ଜାତୀୟ

କରୋନା ଯୁଦ୍ଧରେ ହାରିଗଲେ ୪ ମାସର ଶିଶୁ

ଥିରୁଭାନନ୍ତପୁରମ,୨୪।୪: କରୋନା ଭାଇରସରେ ସଂକ୍ରମିତ ହୋଇଥିଲେ କେରଳ କୋଜିକୋଡେ ଜିଲାର ୪ ମାସର ଶିଶୁ। ଏହି ଶିଶୁ ଶେଷରେ କରୋନା ଯୁଦ୍ଧରେ ହାରି ଯାଇଛନ୍ତି। ଶୁକ୍ରବାର ଶିଶୁଙ୍କ ମୃତ୍ୟୁ ହୋଇଥିବା ଘୋଷଣା କରାଯାଇଛି। ଗତ ୨୨ ତାରିଖରେ ସେ କରୋନା...

ଚିନ୍ତା ବଢାଉଛି ଧରାବି

ମୁମ୍ବାଇ,୨୪।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ସର୍ବାଧିକ। ଏହା ମହାରାଷ୍ଟ୍ର ସରକାରଙ୍କୁ ଚିନ୍ତାରେ ପକାଇ ଦେଲାଣି। ତେବେ ମହାରାଷ୍ଟ୍ରରେ ଅନ୍ୟସ୍ଥାନ ଅପେକ୍ଷା ଧରାବିର ସଂକ୍ରମଣ ଏବେ ସମସ୍ତଙ୍କୁ ଅଡୁଆରେ...

କନଷ୍ଟେବଳଙ୍କ ନାଁ ଅନୁସାରେ ନିଜ ସନ୍ତାନର ନାଁ ରଖିଲେ ମହିଳା

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ସଂକ୍ରମଣ ପାଇଁ ଲକ୍‌ଡାଉନ୍‌ ଚାଲିଥିବା ବେଳେ ରାଜଧାନୀ ଦିଲ୍ଲୀରେ ଏଭଳି ପରିସ୍ଥିତିରେ ଜଣେ ଗର୍ଭବତୀଙ୍କୁ ହସ୍ପିଟାଲରେ ପହଞ୍ଚାଇବା ପାଇଁ ସହାୟତା ଯୋଗାଇ ଦେଇଥିଲେ ପୋଲିସ କନେଷ୍ଟେବଳ ଦୟାବୀର ସିଂ। ମହିଳା ଜଣକ ସୁରକ୍ଷିତ ଭାବେ ହସ୍ପିଟାଲରେ...

ଦେଶ କରୋନା ସହ ଲଢୁଥିବା ବେଳେ କଂଗ୍ରେସ ଲଢୁଛି କେନ୍ଦ୍ର ସହ: ଜାଭେଡକର

ନୂଆଦିଲ୍ଲୀ,୨୪।୪: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକର କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସାରା ଦେଶ କରୋନା ଭାଇରସ ସହ ଲଢୁଥିବା ବେଳେ କଂଗ୍ରେସ କିନ୍ତୁ ଲଢୁଛି କେନ୍ଦ୍ର ସରକାରଙ୍କ ସହ। ପରୋକ୍ଷରେ ସେ କଂଗ୍ରେସ...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୫୨ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦେଶରେ ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ। ବେଳକୁ ବେଳ ଏହି ସଂଖ୍ୟାରେ ବୃଦ୍ଧି ଘଟିବାରୁ ଏହା ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଲାଣି। ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା...

ସାଇକେଲ୍‌ରେ ମୁମ୍ବାଇରୁ ଗୋରଖପୁର ଯାତ୍ରା

ମୁମ୍ବାଇ,୨୪।୪: ଦେଶରେ ଲକ୍‌ଡାଉନ୍‌ ଯୋଗୁ ଏକପ୍ରକାର ସବୁ ଠପ୍‌ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସମସ୍ତ ପ୍ରବାସୀଙ୍କୁ ଯିଏ ଯେଉଁଠାରେ ଅଛି ସେଠାରେ ରହିବାକୁ ନିବଦେନ କରିଥିଲେ। ମହାରାଷ୍ଟ୍ର ସରକାର ସମସ୍ତ ପ୍ରବାସୀ ଶ୍ରମିକଙ୍କ...

କରୋନା ପଜିଟିଭ୍‌ ପରେ ବି କମି ନାହିଁ ମନୋବଳ: ଯୋଗ, ବ୍ୟାୟାମ କରୁଛନ୍ତି ପୋଲିସକର୍ମୀ

ନୂଆଦିଲ୍ଲୀ,୨୪।୪: ସାରା ବିଶ୍ୱ କରୋନା ଭାଇରସ୍‌କୁ ନେଇ ଆତଙ୍କିତ ହୋଇପଡ଼ିଛି। ସମସ୍ତେ ଏହି ସଂକ୍ରମଣକୁ ନେଇ ଭୟଭୀତ ହୋଇପଡ଼ିଥିବା ବେଳେ ଏହାରି ଭିତରେ ଦିଲ୍ଲୀ ପୋଲିସର ମନୋବଳ ବେଶ୍‌ ପ୍ରଶଂସନୀୟ। କରୋନା ପଜିଟିଭ୍‌ ହେବା ପରେ ବି ସେମାନଙ୍କ ଉତ୍ସାହରେ...

ଅନ୍ୟ ରାଜ୍ୟରେ ଫସିରହିଥିବା ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ ଯୋଜନା କରୁଛନ୍ତି ସରକାର

ଲକ୍ଷ୍ନୌ,୨୪।୪: ରାଜସ୍ଥାନ କୋଟାରେ ଫସିଥିବା ଛାତ୍ରଙ୍କୁ ଆଣିବା ପରେ ଏବେ ଅନ୍ୟ ରାଜ୍ୟରେ ଫସିଥିବା ଶ୍ରମିକଙ୍କୁ ଆଣିବା ପାଇଁ ଉତ୍ତରପ୍ରଦେଶ ସରକାର ଯୋଜନା କରୁଛନ୍ତି। ଶୁକ୍ରବାର କରୋନା ମୁକାବିଲା ପାଇଁ ବସିଥିବା ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏନେଇ ସୂଚନା...

କର୍ନାଟକରେ ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କରିଥିବା ୫ଜଣ ବ୍ୟକ୍ତି କରୋନା ପଜିଟିଭ୍‌: ଜେଲରୁ ଗଲେ ହସ୍ପିଟାଲ

ବେଙ୍ଗାଲୁରୁ,୨୪।୪: ବେଙ୍ଗାଲୁରୁର ପଦାରାୟଣପୁରା ଅଞ୍ଚଳର ସ୍ବାସ୍ଥ୍ୟକର୍ମୀଙ୍କୁ ଆକ୍ରମଣ କରିବା ଅଭିଯୋଗରେ ଗତ ସପ୍ତାହରେ ୫ଜଣଙ୍କୁ ଗିରଫ କରାଯାଇଥିଲା। ଏବେ ଏହି ୫ଜଣଙ୍କର କରୋନା ପଜିଟିଭ୍‌ ବାହାରିଥିବା ଜଣାପଡ଼ିଛି। ରିପୋର୍ଟ ଆସିବା ପରେ ସେମାନଙ୍କୁ ଜେଲରୁ ସିଧା ହସ୍ପିଟାଲକୁ ପଠାଯାଇଛି। ସୂଚନା...

କୋଟାରୁ ଫେରିବା ପାଇଁ ଅନଶନରେ ବିହାର ଛାତ୍ରୀ

କୋଟା,୨୪।୪: କରୋନା ଭାଇରସ୍‌ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ଯିଏ ଯେଉଁଠାରେ ଅଛନ୍ତି ସେଠାରେ ହିଁ ଫସି ହୋଇରହିଛନ୍ତି। ଇତିମଧ୍ୟରେ ରାଜସ୍ଥାନ କୋଟାରେ ମେଡିକାଲ ଓ ଇଞ୍ଜିନିୟରିଂ ପ୍ରବେଶ ପରୀକ୍ଷା ପାଇଁ କୋଚିଂ ନେଉଥିବା ପ୍ରାୟ...

ଦିଲ୍ଲୀ ଜଗଜୀବନ ହସ୍ପିଟାଲର ଡାକ୍ତର ସମେତ ୭ଜଣ ଷ୍ଟାଫ୍‌ ସଂକ୍ରମିତ

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଶୁକ୍ରବାର ଦିଲ୍ଲୀ ବାବୁ ଜଗଜୀବନ ରାମ ହସ୍ପିଟାଲର ଡାକ୍ତର ସମେତ ୭ଜଣ ଷ୍ଟାଫ୍‌ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହା ପୂର୍ବରୁ ଉକ୍ତ ହସ୍ପିଟାଲରେ ଆଉ ୭ଜଣ ଜଣ...

ଦିଲ୍ଲୀ ପାଇଁ ଖୁସି ଖବର: ପ୍ରଥମ ପର୍ଯ୍ୟାୟରେ ସଫଳ ହେଲା ପ୍ଳାଜମା ଥେରାପି

ନୂଆଦିଲ୍ଲୀ,୨୪।୪: କରୋନା ଭାଇରସ୍‌ ମହାସଙ୍କଟରେ ଗତି କରୁଥିବା ଦିଲ୍ଲୀ ପାଇଁ ଖୁସି ଖବର। ପ୍ରଥମ ପର୍ଯ୍ୟାୟରେ ପ୍ଲାଜମା ଥେରାପି ସଫଳ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ରାଜ୍ୟର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏନେଇ ସୂଚନା ଦେଇଛନ୍ତି। ମଙ୍ଗଳବାର ୪ କରୋନା ସଂକ୍ରମିତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri