ଜାତୀୟ

ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ: ୨୫ ହଜାରରୁ ଅଧିକ ପ୍ରବାସୀଙ୍କୁ ମିଳିବ କାମ, ଖର୍ଚ୍ଚ ହେବ ୫୦ ହଜାର କୋଟି

ନୂଆଦିଲ୍ଲୀ, ୨୦।୬: କରୋନା ମହାମାରୀ ସମୟରେ ପ୍ରବାସୀ ଶ୍ରମିକଙ୍କ ଆର୍ଥିକ ସ୍ଥିତିରେ ସୁଧାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗରିବ କଲ୍ୟାଣ ରୋଜଗାର ଯୋଜନାର ଶୁଭାରମ୍ଭ କରିଛନ୍ତି। ୬ଟି ରାଜ୍ୟର ୧୧୬ ଜିଲାରେ ଏହି ଯୋଜନା ପ୍ରଣୟନ କରାଯିବ।...

ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦିଆଗଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୦।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ପ୍ଲାଜମା ଥେରାପି ଦିଆଯାଇଛି। ଏହାପରେ ତାଙ୍କର ଜ୍ୱର କମିଯିବା ସହ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ଏବେ ସେ ୨୪ ଘଣ୍ଟା ଆଇସିୟୁରେ ରହିବା ସହ ତାଙ୍କର ସ୍ବାସ୍ଥ୍ୟ ଉପରେ ନଜର...

ପରାକ୍ରମ ଦେଖାଇଛି ‘ବିହାର ରେଜିମେଣ୍ଟ’

ସର୍ଜିକାଲ ଷ୍ଟ୍ରାଇକ୍‌ ହେଉ କି ସୀମାପାର ଲଢ଼େଇ, ସବୁଥିରେ ଆଗୁଆ ‘ବିହାର ରେଜିମେଣ୍ଟ’। ଏହି ରେଜିମେଣ୍ଟର ଯବାନଙ୍କ ପରାକାଷ୍ଠା, ଶୌର୍ଯ୍ୟ, କୀର୍ତ୍ତି, ବୀରତ୍ୱର ଗାଥା ଇତିହାସର ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ। ନୂଆଦିଲ୍ଲୀ: ଭାରତ-ଚାଇନା ସୀମାନ୍ତରେ ଉଭୟ ପକ୍ଷ ମଧ୍ୟରେ ହୋଇଥିବା ସଂଘର୍ଷ...

ଦେଶରେ ଗୋଟିଏ ଦିନରେ ସର୍ବାଧିକ ୧୪ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୨୦।୬: କରୋନା ସଂକ୍ରମଣ ଏବେ ସରକାର ତଥା ସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି। ଦେଶରେ ହୁ ହୁ ହୋଇ ବଢି ଚାଲିଥିବା ଏହି ମହାମାରୀ କେବେ କମିବ ତାକୁ ସମସ୍ତଙ୍କର ଅପେକ୍ଷା। ଏପଟେ ଦେଶରେ ଗୋଟିଏ...

ଲେହରେ ଭାରତୀୟ ଯୁଦ୍ଧବିମାନ

ନୂଆଦିଲ୍ଲୀ,୨୦ା୬: ଗଲ୍‌ଓ୍ବାନ ଉପତ୍ୟକାରେ ଚାଇନା ସୈନ୍ୟଙ୍କ ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ ପୂର୍ବ ଲଦାଖ ସୀମାରେ ଉତ୍ତେଜନା ବୃଦ୍ଧି ପାଇଛି। ବାୟୁସେନା ମୁଖ୍ୟ ମାର୍ଶାଲ ଆର୍‌.କେ.ଏସ୍‌. ଭଦୁରିଆ ଲଦାଖକୁ ଦୁଇଦିନିଆ ଗସ୍ତରେ ଯାଇ ସେଠାରେ ଭାରତୀୟ...

ସବୁ କୋଭିଡ୍‌ ହସ୍ପିଟାଲରେ ସିସିଟିଭି ଲଗାଅ

ନୂଆଦିଲ୍ଲୀ,୨୦ା୬(ଆଇଏଏନ୍‌ଏସ୍‌): କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ସମସ୍ତ କୋଭିଡ୍‌ ହସ୍ପିଟାଲରେ ସିସିଟିଭି କ୍ୟାମେରା ଲଗାଇବା ଦିଗରେ ରାଜ୍ୟ ସରକାରମାନେ ପଦକ୍ଷେପ ନେବାକୁ ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ନାରାୟଣ (ଏଲ୍‌ଏନ୍‌ଜେପି) ହସ୍ପିଟାଲ ଏହାର ସମସ୍ତ ଓ୍ବାର୍ଡରେ ସିସିଟିଭି...

ପୁନର୍ବିଚାର ପାଇଁ ପିଟିଶନ ଦାଏର

ନୂଆଦିଲ୍ଲୀ/ ପୁରୀ ଅଫିସ୍‌, ୨୦ା୬ : ଏବର୍ଷ ପୁରୀ ସମେତ ସାରା ଓଡ଼ିଶାରେ ରଥଯାତ୍ରା ଉପରେ ସୁପ୍ରିମକୋର୍ଟ ରୋକ ଲଗାଇବାର ଦିନକ ପରେ ଉକ୍ତ ରାୟରେ ପରିବର୍ତ୍ତନ ପାଇଁ ପିଟିଶନ ଦାଏର ହୋଇଛି। କେବଳ ପୁରୀରେ ସେବାୟତମାନଙ୍କୁ ନେଇ ରଥଯାତ୍ରା...

୧୦ ଯବାନଙ୍କୁ ମୁକ୍ତ କଲା ଚାଇନା

ନୂଆଦିଲ୍ଲୀ,୨୦ା୬: ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଗତ ସୋମବାର ହିଂସାତ୍ମକ ସଂଘର୍ଷରେ ୨୦ ଭାରତୀୟ ଯବାନ ଶହୀଦ ହୋଇଥିଲେ। ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ) ଅଟକ ରଖିଥିବା ୧୦ ଭାରତୀୟ ଯବାନଙ୍କୁ ଶୁକ୍ରବାର ଛାଡ଼ିଦେଇଛି। ସେମାନଙ୍କ ମଧ୍ୟରେ ଦୁଇଜଣ...

ଭାଜପା ୮, କଂଗ୍ରେସ ୪

ନୂଆଦିଲ୍ଲୀ,୨୦ା୬: ୧୯ ରାଜ୍ୟ ସଭା ଆସନ ମଧ୍ୟରୁ ଗୁଜରାଟର ୪ ଆସନ ଉପରେ ସମସ୍ତଙ୍କ ନଜର ଥିବାବେଳେ ଏଠାରେ ନିର୍ବାଚନ ଫଳାଫଳ ବିଳମ୍ବିତ ହୋଇଛି। ଆନ୍ଧ୍ରପ୍ରଦେଶରେ ସମସ୍ତ ୪ଟି ଆସନ ଶାସକ ଓ୍ବାଇଏସ୍‌ଆର୍‌ କଂଗ୍ରେସ ହାତକୁ ଯାଇଛି। ସେହିପରି ମଧ୍ୟପ୍ରଦେଶର...

ଭାରତଠାରୁ କେହି ଇଞ୍ଚେ ଜମି ନେଇପାରିବନି: ମୋଦି

ନୂଆଦିଲ୍ଲୀ,୧୯ା୬-ଭାରତ ସୀମା ମଧ୍ୟରେ ଚାଇନା ପ୍ରବେଶ କରିନାହିଁ କିମ୍ବା କୌଣସି ଘାଟିକୁ ଦଖଲ କରିନାହିଁ। ଭାରତଠାରୁ କେହି ଇଞ୍ଚେ ବି ଜମି ନେଇପାରିବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦଳୀୟ ବୈଠକ ଶେଷରେ ଗଣମାଧ୍ୟମକୁ କହିଛନ୍ତି। ଭାରତର ୨୦...

ରାଜସ୍ଥାନରେ ଖସିଲା ୨.୭୮ କେଜିର ବିରଳ ଉଲ୍‌କାପିଣ୍ଡ

ଯୋଧପୁର, ୧୯।୬- ରାଜସ୍ଥାନର ଜାଲୋର ଜିଲା ସାଞ୍ଚୋର ସହରରେ ଶୁକ୍ରବାର ସକାଳେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ଆକାଶରୁ ପାଖାପାଖି ୩ କେଜି ଓଜନର ଏକ ରହସ୍ୟମୟ ବସ୍ତୁ ଖସିପଡ଼ିଥିଲା। ଏହାକୁ ଉଲ୍‌କାପିଣ୍ଡ ବୋଲି କୁହାଯାଉଥିବାବେଳେ ଓଜନ ୨.୭୮...

ପରାକ୍ରମ ଦେଖାଇଛି ‘ବିହାର ରେଜିମେଣ୍ଟ’

ସର୍ଜିକାଲ ଷ୍ଟ୍ରାଇକ୍‌ ହେଉ କି ସୀମାପାର ଲଢ଼େଇ, ସବୁଥିରେ ଆଗୁଆ ‘ବିହାର ରେଜିମେଣ୍ଟ’। ଏହି ରେଜିମେଣ୍ଟର ଯବାନଙ୍କ ପରାକାଷ୍ଠା, ଶୌର୍ଯ୍ୟ, କୀର୍ତ୍ତି, ବୀରତ୍ୱର ଗାଥା ଇତିହାସର ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ। ନୂଆଦିଲ୍ଲୀ:ଭାରତ-ଚାଇନା ସୀମାନ୍ତରେ ଉଭୟ ପକ୍ଷ ମଧ୍ୟରେ ହୋଇଥିବା ସଂଘର୍ଷ ଗଲଓ୍ବାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri