ଜାତୀୟ

୨୪ ଘଣ୍ଟାରେ ସୁସ୍ଥ ହେଲେ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୬।୬: କରୋନା ମହାମାରୀ ଯୋଗୁ ଭାରତରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୧ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯ ହଜାର ୯୦୦ ଛୁଇଁଛି। ଇତିମଧ୍ୟରେ ଲକ୍ଷେ...

ଶତାବ୍ଦୀ ଶେଷ ସୁଦ୍ଧା ଭାରତ ହେବ ୪.୪ ଡିଗ୍ରୀ ଅଧିକ ଉତ୍ତପ୍ତ

ନୂଆଦିଲ୍ଲୀ,୧୬ା୬(ପି.ଟି.): ଚଳିତ ଶତାବ୍ଦୀର ଶେଷ ସୁଦ୍ଧା ଭାରତର ତାପମାତ୍ରା ୪.୪ ଡିଗ୍ରୀ ସେଲ୍‌ସିୟସ୍‌ ବୃଦ୍ଧି ହୋଇପାରେ। ସେହିପରି ଉଷ୍ମ ପ୍ରବାହର ତୀବ୍ରତା ୩-୪ ଗୁଣ ବଢ଼ିପାରେ ବୋଲି ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ଏକ ସରକାରୀ ରିପୋର୍ଟରୁ ଜଣାପଡ଼ିଛି। ଭୂବିଜ୍ଞାନ...

ରଥଯାତ୍ରା ନେଇ ସୁପ୍ରିମକୋର୍ଟରେ ପୁଣି ପିଟିଶନ

ଭୁବନେଶ୍ୱର, ୧୬।୬(ବ୍ୟୁରୋ)/ ନୂଆଦିଲ୍ଲୀ(ସ୍ବ.ପ୍ର.): ପୁରୀ ରଥଯାତ୍ରା ସଂକ୍ରାନ୍ତରେ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କରାଯାଇଛି। ହାଇକୋର୍ଟ ରାଜ୍ୟ ସରକାରଙ୍କ ଉପରେ ରଥଯାତ୍ରା ନିଷ୍ପତ୍ତି ନ୍ୟସ୍ତ କରିଥିବାବେଳେ ଭାରତୀୟ ବିକାଶ...

ପ୍ରତିରୋଧ କ୍ଷମତାକୁ ନେଇ ଭାରତ ଦୃଢ଼

ନୂଆଦିଲ୍ଲୀ, ୧୬ା୬: ଭାରତ ଅପେକ୍ଷା ପାକିସ୍ତାନରେ ରହିଛି ଅଧିକ ଅଣୁଅସ୍ତ୍ର। ଚାଇନା ପାଖରେ ପାକିସ୍ତାନ ଅପେକ୍ଷା ଦୁଇଗୁଣା ଅଧିକ ଅଣୁଅସ୍ତ୍ର ରହିଛି। ହେଲେ ଭାରତର ପ୍ରତିରୋଧ କ୍ଷମତା ବେଶ୍‌ ସଦୃଢ଼। ଷ୍ଟକ୍‌ହୋମ ଅନ୍ତର୍ଜାତୀୟ ଶାନ୍ତି ଗବେଷଣା ପ୍ରତିଷ୍ଠାନ ରିପୋର୍ଟରେ ଦର୍ଶାଯାଇଛି...

୬୫% ବୟସ୍କଙ୍କ ଜୀବିକା ପ୍ରଭାବିତ

ନୂଆଦିଲ୍ଲୀ,୧୬ା୬(ପି.ଟି.): କରୋନାଜନିତ ଲକ୍‌ଡାଉନ ଯୋଗୁ ୬୫ ପ୍ରତିଶତ ବୟସ୍କ ବ୍ୟକ୍ତିଙ୍କ ଜୀବିକା ପ୍ରଭାବିତ ହୋଇଛି। ଏହି ସମୟରେ ସେମାନେ କାମଧନ୍ଦା ହରାଇଛନ୍ତି କିମ୍ବା ସେମାନଙ୍କୁ ମିଳୁଥିବା ବେତନ ଯଥେଷ୍ଟ ହ୍ରାସ ଘଟିଛି। ହେଲ୍ପଏଜ୍‌ ଇଣ୍ଡିଆ ପକ୍ଷରୁ କରାଯାଇଥିବା ଏକ ସର୍ଭେରୁ...

ନେପାଳ ସୀମା ବିବାଦ ପଛରେ ଚାଇନା

ନୂଆଦିଲ୍ଲୀ,୧୬ା୬: ଭାରତ ସହ ଦୀର୍ଘ ଦଶନ୍ଧି ଧରି ଉତ୍ତମ ସମ୍ପର୍କ ରଖିଆସିଥିବା ପଡ଼ୋଶୀ ଦେଶ ନେପାଳ ହଠାତ୍‌ ସୀମା ବିବାଦ ସୃଷ୍ଟି କରିବା ପଛରେ ସେଠାର ଘରୋଇ ରାଜନୈତିକ ହଟଚମଟ, ବର୍ଦ୍ଧିତ ଉଚ୍ଚାକାଂକ୍ଷା ରହିଛି। ଚାଇନାର ଆର୍ଥତ୍କ ସହାୟତା ଏହାକୁ...

ଚାରି ମହଲାରୁ ୨ପିଲାଙ୍କୁ ଫିଙ୍ଗିଦେଲେ: ଜଣେ ମୃତ

କୋଲକାତା,୧୬ା୬(ଆଇଏଏନ୍‌ଏସ୍‌): କୋଲକାତାର ବୁରାବଜାର ଅଞ୍ଚଳରେ ଏକ ବୀଭତ୍ସ ତଥା ହୃଦୟ ବିଦାରକ ଘଟଣା ଘଟିଛି। ପୂର୍ବ ଶତ୍ରୁତା କାରଣରୁ ଜଣେ ୫୫ ବର୍ଷୀୟ ବ୍ୟକ୍ତି ରବିବାର ରାତିରେ ପଡୋଶୀଙ୍କ ଦୁଇ ଶିଶୁଙ୍କୁ ୪ ମହଲା ବିଲ୍ଡିଂରୁ ତଳକୁ ଫିଙ୍ଗିଦେଇଥିଲେ। ସେମାନଙ୍କ...

ମୁକୁଳିଲେ ଭାରତୀୟ ଦୂତାବାସର ୨ ଅଧିକାରୀ

ନୂଆଦିଲ୍ଲୀ,୧୬ା୬: ପାକିସ୍ତାନ ରାଜଧାନୀ ଇସ୍‌ଲାମାବାଦସ୍ଥିତ ଭାରତୀୟ ଉଚ୍ଚାୟୁକ୍ତ କାର୍ଯ୍ୟାଳୟରୁ ୨ ଅଧିକାରୀ ସୋମବାର ସକାଳୁ ନିଖୋଜ ହୋଇଯାଇଥିଲେ। ଦୀର୍ଘ ୭ ଘଣ୍ଟା ପରେ ପାକ୍‌ କର୍ତ୍ତୃପକ୍ଷ ସେମାନଙ୍କୁ ମୁକ୍ତ କରିଦେଇଛନ୍ତି। ସେମାନେ ସକାଳ ସାଢ଼େ ୮ଟା ସମୟରେ କୌଣସି ଅଫିସ...

କରୋନା ସଂକ୍ରମଣରୁୁ ନିଜ ଶିଶୁକୁ ବଞ୍ଚାଇବାକୁ ଯଶୋଦା ପାଲଟିଲେ ୨ମା’

ଗାଙ୍ଗଟକ୍‌,୧୫।୬: ଭଗବାନ କୃଷ୍ଣଙ୍କୁ ମା’ ଦେବକୀ ଜନ୍ମ ଦେଇଥିଲେ କିନ୍ତୁ ତାଙ୍କୁ ମାତୃତ୍ୱର ସ୍ନେହ ଯଶୋଦାଙ୍କଠାରୁ ମିଳିଥିଲା। ତେବେ ବିଶ୍ୱ ମହାମାରୀରେ କିଛି ଏଭଳି କାହାଣୀ ଦେଖିବାକୁ ମିଳିଛି। ଯେଉଁଠାରେ କରୋନା ସଂକ୍ରମଣରୁ ନିଜ ଶିଶୁକୁ ବଞ୍ଚାଇବା ପାଇଁ ୨...

ମାସ୍କ ନ ପିନ୍ଧି ବିବାହ ଉତ୍ସବରେ ଯୋଗଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଦେବନାଗିରି,୧୫।୬: କର୍ନାଟକର ସ୍ବାସ୍ଥମନ୍ତ୍ରୀ ବି. ଶ୍ରୀରାମମୁଲୁ ଏକ ବିବାହ ଉତ୍ସବରେ ମାସ୍କ ନ ପିନ୍ଧି ଯୋଗଦେଇଥିବା ଦେଖିବାକୁ ମିଳିଛି। ପୂର୍ବତନ ମନ୍ତ୍ରୀ ପରମେଶ୍ୱର ନାଏକଙ୍କ ପୁଅ ବାହାଘରରେ ଯୋଗଦେଇଥିଲେ ସ୍ବାସ୍ଥ୍ୟମନ୍ତ୍ରୀ। ଦେଶରେ କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ସଚେତନତା ସୃଷ୍ଟି...

ଦିଲ୍ଲୀର ଏଲ୍‌ଏନ୍‌ଜେପି ହସ୍ପିଟାଲ ପରିଦର୍ଶନ କଲେ ଶାହା

ନୂଆଦିଲ୍ଲୀ,୧୫।୬: ଦିଲ୍ଲୀରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧିପାଇବା ସହ ଦିନକୁ ଦିନ ପରିସ୍ଥିତି ଅତ୍ୟନ୍ତ ଚିନ୍ତାଜନକ ହୋଇପଡ଼ିଛି। ଏହାକୁ ନେଇ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ସର୍ବଦଳୀୟ ବୈଠକ ଡକାଇଥିଲେ। ଦିଲ୍ଲୀରେ ସବୁ ରାଜନୈତିକ...

ଚୀର ନିଦ୍ରାରେ ସୁଶାନ୍ତ

ମୁମ୍ବାଇ,୧୫।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଶେଷକୃତ୍ୟ ମୁମ୍ବାଇ ସ୍ଥିତ ଭିଲେ ପାର୍ଲେ ସ୍ଥିତ ଶ୍ମଶାନ ଘାଟରେ କରାଯାଇଛି। ସୁଶାନ୍ତଙ୍କୁ ବିଦାୟ ଦେବାକୁ ବଲିଉଡ୍‌ ନାୟିକା କ୍ରିତି ସାନନ, ଶ୍ରଦ୍ଧା କପୁର ପହଞ୍ଚିଥିବା ବେଳେ ବାନ୍ଧବୀ ରିୟା ଚକ୍ରବର୍ତ୍ତିଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri