ଜାତୀୟ

‘ମଦ’ର ହୋମ୍‌ ଡେଲିଭରି ଦେବେ ଛତିଶଗଡ଼ ସରକାର

ରାୟପୁର,୫।୫: ଲକ୍‌ଡାଉନ ୩.୦ ପରେ ଦେଶର ବିଭିନ୍ନ ସ୍ଥାନକୁ ୩ଟି ଜୋନ୍‌ରେ ବିଭକ୍ତ କରାଯାଇଛି। ଗ୍ରୀନ୍‌, ଅରେଞ୍ଜ ଓ ରେଡ୍‌ ଜୋନକୁ ଦେଖି ଲକ୍‌ଡାଉନ ନିୟମରେ କୋହଳ ମଧ୍ୟ କରାଯାଇଛି। ମଙ୍ଗଳବାର ଛତିଶଗଡ଼ ସରକାର ମଦପ୍ରେମୀଙ୍କ ପାଇଁ ଆଣିଛନ୍ତି ଖୁସି...

୬୪ ବିମାନରେ ଏୟାରଲିଫ୍ଟ୍‌ ହେବେ ୧୪ ହଜାରରୁ ଅଧିକ ଭାରତୀୟ

ନୂଆଦିଲ୍ଲୀ,୫।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଫଳରେ ଦେଶ ଦେଶ ମଧ୍ୟରେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବନ୍ଦ ରହିଛି। ଏପରିସ୍ଥଳେ ବିଦେଶରେ ରହିଥିବା ଭାରତୀୟଙ୍କୁ ସ୍ବଦେଶକୁ ଫେରାଇ ଆଣିବା ଲାଗି ଉଦ୍ୟମ...

ଭାରତମାତାର ବୀର ସନ୍ତାନଙ୍କୁ ଅନ୍ତିମ ବିଦାୟ

ଜୟପୁର,୫।୫: ଜମ୍ମୁ-କଶ୍ମୀରର ହନ୍ଦଓ୍ବାଡାରେ ହୋଇଥିବା ଏନ୍‌କାଉଣ୍ଟରରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ଲଢେଇ କରି ଶହୀଦ ହୋଇଥିବା କର୍ନେଲ ଆଶୁତୋଷ ଶର୍ମା ଓ ମେଜର ଅନୁଜ ସୁଦଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମଙ୍ଗଳବାର ଅନ୍ତିମ ବିଦାୟ ଦିଆଯାଇଛି। କର୍ନେଲ ଆଶୁତୋଷ ଶର୍ମାଙ୍କୁ...

ଜୁଲାଇ ୧୮ରୁ ୨୩ ଜେଇଇ ମେନ୍‌: ୨୬ ଜୁଲାଇରେ ଏନ୍‌ଇଇଟି ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ,୫।୫: ଜେଇଇ ମେନ୍‌ ଏବଂ ଏନ୍‌ଇଇଟି ପ୍ରବେଶିକା ପରୀକ୍ଷା ପାଇଁ ନୂତନ ତାରିଖ ଘୋଷଣା କରାଯାଇଛି। ଜୁଲାଇ ୧୮ରୁ ୨୩ ମଧ୍ୟରେ ଜେଇଇ ମେନ୍‌ ପରୀକ୍ଷା ଅନୁଷ୍ଠିତ ହେବ। ସେହିପରି ଜୁଲାଇ ୨୬ରେ ଏନ୍‌ଇଇଟି ପରୀକ୍ଷା ହେବ ବୋଲି ମାନବ...

ଆଇନ ମନ୍ତ୍ରଣାଳୟର ଅଧିକାରୀ କରୋନା ପଜିଟିଭ

ନୂଆଦିଲ୍ଲୀ,୫।୫: ଆଇନ ମନ୍ତ୍ରଣାଳୟର ଜଣେ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଶାସ୍ତ୍ରୀ ଭବନର ଗୋଟିଏ ମହଲାକୁ ଆଶିଂକ ଭାବେ ସିଲ୍‌ କରାଯାଇଥିବା ସୂଚନା ମିଳିଛି। ଏହି ସରକାରୀ କୋଠାରେ ଆଉ କିଛି ମନ୍ତ୍ରଣାଳୟର କାର୍ଯ୍ୟାଳୟ ମଧ୍ୟ ରହିଛି।...

ତାମିଲ୍‌ନାଡୁର କୋୟମ୍‌ବେଡୁ ବଜାର ପାଲଟିଛି କରୋନା ହଟ୍‌ସ୍ପଟ୍‌

ଚେନ୍ନାଇ,୫।୫: ତାମିଲନାଡୁର କୋୟମ୍‌ବେଡୁ ବଜାର ଏବେ କରୋନ ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟିଛି। ୬୫ ଏକର ଜମିରେ ଥିବା ଏହି ବୃହତ୍‌ ବଜାରକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବ୍ୟବସାୟୀ ଆସିଥାନ୍ତି। ଶହଶହ ମାଲ୍‌ ବୋଝେଇ ଟ୍ରକ୍‌ ପ୍ରତିଦିନ ଏଠାକୁ ଆସିଥାଏ।...

ଚିନ୍ତା ବଢାଇଲାଣି କରୋନା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୦୦ ନୂଆ ରୋଗୀ

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଚିନ୍ତା ବଢାଇଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୩,୯୦୦ କରୋନା ରୋଗୀ ଚିହ୍ନଟ ହେବା ସହ ୧୯୫ ଜଣଙ୍କ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ...

ମୁମ୍ବାଇରେ ୧୪୪ ଧାରା ଜାରି

ମୁମ୍ବାଇ,୫।୫: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ମହାରାଷ୍ଟ୍ରରେ ଏହା ସର୍ବାଧିକ ରହିଛି। ମହାରାଷ୍ଟ୍ରର ମୁମ୍ବାଇ ମହାନଗରରେ ଏହି ସଂଖ୍ୟା ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏହାକୁ ନଜରରେ ରଖି ମଙ୍ଗଳବାରଠାରୁ ମୁମ୍ବାଇରେ ୧୪୪...

ନିଷ୍ପତ୍ତି ବଦଳାଇଲେ ସରକାର

ନୂଆଦିଲ୍ଲୀ,୫ା୫: ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇ ନେବା ଲାଗି ସରକାର ଟ୍ରେନ ଚଳାଚଳକୁ ଅନୁମତି ଦେଇଛନ୍ତି। ତେବେ ଶ୍ରମିକମାନଙ୍କ ଭଡ଼ା କିଏ ଦେବ ତାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେବା ପରେ...

ବିଦେଶରୁ ଫେରିବେ ଭାରତୀୟ

ନୂଆଦିଲ୍ଲୀ,୫ା୫(ପି.ଟି.): କରୋନା ସଂକ୍ରମଣ ରୋକିବାକୁ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିଥିବାରୁ ବିଭିନ୍ନ ଦେଶରେ ହଜାର ହଜାର ଭାରତୀୟ ଅଟକି ରହିଛନ୍ତି। ସେମାନଙ୍କୁ ଫେରାଇ ଆଣିବା ଲାଗି ମେ’ ୭ରୁ ବଡ଼ ଅଭିଯାନ ଆରମ୍ଭ ହେବ ବୋଲି ସୋମବାର ସରକାର...

୨୪ ଘଣ୍ଟାରେ ୧,୦୭୪ ସୁସ୍ଥ

ନୂଆଦିଲ୍ଲୀ, ୫ା୫: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଭାରତରେ ବଢ଼ିବା ସହ ପରିସ୍ଥିତିକୁ ଗୋଳମାଳିଆ କରିପକାଇଛି। ଏହା ଭିତରେ ଏକ ଖୁସିଖବର ମଧ୍ୟ ସାମ୍ନାକୁ ଆସିଛି। ତାହାହେଲା ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧,୦୭୪ କରୋନା ରୋଗୀ ସୁସ୍ଥ...

ପ୍ଲାଜ୍‌ମା ଥେରାପିର ଅଧିକ ପରୀକ୍ଷା ଆବଶ୍ୟକ: ବିଶେଷଜ୍ଞଙ୍କ ମତ

ନୂଆଦିଲ୍ଲୀ,୫ା୫: କରୋନା ଭୂତାଣୁକୁ ନାଶ କରିବା ପାଇଁ ପ୍ଲାଜ୍‌ମା ଥେରାପି ଉପଯୁକ୍ତ ଚିକିତ୍ସା ବୋଲି କହିହେବ ନାହିଁ। ଏହି ଚିକିତ୍ସାର ପ୍ରଭାବ ସମ୍ପର୍କରେ ନିଶ୍ଚିତ ହେବାକୁ ହେଲେ ବ୍ୟାପକ ନିୟନ୍ତ୍ରିତ ପରୀକ୍ଷା କରାଇବାକୁ ପଡ଼ିବ ବୋଲି ଚିକିତ୍ସା ବିଶେଷଜ୍ଞମାନେ ମତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri