ଜାତୀୟ

ସିବିଏସ୍‌ଇ ବୋର୍ଡ ପରୀକ୍ଷା: ୧ରୁ ୧୫ ଜୁଲାଇ ମଧ୍ୟରେ ହେବ ଦଶମ-ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ,୮।୫: କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏହା ୧୭ ମେ’ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଶୁକ୍ରବାର କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡ. ରମେଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି ଯେ ସିବିଏସ୍‌ଇ...

ଆଉ ୩୦ ବିଏସ୍‌ଏଫ୍‌ ଯବାନ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୮।୫: କରୋନା ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଥିବା ଯବାନମାନେ ଏବେ କରୋନାରେ ସଂକ୍ରମିତ ହୋଇଛନ୍ତି। ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୩୦ ଯବାନ ଶୁକ୍ରବାର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ବିଏସ୍‌ଏଫ୍‌ର ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ ସଂକ୍ରମିତ ୩୦...

୧୭ହଜାର ଫୁଟ ଉଚ୍ଚ ଚାଇନା ସୀମାରେ ରାସ୍ତା ନିର୍ମାଣ କଲା ଭାରତ: ଭିଡ଼ିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କଲେ ପ୍ରତିରକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୮।୫: କରୋନା ଭାଇରସ୍‌ ସଙ୍କଟ ମଧ୍ୟରେ ପିଥୋରଗଡ଼ରୁ ଚାଇନା ସୀମା ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରିବାରେ ସଫଳ ହୋଇଛି ଭାରତ। ଏହି ନୂତନ ସଡ଼କକୁ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଶୁକ୍ରବାର ନୂଆଦିଲ୍ଲୀରେ ଭିଡ଼ିଓ କନ୍‌ଫରେନ୍ସିଂରେ ଉଦ୍‌ଘାଟନ କରିଛନ୍ତି। ଚାଇନା ସମା...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୩୯୦ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୮।୫: କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୩୯୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ୧,୨୭୩ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି। ଏବେ ଦେଶରେ ସୁସ୍ଥତାଙ୍କ ହାର ୨୯.୩୬ ପ୍ରତିଶତ ରହିଛି...

ହୋମ୍‌ ଡେଲିଭରି ମଦ ବ୍ୟବସ୍ଥା ଉପରେ ବିଚାର କରନ୍ତୁ ରାଜ୍ୟ ସରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୫: ସାରା ବିଶ୍ବରେ ମହାମାରୀ କରୋନା ସଙ୍କଟ ଦେଖାଦେଇଛି। କରୋନା ମୁକାବିଲା ପାଇଁ ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ତେବେ ଲକ୍‌ଡାଉନ ମଧ୍ୟରେ ମଦ ଦୋକାନ ବନ୍ଦ କରିଯିବା ନେଇ ଏକ ଆବେଦନ ଉପରେ ଶୁକ୍ରବାର...

ଲକ୍‌ଡାଉନ ମଧ୍ୟରେ ମା’ ହେଲେ ଟିଏମ୍‌ସି ଏମ୍‌ପି: ଝିଅର ନାଁ ରଖିଲେ ‘କରୋନା’

ହୁଗଳି,୮।୫: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଇତିମଧ୍ୟରେ କେତେଜଣ ଦମ୍ପତି ତାଙ୍କ ନବଜାତକଙ୍କ ନାଁ ଭାଇରସର ନାଁ ଅନୁସାରେ ରଖୁଥିବା ଦେଖାଯାଇଛି। ଏଥିରେ ପଶ୍ଚିମବଙ୍ଗ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ଏମ୍‌ପି ଅପରୂପା ପୋଦାରଙ୍କ ନାଁ ଯୋଡି ହୋଇଯାଇଛି।...

କରୋନା ସଂକ୍ରମଣରେ ଖବରଦାତାଙ୍କ ମୃତ୍ୟୁ

ଆଗ୍ରା,୮।୫: ନିକଟରେ ଉତ୍ତରପ୍ରଦେଶ ଆଗ୍ରାର ଜଣେ ଖବରଦାତା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ତାଙ୍କୁ ଏସ୍‌ଏନ୍‌ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ଗତ ବୁଧବାରଠାରୁ ସେ ଭେଣ୍ଟିଲେଟରରେ ଥିବା ବେଳେ ଗୁରୁବାର ରାତିରେ ତାଙ୍କର ମୃତ୍ୟୁ ହୋଇଥିବା କହିଛନ୍ତି...

ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଯୋଦ୍ଧାଙ୍କୁ ଫୁଲ, ତାଳିରେ ସ୍ବାଗତ କଲେ ପଡ଼ୋଶୀ

ନୂଆଦିଲ୍ଲୀ,୮।୫:  ରାଜଧାନୀ ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ  ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀରେ ଏପର୍ଯ୍ୟନ୍ତ ପ୍ରାୟ ୬୦୦୦ରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। କେବଳ ସାଧାରଣ ଲୋକ ନୁହଁନ୍ତି କରୋନା ଯୋଦ୍ଧା ସାଜିଥିବା ଦିଲ୍ଲୀ ପୋଲିସର ୭୦ଜଣ...

ଲକ୍‌ଡାଉନ ୩.୦: ମଦ କିଣିବା ପାଇଁ ଲାଇନ୍‌ ଲଗାଇଲେ ହେଲମେଟ୍‌, ବୋତଲ

ନୂଆଦିଲ୍ଲୀ,୮।୫: କରୋନା ମହାମାରୀ ସହ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ତୃତୀୟ ପର୍ଯ୍ୟାୟର ଏହି ଲକ୍‌ଡାଉନରେ ସରକାର କେତେକ କଟକଣାକୁ କୋହଳ କରିଛନ୍ତି। ସେଥିମଧ୍ୟରୁ ମଦ ଦୋକାନ ଖୋଲିବା ଅନ୍ୟତମ। ଏହି କଟକଣା କୋହଳ ପରେ...

ଯାନ୍ତ୍ରିକ ତ୍ରୁଟି ଯୋଗୁ ଯୁଦ୍ଧ ବିମାନ ମିଗ୍‌-୨୯ ଦୁର୍ଘଟଣାଗ୍ରସ୍ତ

ଚଣ୍ଡିଗଡ଼,୮।୫: ଭାରତୀୟ ବାୟୁସେନାର ଏକ ଯୁଦ୍ଧ ବିମାନ ପଞ୍ଜାବରେ ଦୁର୍ଘଟଣାଗ୍ରସ୍ଥ ହୋଇଛି। ପଞ୍ଜାବ ନଓ୍ବାନଶହର ଜିଲାର ଚହାଡ଼ପୁରରେ ଶୁକ୍ରବାର ଯୁଦ୍ଧ ବିମାନ ମିଗ୍‌-୨୯ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ପାଇଲଟ ଅଳ୍ପକେ ବର୍ତ୍ତିଯାଇଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ...

ଗତ୨୪ ଘଣ୍ଟାରେ ୩୩୯୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ଦେଶରେ ୫୬୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଥିବା ବେଳେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ତୀବ୍ରଗତିରେ ବଢ଼ିବାରେ ଲାଗିଛି। ଯାହା ଏବେ ସରକାରଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ଗତ ୨୪ ଘଣ୍ଟାରେ ଦେଶରେ ୩୩୯୦ ନୂଆ କରୋନା...

ପିଓକେ ଅଞ୍ଚଳର ପାଣିପାଗ ପୂର୍ବାନୁମାନ କଲା ଆଇଏମ୍‌ଡି

ନୂଆଦିଲ୍ଲୀ,୮ା୫ (ପି.ଟି.): ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ଆଞ୍ଚଳିକ କେନ୍ଦ୍ର ପୂର୍ବ ଫର୍ମାଟରୁ ବାହାରିଯାଇ ପାକ୍‌ ଅଧିକୃତ କଶ୍ମୀର (ପିଓକେ) ଅଧୀନରେ ଥିବା ଅଞ୍ଚଳର ପାଣିପାଗ ସମ୍ପର୍କରେ ପୂର୍ବାନୁମାନ କରିଛି। ଏହି ଅଞ୍ଚଳ ମଧ୍ୟରେ ରହିଛି ଗିଲ୍‌ଗିଟ୍‌-ବଲ୍ଟିସ୍ତାନ ଏବଂ ମୁଜାଫରାବାଦ।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri