ଜାତୀୟ

ଲକ୍‌ଡାଉନ କଟକଣାକୁ କୋହଳ କଲା ମୁମ୍ବାଇ ବିଏମ୍‌ସି

ମୁମ୍ବାଇ,୯।୬: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସଙ୍କଟ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ ଦେଶବ୍ୟାପି ଲକ୍‌ଡାଉନ ଜାରି ରହିଛି। ଇତିମଧ୍ୟରେ ଦୀର୍ଘ ଅଢ଼େଇ ମାସ ପରେ...

ଗୋଟିଏ ପରିବାରର ୨୬ ସଦସ୍ୟ କରୋନା ପଜିଟିଭ

ଜଇପୁର,୯।୬: ରାଜସ୍ଥାନରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏବେ ସେଠାରେ ଗୋଟିଏ ପରିବାରର ୨୬ ଜଣ ସଦସ୍ୟ କରୋନାରେ ପୀଡ଼ିତ ହେବା ଘଯଣା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଜଇପୁରର ସିଏମ୍‌ଏଚ୍‌ଓ ଡାକ୍ତର ନରୋତ୍ତମ ଶର୍ମା...

ଲକ୍‌ଡାଉନରେ ରେକର୍ଡ କଲା ପାର୍ଲେ-ଜି !

ନୂଆଦିଲ୍ଲୀ,୯।୬: କରୋନା ଭାଇରସ ସଂକ୍ରମଣ ପାଇଁ ଦେଶରେ ଜାରି ରହିଥିବା ଲକ୍‌ଡାଉନ ଯୋଗୁ ପ୍ରାୟତଃ ସମସ୍ତ ବ୍ୟବସାୟୀ କ୍ଷତି ସହିଛନ୍ତି। ଏମିତିକି କିଛି କିଛି ବ୍ୟବସାୟ ସମ୍ପୂର୍ଣ୍ଣ ରୂପେ ବନ୍ଦ ବି ହୋଇଯାଇଛି। ହେଲେ ପାର୍ଲେ-ଜି ବିସ୍କୁଟ ଏତେ ଅଧିକ...

ସିଲାବସ୍‌-ପାଠପଢ଼ା ସମୟ କମ୍‌ କରାଯିବା ପ୍ରସ୍ତାବ: ମାନବ ସମ୍ବଳ ବିଭାଗ ଖୁବ୍‌ ଶୀଘ୍ର ନେଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ସ୍କୁଲ, କଲେଜ ବନ୍ଦ ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜରେ ସିଲାବସ୍‌ ଏବଂ ପାଠପଢ଼ା ସମୟ କମ୍‌ କରିବାକୁ ଯୋଜନା କରାଯାଉଛି। ଏନେଇ ମାନବସମ୍ବଳ ବିକାଶ...

୧୫ ପ୍ରକାର ଜଡିବୁଟିରେ ପ୍ରସ୍ତୁତ ‘ଇମ୍ୟୁନିଟି ସନ୍ଦେଶ’: ଲଢିବ କରୋନା ସହ !

କୋଲକାତା,୯।୬: କରୋନା ଭାଇରସ ସଂକ୍ରମଣ ଦେଶରେ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ଏପର୍ଯ୍ୟନ୍ତ ଏହାର କୌଣସି ଭ୍ୟାକ୍ସିନ ମଧ୍ୟ ଆସିପାରି ନାହିଁ। ଆମେରିକା ଭଳି ବିକାଶଶୀଳ ଦେଶ ମଧ୍ୟ କରୋନା ଆଗରେ ଏକ ପ୍ରକାର ହାର ମାନିଛି କହିଲେ...

କରୋନାରେ ପୀଡ଼ିତ ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୯।୬: ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ତାଙ୍କ ମା’ ମାଧଓ୍ବି ରାଜେ ସିନ୍ଧିଆ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଦୁହିଁଙ୍କୁ ଦିଲ୍ଲୀର ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଛି ଦିନରୁ ଜ୍ୟୋତିରାଦିତ୍ୟଙ୍କୁ ଗଳାରେ ଯନ୍ତ୍ରଣା...

୪୩ଲକ୍ଷ ଲୋକଙ୍କୁ ୨ମାସର ମାଗଣା ରାସନ ଯୋଗାଇ ଦେବେ ରାଜସ୍ଥାନ ସରକାର

ଜୟପୁର,୯।୬: କରୋନା ଯୋଗୁ ଦେଶବ୍ୟାପି ଏବେ ଲକ୍‌ଡାଉନ ଜାରି ରହିଛି। ଏହି ସମୟରେ ବେରୋଜଗାର ହୋଇଥିବା ଲୋକଙ୍କୁ ରାଜସ୍ଥାନ ସରକାର ଆଶ୍ୱସ୍ତିକର ପ୍ରଦାନ କରିଛନ୍ତି। ଆଗାମୀ ୨ମାସ ପର୍ଯ୍ୟନ୍ତ ସରକାର ସେମାନଙ୍କୁ ମାଗଣା ରାଶନ ଯୋଗାଇଦେବେ ବୋଲି ଜଣାପଡ଼ିଛି। ଏଥିସହ...

ରାଜ୍ୟ ସଭା ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଦେବେଗୌଡା

ବେଙ୍ଗାଲୁରୁ୯।୬; ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ(ସେକ୍ୟୁଲାର) ମୁଖ୍ୟ ଏଚ୍‌ଡି ଦେବେଗୌଡା ରାଜ୍ୟ ସଭା ପାଇଁ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। କର୍ନାଟକର ରାଜ୍ୟ ସଭା ଆସନ ପାଇଁ ଜୁନ ୧୯ରେ ନିର୍ବାଚନ କରାଯିବ। ପ୍ରାର୍ଥିପତ୍ର ଦାଖଲ ସମୟରେ ଦେବେଗୌଡାଙ୍କ...

ଜୁଲାଇ ଶେଷ ସୁଦ୍ଧା ୫ଲକ୍ଷ ଛୁଇଁପାରେ କରୋନା ସଂକ୍ରମଣ, ଆବଶ୍ୟକ ୮୦ହଜାର ବେଡ୍‌: ସିସୋଡିଆ

ନୂଆଦିଲ୍ଲୀ,୯।୬: ଦିଲ୍ଲୀରେ ବେଲଗାମ୍‌ ହେଉଛି କରୋନା। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଗୋଷ୍ଠୀ ସଂକ୍ରମଣ ଭୟକୁ ନେଇ ମଙ୍ଗଳବାର ଉପରାଜ୍ୟପାଳ ଅନୀଲ ବୈଜଲଙ୍କ ଅଧ୍ୟକ୍ଷତାରେ ଡିଡିଏମ୍‌ଏରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ...

ଦିଲ୍ଲୀରେ କରୋନା ଗୋଷ୍ଠୀ ସଂକ୍ରମଣ ସଙ୍କେତ: ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୯।୬: କରୋନା ସଂକ୍ରମଣ ନେଇ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହେବାର ସଙ୍କେତ ମିଳିଥିବା ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଙ୍ଗଳବାର ସୂଚନା ଦେଇଛନ୍ତି। ଇତିମଧ୍ୟରେ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା...

ଭର୍ଚୁଆଲ ରାଲିରେ ମମତାଙ୍କ ଉପରେ ଗର୍ଜିଲେ ଶାହା

ନୂଆଦିଲ୍ଲୀ,୯।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ପଶ୍ଚିମବଙ୍ଗରେ ଭର୍ଚୁଆଲ ରାଲି ମାଧ୍ୟମରେ ଦଳୀୟକର୍ମୀ ଓ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କେନ୍ଦ୍ରର ମୋଦି ସରକାରଙ୍କ ୨.୦ର ପ୍ରଥମ ବର୍ଷ ପୂରଣ ହେବାର ଅନୁଭୁତି କହିଥିଲେ ।...

୯୦ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ପଢ଼ା ଲାଗୁଛି ଭଲ: ଅନ୍‌ଲାଇନ୍‌ ପାଠପଢ଼ାରେ ପୂରଣ ହେଉନି ଆବଶ୍ୟକତା

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସମସ୍ତ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ଛାତ୍ରୀଛାତ୍ରଙ୍କୁ ଅନ୍‌ଲାଇନ୍‌ରେ ପାଠପଢ଼ା ଯାଉଛି। ତେବେ ଏଭଳି ବ୍ୟବସ୍ଥାରେ ପାଠପଢ଼ାର ବହୁ ଆବଶ୍ୟକତା ପୂରଣ ହେଉ ନାହିଁ। ୯୦.୬ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ସ୍କୁଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri