ନୂଆଦିଲ୍ଲୀ, ୧୪।୬: କରୋନା ମହାମାରୀ ଯୋଗୁ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ରବିବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୬୨୬ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୯ ହଜାର ୧୯୫ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୬୨...
ନୂଆଦିଲ୍ଲୀ,୧୪ା୬(ପି.ଟି./ସ୍ବ.ପ୍ର.): ଭାରତରେ କରୋନା ସଂକ୍ରମଣ ସମ୍ପ୍ରତି କାୟା ମେଲିଚାଲିଛି। ପ୍ରତିଦିନ ୧୦ ହଜାରରୁ ଊର୍ଦ୍ଧ୍ୱ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହେଉଛି। କିନ୍ତୁ ଦେଶରେ ଗୋଷ୍ଠୀ ସଂକ୍ରମଣ(କମ୍ୟୁନିଟି ଟ୍ରାନ୍ସମିିଶନ) ପର୍ଯ୍ୟାୟ ଆରମ୍ଭ ହୋଇଥିବା କଥାକୁ ସରକାର ମାନିବାକୁ ପ୍ରସ୍ତୁତ ନୁହନ୍ତି।...
ଚେନ୍ନାଇ, ୧୪ା୬: ତାମିଲନାଡ଼ୁରେ ଦେଶର ଦ୍ୱିତୀୟ ସର୍ବାଧିକ କରୋନା ରୋଗୀ ଥିବାବେଳେ ଶାସକ ଏଆଇଏଡିଏମ୍କେର ଶ୍ରୀପେରୁମ୍ବୁଦୁର ବିଧାୟକ କେ. ପାଲାନି (୫୭) ଭୂତାଣୁ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ପୂର୍ବରୁ ତାମିଲନାଡ଼ୁର ଡିଏମ୍କେର ଚେପକ ବିଧାୟକ ଜେ....
Page 3,871 of 4,846« First«...102030...3,8693,8703,8713,8723,873...3,8803,8903,900...»Last »
Archives
Model This Week
ପିଲାଙ୍କ ଧରିତ୍ରୀ