ଜାତୀୟ

ରେକର୍ଡ କଲା ଭାରତ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫,୨୪୨ କରୋନା ପଜିଟିଭ

ନୂଆଦିଲ୍ଲୀ,୧୮।୫: ଗୋଟିଏ ଦିନରେ ଦେଶରେ ଯେଉଁ ପରିମାଣରେ କରୋନା ପଜିଟିଭ ଚିହ୍ନଟ କରାଯାଇଛି ଏହା ଏପର୍ଯ୍ୟନ୍ତ ଚିହ୍ନଟର ରେକର୍ଡକୁ ଭାଙ୍ଗି ଦେଇିଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ...

ଦିଲ୍ଲୀରୁ ଫେରିଗଲେଣି ୬୦% ଦେହଜୀବୀ

ନୂଆଦିଲ୍ଲୀ,୧୮ା୫(ପି.ଟି.): ଲକ୍‌ଡାଉନ ଯୋଗୁ ଜୀବିକା ହରାଇ ଦିଲ୍ଲୀର ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ଯୌନକର୍ମୀ ସେମାନଙ୍କ ରାଜ୍ୟକୁ ଫେରିଗଲେଣି। କରୋନା ସଂକ୍ରମଣ ଭୟରେ ଗ୍ରାହକ ଆସୁ ନ ଥିବାରୁ ଦେହଜୀବୀଙ୍କ ବ୍ୟବସାୟ ଗୁରୁତର ପ୍ରଭାବିତ ହୋଇଥିବା ଏକ ଫୋରମ୍‌ ପକ୍ଷରୁ କୁହାଯାଇଛି।...

‘ଭୁଆଁ ବୁଲାଉଛି କେନ୍ଦ୍ର’

ନୂଆଦିଲ୍ଲୀ,୧୮ା୫(ପି.ଟି.): କରୋନା ଜନିତ ଲକ୍‌ଡାଉନ ଯୋଗୁ ଦୁର୍ବଳ ହୋଇପଡ଼ିଥିବା ଦେଶର ଅର୍ଥନୀତିକୁ ବଳ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦ ଲକ୍ଷ କୋଟି ଟଙ୍କାର ଆର୍ଥତ୍କ ପ୍ୟାକେଜ୍‌ ଘୋଷଣା କରିଥିଲେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ କ୍ରମାଗତ ୫ ଦିନ...

ଲକ୍‌ଡାଉନ୍‌ ୪କୁ ନେଇ କେନ୍ଦ୍ରର ଚେତାବନୀ : ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୮ା୫(ଆଇଏଏନ୍‌ଏସ୍‌): କରୋନା ଭୂତାଣୁ ସଂକ୍ରମଣ ଆୟତ୍ତରେ ନାହିଁ। ତେଣୁ କେନ୍ଦ୍ର ସରକାର ରବିବାର ତାଲାବନ୍ଦ ଅବଧିକୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ୍‌ ୪ ମେ ୩୧ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡ୍‌ଲାଇନ୍‌କୁ ଅମାନ୍ୟ କଲେ...

ଭୀଷଣ ରୂପ ନେଲା ଅମ୍ଫନ୍‌: ମେ ୨୦ରେ ସ୍ଥଳଭାଗରେ ମାଡ଼ ହେବାର ପୂର୍ବାନୁମାନ

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ଏବେ ଭୀଷଣ ରୂପ ନେଇଛି। ପାରାଦୀପଠାରୁ ଦକ୍ଷିଣରେ ୯୫୦କି.ମି., ପଶ୍ଚିମବଙ୍ଗର ଦୀଘାଠାରୁ ୧୧୨୦ କି.ମି ଏବଂ ବାଂଲାଦେଶର...

କମ୍ପାନୀ ଆଇନରେ ଆସିବ ସଂଶୋଧନ

ନୂଆଦିଲ୍ଲୀ,୧୮।୫: କମ୍ପାନୀ ଆଇନରେ ସଂଶୋଧନ ଆଣିବା ଲାଗି ସରକାର ଅଧ୍ୟାଦେଶ ଆଣିବେ। ଉକ୍ତ ଆଇନରେ ଥିବା ବିଭିନ୍ନ ଧାରାକୁ ଅପରାଧମୁକ୍ତ କରିବା, ଭାରତୀୟ କର୍ପୋରେଟଗୁଡ଼ିକୁ ସିଧାସଳଖ ବିଦେଶୀ ବଜାରରେ ଲିଷ୍ଟିଂ କରାଇବା ଏବଂ ଇଜ ଅଫ୍‌ ଡୁଇଁ ବିଜ୍‌ନେସକୁ ପ୍ରୋତ୍ସାହିତ...

ଘରୋଇ ହାତକୁ ଯିବ ଅଣ ଷ୍ଟ୍ରାଟେଜିକ୍‌ ପିଏସ୍‌ୟୁ

ନୂଆଦିଲ୍ଲୀ,୧୮।୫:ସରକାର ବିଭିନ୍ନ କ୍ଷେତ୍ରରେ ଘରୋଇକରଣକୁ ବର୍ତ୍ତମାନ ଗୁରୁତ୍ୱ ଦେଉଛନ୍ତି। ଷ୍ଟ୍ରାଟେଜିକ କ୍ଷେତ୍ରଗୁଡ଼ିକର ସଂଜ୍ଞା ନିରୂପଣ କରିବା ଲାଗି ନୂଆ ପବ୍ଲିକ ଏଣ୍ଟରପ୍ରାଇଜ ନୀତି ଆଣିବେ। ନୂଆ ନୀତି କାର୍ଯ୍ୟକ୍ଷମ ହେଲେ ଷ୍ଟ୍ରାଟେଜିକ କ୍ଷେତ୍ରଗୁଡ଼ିକରେ ୪ରୁ ଅଧିକ ରାଷ୍ଟ୍ରାୟତ୍ତ କମ୍ପାନୀ କାମ...

ରାଜ୍ୟଗୁଡ଼ିକ ଲାଗି ଋଣ ସୀମା ୫%କୁ ବଢ଼ିଲା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସରକାର ରାଜ୍ୟଗୁଡ଼ିକ ଲାଗି ଋଣ ସୀମାକୁ ରବିବାର ୩%ରୁ ୫% ବଢ଼ାଇଛନ୍ତି। ଏହାଦ୍ୱାରା ରାଜ୍ୟଗୁଡିକ ୨୦୨୦-୨୧ରେ ସେମାନଙ୍କ ମୋଟ ରାଜ୍ୟ ଜିଡିପିର ୫% ପର୍ଯ୍ୟନ୍ତ ଋଣ କରିବାକୁ ସକ୍ଷମ ହୋଇପାରିବେ। ଏହାଦ୍ୱାରା ରାଜ୍ୟଗୁଡିକୁ ୪.୨୮ ଲକ୍ଷ କୋଟି...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପାଇଁ ଅତିରିକ୍ତ ବ୍ୟୟ ବରାଦ

ନୂଆଦିଲ୍ଲୀ,୧୮।୫: ମହାତ୍ମା ଗାନ୍ଧୀ ନ୍ୟାଶନାଲ ରୁରାଲ ଏମ୍ପ୍ଲୟମେଣ୍ଟ ଗ୍ୟାରେଣ୍ଠି ସ୍କିମ(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ଲାଗି ସରକାର ଅତିରିକ୍ତ ୪୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି। ଏହାଦ୍ୱାରା ୩୦୦ କୋଟି ମାନବ କାର୍ଯ୍ୟଦିବସ ସୃଷ୍ଟି କରାଯାଇପାରିବ। ଘରକୁ...

ପବ୍ଲିକ ହେଲ୍‌ଥରେ ଅଧିକ ନିବେଶ ହେବ

ନୂଆଦିଲ୍ଲୀ,୧୮।୫: ପବ୍ଲିକ୍‌ ହେଲ୍‌ଥ ସିଷ୍ଟମରେ ସରକାର ଅଧିକ ପୁଞ୍ଜି ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା ସ୍ବାସ୍ଥ୍ୟସେବା ଯୋଗାଣ କରୁଥିବା ଅନୁଷ୍ଠାନଗୁଡିକରେ ଏହାଦ୍ୱାରା ଅଧିକ ଅର୍ଥ ବିନିଯୋଗ ହେବ। ଅଧିକ ହେଲ୍‌ଥ ଏବଂ ଓ୍ବେଲ୍‌ନେସ ସେଣ୍ଟର...

ମହାରାଷ୍ଟ୍ରରେ ଅଟକି ରହିଛନ୍ତି ୨୦ ଲକ୍ଷ ପ୍ରବାସୀ ଶ୍ରମିକ

ମୁମ୍ବାଇ,୧୭।୫: କରୋନା ସଂକ୍ରମଣ ଭାରତରେ ଥମିବାର ନାଁ ଧରୁନି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିଭିନ୍ନ ସ୍ଥାନରେ ଅଟକି...

ରାଷ୍ଟ୍ରପତି ଭବନରେ କରୋନା

ନୂଆଦିଲ୍ଲୀ,୧୭।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଧୀରେଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରାଷ୍ଟ୍ରପତି ଭବନରେ ମୁତୟନ ଥିବା ଏସିପିଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri