ଜାତୀୟ

ନୀତୀଶଙ୍କୁ ଟାର୍ଗେଟ କଲେ ତେଜସ୍ବୀ

ପାଟନା,୨୪।୬: ଆଗକୁ ନିର୍ବାଚନ ଥିବା ବେଳେ ମଙ୍ଗଳବାର ଲାଲୁ ପ୍ରସାଦ ଯାଦବଙ୍କ ଦଳ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ରୁ ୫ ଏମ୍‌ଏଲ୍‌ସି ନେତା ଦଳ ଛାଡିବା ଘଟଣା ଆସିଥିଲା ଚର୍ଚ୍ଚାକୁ। ମଙ୍ଗଳବାର ଏମାନେ ଦଳ ଛାଡିବା ସହ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ...

ବାବା ରାମଦେବଙ୍କ କରୋନା ଔଷଧକୁ ନେଇ ବଢୁଛି ଅଡୁଆ

ଡେରାଡୁନ,୨୪।୬: ଯୋଗଗୁୁରୁ ବାବା ରାମଦେବଙ୍କ ଆୟୁର୍ବେଦ ସଂସ୍ଥା ପତଞ୍ଜଳି ମଙ୍ଗଳବାର କରୋନା ମହାମାରୀର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ନେଇ ସ୍ପଷ୍ଟ କରିବା ସହ ‘ଦିବ୍ୟ କରୋନିଲ ଟାବଲେଟ’ ନାମକ ଏକ ଔଷଧ ଲଞ୍ଚ ମଧ୍ୟ କରିଥିଲା। ଏବେ...

କରୋନାରେ ଟିଏମ୍‌ସି ବିଧାୟକ ତାମୋନାସ୍‌ ଘୋଷଙ୍କ ପରଲୋକ

କୋଲକାତା,୨୪।୬: କରୋନା ସଂକ୍ରମଣରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ବିଧାୟକ ତାମୋନାସ୍‌ ଘୋଷଙ୍କ ପରଲୋକ ଘଟିଛି। ବୁଧବାର ସକାଳେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଥିବା କୁହାଯାଉଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ତାଙ୍କ ନମୁନା ରିପୋର୍ଟ କରୋନା...

ଫରଓ୍ବାର୍ଡ ପୋଷ୍ଟରେ ସେନା ମୁଖ୍ୟ

ଲଦ୍ଦାଖ,୨୪।୬: ଭାରତ-ଚାଇନା ସୀମା ଲଦ୍ଦାଖରେ ଜୁନ୍‌ ୧୫ରେ ଦୁଇ ଦେଶର ସେନା ମୁହାଁମୁହିଁ ହୋଇଥିଲେ। ଏହି ସଂଘର୍ଷରେ ଭାରତ ୨୦ ବୀର ଯବାନଙ୍କୁ ହରାଇଥିଲା। ଆଉ ଏହାର କଡା ଜବାବ ମଧ୍ୟ ଦେଇଥିଲା ଭାରତ। ଲଦ୍ଦାଖ ଗସ୍ତରେ ଥିବା ଭାରତୀୟ...

ଗୋଟିଏ ଦିନରେ ଚିହ୍ନଟ ହେଉଛନ୍ତି ୧୫ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ: କ’ଣ ଏହାର କାରଣ

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏବେ ଏହାକୁ ନେଇ ଚିନ୍ତା ବି ବଢି ଯାଇଛି। ୨୪ ଘଣ୍ଟାରେ ୧୫ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ବେଳେ ଗତ ୨୪ ଘଣ୍ଟାରେ ୧୫,୯୬୮...

ଜରୁରୀକାଳୀନ ପରିସ୍ଥିତିର ୨୧ ମାସର କଳା ଇତିହାସ

ନୂଆଦିଲ୍ଲୀ,୨୪।୬: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶାସନ ସମୟରେ ୪୫ ବର୍ଷ ତଳେ ୧୯୭୫ ଜୁନ୍‌ ୨୪ରେ ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଦେଶରେ ଜରୁରୀକାଳୀନ ପରିସ୍ଥିତି ଜାରି ହେବାର ପାଇଁ ପରିଷ୍କାର ହୋଇଥିଲା। ତତ୍‌କାଳୀନ ରାଷ୍ଟ୍ରପତି ଫକରୁଦ୍ଦିନ୍‌ ଅଲ୍ଲୀ ଅହମ୍ମଦ୍‌...

ସପ୍ତାହ ମଧ୍ୟରେ ଲକ୍ଷେ ଟପିଲା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୪।୬: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହାରାହାରି ୧୫ ହଜାରରୁ ଅଧିକ ରହୁଛି। ସେହିପରି ପ୍ରତିଦିନ ହାରାହାରି ମୃତ୍ୟୁ ସଂଖ୍ୟା...

ବାବା ରାମଦେବଙ୍କ କରୋନା କିଟ୍‌କୁ ନେଇ ଟୁଇଟରରେ କରାଯାଉଛି ପରିହାସ

ନୂଆଦିଲ୍ଲୀ,୨୪।୬: ଯୋଗଗୁରୁ ବାବା ରାମଦେବ ମଙ୍ଗଳବାର କରୋନା ପାଇଁ ଏକ ଆୟୁର୍ବେଦ କିଟ୍‌ ଲଞ୍ଚ କରିଥିବା ବେଳେ ଏବେ ଏହାକୁ ନେଇ ସୋସିଆଲ ମିଡିଆରେ ଭିନ୍ନ ଭିନ୍ନ ପ୍ରକାରର ଜୋକ୍ସ ଶେୟାର କରାଯାଉଥିବା ଦେଖାଯାଇଛି। ତେବେ କ୍ଲିନିକାଲ ଟ୍ରାଏଲ ପରେ...

ଯାଞ୍ଚ କରିବାକୁ ପଡିବ ରାମଦେବଙ୍କ କରୋନା ଔଷଧ: ଆୟୁଷ ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୬: ଯୋଗଗୁରୁ ବାବା ରାମଦେବଙ୍କ ପତଞ୍ଜଳି ଆୟୁର୍ବେଦ ମଙ୍ଗଳବାର କରୋନା ସଂକ୍ରମଣ ଠିକ୍‌ କରିବାକୁ ଔଷଧ ପ୍ରସ୍ତୁତ କରିଥିବା ଦାବି କରିଥିଲା। ଏହାପରେ ଏହି କରୋନା ଔଷଧକୁ ନେଇ ଲୋକଙ୍କ ମଧ୍ୟରେ ଚର୍ଚ୍ଚା ଯୋର ଧରିଥିଲା। ହେଲେ ଆୟୁଷ ମନ୍ତ୍ରଣାଳୟ...

କେନ୍ଦ୍ରକୁ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୨୪ା୬: ଚାଇନାର ଅନୁପ୍ରବେଶକୁ ଅସ୍ବୀକାର କରିବା ମୋଦି ସରକାର ସୀମା ସ୍ଥିତିକୁ ଅତି ଖରାପ ଭାବେ ପରିଚାଳନା କରିଛନ୍ତି ବୋଲି କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି) ବୈଠକରେ ସମାଲୋଚନା କରାଯାଇଛି। ଏହି ଭର୍ଚୁଆଲ ବୈଠକରେ ଅଧ୍ୟକ୍ଷତା କରି କଂଗ୍ରେସ ମୁଖ୍ୟ...

ଚିନ୍ତା ବଢ଼ାଇଲା ଦିଲ୍ଲୀ

ନୂଆଦିଲ୍ଲୀ, ୨୪ା୬: ଭାରତରେ ମହାମାରୀ କରୋନାର ପ୍ରକୋପ ବଢ଼ି ବଢ଼ି ଚାଲିଥିବାବେଳେ ମହାରାଷ୍ଟ୍ର, ତାମିଲନାଡ଼ୁ ଓ ରାଜଧାନୀ ଦିଲ୍ଲୀ ପରିସ୍ଥିତିକୁ ବିଗାଡ଼ିବାରେ ଲାଗିଛନ୍ତି। ଦିଲ୍ଲୀରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୯୪୭ ନୂଆ ଭୂତାଣୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି।...

ଇବୋବି ସିଂଙ୍କୁ ସିବିଆଇ ନୋଟିସ

ନୂଆଦିଲ୍ଲୀ,୨୪ା୬: ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଓକ୍ରାମ୍‌ ଇବୋବି ସିଂଙ୍କୁ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ନୋଟିସ କରିଛି। ୩୩୨ କୋଟି ଟଙ୍କାର ଏକ ଦୁର୍ନୀତି ମାମଲାରେ ସିବିଆଇ ବୁଧବାର ତାଙ୍କୁ ଜେରା କରିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri