ଜାତୀୟ

ସ୍ଥିତିରେ ସୁଧାର ଆସିଲେ ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ଉଡ଼ାଣ: ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସ୍ଥିତିରେ ସୁଧାର ଆସିଲେ ଖୁବ୍‌ ଶୀଘ୍ର ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ବୁଧବାର ସୂଚନା ଦେଇଛନ୍ତି। ବନ୍ଦେ ଭାରତ...

ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ ହେବ କୋଲକାତା ପୋର୍ଟ ଟ୍ରଷ୍ଟ୍‌: ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ନୂଆଦିଲ୍ଲୀ, ୩।୬: ପଶ୍ଚିମବଙ୍ଗର କୋଲାକାତା ପୋର୍ଟ ଟ୍ରଷ୍ଟ୍‌ ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ନାମରେ ନାମିତ ହେବ। ଏସମ୍ପର୍କିତ ଏକ ପ୍ରସ୍ତାବକୁ ବୁଧବାର କ୍ୟାବିନେଟ ମଞ୍ଜୁରୀ ମିଳିଛି। ଏହାର ନାମକରଣ ଶ୍ୟାମପ୍ରସାଦ ମୁଖାର୍ଜୀ ପୋର୍ଟ ଟ୍ରଷ୍ଟ୍‌ ଭାବେ କରାଯିବ ବୋଲି ସୂଚନା ଓ...

କୀଟନାଶକ କାରଖାନାରେ ବିସ୍ଫୋରଣ: ୫ ମୃତ, ୫୭ ଆହତ

ଭାରୁଚ୍‌,୩ା୬: ଗୁଜରାଟର ଭାରୁଚ୍‌ ଜିଲା ଅନ୍ତର୍ଗତ ଦାହେଜସ୍ଥିତ ଆଗ୍ରୋ- କେମିକାଲ୍‌ ଫ୍ୟାକ୍ଟ୍ରିବଏଲରରେ ବୁଧବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ବିସ୍ଫୋରଣ ପରେ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା। ଏଥିରେ ୫ ଜଣଙ୍କ ମୃତ୍ୟୁ ହେବା ସହ ୫୭ ଶ୍ରମିକ ଆହତ ହୋଇଥିବା...

ଲକ୍‌ଡାଉନ୍‌-୫: ପ୍ରତିଦିନ ୮ ହଜାରରୁ ଅଧିକ ରହୁଛି ନୂଆ ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୩।୬: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ଲକ୍‌ଡାଉନ୍‌-୫ ଜୁନ୍‌ ୧ଠାରୁ ଜାରି ହୋଇଛି। ଏଥିରେ ବହୁ କ୍ଷେତ୍ରରେ ସର୍ତ୍ତ ଭିତ୍ତିକ କୋହଳ ନୀତି ଲାଗୁ କରାଯାଇଛି। ଲକ୍‌ଡାଉନ୍‌-୫ରେ ପ୍ରତିଦିନ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ୯...

ନିସର୍ଗର ତାଣ୍ଡବ ଆରମ୍ଭ: ଅଲିବାଗରେ ବ୍ୟାପକ କ୍ଷୟକ୍ଷତି

ମୁମ୍ବାଇ, ୩।୬: ସାମୁଦ୍ରିକ ଝଡ଼ ନିସର୍ଗ ମହାରାଷ୍ଟ୍ରର ରାୟଗଡ଼ ଜିଲାର ହରିହରେଶ୍ୱର-ଡାମନ ମଧ୍ୟବର୍ତ୍ତୀ ଅଞ୍ଚଳ ଅଲିବାଗରେ ଭୂପୃଷ୍ଠ ଛୁଇଁଛି। ନିସର୍ଗ ପ୍ରଭାବରେ ଏଠାରେ ଘଣ୍ଟାପ୍ରତି ୧୨୦ରୁ ଅଧିକ ବେଗରେ ପବନ ବହିବା ସହିତ ବର୍ଷା ଲାଗି ରହିଛି। ଅଲିବାଗ ଅଞ୍ଚଳରେ...

କେନ୍ଦ୍ର କ୍ୟାବିନେଟ୍‌ରେ ୨ଟି ଅଧ୍ୟାଦେଶକୁ ମିଳିଲା ମଞ୍ଜୁରୀ: କୃଷକଙ୍କ ପାଇଁ ‘ଗୋଟିଏ ଦେଶ, ଗୋଟିଏ ବଜାର’ ନୀତି

ନୂଆଦିଲ୍ଲୀ,୩।୬: କରୋନା ସଙ୍କଟ ବେଳେ ବୁଧବାର ପୁଣିଥରେ କେନ୍ଦ୍ର କ୍ୟାବିନେଟର ଦ୍ବିତୀୟ ବୈଠକ ବସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୨ଟି ଅଧ୍ୟାଦେଶକୁ ମଞ୍ଜୁରୀ ମିଳିଛି। ଆବଶ୍ୟକ ବସ୍ତୁ ଅଧିନିୟମ, ଏପିଏସି ଅଧିନିୟମରେ ସଂଶୋଧନକୁ ମଞ୍ଜୁରୀ...

ଲ୍ୟାଣ୍ଡ୍‌ଫଲ୍‌ କରୁଛି ‘ନିସର୍ଗ’, ୧୦୦- ୧୨୦ କିଲୋମିଟର ବେଗରେ ବହୁଛି ପବନ

ମୁମ୍ବାଇ,୩ା୬: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୂଣ୍ଣିଝଡ଼ ‘ନିସର୍ଗ’ ମହାରାଷ୍ଟ୍ରର ରାୟଗଡ଼ ଜିଲା ହରିହରେଶ୍ୱର-ଡାମନ ମଝି ଆଲିବାଗରେ ଲ୍ୟାଣ୍ଡ୍‌ଫଲ୍‌ କରୁଛି। ଏଠାରେ ବର୍ତ୍ତମାନ ୧୦୦-୧୨୦ କିଲୋମିଟର ବେଗରେ ପବନ ବହୁଛି। ଏହି ସମୟରେ ମୁମ୍ବାଇର ବାନ୍ଦ୍ରା – ଓ୍ବର୍ଲି ସାଗର...

ଆରମ୍ଭ ହେଲା କ୍ୟାବିନେଟ୍‌ ବୈଠକ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି। ଗୋଟିଏ ସପ୍ତାହ ମଧ୍ୟରେ କେନ୍ଦ୍ର କ୍ୟାବିନେଟର ଏହା ଦ୍ବିତୀୟ ବୈଠକ। ବୈଠକରେ ଅନେକ ଗୁରୁତ୍ପୁର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ଅନୁମାନ କରାଯାଉଛି। ସୋମବାର ବସିଥିବା ବୈଠକରେ ଏମଏସଏମଇରେ...

କରୋନା ରୋଗୀଙ୍କ ଅନ୍ତିମ ସଂସ୍କାରକୁ ନେଇ ପ୍ରତିବାଦ, ଅର୍ଦ୍ଧଦଗ୍ଧ ମୃତଦେହ ନେଇ ପଳାଇଲେ ପରିବାର ଲୋକେ

ଶ୍ରୀନଗର,୩।୬: କରୋନା ସଂକ୍ରମଣକୁ ନେଇ ଲୋକେ ଏତେ ମାତ୍ରାରେ ଭୟଭୀତ ଅଛନ୍ତି ଯେ, ପୀଡିତ ଲୋକଙ୍କଠାରୁ ଦୂରେଇ ରହିବା ସହ ସାର୍ବଜନୀନ ଶ୍ମଶାନରେ ମୃତ କରୋନା ରୋଗୀଙ୍କ ଅନ୍ତିମ ସଂସ୍କାରକୁ ମଧ୍ୟ ବିରୋଧ କରୁଛନ୍ତି। ଜମ୍ମୁକଶ୍ମୀରର ଡୋଡାରେ ଏଭଳି ଏକ...

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩।୬: ଜମ୍ମୁ-କାଶ୍ମୀରର ପୁଲୱାମା ଜିଲାରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷାକର୍ମୀଙ୍କ ଅପରେଶନ ଜାରି ରହିଛି। ବୁଧବାର ଏଠାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀମାନେ କଙ୍ଗନ ଗ୍ରାମରେ ଲୁଚି ରହିଥିବା ସୂଚନା ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏଠାରେ...

ଭାରତ-ବାଲାଂଦେଶ ସୀମାରେ ଭୂକମ୍ପ ଅନୁଭୂତ

ନୂଆଦିଲ୍ଲୀ,୩।୬:ଭାରତ-ବାଲାଂଦେଶ ସୀମାରେ ବୁଧବାର ଭୂକମ୍ପ ଅନୁଭୂତ ହୋଇଛି। ଜାତୀୟ ଭୂମିକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ସକାଳ ୭.୧୦ ମିନିଟ୍‌ରେ ଭୂକମ୍ପ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୨ ଥିଲା। ବାଂଲାଦେଶର ଢାକା ନିକଟବର୍ତ୍ତୀ ନେଟ୍ରାକୋନାରେ ଭୂକମ୍ପ କେନ୍ଦ୍ରସ୍ଥଳ...

କରୋନାକୁ ନେଇ ଅନ୍ଧବିଶ୍ୱାସ: ଭୂତାଣୁ ହଟାଇବା ପାଇଁ ମହିଳାଙ୍କ ପୂଜାର୍ଚ୍ଚନା

ପାଟନା,୩।୬: ସମଗ୍ର ବିଶ୍ୱ କରୋନା ସହ ଲଢୁଛି। ୧୦୦ରୁ ଅଧିକ ଦେଶ ଏହି ମହାମାରୀ ପାଇଁ ଟୀକା ଖୋଜିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ କରୋନାକୁ ନେଇ କେତେକ ଅନ୍ଧବିଶ୍ୱାସ ଲୋକଙ୍କ ମଧ୍ୟରେ ବ୍ୟାପିବାରେ ଲାଗିଛି। ବିହାରର ରୋହତସ ଜିଲାର ନୋଖା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri