ଜାତୀୟ

ଶହୀଦ ଯବାନଙ୍କ ବଳିଦାନକୁ ଭୁଲିବ ନାହିଁ ଦେଶ: ରାଜନାଥ ସିଂ

ନୂଆଦିଲ୍ଲୀ,୧୭।୬: ଗଲଓ୍ବାନ ଉପତ୍ୟକାରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଭାରତୀୟ ସେନାର ୨୦ ଯବାନ ଶହୀଦ ହୋଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏନେଇ ଟୁଇଟ୍‌ କରିଛନ୍ତି। ସେ କହିଛନ୍ତି ଯେ ‘ଗଲଓ୍ବାନ ଉପତ୍ୟକାରେ ଯବାନଙ୍କ...

ଶହୀଦ ଘୋଷିତ ହୋଇଥିବା ଯବାନ ଜୀବିତ ହେଲେ: ଫୋନ୍‌ କରି ସ୍ତ୍ରୀଙ୍କୁ କହିଲେ ଠିକ ଅଛି

ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଦୁଇପକ୍ଷଙ୍କ ମଧ୍ୟରେ ହୋଇଥିବା ହିଂସକ ସଂଘର୍ଷରେ ବିହାର ସାରଣ ଜିଲାର ଯବାନ ସୁନୀଲ କୁମାର ଶହୀଦ ହୋଇଥିବା ଖବର ମିଳିଥିଲା। ତେବେ ପ୍ରକୃତରେ ଭୁଲ ବଶତଃ ଏଭଳି...

ଡ୍ରାଗନ ନାଲି ଆଖି ଦେଖାଇବାର ୩ ମୁଖ୍ୟ କାରଣ

ନୂଆଦିଲ୍ଲୀ, ୧୭।୬: ଲଦାଖଠାରେ ଭାରତ ଚାଇନା ସୀମାରେ ଥିବା ଗଲଓ୍ବାନ ଘାଟିରେ ଉତ୍ତେଜନା ଦେଖାଦେଇଛି। ତେବେ ସୀମା ବିବାଦ ପଛରେ ଚାଇନାର ନିହିତ ସ୍ବାର୍ଥ ରହିଛି। ୩ ମୁଖ୍ୟ କାରଣ ଯୋଗୁ ଡ୍ରାଗନ ଭାରତକୁ ନାଲି ଆଖି ଦେଖାଇବା ଆରମ୍ଭ...

କୂଟନୀତି ନୁହେଁ ମୂକନୀତି: ୪୪ ଦିନ ଧରି ଭାରତ-ଚାଇନା ବିବାଦ ନେଇ ମୋଦି-ଜୟଶଙ୍କର ନୀରବ

ନୂଆଦିଲ୍ଲୀ, ୧୭।୬: ଭାରତ ଚାଇନା ସୀମାରେ ଗଲଓ୍ବାନ ଘାଟିରେ ଥିବା ପଏଣ୍ଟ ୧୪ ନେଇ ଦୁଇଦେଶ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ମେ ୫ଠାରୁ ଦୁଇପକ୍ଷଙ୍କ ମଧ୍ୟରେ ବିବାଦର ସୂତ୍ରପାତ ଘଟିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର...

ଉଭୟ ପକ୍ଷ ସତ ଲୁଚାଉଛନ୍ତି

ନୂଆଦିଲ୍ଲୀ/ବେଜିଂ,୧୭ା୬: ଗଲଓ୍ବାନ ଉପତ୍ୟକାରେ ସୋମବାର ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ଭାରତର ୨୦ ଯବାନ ଶହୀଦ ହୋଇଥିବାବେଳେ ଚାଇନାର ୪୩ ସୈନ୍ୟ ମୃତାହତ ହୋଇଥିବା ଜଣାପଡ଼ିଛି। ଭାରତୀୟ ସେନା ପକ୍ଷରୁ ୨୦ ଯବାନ...

କରୋନା କମିଲେ ଅର୍ଥନୀତି ସୁଧୁରିବ

ନୂଆଦିଲ୍ଲୀ,୧୭ା୬: ମହାମାରୀ କରୋନାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି। କିଭଳି ଭୂତାଣୁ ଉପରେ ନିୟନ୍ତ୍ରଣ ଅଣାଯିବ ଓ...

ଗଲଓ୍ବାନ ଉପତ୍ୟକା କଳହ ମଞ୍ଜି

ନୂଆଦିଲ୍ଲୀ,୧୭ା୬ : ଖ୍ରୀଷ୍ଟପୂର୍ବ ୫୦୦ରେ ଚାଇନାର ନାମଚୀନ ସେନା ଜେନେରାଲ ସୁନ୍‌ ଜୁ ‘ଦି ଆର୍ଟ ଅଫ୍‌ ଓ୍ବାର୍‌’ ଶୀର୍ଷକ ପୁସ୍ତକରେ ଲେଖିଥିଲେ, ଯୁଦ୍ଧର ସର୍ବୋତ୍ତମ କଳା ହେଉଛି ବିନା ଲଢ଼େଇରେ ଶତ୍ରୁ ପକ୍ଷକୁ ହରାଇ ଦିଅ। ଅଢ଼େଇ ହଜାର...

ଶହୀଦ କର୍ନେଲ ସନ୍ତୋଷ ବାବୁଙ୍କ ଆଜି ହେବ ଅନ୍ତିମ ସଂସ୍କାର: ପିତା କହିଲେ, ପୁଅ ପାଇଁ ଗର୍ବିତ

ନୂଆଦିଲ୍ଲୀ,୧୭।୬: ଭାରତ-ଚାଇନା ସୀମାରେ ହୋଇଥିବା ସଂଘର୍ଷରେ ଶହୀଦ ହୋଇଥିବା କର୍ନେଲ ସନ୍ତୋଷ ବାବୁଙ୍କ ପାର୍ଥିବ ଶରୀର ବୁଧବାର ହାଇଦ୍ରାବାଦରେ ପହଞ୍ଚିବ। ଅପରାହ୍ନ ୪ ଟାରେ ତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡିଛି। ଶହୀଦ କନେର୍ର୍ଲଙ୍କ ପତ୍ନୀ ଏବଂ ପିଲାମାନେ...

ଚାଇନା ସହ ସଂଘର୍ଷ: ୨୦ ଯବାନ ଶହୀଦ, ପିଏଲ୍‌ଏର ୪୩ ସୈନ୍ୟ ମୃତାହତ

ନୂଆଦିଲ୍ଲୀ,୧୭ା୬ : କଥା କଟାକଟିରୁ ହାତାହାତି ତା’ ପରେ ସଂଘର୍ଷ ଓ ଶେଷରେ ଫୁଟିଛି ଗୁଳି। ସଂଘର୍ଷ ବେଳେ ଟେକାମାଡ଼ରେ ଟଳିପଡ଼ିଛନ୍ତି ଭାରତୀୟ ସେନାର ଜଣେ ଅଧିକାରୀଙ୍କ ସମେତ ୨୦ ଯବାନ। ଲଦାଖ ସୀମାରେ ଭାରତ-ଚାଇନା ସେନା ମଧ୍ୟରେ ବିବାଦର...

ବହୁତ ହୋଇଗଲା, ପ୍ରକୃତରେ କ’ଣ ଘଟିଛି ଆମେ ଜାଣିବାକୁ ଚାହୁଁଛୁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୧୭।୬: ଗଲୱାନ ଘାଟିରେ ହୋଇଥିବା ହିଂସାକାଣ୍ଡରେ ୨୦ ଯବାନ ଶହୀଦ ହୋଇଛନ୍ତି। ଚୀନର ମଧ୍ୟ ୪୩ ଯବାନ ନିହତ ହୋଇଛନ୍ତି। ଫଳରେ ଦୁଇଦେଶ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ୨୦ ଯବାନ ଶହୀଦ ହେବା ପରେ ସାରା ଦେଶରେ...

ଭାରତ-ଚାଇନା ମଧ୍ୟରେ କଥାବାର୍ତ୍ତା ବିଫଳ: ସୀମାରେ ଉତ୍ତେଜନା ଜାରି

ନୂଆଦିଲ୍ଲୀ,୧୭।୬: ଲଦାଖର ଲାଇନ ଅଫ ଆକଚୁଆଲ କଣ୍ଟ୍ରୋଲ ନିକଟସ୍ଥ ଗଲଓ୍ବାନ ଉପତ୍ୟକା ନିକଟରେ ବର୍ତ୍ତମାନ ସ୍ଥିତି ତିକ୍ତ ଅବସ୍ଥାରେ ଅଛି। ଦୁଇ ଦେଶ ମଧ୍ୟ ଚାଲିଥିବା ଆଲୋଚନା ବିଫଳ ରହିଛି। ସୋମବାର ରାତିରେ ପୂର୍ବ ଲଦାଖରେ ଭାରତୀୟ ସୀମାରେ ପଶି...

ଦେଶରେ କରୋନା ସଙ୍କଟ ଜାରି: ୨୪ ଘଣ୍ଟାରେ ୨୦୦୩ ମୃତ, ୧୦,୯୭୪ ଆକ୍ରାନ୍ତ

ନୂଆଦିଲ୍ଲୀ,୧୭।୬ : ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୦ ହଜାର ୯୭୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୪ ହଜାର ୬୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri