ଜାତୀୟ

ନାଗାଲାଣ୍ଡରେ ପ୍ରଥମ କରୋନା ସଂକ୍ରମିତ ଚିହ୍ନଟ

କୋହିମା,୧୩।୪: ଦେଶର ଉତ୍ତର ପୂର୍ବ ରାଜ୍ୟ ନାଗାଲାଣ୍ଡରେ ପ୍ରଥମ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ଜଣାପଡିଛି। ତେବେ ରାଜ୍ୟରେ ଏହା ପ୍ରଥମ ଘଟଣା ବୋଲି ସୋମବାର ଅଧିକାରୀମାନେ ସୂଚନା ଦେଇଛନ୍ତି। ଜଣେ ବ୍ୟକ୍ତିଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବାରୁ ତାଙ୍କୁ...

କରୋନା ସହ ଲଢିବାକୁ ଗରିବଙ୍କୁ ବଣ୍ଟାଗଲା ‘ମୋଦି ଗାମୁଛା’

ବରାଣସୀ,୧୩।୪: କରୋନା ଯୁଦ୍ଧରେ ଜିତିବାକୁ ହେଲେ ମାସ୍କ, ସାନିଟାଇଜର ଆଦି ବ୍ୟବହାର କରିବା ଜରୁରୀ ବୋଲି କୁହାଯାଇଛି। ଏମିତିକି କେତେ ଗୁଡିଏ ରାଜ୍ୟରେ ମାସ୍କ ନ ପିନ୍ଧିଲେ ଜରିମାନାର ବ୍ୟବସ୍ଥା ମଧ୍ୟ କରାଯାଇଛି। ହେଲେ ସମସ୍ତେ ମାସ୍କ କିଣି ନ...

କାର୍ଯ୍ୟରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ, ବରିଷ୍ଠ ଅଧିକାରୀ

ନୂଆଦିଲ୍ଲୀ,୧୩।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ସବୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ହେବା ସହ କେବଳ ଜରୁରୀ ଆବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଥିଲା। ନିକଟରେ...

ଆସାମ ଡିଟେନଶନ୍‌ ସେଣ୍ଟର: ୩ ବର୍ଷରେ ୩୦ ବିଦେଶୀଙ୍କ ଘଟିଛି ମୃତ୍ୟୁ

ନୂଆଦିଲ୍ଲୀ,୧୩।୪: ଭାରତରେ ବିନା କୌଣସି ବୈଧ ପ୍ରମାଣପତ୍ରରେ ବାସ କରୁଥିବା ଲୋକଙ୍କୁ ଡିଟେନଶନ୍‌ ସେଣ୍ଟରରେ ରଖାଯାଇଥାଏ। ଦେଶରେ ଏଭଳି ଲୋକଙ୍କୁ ରଖିବା ପାଇଁ ୨୦୦୯ରେ ୬ଟି ଡିଟେନଶନ୍‌ ସେଣ୍ଟର ନିର୍ମାଣ କରାଯାଇଥିଲା। ବିନା ପ୍ରମାଣପତ୍ରରେ ଭାରତରେ ରହୁଥିବା ଲୋକଙ୍କ ୧୯୮୩...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜଶେଖରନଙ୍କ ପରଲୋକ

ବେଙ୍ଗାଲୁରୁ,୧୩।୪: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଏମ୍‌.ଭି. ରାଜଶେଖରନଙ୍କର ସୋମବାର ବେଙ୍ଗାଲୁରୁଠାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ହୋଇଥିଲା। କିଛିଦିନ ହେବ ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ସେ ଉଭୟ...

ସ୍ବାଭାବିକ ହେବ ମନ୍ତ୍ରଣାଳୟ କାର୍ଯ୍ୟ

ନୂଆଦିଲ୍ଲୀ,୧୩ା୪: କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶରେ ଜାରି ରହିଥିବା ୨୧ ଦିନିଆ ଲକ୍‌ଡାଉନ ଅବଧି ଆସନ୍ତା ୧୪ ତାରିଖ ଯାଏ ରହିଛି। ଇତିମଧ୍ୟରେ ଓଡ଼ିଶା, ପଞ୍ଜାବ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର ଓ କର୍ନାଟକ ସରକାର ଲକ୍‌ଡାଉନ ମିଆଦକୁ ଏପ୍ରିଲ...

କରୋନା ଗବେଷଣା ଲାଗି ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ଅଧିକାରୀ ମନୋନୀତ

ନୂଆଦିଲ୍ଲୀ,୧୩ା୪(ସ୍ବ.ପ୍ର.): କୋଭିଡ୍‌-୧୯କୁ ନେଇ ବିଶ୍ୱସ୍ତରରେ ଗବେଷଣା ଆରମ୍ଭ ହୋଇଛି। ହାଭାର୍ଡ ବିଶ୍ୱବିଦ୍ୟାଳୟର ଟି.ଏ. ଚାନ୍‌ ସ୍କୁଲ ସର୍ବସାଧାରଣ ସ୍ବାସ୍ଥ୍ୟ ଅନ୍ତର୍ଗତ କରୋନା ମହାମାରୀ ଉପରେ ଗବେଷଣା ପାଇଁ ବିଶ୍ୱରୁ ଚୟନ କରିଥିବା କେତେଜଣ ଭେଷଜ ବିଜ୍ଞାନୀଙ୍କ ମଧ୍ୟରେ ଭାରତରୁ ସ୍ଥାନ...

ଦିନକରେ ୯୦୯ ପଜିଟିଭ

ନୂଆଦିଲ୍ଲୀ,୧୩।୪: ପରିସ୍ଥିତି ବିଗିଡ଼ିବାରେ ଲାଗିଛି। କରୋନା ଭୂତାଣୁ ମହାମାରୀର ରୂପ ନେଇ ଭାରତକୁ ଗ୍ରାସ କରିବାରେ ଲାଗିଛି। ରବିବାର ୯୦୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଦେଶରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇ ୯,୧୬୬ରେ ପହଞ୍ଚିଛି। ମୋଟ ୩୨୫...

ଧରାବିରେ ୪୩ ସଂକ୍ରମିତ, ୪ ମୃତ

ନୂଆଦିଲ୍ଲୀ,୧୩ା୪: ଏସିଆ ମହାଦେଶର ସର୍ବବୃହତ୍‌ ବସ୍ତି ଭାବେ ପରିଚିତ ମୁମ୍ବାଇର ଧରାବିରେ ୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ରବିବାର ସୁଦ୍ଧା ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୪୩ରେ ପହଞ୍ଚତ୍ଛି। ୧୨ ଦିନ ପୂର୍ବରୁ ଏଠାରେ ପ୍ରଥମ କରୋନା...

ପାଶ୍ୱାନଙ୍କ ବାରିକ ସାଜିଲେ ପୁଅ ଚିରାଗ

ନୂଆଦିଲ୍ଲୀ,୧୩ା୪: ଲକ୍‌ଡାଉନ୍‌ ବେଳେ କେନ୍ଦ୍ରମନ୍ତ୍ରୀ ରାମବିଳାସ ପାଶ୍ୱାନଙ୍କ ଚୁଟି ଓ ଦାଢ଼ି କାଟୁଛନ୍ତି ପୁଅ ଚିରାଗ ପାଶ୍ୱାନ। ଲୋକ ଜନଶକ୍ତି ପାର୍ଟି ଅଧ୍ୟକ୍ଷ ଚିରାଗ ରବିବାର ଏନେଇ ଟୁଇଟର୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ଏକ ଇଲେକ୍ଟ୍ରିକ୍‌...

୧୫ ପାକ୍‌ ସୈନ୍ୟ, ୮ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,୧୩ା୪: ନିୟନ୍ତ୍ରଣ ରେଖା ଆରପଟେ ଥିବା କେରନ ସେକ୍ଟରରେ ଭାରତୀୟ ସେନା ପକ୍ଷରୁ ଶୁକ୍ରବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଥିରେ ୮ ଆତଙ୍କବାଦୀ ଏବଂ ୧୫ ପାକ୍‌ ସୈନ୍ୟ ନିହତ ହୋଇଥିବା ସାମରିକ ବାହିନୀ ସୂତ୍ରରୁ ଜଣାପଡ଼ିଛି। ଏହା...

ଅଟକାଇବାରୁ ପୋଲିସଙ୍କ ହାତ କାଟିଦେଲେ

ଚଣ୍ଡିଗଡ଼,୧୩ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ସାଧାରଣ ଯାତାୟାତ ଉପରେ କଟକଣା ଜାରି ହୋଇଛି। ଜରୁରୀ କାର୍ଯ୍ୟ ଥିଲେ ଅନୁମତି ପତ୍ର କିମ୍ବା ପାସ୍‌ ଦେଖାଇ ଛଡ଼ାଯାଉଛି। ଏଭଳି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri