ଜାତୀୟ

କଂଗ୍ରେସ ନେତାଙ୍କୁ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୨।୫: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଅଣାୟତ ହେବାରେ ଲାଗିଛି। କରୋନା ରୋକିବାକୁ ଦେଶରେ ଆଗୁଆ ଲକ୍‌ଡାଉନ କରାଯାଇଥିଲେ ସୁଦ୍ଧା ସଂକ୍ରମଣ ଥମିବାରେ ନା ନେଉଛି। ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ଲକ୍ଷେ ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା...

ମୋଦିଙ୍କ ପ୍ୟାକେଜ ଘୋଷଣାରେ ଅସନ୍ତୋଷ ବ୍ୟକ୍ତ କଲେ ମମତା

କୋଲକାତା,୨୨।୫:ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦ କୋଟି...

ଶସ୍ତା ହେବ ଋଣ‌: ୩ମାସ କୋହଳ ହେଲା ଇଏମ୍‌ଆଇ

ନୂଆଦିଲ୍ଲୀ,୨୨।୫: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ପ୍ରାୟ ୨୧ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ଏହି ପ୍ୟାକେଜର ସବିଶେଷ ତଥ୍ୟ ଦେଶବାସୀଙ୍କ ସମ୍ମୁଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରଖିଥିଲେ। ଇତିମଧ୍ୟରେ ରିଜର୍ଭ ବ୍ୟାଙ୍କ...

ଅମ୍ଫନ୍‌ କ୍ଷୟକ୍ଷତି: ପଶ୍ଚିମବଙ୍ଗ ପାଇଁ ୧୦୦୦କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ ମୋଦି

କୋଲକାତା,୨୨।୫: ପଶ୍ଚିମବଙ୍ଗରେ ବାତ୍ୟା ଅମ୍ଫନ୍‌ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗ ଗସ୍ତ କରି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳକୁ ପରିଦର୍ଶନ କରିଥିଲେ। ସ୍ଥିତି ସମୀକ୍ଷା କରିବା ପରେ ମୋଦି ପଶ୍ଚିମବଙ୍ଗକୁ ୧୦୦୦...

କୋଟାରୁ ଛାତ୍ର ଫେରିବା ଘଟଣା: ରାଜସ୍ଥାନକୁ ୩୬ଲକ୍ଷ ଟଙ୍କା ପ୍ରଦାନ କଲେ ଉତ୍ତରପ୍ରଦେଶ ସରକାର

ଲକ୍ଷ୍ନୌ, ୨୨।୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜସ୍ଥାନ ସରାକରଙ୍କୁ ଟଙ୍କା ପ୍ରଦାନ କରିଛନ୍ତି। ରାଜସ୍ଥାନ ସରକାର ଉତ୍ତରପ୍ରଦେଶ ସରକାରଙ୍କୁ ୩୬,୩୬,୬୬୪ ଟଙ୍କାର ଏକ ବିଲ୍‌ ପଠାଇଥିଲେ। ଯାହାର ଦେୟ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କରୋନା ଲକ୍‌ଡାଉନ...

ପଶ୍ଚିମବଙ୍ଗରେ ମୋଦି: ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳର କରିବେ ପରିଦର୍ଶନ

କୋଲାକାତା,୨୨।୫: ପଶ୍ଚିମବଙ୍ଗରେ ମହାବାତ୍ୟା ଅମ୍ଫନ୍‌ ଯୋଗୁ ବହୁ କ୍ଷୟକ୍ଷତି ହୋଇଥିବା ବେଳେ ଏଠାରେ ୮୦ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୮୩ବର୍ଷରେ ଏହା ସବୁଠାରୁ ଭୟାବହ ବାତ୍ୟା ରୂପେ ପରିଗଣିତ ହୋଇଛି। ଇତିମଧ୍ୟରେ ବାତ୍ୟା ସ୍ଥିତି ପରକ୍ଷିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଦେଶରେ ଉଗ୍ର ସ୍ଥିତି

ନୂଆଦିଲ୍ଲୀ,୨୨ା୫: ଭାରତରେ ଏବେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ନୂଆ ମାମଲା ସାମ୍ନାକୁ ଆସୁଛି। ଅଦ୍ୟାବଧି ଦେଶରେ ୧ ଲକ୍ଷ ୧୫ ହଜାର ୨୭୭ ଜଣ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ଥିବା ଜଣାପଡ଼ିଛି।...

୫ କୋଟି ଭାରତୀୟଙ୍କ ପାଖରେ ହାତଧୁଆ ସୁବିଧା ନାହିଁ: କରୋନା ସଂକ୍ରମଣ ଆଶଙ୍କା ଅଧିକ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭାରତର ୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଉପଯୁକ୍ତ ଭାବେ ହାତ ଧୋଇବାର ସୁବିଧା ଉପଲବ୍ଧ ନୁହେଁ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ତେଣୁ ଏମାନଙ୍କଠାରେ କୋଭିଡ୍‌-୧୯ ସଂକ୍ରମଣ ହେବାର ଆଶଙ୍କା ଅଧିକ। ସାରା ବିଶ୍ୱରେ ୨୦୦ କୋଟିରୁ...

ବିଗୁଡୁଛି ଭାରତ-ନେପାଳ ସମ୍ପର୍କ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୨ା୫: ନେପାଳ ଏହାର ନୂଆ ମାନଚିତ୍ରରେ ଭାରତର କେତେକ ଅଞ୍ଚଳକୁ ସ୍ଥାନ ଦେଇଥିବାରୁ ଏହାକୁ ନେଇ ଦୁଇ ପଡୋଶୀ ଦେଶର ସମ୍ପର୍କରେ ତିକ୍ତତା ଦେଖାଦେଇ ଥିବାବେଳେ କରୋନାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଓଲିଙ୍କ ମନ୍ତବ୍ୟ ସମ୍ପର୍କକୁ ଆହୁରି ବିଗାଡ଼ି...

ବାଂଲାଦେଶରେ ୧୦ ମୃତ

ଢାକା,୨୨ା୫(ପି.ଟି.): ବାତ୍ୟା ଅମ୍ଫନରେ ବାଂଲାଦେଶରେ ୧୦ଜଣଙ୍କ ମୃତ୍ୟୁ ହେବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଖାଲୁଆ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ବହୁ କଚାଘର ଭାଙ୍ଗିଯାଇଛି। ୨୦୦୭ର ସିଡର ବାତ୍ୟା ପରେ ଏହା ସବୁଠୁ ଭୟଙ୍କର ବାତ୍ୟା...

ଅମ୍ଫନ୍‌କୁ ଜାତୀୟ ବିପତ୍ତି ଘୋଷଣା କର: ସିପିଏମ୍‌

ନୂଆଦିଲ୍ଲୀ,୨୨ା୫(ପି.ଟି.): ବାତ୍ୟା ଅମ୍ଫନକୁ ଜାତୀୟ ବିପତ୍ତି ଘୋଷଣା କରିବାକୁ ସିପିଆଇ(ଏମ୍‌) ପକ୍ଷରୁ ଦାବି କରାଯାଇଛି। ପଶ୍ଚିମବଙ୍ଗ ଏବଂ ଓଡ଼ିଶାର ଜନସାଧାରଣ କେନ୍ଦ୍ରୀୟ ସହାୟତା ଚାହାନ୍ତି। ଅମ୍ଫନ ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗର ବ୍ୟାପକ କ୍ଷତି ହୋଇଛି। ଏଭଳି ସମୟରେ ରିଲିଫ...

ମୋଦିଙ୍କୁ ଛାଡ଼ିଛନ୍ତି ମୁସଲମାନ

ନୂଆଦିଲ୍ଲୀ,୨୨ା୫: ଦେଶର ସମସ୍ତ ସରକାରୀ ସଂସ୍ଥା ଉପରେ ଭାରତୀୟ ମୁସଲମାନମାନଙ୍କ ଅଗାଧ ବିଶ୍ୱାସ ରହିଛି। କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କ ଉପରେ ସେମାନଙ୍କ ଆସ୍ଥା ନାହିଁ ବୋଲି ଏକ ସଦ୍ୟ ସର୍ଭେରୁ ପ୍ରଘଟ ହୋଇଛି। କୋଭିଡ୍‌-୧୯...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri