ଜାତୀୟ

ଆଉ ମାସେ ବଢିବ ଲକ୍‌ଡାଉନ!

ନୂଆଦିଲ୍ଲୀ,୨୭।୪: କରୋନା ଭାଇରସ ସଂକ୍ରମଣ ରୋକିବାକୁ ଦେଶରେ ଚାଲିଥିବା ଲକ୍‌ଡାଉନ ୨.୦ର ଅବଧି ପୂରଣ ହେବାକୁ ଆଉ ମାତ୍ର ୬ ଦିନ ବାକି ରହିଛି। ଇତିମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ...

ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮ ହଜାର ଅତିକ୍ରମ କଲା

ମୁମ୍ବାଇ,୨୭।୪: କରୋନା ଭାଇରସ ମହାରାଷ୍ଟ୍ରରେ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସକାଳ ସୁଦ୍ଧା ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୮,୦୬୮ରେ ପହଞ୍ଚିଥିବା ବେଳେ ୩୪୨ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଯାହା ରାଜ୍ୟ ସରକାରଙ୍କ ନିଦ ହଜାଇ...

କମ ଦରମା-ବିନା ପିପିଇରେ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ମନା କଲେ ନର୍ସିଂ ଷ୍ଟାଫ୍‌: ୧୦୦ରୁ ଅଧିକ ଦେଲେ ଇସ୍ତଫା

ଜୟପୁର,୨୭।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ରାଜସ୍ଥାନରେ ୧୦୦ରୁ ଅଧିକ ନର୍ସିଂ ଷ୍ଟାଫ୍‌ କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ମନା କରି ଇସ୍ତଫା ଦେଇଛନ୍ତି। କମ ଦରମା ଏବଂ ବିନା ବ୍ୟକ୍ତିଗତ ସୁରକ୍ଷା...

କରୋନା ଆସୁଛି ଦିଲ୍ଲୀରୁ: ଅନିଲ

ଚଣ୍ଡିଗଡ଼,୨୭।୪: ହରିୟାଣାରେ କରୋନା ସଂକ୍ରମଣ ପାଇଁ ଦିଲ୍ଲୀ ଦାୟୀ ବୋଲି କହିଛନ୍ତି ହରିୟାଣାର ଗୃହମନ୍ତ୍ରୀ ଅନିଲ ବିଜ। ସେ କହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦିଲ୍ଲୀରେ ଥିବା ଶ୍ରମିକଙ୍କୁ ହରିୟାଣା ନ ପଠାଇ ବରଂ ଦିଲ୍ଲୀରେ ରଖିବାର ବ୍ୟବସ୍ଥା...

କରୋନା ପାଇଁ ଶରୀର ଦାନ କରିବାକୁ ପ୍ରସ୍ତୁତ ଦିଲ୍ଲୀର ପ୍ରଥମ ପ୍ଲାଜମା ଡୋନର

ନୂଆଦିଲ୍ଲୀ,୨୭।୪: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ଗ୍ରାସ କରିବାରେ ଲାଗିଛି। ଏହି ଯୁଦ୍ଧରେ ବିଜୟୀ ହେବାକୁ ସମସ୍ତେ ଚେଷ୍ଟା ଜାରି ରଖିଛନ୍ତି। ଦେଶରେ କରୋନା ଚିକିତ୍ସା ପାଇଁ ରାଜଧାନୀ ଦିଲ୍ଲୀରେ...

କରୋନା ଟେଷ୍ଟ୍‌ କିଟ୍‌ ଅଧିକ ଦାମରେ କାହିଁକି କିଣାଗଲା,ସରକାର କରନ୍ତୁ ସ୍ପଷ୍ଟ: କଂଗ୍ରେସ

ନୂଆଦିଲ୍ଲୀ,୨୭।୪: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଲାଗି ର଼୍ୟାପିଡ୍‌ ଆଣ୍ଟିବଡ଼ି କିଟ୍‌ ଚାଇନାରୁ ଅଣାଯାଇଛି। ଏହାର ଦାମ ୨୪୫ ଟଙ୍କା ଥିବାବେଳେ ଆମଦାନୀକାରୀ ଭାରତରେ ଏହାକୁ ୬୦୦ ଟଙ୍କାରେ ବିକ୍ରି କରୁଛନ୍ତି। ଏହାକୁ ନେଇ କଂଗ୍ରେସ ପକ୍ଷରୁ ସରକାରଙ୍କୁ ଘେରିବା...

ଏମ୍ସ ହେବ କରୋନା ସଂକ୍ରମଣର ହଟ୍‌ସ୍ପଟ!

ନୂଆଦିଲ୍ଲୀ,୨୭।୪: ରାଜଧାନୀ ଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ) ଏବେ କରୋନା ସଂକ୍ରମଣର ହଟ୍‌ସ୍ପଟ ହେବାକୁ ଯାଉଛି ବୋଲି କୁହାଯାଉଛି। ଅନ୍ୟପଟେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷ ବର୍ଦ୍ଧନଙ୍କ ଓଏସ୍‌ଡି(ଅଫିସର ଅନ୍‌ ସ୍ପେଶାଲ ଡ୍ୟୁଟି) କାର୍ଯ୍ୟାଳୟରେ କାର୍ଯ୍ୟରତ...

ମୋଦିଙ୍କ ସହିତ ଆଲୋଚନାରେ ସାମିଲ୍‌ ହେଲେନି କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଭିଡ଼ିଓ କନଫରେନ୍ସିଂରେ ଲକ୍‌ଡାଉନ୍‌ ନେଇ ଆଲୋଚନା କରିଛନ୍ତି। ଏହି ଅବସରରେ କରୋନା ସଂକ୍ରମଣ ଉପରେ ମଧ୍ୟ ବିସ୍ତୃତ ଚର୍ଚ୍ଚା ହୋଇଛି। ତେବେ ଏହି ଆଲୋଚନାରେ କେରଳ...

ଲକ୍‌ଡାଉନ ପ୍ରଭାବ: ସାଥିଙ୍କ କେଶ କାଟୁଛନ୍ତି ପୋଲିସ

ଯୋଧପୁର,୨୭।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଏବେ ଏହାକୁ ନେଇ ଭିନ୍ନ ଭିନ୍ନ ଚିତ୍ର ସାମ୍ନାକୁ ଆସୁଛି। ଏହି ସମୟରେ ଆଗ ଧାଡିର ଯୋଦ୍ଧା ସାଜିଥିବା ପୋଲିସଙ୍କର କିଛି ଫଟୋ ଓ ଭିଡିଓ ମଧ୍ୟ...

ମ୍ୟୁଚୁଆଲ ଫଣ୍ଡ୍‌ରେ ସୁଧାର ଉଦ୍ୟମ: ଆର୍‌ବିଆଇ ପକ୍ଷରୁ ୫୦ ହଜାର କୋଟିର ସ୍ବତନ୍ତ୍ର ନଗଦ ଘୋଷଣା

ନୂଆଦିଲ୍ଲୀ,୨୭।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ଏପରିସ୍ଥଳେ ଦେଶର ଅର୍ଥନୀତିରେ ସୁଧାର ଆଣିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ୫୦ ହଜାର କୋଟି ଟଙ୍କାର ସ୍ବତନ୍ତ୍ର ନଗଦ ଘୋଷଣା କରାଯାଇଛି। ଏହାଦ୍ୱାରା ମ୍ୟୁଚୁଆଲ୍‌ ଫଣ୍ଡ୍‌...

କରୋନା ସଙ୍କଟରେ ବି ଟେଷ୍ଟ୍‌ କିଟ୍‌ ବିକ୍ରିରେ ୧୪୫ ପ୍ରତିଶତ ଲାଭ ନେଇଛନ୍ତି ଆମଦାନୀକାରୀ

ନୂଆଦିଲ୍ଲୀ,୨୭।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ସଂକ୍ରମିତଙ୍କୁ ଚିହ୍ନଟ ପାଇଁ ଚାଇନାରୁ ଆସିଥିବା ଟେଷ୍ଟ୍‌ କିଟ୍‌ ବିକ୍ରିରେ ଆମଦାନୀକାରୀ ୧୪୫ ପ୍ରତିଶତ ଲାଭ ନେଇଥିବା କୁହାଯାଉଛି। ଚାଇନାରୁ ଏହି କିଟ୍‌ ୨୪୫...

କରୋନା ସଂକ୍ରମିତ କଂଗ୍ରେସ ନେତାଙ୍କ ପରଲୋକ

ଅହମଦାବାଦ,୨୭।୪: ମହାମାରୀ କରୋନା ଭାଇରସ କବଳରେ ପଡି ଗୁଜରାଟର ବରିଷ୍ଠ କଂଗ୍ରେସ ନେତା ବଦରୁଦ୍ଦିନ ଶେଖଙ୍କର ରବିବାର ରାତିରେ ମୃତ୍ୟୁ ହୋଇଛି। ଗତ ପ୍ରାୟ ୮ ଦିନ ହେବ ସେ କରୋନାରେ ପୀଡିତ ଥିବା ବେଳେ ରବିବାର ଏସ୍‌ଭିପି ହସ୍ପିଟାଲରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri