ଜାତୀୟ

ହିମସ୍ଖଳନରେ ୨ ଯବାନ ଶହୀଦ

ନୂଆଦିଲ୍ଲୀ,୧୬ା୫(ପି.ଟି.): ଉତ୍ତର ସିକିମର ଲୁଗ୍‌ନାକ୍‌ ଲା ପାର୍ବତ୍ୟାଞ୍ଚଳରେ ହିମସ୍ଖଳନ ଯୋଗୁ ସେନାର ଜଣେ ଲ୍ୟୁଟନାଣ୍ଟ କଲୋନେଲ୍‌ ଓ ଜଣେ ଯବାନ ଶହୀଦ ହୋଇଛନ୍ତି। ଏମାନେ ୧୮ ଜଣିଆ ପାଟ୍ରୋଲିଂ ଟିମ୍‌ରେ ସାମିଲ ଥିଲାବେଳେ ଗୁରୁବାର ହିମସ୍ଖଳନ ଯୋଗୁ ପୋତିହୋଇପଡ଼ିଥିଲେ। ଉଦ୍ଧାରକାରୀ...

କରୋନା ଖାଇଯିବ ୮.୮ ଟ୍ରିଲିୟନ ଡଲାର

ନୂଆଦିଲ୍ଲୀ,୧୬ା୫(ପି.ଟି.): କରୋନା ମହାମାରୀ ଯୋଗୁ ବିଶ୍ୱ ଅର୍ଥନୀତିକୁ ୫.୮ରୁ ୮.୮ ଟ୍ରିଲିୟନ ଡଲାର କ୍ଷତି ସହିବାକୁ ପଡ଼ିପାରେ ବୋଲି ଏସୀୟ ଉନ୍ନୟନ ବ୍ୟାଙ୍କ (ଏଡିବି) ପକ୍ଷରୁ ଆକଳନ କରାଯାଇଛି। ଏହା ବିଶ୍ୱ ଜିଡିପି (ମୋଟ ଘରୋଇ ଉତ୍ପାଦ)ର ୬.୪ରୁ ୯.୭...

ପାନ, ଗୁଟ୍‌ଖା ବିକ୍ରି ନିଷିଦ୍ଧ କର

ନୂଆଦିଲ୍ଲୀ,୧୬ା୫(ପି.ଟି.): କରୋନା ସଂକ୍ରମଣ ରୋକିବା ଲାଗି ରାଜସ୍ଥାନ ଓ ଝାଡ଼ଖଣ୍ଡ ସରକାର ପାନ, ଗୁଟ୍‌ଖା ବିକ୍ରି ଓ ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ନିଷିଦ୍ଧ କରିଛନ୍ତି। ଅନ୍ୟ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାରମାନେ ଅନୁରୂପ ପଦକ୍ଷେପ ନେବାକୁ କେନ୍ଦ୍ର...

‘ଭୂତାଣୁରୁ ରକ୍ଷା କରିବ ଅଶ୍ୱଗନ୍ଧା’

ନୂଆଦିଲ୍ଲୀ, ୧୬ା୫: ପ୍ରାଣଘାତୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟିକରିଛି। ଏପର୍ଯ୍ୟନ୍ତ ଏନେଇ କୌଣସି ସଫଳ ଔଷଧ ମଧ୍ୟ ବାହାରି ନାହିଁ। ବିଭିନ୍ନ ଦେଶରେ ପ୍ରୟାସ ଜାରି ରହିଛି। ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌କୁ ଭରସା କରାଯାଉଛି। ହେଲେ ଆୟୁର୍ବେଦିକ ଔଷଧ ଅଶ୍ୱଗନ୍ଧା ଯେ,...

ବାହକ ହୋଇପାରେ ମୋବାଇଲ ଫୋନ୍‌

ନୂଆଦିଲ୍ଲୀ,୧୬ା୫(ପି.ଟି.): ମୋବାଇଲ ଫୋନ୍‌ କରୋନା ଭୂତାଣୁର ବାହକ ହେବାର ସମ୍ଭାବନା ରହୁଥିବା ରାୟପୁର ଏମ୍ସର ଡାକ୍ତରମାନେ ସତର୍କ କରାଇଦେଇଛନ୍ତି। ଏହା ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ସକ୍ରମିତ କରିବା ଆଶଙ୍କା ଥିବାରୁ ହସ୍ପିଟାଲଗୁଡ଼ିକରେ ମୋବାଇଲ ଫୋନ୍‌ ବ୍ୟବହାର ଉପରେ କଟକଣା ଲଗାଇବାକୁ ସେମାନେ...

୨୦ରେ ବିଏମ୍‌ଏସ୍‌ର ଦେଶବ୍ୟାପୀ ଆନ୍ଦୋଳନ

ନୂଆଦିଲ୍ଲୀ,୧୬ା୫: କରୋନା ଭାଇରସ୍‌ ଯୋଗୁ ଜାରି ଲକ୍‌ଡାଉନ୍‌ ଫଳରେ ସୃଷ୍ଟି ହୋଇଥିବା ଅଚଳାବସ୍ଥା ପରିପ୍ରେକ୍ଷୀରେ ୯ ରାଜ୍ୟ ସେମାନଙ୍କ ଶ୍ରମ ଆଇନରେ ସଂଶୋଧନ ଆଣିଛନ୍ତି। ଭାଜପାର ବିଚାର ମାର୍ଗଦର୍ଶକ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ସମର୍ଥିତ ଭାରତୀୟ ମଜଦୁର ସଂଘ...

ମୁକାବିଲା ପାଇଁ ୧୦୦ କୋଟି ଡଲାର ଦେବ ବିଶ୍ୱବ୍ୟାଙ୍କ

ନୂଆଦିଲ୍ଲୀ,୧୬ା୫: ଭାରତର କୋଭିଡ୍‌-୧୯ ବିରୋଧୀ ଲଢ଼େଇକୁ ସହାୟତା ପାଇଁ ବିଶ୍ୱବ୍ୟାଙ୍କ ୧୦୦ କୋଟି (୧ ବିଲିୟନ) ଡଲାର ଯୋଗାଇଦେବ। କରୋନା ମହାମାରୀ ଯୋଗୁ ଅସୁବିଧାର ସମ୍ମୁଖୀନ ହୋଇଥିବା ଗରିବ ଓ ଅସହାୟ ପରିବାରଙ୍କୁ ସହାୟତା ଯୋଗାଇଦେବାରେ ଏହି ଅର୍ଥ ବିନିଯୋଗ...

ଚାଇନାକୁ ଟପିଲା ଭାରତ

ନୂଆଦିଲ୍ଲୀ, ୧୬ା୫: ମହାମାରୀ କରୋନା ଭୂତାଣୁ ବିଶ୍ୱର ୨୧୩ ଦେଶକୁ ନାକେଦମ୍‌ କରି ରଖିଥିବା ବେଳେ ଭାରତର ସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି। ସର୍ବାଧିକ ଭୂତାଣୁ ଆକ୍ରାନ୍ତ ଦେଶ ତାଲିକାର ଏକାଦଶ ସ୍ଥାନକୁ ଭାରତ ଉନ୍ନୀତ ହୋଇଥିବା ବେଳେ...

ସର୍ବାଧିକ ସର୍ଚ୍ଚ ପ୍ରଶ୍ନ ‘ସେଲ୍ଫ କେୟାର’

ନୂଆଦିଲ୍ଲୀ: ବିଶ୍ୱ ମହାମାରୀ କରୋନା ଚିକିତ୍ସା ପାଇଁ ଔଷଧ ନ ଥିବାରୁ ଡାକ୍ତର, ବିଶେଷଜ୍ଞମାନେ ନିଜ ନିଜ ଶରୀରର ଯତ୍ନ ନେବା ଉପରେ ଗୁରୁତ୍ୱ ଦେଉଛନ୍ତି। ଉପଯୁକ୍ତ ସମୟରେ ଏବଂ ସନ୍ତୁଳିତ ଖାଦ୍ୟ ଖାଇବା, ଠିକ୍‌ ସମୟରେ ଶୋଇବାକୁ ଲୋକଙ୍କୁ...

ଜୁନ୍‌ ୫ରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୧୫ା୫(ପି.ଟି.)-ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଚଳିତ ବର୍ଷ ୪ ଦିନ ବିଳମ୍ବରେ ଆସି ଜୁନ୍‌ ୫ରେ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଦେଶରେ ବର୍ଷାଋତୁ ଜୁନ୍‌ରୁ ସେପ୍ଟେମ୍ବର ୪ ମାସ ଲାଗି ରହିଥାଏ।...

ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଆଦେଶ ଉପରେ ରୋକୋ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୫: କରୋନା ଯୋଗୁ ହୋଇଥିବା ଲକ୍‌ଡାଉନ ସମୟରେ ସମ୍ପୁର୍ଣ୍ଣ ବେତନ ଦେଇପାରୁ ନ ଥିବା କମ୍ପାନୀ ବିରୋଧରେ ହୋଇଥିବା ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଏହି ଶୁଣାଣିରେ କୋର୍ଟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଆଦେଶ ଉପରେ ରୋକୋ ଲଗାଇଛନ୍ତି।...

କରୋନା ଯୋଦ୍ଧାଙ୍କ ସମ୍ମାନରେ ଆମ୍ବର ନାମ ରଖିଲେ ଡାକ୍ତର, ପୋଲିସ

ଲକ୍ଷ୍ନୌ,୧୫।୩: ଦେଶବ୍ୟାପି କରୋନା ବିରୋଧରେ ଯୁଦ୍ଧ ଜାରି ରହିଛି। ଏହି କ୍ରମରେ ଡାକ୍ତର, ପୋଲିସକର୍ମୀ, ସଫେଇ କର୍ମଚାରୀ କିମ୍ବା ସାମ୍ବାଦିକ ସମସ୍ତେ ନିଜ ପକ୍ଷରୁ ସେବା ପ୍ରଦାନ କରି କରୋନା ବିରୋଧରେ ଲଢ଼େଇ କରୁଛନ୍ତି। ଆଉ ଏହି ସମସ୍ତଙ୍କୁ ସାରା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri