ଜାତୀୟ

୨ ସପ୍ତାହ ବଢିପାରେ ଲକ୍‌ଡାଉନ ଅବଧି

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସକୁ ନେଇ ଦେଶରେ ଚାଲିଥିବା ୨୧ ଦିନିଆ ଲକ୍‌ଡାଉନ ଅବଧି ଆଉ ୩ ଦିନ ପରେ ଶେଷ ହେବାକୁ ଯାଉଛି। ହେଲେ ଏହି ଅବଧିକୁ ଆଉ ୨ ସପ୍ତାହ ବା ୧୫ ଦିନ ବୃଦ୍ଧି କରିବାକୁ ବିଭିନ୍ନ...

କୋଭିଡ-୧୯କୁ ହରାଇବାକୁ ଜରୁରୀ ଥିଲା ଲକ୍‌ଡାଉନ: ଲଭ ଅଗ୍ରଓ୍ବାଲ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରଓ୍ବାଲ ଏକ ସାମ୍ବାଦିକ ସମ୍ମିଳନୀରେ କୋଭିଡ-୧୯କୁ ହରାଇବାକୁ ଲକ୍‌ଡାଉନ...

୧୫ ଦିନ ଲକ୍‌ଡାଉନ ଅବଧି ବୃଦ୍ଧିକୁ ନେଇ ଦିନେ ଦୁଇଦିନ ମଧ୍ୟରେ ଗାଇଡଲାଇନ୍‌ ଆଣିବେ ମୋଦି: ୟେଦୁରପ୍ପା

ବେଙ୍ଗାଲୁରୁ,୧୧।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ସମୟ ପୂରଣ ହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ହେଲେ ଏପର୍ଯ୍ୟନ୍ତ ଦେଶରେ କରୋନା ସଂକ୍ରମଣ ସଂଖ୍ୟା କମିବା ପରିବର୍ତ୍ତେ ବୃଦ୍ଧି ପାଇବାରେ ଲାଗିଛି।...

ପ୍ରଧାନମନ୍ତ୍ରୀଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ପ୍ରଶଂସା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲକ୍‌ଡାଉନ୍‌ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। କେଜରିଓ୍ବାଲ ଟୁଇଟ୍‌ କରି କହିଛନ୍ତି ଯେ, କରୋନା ସଂକ୍ରମଣ ଭାରତରେ କମ୍‌ ରହିଛି। ଏହାର ମୁଖ୍ୟ କାରଣ ହେଉଛି ପ୍ରଧାନମନ୍ତ୍ରୀଙ୍କ ୨୧ ଦିନିଆ...

ଭାଙ୍ଗିଲା ଆସ୍‌ ଡ୍ୟାମ୍‌: ୨ ମୃତ; ୪ ନିଖୋଜ

ଭୋପାଳ,୧୧।୪: ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଥିବାବେଳେ ମଧ୍ୟପ୍ରଦେଶରେ ରିଲାଏନ୍ସ୍‌ର ଆସ୍‌ ଡ୍ୟାମ ଭାଙ୍ଗିବା ଯୋଗୁ ୨ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସିଙ୍ଗାଉଲିଠାରେ ଘଟିଥିବା ଏହି ଦୁର୍ଘଟଣାରେ ୪ ଲୋକ ନିଖୋଜ ରହିଛନ୍ତି। ସେମାନଙ୍କ ଖୋଜ ଖବର...

୫ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଉଥିବା ଆମ୍ମା କ୍ୟାଣ୍ଟିନ ଏବେ ୧୧ ଲକ୍ଷ ଭୋକିଲାଙ୍କ ପେଟକୁ ଯୋଗାଉଛି ଦାନା

ଚେନ୍ନାଇ,୧୧।୪: ତାମିଲନାଡୁର ଆମ୍ମା କ୍ୟାଣ୍ଟିନ ଦେଶ ବିଦେଶରେ ବେଶ୍‌ ପରିଚିତ। ଦୌନିକ ଏହି କ୍ୟାଣ୍ଟିନ ପାଖାପାଖି ୫ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଉଥିଲା। ହେଲେ କରୋନା ଭାଇରସ ସଂକ୍ରମଣକୁ ଦେଖି ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବାରୁ ସବୁ ଛୋଟ...

ଲକ୍‌ଡାଉନ ସମୟରେ ଜନ୍ମଦିନ ପାଳି ଅଡୁଆରେ ଭାଜପା ବିଧାୟକ

ବେଙ୍ଗାଲୁରୁ,୧୧।୪: କର୍ନାଟକ ତୁରୁଭେକେରେର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ଏମ୍‌. ଜୟନାରାୟଣ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଜନ୍ମଦିନ ପାଳି ବିବାଦ ଘେରକୁ ଚାଲି ଆସିଛନ୍ତି। ଶୁକ୍ରବାର ସେ ତାଙ୍କ ଜନ୍ମଦିନ ପାଳିଥିବା ବେଳେ କୋଭିଡ-୧୯କୁ ନେଇ ଜାରି କରାଯାଇଥିବା...

ସର୍ବସାଧାରଣ ସ୍ଥାନରେ ତମାଖୁ ସେବନ ଓ ଛେପ ପକାଇବା ଉପରେ କଟକଣା ଲଗାଇବାକୁ ନିର୍ଦ୍ଦେଶ ଦେଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ୍‌ ବ୍ୟାପିବାରୁ ରୋକିବା ପାଇଁ ସରକାର ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ତମାଖୁ ସେବନ ଓ ଛେପ ପକାଇବା ଉପରେ କଟକଣା ଲଗାଇବାକୁ ସମସ୍ତ ରାଜ୍ୟକୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ନିର୍ଦ୍ଦେଶ...

ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସ୍‌ ସଂକ୍ରମଣ ଧିରେ ଧିରେ ସାରା ଦେଶରେ କାୟା ବିସ୍ତାର କରି ଚାଲିଛି। କରୋନା ସହ ମୁକାବିଲା ପାଇଁ ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଏହାର ଅବଧି ଏପ୍ରିଲ ୧୪କୁ ଶେଷ...

ଭାରତର ୫ ରାଜ୍ୟରେ ଅଧିକ କରୋନା ସଂକ୍ରମିତ !

ନୂଆଦିଲ୍ଲୀ,୧୧।୪: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ସୃଷ୍ଟି ହୋଇଛି। ଦେଶର ୫ ରାଜ୍ୟରେ ଅଧିକ କରୋନା ସଂକ୍ରମିତ ରହିଛନ୍ତି। ସେସବୁ ରାଜ୍ୟଗୁଡ଼ିକ ହେଉଛନ୍ତି ମହାରାଷ୍ଟ୍ର, ଦିଲ୍ଲୀ, ତାମିଲନାଡୁ, ତେଲେଙ୍ଗାନା ଏବଂ ରାଜସ୍ଥାନ। ମହାରାଷ୍ଟ୍ରରେ ଏପ୍ରିଲ୍‌ ୧୦ ସୁଦ୍ଧା ସଂକ୍ରମିତଙ୍କ...

ନିୟମ ମାନିଲେ ମୋଦି: ମାସ୍କ ପିନ୍ଧି କଲେ ଭିଡିଓ କନଫରେନ୍ସିଂ

ନୂଆଦିଲ୍ଲୀ,୧୧।୪: କରୋନା ଭାଇରସକୁ ଦୂରେଇବାକୁ ହେଲେ କେତେ ଗୁଡିଏ ନିୟମ ପାଳନ କରିବାକୁ କୁହାଯାଉଛି। ଯେମିତିକି ବାରମ୍ବାର ସାବୁନରେ ହାତ ଧୋଇବା, ବାହାରକୁ ଯିବା ସମୟରେ ମାସ୍କ ପିନ୍ଧିବା ଇତ୍ୟାଦି। ଏହାକୁ ଏବେ ପାଳନ କରିଛନ୍ତି ଖୋଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଗାଜିଆବାଦରେ ସରକାରୀ ଡାକ୍ତର କରୋନାରେ ସଂକ୍ରମିତ

ଗାଜିଆବାଦ,୧୧।୪:ଦେଶରେ ମହାମାରୀ କରୋନା ଭାଇରସ୍‌ ବେଲଗାମ୍‌ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏବେ ଏହା କବଳରୁ ଡାକ୍ତର ମଧ୍ୟ ବର୍ତ୍ତି ପାରୁନାହାନ୍ତି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଯୋଦ୍ଧା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri