ଜାତୀୟ

ଆରୋଗ୍ୟ ସେତୁ ଆପ୍‌ର ରେକର୍ଡ: ୪୫ ଦିନରେ ୧୩ କୋଟି ଡାଉନଲୋଡ୍‌

ନୂଆଦିଲ୍ଲୀ, ୧୮।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଆରୋଗ୍ୟ ସେତୁ ଆପ୍‌ ଜାରି କରାଯାଇଛି। ଗତ ୪୫ ଦିନ ମଧ୍ୟରେ ଏହି ଆପ୍‌କୁ ୧୩ କୋଟିରୁ ଅଧିକ ଥର ଡାଉନଲୋଡ୍‌ କରାଯାଇଛି। ଏହୀ ଆପ୍‌...

ପାକିସ୍ତାନ-ଚାଇନା-ନେପାଳ ସହିତ ସୀମା ବିବାଦ: ମୋଦିଙ୍କ ପାଇଁ ପାଲଟିଛି ଅଗ୍ନି ପରୀକ୍ଷା

ନୂଆଦିଲ୍ଲୀ, ୧୮।୬: ଭାରତ ସହିତ ପାକିସ୍ତାନ,ଚାଇନା ଓ ନେପାଳର ସୀମା ବିବାଦ ଜାରି ରହିଛି। ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅଗ୍ନି ପରୀକ୍ଷା ପାଲଟିଛି। ଚାଇନାର ସୀମା ବିବାଦ ଯୋଗୁ ଗଲଓ୍ବାନ ଘାଟିରେ ସଂଘର୍ଷ ଘଟି ସାରିଛି। ଏହାର...

ବିପର୍ଯ୍ୟୟ ସମୟରେ କାନ୍ଦିବା ଭାରତର ଲକ୍ଷଣ ନୁହେଁ, କରୋନା ଦେଶପାଇଁ ଏକ ସୁଯୋଗ: ମୋଦି

ନୂଆଦିଲ୍ଲୀ,୧୮।୬: ଆତ୍ମନିର୍ଭରଶୀଳ ଭାରତ ଅଭିଯାନକୁ ନେଇ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଣିଜି୍ୟକ କ୍ଷେତ୍ର ପାଇଁ ୪୧ କୋଇଲା ଖଣିର ନିଲାମ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ଅବସରରେ ମୋଦି କହିଛନ୍ତି ଭାରତ ବିପର୍ଯ୍ୟୟ ସମୟରେ କାନ୍ଦିବା ଦେଶ ନୁହେଁ।...

ଦିଲ୍ଲୀ-ଏନ୍‌ସିଆରରେ କରୋନା ସ୍ଥିତିକୁ ନେଇ ଶାହାଙ୍କ ବଡ଼ ବୈଠକ

ନୂଆଦିଲ୍ଲୀ,୧୮।୬: ଦେଶରେ କେରାନା ଭାଇରସ୍‌ ମାମଲା ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହିକ୍ରମରେ ରାଜଧାନୀ ଦିଲ୍ଲୀ ମଧ୍ୟ ପଛରେ ପଡ଼ିନାହିଁ। ଦିଲ୍ଲୀ ସମେତ ଆଖପାଖ ଅଞ୍ଚଳରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। କରୋନା ମୁକାବିଲା...

ପୋଲିସ ଷ୍ଟେଶନରେ ବଲିଉଡ୍‌ ଅଭିନେତା ସୁଶାନ୍ତଙ୍କ ବାନ୍ଧବୀ ରିଆ

ମୁମ୍ବାଇ,୧୮।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ଏବେବି ଯେମିତି ଅସମାହିତ ପ୍ରଶ୍ନ ହୋଇରହିଛି। ଡିପ୍ରେଶନ ଯୋଗୁ ସେ ଆତ୍ମହତ୍ୟା କରି ଥାଇପାରନ୍ତି ବୋଲି କୁହାଯାଉଥିବା ବେଳେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ଏବେବି ଅନେକଙ୍କ...

କରୋନା ନେଲାଣି ୪୫ ପୋଲିସଙ୍କ ଜୀବନ

ମୁମ୍ବାଇ,୧୮।୬: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍‌ବେଗଜନକ ରହିଛି। ମହାରାଷ୍ଟ୍ରରେ ଏବେ ସୁଦ୍ଧା ୪୫ ଜଣ ପୋଲିସଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ଏପର୍ଯ୍ୟନ୍ତ ମହାରାଷ୍ଟ୍ରରେ...

ମାନସିକ ଚିକିତ୍ସା ପାଇଁ ଭାରତୀୟଙ୍କ ପାଖରେ ନାହିଁ ଟଙ୍କା

ନୂଆଦିଲ୍ଲୀ, ୧୮।୬: ପରିବର୍ତ୍ତିତ ଜୀବନ ଶୈଳୀରେ ବହୁ ଭାରତୀୟ ମାନସିକ ଅବସାଦ ଗ୍ରସ୍ତ ହୋଇଥାନ୍ତି। କେତେକ ଏହାର ଚିକିତ୍ସା ମଧ୍ୟ କରିଥାନ୍ତି। ଅପରପକ୍ଷରେ ଏହାର ଚିକିତ୍ସା ପାଇଁ ଲାଗୁ ଥିବା ଟଙ୍କାର ଅଭାବ ଯୋଗୁ ବହୁ ଲୋକ ନିଜର ସ୍ଥିତି...

ସ୍ବାସ୍ଥ୍ୟ ବିଭାଗ ସମ୍ଭାଳିବେ ସିସୋଡିଆ

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଅନୁପସ୍ଥିତରେ ଏବେ ତାଙ୍କ ବିଭାଗର ଦାୟିତ୍ୱ ସମ୍ଭାଳିବେ ଉପମୁଖ୍ୟନ୍ତ୍ରୀ ମନିଷ ସିସୋଡିଆ। ତେବେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କରୋନା ଟେଷ୍ଟ ରିପୋର୍ଟ ବୁଧବାର ପଜିଟିଭ ଆସିଥିବା ବେଳେ ଏବେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେଣୁ...

ବୋର୍ଡ ପରୀକ୍ଷା ସମ୍ପର୍କରେ ଶୀଘ୍ର ନିଷ୍ପତ୍ତି ନିଅ

ନୂଆଦିଲ୍ଲୀ,୧୮ା୬(ପି.ଟି.): କରୋନା ମହାମାରୀ ଯୋଗୁ ଅଟକି ରହିଥିବା ବୋର୍ଡ ପରୀକ୍ଷା ହେବ କି ନାହିଁ ସେନେଇ ସପ୍ତାହକ ମଧ୍ୟରେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)କୁ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀକୁ ଦୃଷ୍ଟିରେ ରଖି ବାକି...

ଚାଇନା କିପରି ଦଖଲ କଲା ଭାରତୀୟ ଅଞ୍ଚଳ

ନୂଆଦିଲ୍ଲୀ,୧୮ା୬(ପି.ଟି.): ଚାଇନା କିପରି ଭାରତୀୟ ଅଞ୍ଚଳକୁ ଦଖଲ କଲା ଏବଂ କ’ଣ ପାଇଁ ୨୦ ଯବାନ ଶହୀଦ ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏ ସମ୍ପର୍କରେ ଦେଶବାସୀଙ୍କୁ ଜଣାଇବା ଆବଶ୍ୟକ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି। ଭାରତର...

ତମ୍ବୁ ବିବାଦରୁ ୬ ଘଣ୍ଟା ସଂଘର୍ଷ

ନୂଆଦିଲ୍ଲୀ,୧୮ା୬: ଗଲଓ୍ବାନ ନଦୀ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ ୧୪ରେ ଏକ ଟେଣ୍ଟ ବା ତମ୍ବୁକୁ ନେଇ ବିବାଦର ସୂତ୍ରପାତ ହୋଇଥିଲା। ଚାହୁଁ ଚାହୁଁ ଏହା ରକ୍ତାକ୍ତ ସଂଘର୍ଷର ରୂପ ନେଇଥିଲା। ଉକ୍ତ ସ୍ଥାନରେ ଚାଇନା ପକ୍ଷରୁ ଏକ ଟେଣ୍ଟ ନିର୍ମାଣ...

ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ  କରୋନାରେ ପୀଡ଼ିତ ହୋଇଛନ୍ତି। ଦ୍ୱିତୀୟ ଥର ତାଙ୍କର କରୋନା ଯାଞ୍ଚ କରାଯାଇଥିବା ବେଳେ ବୁଧବାର ଆସିଥିବା ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଛି। କରୋନାରେ ପୀଡ଼ିତ ହେବା ପରେ ତାଙ୍କୁ ଦିଲ୍ଲୀର ରାଜୀବ ଗାନ୍ଧୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri