ଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜରେ ଲାଭବାନ ହେବେ ଚାଷୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଗୁରୁବାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା ପରେ ଏହାଦ୍ୱାରା ଚାଷୀମାନେ ଲାଭବାନ ହେବେ ବୋଲି ଜଣାପଡିଛି। ନାବାର୍ଡ ସାହାଯ୍ୟରେ ଚାଷୀଙ୍କୁ ୩୦,୦୦୦ କୋଟିର ଅତିରିକ୍ତ ସହାୟତା ପ୍ରଦାନ କରାଯାଉଛି ବୋଲି ଅର୍ଥମନ୍ତ୍ରୀ...

ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୫: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଗୁରୁବାର ଅପରାହ୍ନ ୪ଟାରେ କୋଭିଡ-୧୯ ଦ୍ୱାରା କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସହାୟତା କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ୨୦ ଲକ୍ଷ କୋଟି ଟଙ୍କାର ଦ୍ୱିତୀୟ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା...

ଲକ୍‌ଡାଉନ ୪.୦: ନିୟମରେ କୋହଳ ପାଇଁ ଜନତାଙ୍କ ମତ ଲୋଡିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୪।୫: କରୋନା ଯୁଦ୍ଧରେ ଲଢିବା ପାଇଁ ଲକ୍‌ଡାଉନ ୪.୦ ଲାଗୁ ହେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି କହିଲେ ଚଳେ। ହେଲେ ଏହି ସମୟରେ ନିୟମରେ କେତେ କୋହଳ କରାଯିବ ତାକୁ ନେଇ ଚାଲିଛି ଚର୍ଚ୍ଚା। ଏହାକୁ ନେଇ ମୁଖ୍ୟମନ୍ତ୍ରୀ...

ଲକ୍‌ଡାଉନ ୪.୦ ପରେ ‘ଓ୍ବାର୍କ ଫ୍ରମ ହୋମ’ ପାଇଁ ପ୍ରସ୍ତୁତ ହେଉଛନ୍ତି ମୋଦି ସରକାରଙ୍କ ୭୦ରୁ ଊର୍ଦ୍ଧ୍ୱ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୪।୫: କରୋନା ଭାଇରସର ସଂକ୍ରମଣ ବହୁ ଦିନ ପର୍ଯ୍ୟନ୍ତ ରହିବ ବୋଲି କୁହାଯାଉଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ପକ୍ଷରୁ ମଧ୍ୟ ଏହି ସୂଚନା ଦିଆଯାଇଛି। ଡବ୍ଲୁଏଚ୍‌ଓ ଆହୁରି ମଧ୍ୟ କହିଛି କରୋନା କେବେବି ବିଶ୍ୱରୁ ମୂଳପୋଛ ନ ହୋଇପାରେ। ଏହାସହ...

ସ୍ପେଶାଲ୍‌ ଟ୍ରେନ୍‌ରେ ୨ ଲକ୍ଷରୁ ଅଧିକ ଯାତ୍ରୀ କଲେ ଟିକଟ ବୁକିଂ: ୪୫ କୋଟି ୩୦ ଲକ୍ଷ ଭଡ଼ା ଆଦାୟ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବାକୁ ନିଷ୍ପତ୍ତି...

ବର୍ଷକ ପାଇଁ ଦରମାର ୩୦ ପ୍ରତିଶତ ଛାଡ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୪।୫: ଦେଶରେ କରୋନା ସଂକ୍ରମଣର ମୁକାବିଲା କରିବାକୁ ଗତ ମାର୍ଚ୍ଚ ମାସରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପିଏମ୍‌ କେୟାର୍ସ ଫଣ୍ଡକୁ ତାଙ୍କର ଗୋଟିଏ ମାସର ଦରମା ଦାନ କରିଥିଲେ। ଏବେ ସେ ଗୋଟିଏ ବର୍ଷ ପାଇଁ ନିଜ ଦରମାର ୩୦...

ମେ ଶେଷ ସୁଦ୍ଧା ମନରେଗାରେ ୫୦ ଲକ୍ଷ ପାଇବେ ନିଯୁକ୍ତି: ଯୋଗୀ

ଲକ୍ଷ୍ନୌ,୧୪।୫: ମେ ଶେଷ ସୁଦ୍ଧା ଉତ୍ତରପ୍ରଦେଶରେ ୫୦ ଲକ୍ଷ ଲୋକଙ୍କୁ ମନରେଗା ଅନ୍ତର୍ଗତ ନିଯୁକ୍ତି ପ୍ରଦାନ କରାଯିବ। ଧାର୍ଯ୍ୟ ଲକ୍ଷ୍ୟ ପୂରଣ ପାଇଁ ସରକାର ଉଦ୍ୟମ କରୁଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର କହିଛନ୍ତି। ଏହି ଯୋଜନାରେ ବୁଧବାର ୨୫...

ଆୟୁର୍ବେଦ ମାଧ୍ୟମରେ ହେବ କରୋନାର ଚିକିତ୍ସା !

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଦିନକୁ ଦିନ ଏହା କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮ ହଜାର ଅତିକମ୍ର କରିଥିବା ବେଳେ ଏହାର ସଠିକ୍‌...

ମେ ୩୧ ପୂର୍ବରୁ ଦିନକୁ ହେବ ଲକ୍ଷେ କରୋନା ଟେଷ୍ଟ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ଭାରତରେ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା ଜାରି ରହିଛି। ଆସନ୍ତା ମେ ୩୧ ପୂର୍ବରୁ ଦିନକୁ ଲକ୍ଷେ କରୋନା ଟେଷ୍ଟ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ସୂଚନା ଦେଇଛନ୍ତି। ଦେଶରେ ଗୁରୁବାର...

ମହାରାଷ୍ଟ୍ରରେ ୧,୦୦୦ରୁ ଅଧିକ ପୋଲିସ କରୋନା ପଜିଟିଭ୍‌: ୮ ମୃତ

ମୁମ୍ବାଇ,୧୪।୫: ମହାରାଷ୍ଟ୍ର ପୋଲିସ ବିଭାଗରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। କରୋନା ଲଢ଼େଇରେ ଆଗଧାଡ଼ିରେ ଥିବା କରୋନା ଯୋଦ୍ଧାଙ୍କ ସଂକ୍ରମଣ ଯୋଗୁ ରାଜ୍ୟ ସରକାର ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟର ୧,୦୦୧ ପୋଲିସଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛିି। ସେମାନଙ୍କ ମଧ୍ୟରୁ...

ହ୍ୟାକ ହେଲା ‘ଆରୋଗ୍ୟ ସେତୁ’

ବେଙ୍ଗାଲୁରୁ,୧୪।୫: କୋଭିଡ-୧୯ର ମୁକାବିଲା କରିବାକୁ ଭାରତ ସରକାରଙ୍କ ଦ୍ୱାରା ଆସିଥିବା ଆରୋଗ୍ୟ ସେତୁ ଆପ୍‌ ଏବେ ହ୍ୟାକ୍‌ ହୋଇଥିବା ସୂଚନା ମିଳିଛି। ବେଙ୍ଗାଲୁରୁର ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର ଏହାକୁ ହ୍ୟାକ୍‌ କରିଛନ୍ତି। ଏବେ ଭାରତରେ ଏହାକୁ ବ୍ୟବହାର କରିବାକୁ ବାଧ୍ୟତାମୂଳକ...

ଲକ୍‌ଡାଉନ୍‌ ଯୋଗୁ ବଢୁଛି ଅବସାଦ: ସୃଷ୍ଟି ହେଉଛି ଆତ୍ମହତ୍ୟା ପ୍ରବୃତ୍ତି

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ପୃଥିବୀର ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଲୋକେ ବହୁ ଦିନ ଧରି ଘରେ ବନ୍ଦ ରହିଛନ୍ତି। ତେବେ ଏହାର ନକାରାତ୍ମକ ପ୍ରଭାବ ଧୀରେଧୀରେ ଲୋକଙ୍କ ଉପରେ ପଡ଼ିବା ଆରମ୍ଭ କରିଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri