ଜାତୀୟ

ଏନ୍‌ସିପିରୁ ଇସ୍ତଫା ଦେଲେ ବାଘେଲ

ଗାନ୍ଧୀନଗର,୨୨।୬: ଗୁଜରାଟର ବରିଷ୍ଠ ନେତା ଶଙ୍କର ସିଂହ ବାଘେଲ ଏନ୍‌ସିପିର ରାଷ୍ଟ୍ରୀୟ ମହାସଚିବ ପଦରୁ ସୋମବାର ଇସ୍ତଫା ଦେଇଛନ୍ତି। ଏଥିସହ ଦଳରୁ ମଧ୍ୟ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏନେଇ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଓ ମହାସଚିବ ପ୍ରଫୁଲ୍ଲ...

କରୋନା ମୁକ୍ତ ହୋଇ କାର୍ଯ୍ୟରେ ଯୋଗଦେଲେ ୩୧ ଆର୍‌ପିଏଫ୍‌ ଯବାନ

ଚେନ୍ନାଇ,୨୨।୬: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ସୁସ୍ଥତା ହାର ମଧ୍ୟ ଅନ୍ୟଦେଶ ଅପେକ୍ଷା ଭଲ ରହିଛି। ସୋମବାର ଚେନ୍ନାଇର ୩୧ ଆର୍‌ପିଏଫ୍‌ ଯବାନ କରୋନା ମୁକ୍ତ ହୋଇ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହାପରେ ତାଙ୍କୁ...

ଅଧା ବିଜୁଳି ବିଲ୍‌ ଦେବେ ଗ୍ରାହକ!

ଭୋପାଳ,୨୨।୬: ଦେଶରେ କରୋନା ଭାଇରସକୁ ନେଇ ଲକ୍‌ଡାଉନ ଚାଲିଥିବା ବେଳେ ଲୋକେ ଘରେ ବସି ରହିଥିଲେ। କେହି କେହି ଏହି ସମୟରେ ରୋଜଗାର ମଧ୍ୟ ହରାଇଛନ୍ତି। ଏପରି ସ୍ଥଳେ ମଧ୍ୟପ୍ରଦେଶ ସରକାର ବିଦ୍ୟୁତ୍‌ ଗ୍ରାହକମାନଙ୍କୁ ସାମାନ୍ୟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି।...

ଗତ ୨୪ ଘଣ୍ଟାରେ ଦେଶରେ କରୋନା ଜନିତ ସର୍ବାଧିକ ମୃତ୍ୟୁସଂଖ୍ୟା ୪୪୫

ନୂଆଦିଲ୍ଲୀ,୨୨।୬: ଦେଶରେ ସୋମବାର ପୁଣି ନୂଆ ୧୪,୮୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ କରୋନା ଜନିତ ସର୍ବାଧିକ ୪୪୫ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ସଲମାନଙ୍କ ଭଉଣୀ!

ମଣ୍ଡି,୨୨।୬: ମାୟାନଗରୀ ମୁମ୍ବାଇରୁ ବଲିଉଡ୍‌ ଅଭିନେତା ସଲମାନ ଖାଁଙ୍କ ଭଉଣୀ ଅର୍ପିତା ଓ ତାଙ୍କ ସ୍ବାମୀ ଆୟୁଷ ଶର୍ମା ଓ ୨ସନ୍ତାନଙ୍କ ସହ ହିମାଚଳ ପ୍ରଦେଶର ମଣ୍ଡିକୁ ଗସ୍ତ କରିଛନ୍ତି। ମଣ୍ଡି ପହଞ୍ଚିବା ପରେ ଅର୍ପିତା ଓ ତାଙ୍କ ପରିବାରକୁ...

ଚାଇନା ବିରୋଧରେ ତାତିଲେ ବ୍ୟବସାୟୀ: #ବୟକଟ୍‌ଚାଇନାର ଲଗାଇଲେ ୧୫ ହଜାର ପୋଷ୍ଟର

ଜୟପୁର,୨୨।୬: ଗତ କିଛି ଦିନରୁ ଲଦାଖ ଏଲ୍‌ଏସିରେ ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଲାଗିରହିଛି। ଜୁନ ୧୫ ରାତିରେ ଲଦାଖର ଗଲଓ୍ବାନ ଘାଟିରେ ଭାରତୀୟ ସୈନ୍ୟ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଦେଖାଦେଇଥିଲା। ଏହି ସଂଘର୍ଷରେ...

ଖୁସି ଖବର: ଦେଶରେ ବଢୁଛି କରୋନା ସଂକ୍ରମିତଙ୍କ ସୁସ୍ଥତା ହାର

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଉଥିବା ବେଳେ ଏହା ସରକାର ତଥା ଦେଶବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ହେଲେ ଖୁସିର କଥା ହେଉଛି ଦେଶରେ ବେଳକୁ ବେଳ ସୁସ୍ଥତା ହାରରେ ବୃଦ୍ଧି ପରିଲକ୍ଷିତ...

ମାତ୍ର ୧୨୦ ଭାରତୀୟ ଯବାନଙ୍କ ଦ୍ୱାରା ୧୩୦୦ ଚାଇନା ସୈନ୍ୟ ହୋଇଥିଲେ ନିହତ

ଲଦାଖ,୨୨।୬: ଗଲଓ୍ବାନ ଘାଟିରେ ଘଟିଥିବା ହିଂସକ ସଂଘର୍ଷ ଯୋଗୁ ଭାରତ ଚାଇନା ସୀମାରେ ଉତ୍ତେଜନା ସୃଷ୍ଟି ହୋଇଛି। ତେବେ ଚାଇନା ୧୯୬୨ର ଇତିହାସକୁ ଏବେ ବି ଭୁଲିନି। ନଭେମ୍ବର ୧୮ ତାରିଖ ଦୀପାବଳି ଦିନ ଲଦାଖର ଚୁଶୁଲ ଘାଟିରେ ୧୩୦୦...

ବ୍ୟବସାୟୀଙ୍କ କ୍ରୋଧ: ଜାଳିଦେଲେ ଚାଇନା ସାମଗ୍ରୀ

ନୂଆଦିଲ୍ଲୀ,୨୨।୬: ଭାରତ-ଚାଇନା ମଧ୍ୟରେ ଲାଗିଥିବା ସୀମା ବିବାଦକୁ ନେଇ ଏବେ ଦିଲ୍ଲୀରେ ବ୍ୟବସାୟୀଙ୍କ କ୍ରୋଧ ଦେଖିବାକୁ ମିଳିଛି। କରୋଲ ବାଗରେ କନଫେଡେରେଶନ ଅଫ୍‌ ଅଲ୍‌ ଇଣ୍ଡିଆ ଟ୍ରେଡର୍ସ(ସିଏଆଇଟି)ଦ୍ୱାରା କରାଯାଇଥିବା ଅଭିଯାନରେ ବ୍ୟବସାୟୀମାନେ ଚାଇନା ସାମଗ୍ରୀକୁ ପୋଡି ଦେଇଛନ୍ତି। ଏହାସହ ବଲିଉଡ୍‌...

ତ୍ରିପୁରାରେ ମୋବାଇଲ୍‌ ଜରିଆରେ ହେବ ଅନ୍‌ଲାଇନ ପାଠପଢ଼ା

ଅଗରତାଲା,୨୨।୬: କରୋନା ଲକ୍‌ଡାଉନ ଯୋଗୁ ଦେଶବ୍ୟାପି ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ କେତେକ ରାଜ୍ୟ ଅନ୍‌ଲାଇନରେ ଶିକ୍ଷା ଆରମ୍ଭ କରିଛନ୍ତି। ଇତିମଧ୍ୟରେ ଏବେ ତ୍ରିପୁରା ସରକାର ମଧ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ଏକ...

୫୮ ବର୍ଷ ପରେ ଭାରତ-ଚାଇନା ସୀମାରେ ଯୁଦ୍ଧ ସଜବାଜ

ଲଦାଖ,୨୨।୬: ଗଲଓ୍ବାନ ଘାଟିରେ ଘଟିଥିବା ହିଂସକ ସଂଘର୍ଷ ପରେ ସୀମାରେ ଭାରତ ଚାଇନା ମୁହାଁମୁହିଁ ହେବାରେ ଲାଗିଛନ୍ତି। ଗୋଟିଏ ପଟେ ଶାନ୍ତିପୂର୍ଣ୍ଣ ଆଲୋଚନା ପାଇଁ ଉଭୟ ପକ୍ଷ ଉଦ୍ୟମ କରୁଥିବାବେଳେ ଅନ୍ୟପଟେ ସୀମାରେ ସଜବାଜ ହେବାରେ ଲାଗିଛନ୍ତି। ୫୮ ବର୍ଷ...

ସୁଶାନ୍ତଙ୍କ ପରିବାରକୁ ଭେଟିଲେ ଭାଜପା ନେତା ମନୋଜ

ନୂଆଦିଲ୍ଲୀ,୨୨।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାର ସିବିଆଇ ଯାଞ୍ଚ ପାଇଁ ଦାବି କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍‌ପି ତଥା ଭୋଜପୁରୀ ଅଭିନେତା ମନୋଜ ତିଓ୍ବାରୀ। ସୋମବାର ସେ ପାଟନା ଗସ୍ତ କରିବା ସହ ସୁଶାନ୍ତଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri