓ ଅର୍ଥମନ୍ତ୍ରୀ ୫ ଦିନ ଧରି ଏହାକୁ ଗଣମାଧ୍ୟମ ଆଗରେ...

ପିିପିଇ ଅଭାବରୁ ଅସୁବିଧା ଭୋଗୁଛନ୍ତି ସ୍ବାସ୍ଥ୍ୟକର୍ମୀ

ନୂଆଦିଲ୍ଲୀ,୨୩।୫: କୋଭିଡ-୧୯ ମହାମାରୀ ଯୁଦ୍ଧରେ ସ୍ବାସ୍ଥ୍ୟକର୍ମୀମାନେ ଆଗଧାଡ଼ିର ଯୋଦ୍ଧା ଭାବେ କାମ କରୁଛନ୍ତି। ସରକାରୀ ସ୍ବାସ୍ଥ୍ୟକର୍ମୀଙ୍କ ବ୍ୟତୀତ ବେସରକାରୀସ୍ତରରେ ହଜାର ହଜାର ସ୍ବାସ୍ଥ୍ୟକର୍ମୀ କରୋନା ମୁକାବିଲା ପାଇଁ କାର୍ଯ୍ୟ କରୁଛନ୍ତି। ନିଜ ଜୀବନକୁ ବାଜି ଲଗାଇ ସେମାନେ କରୋନା ସଂକ୍ରମିତଙ୍କୁ...

ସଙ୍କଟରେ ବିମାନ ଚଳାଚଳ

ନୂଆଦିଲ୍ଲୀ,୨୩ା୫ : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ଅନେକ ଦେଶରେ ଲକ୍‌ଡାଉନ୍‌ ଓ ଯାତ୍ରା କଟକଣା ଜାରି କରାଯାଇଛି। ଏପରି କି ବିମାନ ଚଳାଚଳ ଉପରେ ମଧ୍ୟ ରୋକ ଲଗାଯାଇଛି। ଫଳରେ ଅନେକ ଦେଶରେ ବିମାନ ଚଳାଚଳ...

ପାକିସ୍ତାନ ବିମାନ ଦୁର୍ଘଟଣା: ୧୪ ମୃତ

କରାଚି,୨୨।୫: ପାକିସ୍ତାନରେ ଶୁକ୍ରବାର ହୋଇଥିବା ବିମାନ ଦୁର୍ଘଟଣାରେ ଅତିକମ୍‌ରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଶୁକ୍ରବାର ଲାହୋରରୁ କରାଚି ଯାଉଥିବା ପାକିସ୍ତାନ ଇଣ୍ଟରନ୍ୟାଶନାଲ ଏୟାରଲାଇନ୍ସ(ପିଆଇଏ)ର ଏକ...

ମହାରାଷ୍ଟ୍ରରେ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୨,୯୪୦ କରୋନା ସଂକ୍ରମିତ

ମୁମ୍ବାଇ,୨୨।୫: କରୋନା ଭାଇରସ ସଂକ୍ରମଣ କ୍ଷେତ୍ରରେ ମହାରାଷ୍ଟ୍ରର ସ୍ଥିତି ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଦିନକରେ ଏଠାରେ ସର୍ବାଧିକ ୨,୯୪୦ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଏବେ ଏହା ସରକାରଙ୍କ...

ଫିଲ୍ମ ଶୁଟିଂ କାମ ଆରମ୍ଭ କରିବାକୁ ଚିନ୍ତା କରୁଛନ୍ତି ମହାରାଷ୍ଟ୍ର ସରକାର

ମୁମ୍ବାଇ,୨୨।୫: ଦେଶରେ କରୋନା ମହାମାରୀ ଯୋଗୁ ଗତ ମାର୍ଚ୍ଚ ମାସରୁ ଲକ୍‌ଡାଉନ ଚାଲିଥିବା ବେଳେ ସମସ୍ତ ଟେଲିଭିଜନ ପ୍ରଡକସନ୍‌ ଓ ଫିଲ୍ମ ଶୁଟିଂ କାମ ବନ୍ଦ ରହିଛି। ଏହାକୁ ଆରମ୍ଭ କରିବା କଥା ଚିନ୍ତା କରି ଶୁକ୍ରବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ...

ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ,୨୨।୫: ପ୍ରବାସୀ ଶ୍ରମିକଙ୍କ ଗସ୍ତ ଖର୍ଚ୍ଚ କର୍ନାଟକ ସରକାର ବହନ କରିବେ ବୋଲି ଶୁକ୍ରବାର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଘୋଷଣା କରିଛନ୍ତି। ମେ ୩୧ ପର୍ଯ୍ୟନ୍ତ ଯେଉଁ ଶ୍ରମିକମାନେ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ କର୍ନାଟକ ଗସ୍ତ କରିଛନ୍ତି ସେମାନଙ୍କ ଗସ୍ତ...

ଲକ୍‌ଡାଉନ ଯୋଗୁ କମିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ଲକ୍ଷ ୧୮ ହଜାର ଅତିକ୍ରମ କରିସାରିଥିବା ବେଳେ ଲକ୍‌ଡାଉନ ଯୋଗୁ ସଂକ୍ରମଣ ସଂଖ୍ୟା କମ୍‌ ରହିଛି ବୋଲି କହିଛନ୍ତି ଏମ୍ପପାଓ୍ବାର୍ଡ ଗ୍ରୁପ ୧ର ଚେୟାରମ୍ୟାନ ଡା.ଭିକେ ପଲ। ଠିକ୍‌ ସମୟରେ ଯଦି ଲକ୍‌ଡାଉନ...

ପାକିସ୍ତାନ ବିମାନ ଦୁର୍ଘଟଣା: ସମବେଦନା ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୨।୫: ପାକିସ୍ତାନରେ ହୋଇଥିବା ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ କରି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଲାହୋରରୁ କରାଚି...

ଶ୍ରମିକ ସ୍ପେଶାଲ ଟ୍ରେନରେ ଜନ୍ମ ନେଇଛନ୍ତି ୧୬ ଶିଶୁ !

ନୂଆଦିଲ୍ଲୀ,୨୨।୫: କରୋନା ଭାଇରସ ପାଇଁ ଗତ ମାର୍ଚ୍ଚ ମାସଠାରୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ବାହାର ରାଜ୍ୟରେ ରହୁଥିବା ଶ୍ରମିକମାନେ କାମଧନ୍ଦା ଅଭାବରୁ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଶେଷରେ ସେମାନଙ୍କୁ ଘରେ ପହଞ୍ଚାଇବା ପାଇଁ ସରକାରଙ୍କ...

ବିଏସ୍‌ଏଫ୍‌ର ଆଉ ୨୪ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,୨୨।୫: ଗତ ୨୪ ଘଣ୍ଟା ମଧ୍ୟରେ ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୨୪ ଜଣ ଯବାନ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଖବର ମିଳିଛି। ଏହାକୁ ନେଇ ଏବେ ବିଏସ୍‌ଏଫ୍‌ର ମୋଟ ୧୦୮ ଯବାନଙ୍କ ଚିକିତ୍ସା ଚାଲିଛି। ତେବେ...

୨୩୦ ଟ୍ରେନ୍‌ ପାଇଁ ୨୪ଘଣ୍ଟାରେ ବୁକିଂ ହେଲା ୧୩ଲକ୍ଷ ଟିକେଟ

ନୂଆଦିଲ୍ଲୀ,୨୨।୫: ଭାରତୀୟ ରେଲଓ୍ବେ ଜୁନ ୧ରୁ ୨୩୦ ଯାତ୍ରୀବାହି ଟ୍ରେନ୍‌ ଚଳାଚଳ କରିବାକୁ ଘୋଷଣା କରିଛି। ଏଥିପାଇଁ ଗୁରୁବାରରୁ ବିଭିନ୍ନ ରେଲଓ୍ବେ ଷ୍ଟେସନ୍‌ରେ ଟିକେଟ କାଉଣ୍ଟର ଖୋଲାଯାଇ ବୁକିଂ ଆରମ୍ଭ ହୋଇଛି। ହେଲେ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri