ଜାତୀୟ

ଗିଲଗିଟ୍‌-ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ: ଭାରତ କଲା ବିରୋଧ

ନୂଆଦିଲ୍ଲୀ,୪।୫: ଗିଲଗିଟ୍‌ ଏବଂ ବଲ୍ଟିସ୍ତାନ ଉପରେ ପାକିସ୍ତାନ କୋର୍ଟର ବିବାଦୀୟ ରାୟ ପରେ ଭାରତ ପକ୍ଷରୁ ଏହାର ବିରୋଧ କରାଯାଇଛି। ପାକିସ୍ତାନ ସୁପ୍ରିମ୍‌କୋର୍ଟ ଗିଲଗିଟ୍‌ ଏବଂ ବଲ୍ଟିସ୍ତାନରେ ସାଧାରଣ ନିର୍ବାଚନ ପାଇଁ କେନ୍ଦ୍ରୀୟ ଆଇନରେ ସଂଶୋଧନ ଲାଗି ରାୟ ଦେଇଥିଲେ।...

ଦେଶରେ ୧୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା ହୋଇଛି: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୪।୫: ଦେଶର କରୋନା ସଂକ୍ରମଣ ରୋକିବା ପାଇଁ ନମୁନା ପରୀକ୍ଷା ଉପରେ ଗୁରୁତ୍ୱାରୋପ କରାଯାଇଛି। ସୋମବାର ସୁଦ୍ଧା ୧୧ ଲକ୍ଷ ୭ ହଜାର ୨୩୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ (ଆଇସିଏମ୍‌ଆର୍‌) ପକ୍ଷରୁ ସୂଚନା...

ଖୋଲିଲା ମଦ ଦୋକାନ: ଲାଗିଲା ଗ୍ରାହକଙ୍କ ଲମ୍ବା ଲାଇନ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ ୩.୦। ପୂର୍ବରୁ ଯେଉଁ ୪୦ ଦିନିଆ ଲାକ୍‌ଡାଉନ ଘୋଷଣା କରାଯାଇଥିଲା ସେତେବେଳେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳି ନ ଥିବା ବେଳେ ଏବେ କିନ୍ତୁ କିଛି...

କଟକଣା ହେଲା କୋହଳ କିନ୍ତୁ କମୁନି ସଂକ୍ରମଣ: ୩ ଦିନରେ ୭ହଜାରରୁ ଊର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣକୁ ନେଇ ୪୦ ଦିନିଆ ଲକ୍‌ଡାଉନ ଅବଧି ପୂରଣ ହେବା ପରେ ଏବେ ଆରମ୍ଭ ହୋଇଛି ଲକ୍‌ଡାଉନ ୩.୦। ଏହା ମେ’ ୧୭ ପର୍ଯ୍ୟନ୍ତ ଲାଗୁ ହୋଇଥିବା ବେଳେ ଏବେ ସଂକ୍ରମିତ ଅଞ୍ଚଳକୁ ୩ଟି ଜୋନ୍‌ରେ...

କରୋନା ସହିତ ଲଢ଼େଇ: ୬୦ ପ୍ରତିଶତ ଭାରତୀୟ ପରିବାର ଖାଇବା ପୂର୍ବରୁ ସାବୁନରେ ଧୁଅନ୍ତି ନାହିଁ ହାତ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ନେଇ ଦେଶରେ ସଙ୍କଟ ଦେଖାଦେଇଛି। ଏଥିରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ନିର୍ଦ୍ଦିଷ୍ଟ ସମୟ ଅନ୍ତରରେ କମ୍‌ ସେ କମ୍‌ ୨୦ ସେକେଣ୍ଡ ଲାଗି...

‘ରାମାୟଣ’, ‘ମହାଭାରତ’କୁ ନେଇ ଟିଆର୍‌ପି ଦୌଡରେ ଦୁଇ ଘରୋଇ ଚ୍ୟାନେଲ

ନୂଆଦିଲ୍ଲୀ,୪।୫: କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଦୂରଦର୍ଶନରେ ପ୍ରସାରିତ ହୋଇଥିଲା ପୁରୁଣା ଧାରାବାହିକ ‘ରାମାୟଣ’ ଓ ‘ମହାଭାରତ’। ଦର୍ଶକେ ଏହାକୁ ଏତେ ମାତ୍ରାରେ ପସନ୍ଦ କରିଥିଲେ ଯେ ଲକ୍‌ଡାଉନ ସମୟରେ ଟିଆର୍‌ପିରେ ରେକର୍ଡ କରିଥିଲା...

ବିଏସ୍‌ଏଫ୍‌ର ଆଉ ୩୭ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,୪।୫: ତ୍ରିପୁରାରେ ବର୍ଡର ସୁକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୩୭ ଜଣ ଯବାନ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଏବେ ବିଏସ୍‌ଏଫ୍‌ର ମୋଟ ୫୪ ଯବାନ କରୋନା କବଳରେ ବୋଲି ଜଣେ ଅଧିକାରୀ ସୋମବାର ସୂଚନା ଦେଇଛନ୍ତି। ବିଏସ୍‌ଏଫ୍‌ର ଜଣେ ପ୍ରବକ୍ତା...

ପିଏମ୍‌ କେୟାର୍ସ ଫଣ୍ଡ୍‌କୁ ୧୫୧ କୋଟି ଦାନ ଦେଇଥିବା ରେଲଓ୍ବେ ଶ୍ରମିକଙ୍କଠାରୁ ଆଦାୟ କରୁଛି ଭଡ଼ା: ରାହୁଲ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବାହାର ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳର ବ୍ୟବସ୍ଥା କରାଯାଇଛି। ତେବେ ଟ୍ରେନ୍‌ରେ ଆସିବା...

ବିଦେଶରୁ ଭାରତୀୟ ମାଗଣାରେ ସ୍ବଦେଶ ଫେରୁଥିବାବେଳେ ଶ୍ରମିକଙ୍କ ପାଇଁ ଟ୍ରେନ୍‌ ଟିକଟ କାହିଁକି: ପ୍ରଦେଶ କଂଗ୍ରେସ କମିଟି ବହନ କରିବ ଖର୍ଚ୍ଚ କହିଲେ ସୋନିଆ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି।  ବାହାର ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜନିଜ ରାଜ୍ୟକୁ ଫେରାଇ ଅଣାଯିବା ଲାଗି ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ତେବେ ଟ୍ରେନ୍‌ରେ...

ଏନ୍‌କାଉଣ୍ଟର ବେଳେ ୫ ଯବାନ ଶହୀଦ

ଶ୍ରୀନଗର,୪ା୫(ପି.ଟି.): କରୋନା ମହାମାରୀ ବିରୋଧରେ ସାରା ବିଶ୍ୱ ଲଢ଼ୁଥିବାବେଳେ ପାକିସ୍ତାନ ଆତଙ୍କବାଦୀଙ୍କୁ ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ କରାଇ ରକ୍ତପାତ କରାଉଛି। ଜମ୍ମୁ-କଶ୍ମୀରର ହଣ୍ଡଓ୍ବାରା ଅନ୍ତର୍ଗତ ରାଜଓ୍ବର ଜଙ୍ଗଲରେ ଆତଙ୍କବାଦୀଙ୍କ ସହ ଏନ୍‌କାଉଣ୍ଟରରେ ଦୁଇଜଣ ବରିଷ୍ଠ ସେନା ଅଧିକାରୀଙ୍କ ସମେତ ୫ ସୁରକ୍ଷା...

ଦେଶରେ ୪୨ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୪।୫: ଦେଶରେ ସୋମବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪୨,୫୩୩ରେ। ଏମାନଙ୍କ ମଧ୍ୟରୁ ୧,୩୭୩ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ୨,୫୫୩ଜଣ ମହାମାରୀ କରୋନା ଦ୍ୱାରା ଆକ୍ରାନ୍ତ ହୋଇଥିବା ବେଳେ ଏହି ସମୟ...

ଡାର୍କ ନେଟ୍‌ରେ ବିକ୍ରି ହେଉଛି କରୋନା ଆରୋଗ୍ୟଙ୍କ ରକ୍ତ

ନୂଆଦିଲ୍ଲୀ,୪ା୫: ମହାମାରୀ କରୋନା ନିରୋଧୀ ଟିକା ତଥା ଔଷଧ ପ୍ରସ୍ତୁତି ପାଇଁ ସାରା ବିଶ୍ୱରେ ବୈଜ୍ଞାନିକମାନେ ଉଦ୍ୟମ ଚଳାଇଛନ୍ତି। କେତେକ ଟିକାର କ୍ଲିନିକାଲ ପରୀକ୍ଷା ଚାଲିଛି। କିନ୍ତୁ ସାଇବର ଅପରାଧୀମାନେ ଏହି ମହାମାରୀରୁ ରକ୍ଷା ପାଇବା ନିମନ୍ତେ ବିଭିନ୍ନ ପ୍ରତିଶ୍ରୁତି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri