ଜାତୀୟ

ଏମ୍‌ପିରେ ଜୁନ ୧୫ ଯାଏ ଲକ୍‌ଡାଉନ୍‌

ଭୋପାଳ,୩୧।୫: ମଧ୍ୟପ୍ରଦେଶ(ଏମ୍‌ପି)ରେ ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବା ବେଳେ ଲକ୍‌ଡାଉନ୍‌କୁ ଜୁନ ୧୫ ଯାଏ ବୃଦ୍ଧି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶିବରାଜ୍‌ ସିଂ ଚୌହାନ ଶନିବାର ଘୋଷଣା କରିଛନ୍ତି। ରାଜ୍ୟରେ ଅର୍ଥନେତିକ କାର୍ଯ୍ୟକଳାପ ପୁନଃ କାର୍ଯ୍ୟକାରୀ କରିବା ସମ୍ଭବ ନୁହେଁ...

୨୮% ସଂକ୍ରମିତଙ୍କଠାରେ ଲକ୍ଷଣ ନାହିଁ

ନୂଆଦିଲ୍ଲୀ,୩୧ା୫(ପି.ଟି.): ଭାରତରେ ଏପ୍ରିଲ ୩୦ ସୁଦ୍ଧା ୪୦,୧୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨୮ ପ୍ରତିଶତଙ୍କଠାରେ କୋଭିଡ୍‌-୧୯ର କୌଣସି ଲକ୍ଷଣ ନ ଥିଲା ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ସାମାନ୍ୟ କିମ୍ବା ଆଦୌ ଲକ୍ଷଣ ଦେଖାଉ...

ତାଲା ଖୋଲିଦେଲା ଅନ୍‌ଲକ୍‌ ୧

ନୂଆଦିଲ୍ଲୀ,୩୧ା୫(ପି.ଟି.): ସାରା ଦେଶରେ ଲାଗୁ ହୋଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ରବିବାର ଶେଷ ହେଉଥିବାବେଳେ ପଞ୍ଚମ ପର୍ଯ୍ୟାୟ ଲକ୍‌ଡାଉନ କେବଳ ନିଷିଦ୍ଧାଞ୍ଚଳରେ ଜୁନ୍‌ ୩୦ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି କେନ୍ଦ୍ର ସରକାର ଶନିବାର ଘୋଷଣା କରିଛନ୍ତି। ଏହି ଜୋନ୍‌...

କୋଭିଡ ଜାତୀୟ ମାର୍ଗଦର୍ଶିକା: ବିବାହ ଉତ୍ସବରେ ୫୦ରୁ ଅଧିକ ଲୋକଙ୍କୁ ବାରଣ, ସର୍ବସାଧାରଣ ସ୍ଥାନରେ ମଦ-ପାନ-ଗୁଟଖା ସେବନ ମନା

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ କୋହଳ ସହ କରୋନା ମାର୍ଗଦର୍ଶିକା ଜାରି କରିଛନ୍ତି କେନ୍ଦ୍ର ସରକାର। ତଦନୁଯାୟୀ, ସର୍ବସାଧାରଣ ସ୍ଥାନ, କାର୍ଯ୍ୟସ୍ଥଳରେ ମାସ୍କ ପିନ୍ଧିବା ଜରୁରୀ ବୋଲି କୁହାଯାଇଛି। ସେହିଭଳି ଗାଡ଼ିରେ ଯିବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ସର୍ବସାଧାରଣସ୍ଥାନରେ ସର୍ବନିମ୍ନ ୬...

ଲକ୍‌ଡାଉନ୍‌ -୫.୦: କଟକଣା ମୁକ୍ତ ହେଲା ଲୋକଙ୍କ ଯା’ଆସ

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ ୫.୦ର ନୂତନ ଗାଇଡଲାଇନ୍‌ରେ ଲୋକଙ୍କ ଯା’ଆସକୁ କଟକଣା ମୁକ୍ତ କରିଛନ୍ତି କେନ୍ଦ୍ର ସରକାର। ଏଣୁ ରାଜ୍ୟ ଭିତରେ ବା ରାଜ୍ୟ ବାହାରକୁ ଲୋକେ ଯାଇପାରିବେ। ମାଲ ପରିବହନ ସହ ଲୋକମାନଙ୍କ ଯା’ ଆସକୁ ଅନୁମତି ଦିଆଯାଇଛି। ଏଥିପାଇଁ...

କମିଲା ୧୨ ଘଣ୍ଟିଆ ଅବଧି: ଏଣିକି ରାତି ୯ରୁ ସକାଳ ୫ ଯାଏ କର୍ଫ୍ୟୁ

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ ୫.୦ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ନୂଆ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ୧୨ ଘଣ୍ଟିଆ ରାତ୍ରକାଳୀନ କର୍ଫ୍ୟୁକୁ କୋହଳ କରାଯାଇଛି। ଏଣିକି ପ୍ରତ୍ୟେହ ରାତି ୯ଟାରୁ ସକାଳ ୫ଟା ଯାଏ, ୮ ଘଣ୍ଟା ପାଇଁ...

ଜୁନ୍‌ ୮ରୁ ଖୋଲିବ ଧାର୍ମିକ ସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ

ନୂଆଦିଲ୍ଲୀ,୩୦।୫: ଜୁନ୍‌ ପହିଲାରୁ ଏକ ମାସ ଅର୍ଥାତ ଜୁନ ୩୦ ପର୍ଯ୍ୟନ୍ତ ବଢ଼ିଛି ଲକ୍‌ଡାଉନ୍‌ ଅବଧି। ଶନିବାର ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ହେଲେ ଲକ୍‌ଡାଉନ୍‌ ୫.୦ରେ କେବଳ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ କଟକଣା ଜାରି ରହିବ।...

ଲକ୍‌ଡାଉନ୍‌ ୫.୦: ଜୁନ ୩୦ ଯାଏ କେବଳ କଣ୍ଟେନମେଣ୍ଟ ଜୋନ୍‌ରେ ଲାଗୁ, ବାକି ଅଞ୍ଚଳରେ ପର୍ଯ୍ୟାୟକ୍ରମେ ଖୋଲିବାକୁ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ,୩୦।୫: କରୋନା ମୁକାବିଲା ପାଇଁ ଦେଶରେ ପୁଣି ଥରେ ଲକଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଲକଡାଉନ ୫.୦ ପାଇଁ ସରକାର ନୂଆ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ତେବେ ଜୁନ୍‌ ୩୦ ଯାଏ କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ହିଁ ଲକ୍‌ଡାଉନ୍‌ ଜାରି ରହିବ।...

କ୍ଷମତାର ଏକବର୍ଷ: ରେଡ୍‌ଜୋନ୍‌ରେ ଶାସନ-ଅର୍ଥନୀତି, ଅରେଞ୍ଜ୍‌ରେ ରାଜନୀତି-ଗ୍ରୀନ୍‌ରେ ବିକାଶ

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିର ପ୍ରଥମ ବର୍ଷ ପୂରଣ ହୋଇଛି। ଏନେଇ କିଛି ଗଣମାଧ୍ୟମ ସଂସ୍ଥା ପକ୍ଷରୁ ସରକାରଙ୍କ ଗୋଟିଏ ବର୍ଷର ୬ଟି ସ୍ତମ୍ଭ ବିଶିଷ୍ଟ ରିପୋର୍ଟ ଜାରି କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, କ୍ଷମତାର ଗୋଟିଏ...

କରୋନାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: କେଜରିଓ୍ବାଲ

ନୂଆଦିଲ୍ଲୀ,୩୦।୫: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହାକୁ ନେଇ ସରକାର କେତେ ପ୍ରସ୍ତୁତ ଅଛନ୍ତି ସେକଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଆଜି ସୂଚନା ଦେଇଛନ୍ତି। ସେ କହିଛନ୍ତି ଲକ୍‌ଡାଉନକୁ ଆମେ ସବୁଦିନ ପାଇଁ ରଖିପାରିବା...

ଦିଲ୍ଲୀ-ମସ୍କୋ ଏୟାର ଇଣ୍ଡିଆ ବିମାନ ପାଇଲଟ୍‌ କରୋନା ପଜିଟିଭ୍‌: ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୩୦।୫: ଏୟାର ଇଣ୍ଡିଆର ଦିଲ୍ଲୀ-ମସ୍କୋ ବିମାନ ଉଡ଼ାଣକୁ ବାତିଲ କରାଯାଇଛି। ଏହି ବିମାନର ପାଇଲଟ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିବା ପରେ ଏୟାର ଇଣ୍ଡିଆ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଶନିବାର ସକାଳେ ରିପୋର୍ଟ ସମ୍ପର୍କରେ...

ମୋଦିଙ୍କ ନାଁର ଅର୍ଥ ବୁଝାଇଲେ ଶିବରାଜ

ଭୋପାଳ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨.୦ ସରକାରକୁ ଏକ ବର୍ଷ ପୂରଣ ହୋଇଛି। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ମୋଦିଙ୍କ ନାଁର ଅର୍ଥ ବୁଝାଇଛନ୍ତି। ସେ କହିଛନ୍ତି ମୋଦି ନାମ ଏକ ମନ୍ତ୍ର। ଏଥିରେ ‘ଏମ୍‌’ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri